Sign in
Sign in
Recover your password.
A password will be e-mailed to you.
Browsing Category
ମହାନଗର
ଶୀଘ୍ର ପ୍ରଣୟନ ହେବ ସ୍ୱତନ୍ତ୍ର ଓଡିଆ ଚଳଚ୍ଚିତ୍ର ନୀତି, ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା
ଭୁବନେଶ୍ୱର : ଓଡ଼ିଆ ଚଳଚ୍ଚିତ୍ର ଶିଳ୍ପର ପୁନରୁଦ୍ଧାର ଏବଂ ଏହାର ଉନ୍ନତି ପାଇଁ ରାଜ୍ୟ ସରକାର ଅନେକ ପଦକ୍ଷେପ ନେବାକୁ ଯାଉଛନ୍ତି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ଦିନ ସଂସ୍କୃତି ଭବନଠାରେ ଆୟୋଜିତ ଏକ ସ୍ୱତନ୍ତ୍ର ଆଲୋଚନା ଚକ୍ରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଚଳଚ୍ଚିତ୍ର ଜଗତର…
ନୂଆ ପୁଲିସ ମହାନିର୍ଦେଶକ ପଦ ପାଇଁ ୧୧ ନାମ ସୁପାରିସ
ଭୁବନେଶ୍ବର : ଓଡ଼ିଶାର ପରବର୍ତ୍ତୀ ପୁଲିସ ମହାନିର୍ଦେଶକ (ଡିଜିପି) ପଦରେ ନିଯୁକ୍ତି ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି କ୍ରମରେ ରାଜ୍ୟ ସରକାର ୧୯୯୦ରୁ ୧୯୯୬ ବ୍ୟାଚ ମଧ୍ୟରେ ଥିବା ୧୧ ଆଇପିଏସ୍ ଅଧିକାରୀଙ୍କ ନାମ ୟୁପିଏସ୍ସିକୁ ସୁପାରିସ କରିଛନ୍ତି। ଏଥିମଧ୍ୟରୁ ୟୁପିଏସ୍ସି ତିନୋଟି…
ସରଳୀକରଣ ହେଲା ଆପାର୍ଟମେଣ୍ଟ କିଣାବିକା ସହ ପଞ୍ଜିକରଣ
ଭୁବନେଶ୍ୱର : ସାଧାରଣ ଓ ମଧ୍ୟବିତ୍ତ ବ୍ୟକ୍ତିଙ୍କ ପାଇଁ ଖୁସି ଖବର । ଦୂର ହୋଇଛି ଦୀର୍ଘବର୍ଷର ପ୍ରତିବନ୍ଧକ । ଏଣିକି ସରଳ ହେବ ଫ୍ଲାଟ କିଣାବିକା। ଆପାର୍ଟମେଣ୍ଟର କମନସ୍ପେସ୍ ରେଜିଷ୍ଟ୍ରେସନ ସହ ଅନ୍ୟାନ୍ୟ ସୁବିଧା ପାଇଁ ଥରେ ଦେବାକୁ ପଡିବ ୫୦ ହଜାର ଟଙ୍କା । ଓଡିଶା ଆପାର୍ଟମେଣ୍ଟ ମାଲିକାନା…
ତୈଳ ଦର ବୃଦ୍ଧି ପରେ ଓଡ଼ିଶାରେ ଘରୋଇ ବସ୍ ଭଡ଼ା ବଢ଼ାଇଛନ୍ତି ରାଜ୍ୟ ସରକାର।
ଭୁବନେଶ୍ୱର : ସାଧାରଣ ଜନତାଙ୍କ ପକେଟ୍କୁ ପୁଣି ଝଟ୍କା। ରାଜ୍ୟରେ ବଢ଼ିଲା ଘରୋଇ ବସ୍ ଭଡ଼ା। ତୈଳ ଦର ବୃଦ୍ଧିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ବଡ଼ ନିଷ୍ପତ୍ତି ନେଇଛନ୍ତି।
ଅର୍ଡିନାରୀ ବସ୍ ୮୮ ପଇସାରୁ ବୃଦ୍ଧି ପାଇ ୯୦ ପଇସା (କିମି ପିଛା), ଏକ୍ସପ୍ରେସ୍ ବସ୍ ୯୨ ପଇସାରୁ ବୃଦ୍ଧି…
ମ୍ୟାନେଜମେଣ୍ଟ ଶିକ୍ଷା କ୍ଷେତ୍ରରେ ଆଇଆଇଏମ ବିଶ୍ୱ ପାଇଁ ମଡେଲ – କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଗୁଜରାଟ : କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଗୁଜରାଟ ଗସ୍ତ ଅବସରରେ ଗାନ୍ଧୀନଗର ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ପଟେଲଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ଏହି ପରିପ୍ରେକ୍ଷୀରେ ଉଭୟ ନେତାଙ୍କ ମଧ୍ୟରେ ଶିକ୍ଷା ଏବଂ ନବସୃଜନ କ୍ଷେତ୍ରରେ ଗୁଜରାଟର ଅଗ୍ରଗତି…
ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ପାଳନ ପାଇଁ ବସିଲା ପ୍ରସ୍ତୁତି
ଭୁବନେଶ୍ୱର : ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ପାଳନ ସମ୍ପର୍କିତ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଯେହେତୁ ବର୍ତ୍ତମାନ ପଶ୍ଚିମ-ଏସିଆ ପରିସ୍ଥିତି ଯୋଗୁ ସମଗ୍ର ଦେଶ ଏକ ସଂକଟମୟ ପରିସ୍ଥିତି ଦେଇ ଗତି…
ରାଜ୍ୟରେ ତେଲର ଅଭାବ ନାହିଁ:ଯୋଗାଣ ମନ୍ତ୍ରୀଙ୍କ ପ୍ରତିକ୍ରିୟା
ଭୁବନେଶ୍ଵର : ଦେଶରେ ଇନ୍ଧନ ସଙ୍କଟ ଚରମ ସୀମାରେ ପହଞ୍ଚିଛି। ପେଟ୍ରୋଲ ଓ ଡିଜେଲ ଅଭାବ ଯୋଗୁଁ ସାଧାରଣ ଜନଜୀବନ ସମ୍ପୂର୍ଣ୍ଣ ଅସ୍ତବ୍ୟସ୍ତ ହୋଇପଡିଛି। ପେଟ୍ରୋଲପମ୍ପରେ ଲାଗିଛି ଲମ୍ବା ଧାଡି।ପେଟ୍ରୋଲପମ୍ପ ଗୁଡିକରେ ଏବେ କୁରୁକ୍ଷେତ୍ର ପାଲଟିଥିବା ବେଳେ ତେଲ ପାଇଁ ଗ୍ରାହକଙ୍କ ମଧ୍ୟରେ…
ମେ ୩୦ ତାରିଖରୁ ଜୁନ ମାସ ୨୮ ତାରିଖ ଯାଏଁ ଘର ଘର ବୁଲିବେ ବିଏଲଓ। ସେପ୍ଟେମ୍ବର ୬ରେ ଚୂଡାନ୍ତ ଭୋଟର ତାଲିକା ପ୍ରକାଶ…
ଭୁବନେଶ୍ବର : ମେ ୩୦ରୁ ଆରମ୍ଭ ହେବ SIR ପ୍ରକ୍ରିୟା। ମେ ୩୦ ତାରିଖରୁ ଜୁନ ମାସ ୨୮ ତାରିଖ ଯାଏଁ ଘର ଘର ବୁଲିବେ ବିଏଲଓ। ସେପ୍ଟେମ୍ବର ୬ରେ ଚୂଡାନ୍ତ ଭୋଟର ତାଲିକା ପ୍ରକାଶ ପାଇବ। ବର୍ତ୍ତମାନ ସୁଦ୍ଧା ୯ ଲକ୍ଷ ୮୦ ହଜାର ଭୋଟର ବାଦ ପଡିଛନ୍ତି। ଯେଉଁମାନେ ଭାରତୀୟ ନାଗରିକ ନୁହଁନ୍ତି…
Odisha-wide Shutdown Call on 20th May 2026 to Protect the survival of Chemists and Public Health,…
Bhubaneswar, 13.5 : More than 30000 Chemists across the State will take to the streets against the unregulated functioning of online pharmacies and predatory pricing. Illegal e-pharmacies and deep discounting have put the livelihood of our…
ବରିଷ୍ଠ ପୁଜ୍ୟପୂଜା ପ୍ରାଣ ବ୍ରଜବନ୍ଧୁ ପରିଡାଙ୍କ ବିୟୋଗ
ଭୁବନେଶ୍ୱର : ତା 13/05/26 ବରିଷ୍ଠ ପୁଜ୍ୟପୂଜା ପ୍ରାଣ, ଶହୀଦ ରଘୁ -ଦିବାକର ସ୍ମୃତି ସଂସଦର ସାଧାରଣ ସମ୍ପାଦକ ତଥା ରଣଭୂଇଁ ସମ୍ପାଦକ ବ୍ରଜବନ୍ଧୁ ପରିଡାଙ୍କ 73 ବର୍ଷ ବୟସରେ ହୃଦଘାତରେ ବିୟୋଗ ଘଟିଛି l ଦୀର୍ଘ ଦିନଧରି ସ୍ୱାସ୍ଥ୍ୟବସ୍ଥା ପାଇଁ ଏକ ଘରୋଇ ହସ୍ପିଟାଲ ରେ ଚିକିତ୍ସାଧୀନ ଥିଲେ l…