Sign in
Sign in
Recover your password.
A password will be e-mailed to you.
Browsing Category
ମହାନଗର
ପରୀକ୍ଷାର୍ଥୀଙ୍କ ପ୍ରତି ବିଶ୍ୱାସଘାତକତା:ନବୀନ
ଭୁବନେଶ୍ଵର : ନିଟ୍ ପ୍ରଶ୍ନପତ୍ର ଲିକ୍ ଘଟଣାରେ ସାରା ଦେଶରେ ଝଡ ସୃଷ୍ଟି ହୋଇଛି। ପ୍ରଶ୍ନପତ୍ର ଲିକ ଯୋଗୁ ବାତିଲ ହୋଇ ଯାଇଛି ନିଟ ୟୁଜି ୨୦୨୬ ପରୀକ୍ଷା। ମେ’ ୩ରେ ୨୨ ଲକ୍ଷରୁ ଅଧିକ ପିଲା ପରୀକ୍ଷା ଦେଇଥିଲେ। ଲିକ୍ ପ୍ରସଙ୍ଗରେ ମୁହଁ ଖୋଲିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ସେ ତାଙ୍କ…
୧୮ରେ ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ
ଭୁବନେଶ୍ୱର : ଆସନ୍ତା ୧୮ ତାରିଖରେ ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ। ରାଜ୍ୟ ମୁଖ୍ୟ କାର୍ଯ୍ୟାଳୟରେ ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଯୋଗ ଦେବେ। ସକାଳ ୧୧ ଘଟିକା ସମୟରେ ରାଜ୍ୟ କାର୍ଯ୍ୟାଳୟ ଠାରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ନିତିନ ନବୀନ ଙ୍କ ପ୍ରଥମ…
ରାଜଧାନୀରେ ଜୋର୍ଦାର ‘ନାଇଟ୍ ଅପରେସନ’
ଭୁବନେଶ୍ବର : ରାଜଧାନୀରେ ଦିନକୁ ଦିନ ଅପରାଧ ବଢିବାରେ ଲାଗିଛି। ବାଲିଅନ୍ତା ଥାନା ଅଧୀନ ରାମଚନ୍ଦ୍ରପୁର କାଜ ନିକଟରେ ପୁଲିସ କନଷ୍ଟେବଳ ସୌମ୍ୟରଞ୍ଜନ ସ୍ବାଇଁଙ୍କୁ ପିଟିପିଟି ହତ୍ୟା ଘଟଣା ପରେ ଆକ୍ସନମୋଡକୁ ଆସିଛି କମିଶନରେଟ୍ ପୁଲିସ୍। ଡିଜିପିଙ୍କ ସହ ଆଲୋଚନା ପରେ ନାଇଟ୍ ପାଟ୍ରୋଲିଂ ଏବଂ…
ଡିଜିପିଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ
ଭୁବନେଶ୍ଵର : ରବିବାର ଅପରାହ୍ନରେ ଭୁବନେଶ୍ୱରସ୍ଥିତ ଡିଜିପିଙ୍କ କ୍ୟାମ୍ପ କାର୍ଯ୍ୟାଳୟରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ରାଜ୍ୟର ଆଇନ-ଶୃଙ୍ଖଳା ପରିସ୍ଥିତି, ଅପରାଧ ନିୟନ୍ତ୍ରଣ,…
ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର
ଭୁବନେଶ୍ବର : ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଉତ୍ତର ଶ୍ରୀଲଙ୍କା ଉପକୂଳ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ…
ଓଡ଼ିଆ ଅସ୍ମିତା ପରିଷଦ ଆବାହକ ରବି ବେହେରା ଏକ ଚିଠି ଲେଖି ଦୀଘା ଜଗନ୍ନାଥ ମନ୍ଦିରରୁ ‘ଧାମ’ ଶବ୍ଦ ହଟାଇବାକୁ ଦାବି…
ଭୁବନେଶ୍ବର : ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ଓଡ଼ିଆ ଅସ୍ମିତା ପରିଷଦ ଆବାହକ ରବି ବେହେରା ଏକ ଚିଠି ଲେଖି ଦୀଘା ଜଗନ୍ନାଥ ମନ୍ଦିରରୁ ‘ଧାମ’ ଶବ୍ଦ ହଟାଇବାକୁ ଦାବି କରିଛନ୍ତି।
ଏହି ପତ୍ରରେ ଶ୍ରୀ ବେହେରା ଦର୍ଶାଇଛନ୍ତି ଯେ, କୋଟିକୋଟି ଜଗନ୍ନାଥପ୍ରେମୀଙ୍କ…
ଯୁବ ବାଲେଶ୍ୱର’ ସଂଗଠନ ପକ୍ଷରୁ ପ୍ରଥମ ଥର ପାଇଁ ବାଲେଶ୍ୱରରେ ଆୟୋଜିତ ହେଲା ରକ୍ତବୀର ସେବା ସମ୍ନାନ ପ୍ରଦାନ…
ବାଲେଶ୍ୱର, ୯/୫(କୃଷ୍ଣ କୁମାର ମହାନ୍ତି): ଆଜି ଓଟି ରୋଡ ସ୍ଥିତ ଉଦ୍ୟୋଗ ଭବନରେ ଯୁବନେତା ତଥା 'ଯୁବ ବାଲେଶ୍ୱର'ର ସଭାପତି ସିମନ ଦାସ ମହାପାତ୍ରଙ୍କ ଦ୍ୱାରା ବାଲେଶ୍ୱରର ବିଭିନ୍ନ ସମୟରେ ରକ୍ତଦାତା ଭାବେ ଏବଂ ରକ୍ତଦାନ ଶିବିର ଆୟୋଜନ କ୍ଷେତ୍ରରେ ଆଗଧାଡିର ଥିବା ୧୦୦ ଜଣ ଯୁବଯୋଦ୍ଧାଙ୍କୁ…
ରାଜ୍ୟରେ ଖୋଲିବ ନୂଆ ସାଇବର କୋର୍ଟ
ବନେଶ୍ଵର : ରାଜ୍ୟରେ ଖୋଲିବା ନୂଆ ସାଇବର କୋର୍ଟ । ଏନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ରାଜ୍ୟରେ ଆଉ ୫ଟି ସ୍ଵତନ୍ତ୍ର ସାଇବର କୋର୍ଟ ପ୍ରତିଷ୍ଠା ନେଇ ସରକାର ଯୋଜନା କରୁଛନ୍ତି । ସାଇବର ଅପରାଧର ତ୍ଵରିତ ବିଚାର ପାଇଁ ସ୍ଵତନ୍ତ୍ର କୋର୍ଟ ଖୋଲାଯିବା । ପୀଡିତଙ୍କୁ…
ଓଡ଼ିଆଙ୍କ ଆରାଧ୍ୟ ଦେବତା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନାମରେ ଏକ ସ୍ବତନ୍ତ୍ର ଟିଭି ଚ୍ୟାନେଲ
ଭୁବନେଶ୍ୱର : ଓଡ଼ିଆଙ୍କ ଆରାଧ୍ୟ ଦେବତା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନାମରେ ଏକ ସ୍ବତନ୍ତ୍ର ଟିଭି ଚ୍ୟାନେଲ କରାଯିବ। ଏନେଇ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଗୁରୁବାର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରସ୍ତାବିତ ନୂଆ ଚ୍ୟାନେଲର ରୂପରେଖ, ଦୈନିକ କାର୍ଯ୍ୟକ୍ରମ,…
ମହାନଦୀରେ ସଂଗୃହିତ ଜଳରାଶି ସମ୍ପର୍କିତ ତଥ୍ୟ ବିଭ୍ରାନ୍ତିକର: ମହାନଦୀ ବଞ୍ଚାଓ ଆନ୍ଦୋଳନ
ଭୁବନେଶ୍ୱର : ମହାନଦୀ ଟ୍ରିବୁନାଲ ସାମ୍ନାରେ ଓଡିଶା ଓ ଛତିଶଗଡ଼ ତରଫରୁ ମହାନଦୀରେ ଉପଲବ୍ଧ ବା ସଂଗୃହିତ ହଳରାଶିକୁ ନେଇ ଗତ ମେ 2 ତାରିଖରେ ଶୁଣାଣି ସମୟରେ ଯେଉଁ ତଥ୍ୟ ଉପସ୍ଥାପିତ ହୋଇଛି ତାହା ବିଭ୍ରାନ୍ତିକର। ଓଡିଶା ଓ ମହାନଦୀର ସ୍ୱାର୍ଥ ସହିତ ସାଲିସ କରାଯାଇଛି ବୋଲି ମହାନଦୀ ବଞ୍ଚାଓ…