Browsing Category

ମହାନଗର

କଲକାତା ଗଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ବର : ଶୁକ୍ରବାର ପଶ୍ଚିମବଙ୍ଗର ନୂଆ ମୁଖ୍ୟମନ୍ତ୍ରୀ ମନୋନୟନ କରାଯିବ। ସେଥିପାଇଁ କେନ୍ଦ୍ରୀୟ ସହପର୍ଯ୍ୟବେକ୍ଷକ ଭାବେ ଦାୟିତ୍ବ ପାଇଥିବା ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ରାତିରେ କଲକାତା ଯାତ୍ରା କରିଛନ୍ତି। ନୂଆ ମୁଖ୍ୟମନ୍ତ୍ରୀ ମନୋନୟନ ପାଇଁ କେନ୍ଦ୍ରୀୟ…

ବାଲିଅନ୍ତାରେ ଯୁବକଙ୍କୁ ହତ୍ୟା ଘଟଣା: କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର : ଭୁବନେଶ୍ୱରର ବାଲିଅନ୍ତା ଅଞ୍ଚଳରେ ଜଣେ ଯୁବକଙ୍କୁ ହତ୍ୟା ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଏହି ଘଟଣା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ପୋଲିସ ମହାନିର୍ଦ୍ଦେଶକ ୱାଇ.ବି ଖୁରାନିଆଙ୍କ ସହିତ କଥା ହୋଇ ଘଟଣାର ପୁଙ୍ଖାନୁପୁଙ୍ଖ ଯାଞ୍ଚ୍ କରିବା…

ଗୁଜରାଟରୁ ଫେରିଲେ ମୁଖ୍ୟମନ୍ତ୍ରୀ: ୬୭,୮୩୮ ରୁ ଅଧିକ ନିଯୁକ୍ତି ସୁଯୋଗ

ଭୁବନେଶ୍ୱର: ଶିଳ୍ପାୟନ ଓ ନିଯୁକ୍ତି କ୍ଷେତ୍ରରେ ଆଗାମୀ ଦଶ ବର୍ଷ ଓଡ଼ିଶା ପାଇଁ ହେବ ‘ସୁବର୍ଣ୍ଣ ଦଶକ’। ଓଡ଼ିଶାରେ ପୁଞ୍ଜି ନିବେଶ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତିନିଦିନିଆ ଗୁଜରାଟ ଗସ୍ତ ସାରି ଆଜି ସନ୍ଧ୍ୟାରେ ଭୁବନେଶ୍ୱର ଫେରିବା ଅବସରରେ ଗଣମାଧ୍ୟମକୁ ଏହା କହିଛନ୍ତି।…

ସୀମା ଟପିଲା ବର୍ବରତା। ହାତଗୋଡ ବାନ୍ଧି ଘୋଷାଡି ଘୋଷାଡି ବିଚ୍ ରାସ୍ତାରେ ପିଟିଲେ।ଜଣେ ଯୁବକଙ୍କ ଜୀବନ ଚାଲିଗଲା। ଆଉ…

ଭୁବନେଶ୍ବର : ସୀମା ଟପିଲା ବର୍ବରତା। ହାତଗୋଡ ବାନ୍ଧି ଘୋଷାଡି ଘୋଷାଡି ବିଚ୍ ରାସ୍ତାରେ ପିଟିଲେ। ଏମିତି ଅମଣିଷ ହୋଇ ମାଡ ମାରିଲେ ଯେ, ଜଣେ ଯୁବକଙ୍କ ଜୀବନ ଚାଲିଗଲା। ଆଉ ଜଣେ ଲହୁଲୁହାଣ। ରାଜଧାନୀ ଭୁବନେଶ୍ବରର ବାଲିଅନ୍ତାରେ ଘଟିଛି ଏଭଳି ଅମାନବୀୟ କାଣ୍ଡ। ଯୁବତୀଙ୍କୁ ଅସଦାଚରଣ ଅଭିଯୋଗରେ…

ନିଜର ସପନର ଘରଟିଏ ତିଆରି କରିବା ପାଇଁ ଆଉ ମାସ ମାସ ଧରି ଅଫିସ୍ ଦୌଡ଼ିବାକୁ ପଡ଼ିବନି।

ଭୁବନେଶ୍ଵର : ଘର କରିବାକୁ ପ୍ଲାନ ଆପ୍ରୁଭାଲ ପାଇଁ ଆଉ ମାସ ମାସ ଧରି ଅଟକିବନି ଫାଇଲ। ସପ୍ତାହେ ଭିତରେ ହେବ କାମ। ପ୍ଲାନ ଆପ୍ରୁଭାଲ ପାଇଁ ସୁଯୋଗ ଆପ୍ ରେ ଆବେଦନ କରି ଦୀର୍ଘ ଦିନ ଧରି ଲୋକଙ୍କୁ ଅପେକ୍ଷା କରିବାକୁ ପଡୁଥିଲା। ଏଣିକି ସପ୍ତାହରୁ ଅଧିକ ଦିନ ଅଫିସରଙ୍କ ପାଖରେ ଆଉ ଅଟକିବନି ଫାଇଲ।…

ଜନଗଣନା ଡ୍ୟୁଟି କରିବେ ଘରୋଇ ସ୍କୁଲ ଶିକ୍ଷକ, ମନା କଲେ କଡା ଆକ୍ସନ୍

ଭୁବନେଶ୍ୱର : ଜନଗଣନା ପାଇଁ ସତର୍କ କଲେ ସରକାର । ଓଡ଼ିଶାରେ ଚାଲିଥିବା ଜନଗଣନା କାର୍ଯ୍ୟକୁ ନେଇ ରାଜ୍ୟ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏଣିକି କେବଳ ସରକାରୀ ନୁହେଁ ବରଂ ସମସ୍ତ ଘରୋଇ ସ୍କୁଲର ଶିକ୍ଷକ ଓ କର୍ମଚାରୀମାନଙ୍କୁ ମଧ୍ୟ ଜନଗଣନା କାର୍ଯ୍ୟରେ ନିୟୋଜିତ ହେବାକୁ ପଡ଼ିବ। ଏଥିରେ…

ବସନ୍ତଭିଲା ଆପାର୍ଟମେଣ୍ଟରେ ଭୟାବହ ଅଗ୍ନିକାଣ୍ଡ : ଦୁଇ ଜୀବନ୍ତ ଦଗ୍ଧ

ଭୁବନେଶ୍ବର: ଲକ୍ଷ୍ମୀସାଗର ଥାନା ଝାରପଡା କେନାଲ ରୋଡର ବସନ୍ତଭିଲା ଆପାର୍ଟମେଣ୍ଟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଆପାର୍ଟମେଣ୍ଟ ର ପ୍ୟାନେଲ ବୋର୍ଡ ରେ ସର୍ଟ ସର୍କିଟ ହେବା ଯୋଗୁଁ ପାଖରେ ଥିବା ଗାର୍ଡ ରୁମ୍ ନିଆଁ ଲାଗି ଯାଇଛି। ଏଥିରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଖବର…

ଟିଏମସି ସରକାରର ଅନ୍ୟାୟ ବିରୋଧରେ ସ୍ପଷ୍ଟ ଜନାଦେଶ: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର :ପଶ୍ଚିମବଙ୍ଗରେ ପ୍ରଥମ ଥର ପାଇଁ ପଦ୍ମ ଫୁଟାଇ ବିଜେପି ନୂତନ ଇତିହାସ ସୃଷ୍ଟି କରିଥିବାରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟର ସାଧାରଣ ଜନତା ଓ ଦଳୀୟ କାର୍ଯ୍ୟକର୍ତ୍ତାଙ୍କୁ କୃତଜ୍ଞତା ଜଣାଇବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହା ଓ…

ଡେନିମ ଆଣ୍ଡ ବ୍ଲୁସ ପକ୍ଷରୁ “ବିଶ୍ୱ ଗଣମାଧ୍ୟମ ମୁକ୍ତ ଦିବସ “ଅନୁଷ୍ଠିତ

ଭୁବନେଶ୍ୱର : ତା 04/05/26 ନୃତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ "ଡେନିମ ଆଣ୍ଡ ବ୍ଲୁସ "ପକ୍ଷରୁ ବିଶ୍ୱ ଗଣମାଧ୍ୟମ ମୁକ୍ତ ଦିବସ ସ୍ଥାନୀୟ ବୁଲନ ଭାଇ ସେବା ସଦନ ଠାରେ ନିର୍ଦ୍ଧେଶକ ପ୍ରିୟାଂଶୁ ପ୍ରିୟଦେବ ଓ ସାମ୍ବାଦିକ ସତ୍ୟ ପାଣିଗ୍ରାହୀଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଯାଇଛି l ଉକ୍ତ…

ଚ଼ିଲିକା ବିଜେପିର ମିଶ୍ରଣ ପର୍ବ

ଭୁବନେଶ୍ଵର : ଭୁବନେଶ୍ୱର ସ୍ଥିତ ଆଇନ, ପୂର୍ତ୍ତ‌ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନଙ୍କ ସରକାରୀ ବାସଭବନ ଠାରେ ଚ଼ିଲିକା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କୁଲେଇ ପଞ୍ଚାୟତର ଏକ ଭବ୍ୟ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ପରିଷଦ ସଭ୍ୟାଙ୍କ ପ୍ରତିନିଧି ତପନ ପ୍ରଧାନଙ୍କ…