Sign in
Sign in
Recover your password.
A password will be e-mailed to you.
Browsing Category
ମହାନଗର
ପାର୍ବଣ ପୂର୍ବରୁ ଡିସିପିଙ୍କ ଚେତାବନୀ: ବଟି ମାଗିଲେ ୧୧୨ ନମ୍ବରରେ ଜଣାଇବାକୁ ଆହ୍ୱାନ
ଭୁବନେଶ୍ବର: ଆଗାମୀ ପାର୍ବଣ ଋତୁକୁ ଶାନ୍ତିଶୃଙ୍ଖଳା ଓ ଭୟମୁକ୍ତ ପରିବେଶ ମଧ୍ୟରେ ସମ୍ପାଦନ କରିବା ପାଇଁ କଟକ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ପଦକ୍ଷେପ ଗ୍ରହଣ କରାଯାଇଛି। ପୂଜା ପାର୍ବଣ ସମୟରେ କଟକ ସହରରେ ବେଆଇନ ଓ ଜୋରଜବରଦସ୍ତ ଚାନ୍ଦା ଆଦାୟକୁ ରୋକିବା ପାଇଁ କଟକ ପୋଲିସ…
ବିଦେଶୀ ପୁଞ୍ଜିନିବେଶ ଆକୃଷ୍ଟ କରିବାକୁ ସେପ୍ଟେମ୍ବର ୮ରୁ ମୁଖ୍ୟମନ୍ତ୍ରୀଙ୍କ ୟୁଏଇ ଗସ୍ତ
ଭୁବନେଶ୍ୱର: ଓଡ଼ିଶାକୁ ଅଧିକରୁ ଅଧିକ ବିଦେଶୀ ପୁଞ୍ଜିନିବେଶ ଆଣିବା ଏବଂ ରାଜ୍ୟର ଶିଳ୍ପାୟନକୁ ନୂତନ ଗତି ଦେବା ଲକ୍ଷ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ଏକ ଉଚ୍ଚସ୍ତରୀୟ ପ୍ରତିନିଧିମଣ୍ଡଳୀ ଆସନ୍ତା ସେପ୍ଟେମ୍ବର ୮ ତାରିଖରୁ ସଂଯୁକ୍ତ ଅରବ ଏମିରେଟ୍ସ (ୟୁଏଇ) ଗସ୍ତ କରିବେ।…
ଓଡ଼ିଶା ଲୋକଭବନକୁ ଗ୍ରୀନ୍ ବିଲ୍ଡିଂ ମାନ୍ୟତା: ଦେଶର ପ୍ରଥମ ଲୋକଭବନ ହେବାର ଗୌରବ
ଭୁବନେଶ୍ୱର: ଓଡ଼ିଶା ଶାସନ ପ୍ରଶାସନର ମୁଖ୍ୟ କେନ୍ଦ୍ର ତଥା ରାଜ୍ୟପାଳଙ୍କ କାର୍ଯ୍ୟାଳୟ ‘ଲୋକଭବନ’ ପରିସର ଏକ ବିରଳ ସଫଳତା ହାସଲ କରିଛି। ଭାରତୀୟ ଗ୍ରୀନ୍ ବିଲ୍ଡିଂ କାଉନସିଲ ପକ୍ଷରୁ ଓଡ଼ିଶା ଲୋକଭବନକୁ ଅତ୍ୟନ୍ତ ସମ୍ମାନଜନକ ପ୍ଲାଟିନମ୍ ଗ୍ରୀନ୍ କ୍ୟାମ୍ପସ୍ ସାର୍ଟିଫିକେସନ୍ ପ୍ରଦାନ…
ଭୋଟର ତାଲିକା ସଂଶୋଧନ: ସେପ୍ଟେମ୍ବର ୩ରୁ ଭୁବନେଶ୍ୱରରେ ପାଇଲଟ୍ ସର୍ଭେ
ଭୁବନେଶ୍ୱର: ରାଜ୍ୟରେ ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନକୁ ସ୍ୱଚ୍ଛ, ନିର୍ଭୁଲ ଏବଂ ସୁବ୍ୟବସ୍ଥିତ କରିବା ପାଇଁ ରାଜ୍ୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଏକ ବ୍ୟାପକ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ଭୋଟର ତାଲିକାରେ ଥିବା ନାନାଦି ତ୍ରୁଟିବିଚ୍ୟୁତିକୁ ସ୍ଥାୟୀ ଭାବେ ସୁଧାରିବା ଲକ୍ଷ୍ୟରେ ପ୍ରଥମ…
କଂଗ୍ରେସରେ ଯୋଗ ଦେଲେ ମୟୁରଭଞ୍ଜର ପୂର୍ବତନ ସାଂସଦ ରାମଚନ୍ଦ୍ର ହାଁସଦା,
ଭୁବନେଶ୍ବର: ଆଜି କଂଗ୍ରେସ ଭବନରେ ଆୟୋଜିତ ଏକ ମହା ମିଶ୍ରଣ ପର୍ବରେ ମୟୁରଭଞ୍ଜର ପୂର୍ବତନ ସାଂସଦ ରାମଚନ୍ଦ୍ର ହାଁସଦା ବଂ ତାଙ୍କ ଶତାଧିକ ସମର୍ଥକ କଂଗ୍ରେସରେ ଯୋଗଦେଇଛନ୍ତି। ପିସିସି ସଭାପତି ଭକ୍ତ ଚରଣ ଦାସ, ଓଡିଶା କଂଗ୍ରେସ ପ୍ରଭାରୀ ଲାଲଜୀ ଦେଶାଇଙ୍କ ଉପସ୍ଥିତିରେ କଂଗ୍ରେସ ଦଳରେ…
୬୨ଟି ପୌରାଞ୍ଚଳ ପାଇଁ ୩୨୩ କୋଟିର ୫୯୩ଟି ପ୍ରକଳ୍ପର ଶୁଭାରମ୍ଭ
ଭୁବନେଶ୍ୱର: ଆମ ସହର କେବଳ ବାସ ସ୍ଥାନ ନୁହେଁ, ସହର ହେଉଛି ରୋଜଗାର, ଉଦ୍ୟମ, ଶିକ୍ଷା ଓ ସମୃଦ୍ଧିର କେନ୍ଦ୍ର। ସହର ଗୁଡିକୁ ଆମକୁ ଏଭଳି ଅର୍ଥନୈତିକ କେନ୍ଦ୍ର ଭାବେ ଗଢିବାକୁ ହେବ, ଯେଉଁଠି ଯୁବ ପିଢି ନୂଆ ସୁଯୋଗ ପାଇବେ, ଉଦ୍ୟୋଗୀମାନେ ଆଗକୁ ବଢିବେ ଏବଂ ନୂଆ ରୋଜଗାର ସୃଷ୍ଟି ହେବ ବୋଲି ଆଜି…
ଗରିବ ଓ ମେଧାବୀ ଛାତ୍ରଛାତ୍ରୀଙ୍କ ପାଇଁ ବଡ ଘୋଷଣା: ବୃତ୍ତି ଟଙ୍କା ପାଇଲା ପରେ ଜମା କରିବେ ନାମଲେଖା ଫି
ଭୁବନେଶ୍ବର: ଓଡ଼ିଶାର ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି (ଏସ୍ସି ଓ ଏସ୍ଟି) ବର୍ଗର ମେଧାବୀ ତଥା ଆର୍ଥିକ ଅନାଟନ ମଧ୍ୟରେ ଗତି କରୁଥିବା ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷା ଓ ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ରାଜ୍ୟ ସରକାର ଏକ ଐତିହାସିକ ତଥା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି।…
ଜାତୀୟ କ୍ରୀଡା ଦିବସ ଅବସରରେ କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି
ଭୁବନେଶ୍ୱର: କିମ୍ବଦନ୍ତୀ ହକି ଖେଳାଳି ମେଜର ଧ୍ୟାନଚାନ୍ଦଙ୍କ ଜନ୍ମଦିନ ତଥା ଜାତୀୟ କ୍ରିଡା ଦିବସ ଅବସରରେ ଭୁବନେଶ୍ୱରସ୍ଥିତ ଡିଜିପି କ୍ୟାମ୍ପ ଅଫିସ ଠାରେ ଆୟୋଜିତ ଏକ ସମ୍ବର୍ଦ୍ଧନା ଉତ୍ସବରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ବିନୟତୋଷ ମିଶ୍ର କୃତୀ ଖେଳାଳିମାନଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି।…
ଶିଶୁ ସୁରକ୍ଷା କର୍ମଚାରୀଙ୍କ ପାଇଁ ଦିବ୍ୟାଙ୍ଗତା ସମାବେଶୀକରଣ ଉପରେ ପ୍ରଶିକ୍ଷଣ ଅନୁଷ୍ଠିତ ।
ଗଜପତି (ମନୋଜ ପାଢ଼ୀ)- : ଗଜପତି ଜିଲ୍ଲାରେ ଶିଶୁ ସୁରକ୍ଷା କ୍ଷେତ୍ରରେ କାର୍ଯ୍ୟରତ କର୍ମଚାରୀମାନଙ୍କ ପାଇଁ ଦିବ୍ୟାଙ୍ଗତା ସମାବେଶୀକରଣ (Disability Inclusion) ଉପରେ ଏକଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମେଳନ କକ୍ଷ-2 ଠାରେ ସଫଳତାର ସହ ଆୟୋଜିତ…
ସରକାରୀ ଦନ୍ତ ଚିକିତ୍ସକଙ୍କ ପାଇଁ ବଡ଼ ଘୋଷଣା: ପ୍ରତିମାସ ₹୨୦,୦୦୦ ପ୍ରୋତ୍ସାହନ
ଭୁବନେଶ୍ୱର: ଓଡ଼ିଶାର ସରକାରୀ ଦନ୍ତ ଚିକିତ୍ସା ସେବାକୁ ଆହୁରି ସୁଦୃଢ଼ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଓଡ଼ିଶା ମେଡିକାଲ ସର୍ଭିସେସ୍ (ଡେଣ୍ଟାଲ) କ୍ୟାଡରରେ କାର୍ଯ୍ୟରତ ପୋଷ୍ଟ-ଗ୍ରାଜୁଏଟ୍ ଦନ୍ତ ଚିକିତ୍ସକଙ୍କୁ ପ୍ରତିମାସ ₹୨୦,୦୦୦ ପ୍ରୋତ୍ସାହନ ଦେବାକୁ…