Sign in
Sign in
Recover your password.
A password will be e-mailed to you.
Browsing Category
ମହାନଗର
ଜଗତସିଂହପୁରରେ ନର୍ସିଂ କଲେଜ ପ୍ରତିଷ୍ଠା ପାଇଁ ସ୍ବାସ୍ଥ୍ୟ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ସମ୍ପଦ ଚନ୍ଦ୍ର ସ୍ବାଇଁ
ଭୁବନେଶ୍ବର : ବର୍ତ୍ତମାନ ସମୟରେ ଗୁଣାତ୍ମକ ସ୍ୱାସ୍ଥ୍ୟସେବାର ଚାହିଦା ବଢିଥିବା ବେଳେ ଏହାକୁ ଦୃଷ୍ଟିରେ ରଖି ଜଗତସିଂହପୁର ଜିଲ୍ଲାରେ ଏକ ନର୍ସିଂ କଲେଜ ପ୍ରତିଷ୍ଠା କରିବା ପାଇଁ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କୁ ଚିଠି ଲେଖିଛନ୍ତି ଶିଳ୍ପ, ଦକ୍ଷତା ବିକାଶ…
ସ୍ଵାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରି ବିରୋଧୀଙ୍କ ହଲ୍ଲାବୋଲ।
ଭୁବନେଶ୍ଵର : ଏସସିବି ଅଗ୍ନିକାଣ୍ଡକୁ ନେଇ ଉଠୁଛି ପଡ଼ୁଛି ରାଜ୍ୟ ରାଜନୀତି। ଏହି ଘଟଣାକୁ ନେଇ ଗୃହ ମଧ୍ୟ ଭାଗରେ ବିରୋଧୀଙ୍କ ନାରାବାଜି। ସ୍ଵାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରି ବିରୋଧୀଙ୍କ ହଲ୍ଲାବୋଲ। ଏସସିବି ନିଆଁ ତାତିରେ ଗୃହ ହୁଲୁସ୍ତୁଲୁ। ବିଧାନସଭାରେ ପ୍ରତୀକାତ୍ମକ କୋକେଇ ଧରି…
ରଣକ୍ଷେତ୍ର ପାଲଟିଲା ବିଜେବି କଲେଜ ହଷ୍ଟେଲ : ଫେରୱେଲ୍ ପାର୍ଟିରୁ ପିଟାପିଟି ।
ଭୁବନେଶ୍ୱର : ଅଶାନ୍ତ ବିଜେବି କଲେଜ । ଫେରୱେଲ୍ ପାର୍ଟିରୁ ପିଟାପିଟି । ଡିଜେ ବଜାଇବାକୁ ନେଇ କ୍ୟାମ୍ପସରେ ଉତ୍ତେଜନା ପ୍ରକାଶ ପାଇଛି । ଦୁଇ ହଷ୍ଟେଲ ପିଲାଙ୍କ ମଧ୍ୟରେ ଗଣ୍ଡଗୋଳ ପରିସ୍ଥିତି ସୃଷ୍ଟି ହୋଇଛି । ପଥର ମାଡ ଯୋଗୁ ୨୫ରୁ ଅଧିକ ଛାତ୍ର ଆହତ ହୋଇଛନ୍ତି । ସେମାନଙ୍କୁ କ୍ୟାପିଟାଲ…
ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର ୯ଟି ଜିଲା ଦେଇ ଅତିକ୍ରମ କରିବ।
ଭୁବନେଶ୍ୱର : ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର ୯ଟି ଜିଲା ଦେଇ ଅତିକ୍ରମ କରିବ।
ଏହି ୬-ଲେନ୍ ବିଶିଷ୍ଟ ହାଇସ୍ପିଡ୍ କରିଡର ପାଇଁ ପୂର୍ତ୍ତ ବିଭାଗର…
ସୂଚନା ଅଧିକାର ଆଇନ ସମ୍ବନ୍ଧୀୟ ୪ ଦିନିଆ ଦକ୍ଷତା ବିକାଶ ତାଲିମ ଓ କର୍ମଶାଳା
ଭୁବନେଶ୍ୱର: ସୂଚନା ଓ ଲୋକସମ୍ପର୍କ ବିଭାଗ ଆନୁକୁଲ୍ୟରେ ସୂଚନା ଅଧିକାର ଆଇନ-୨୦୦୫ ସମ୍ବନ୍ଧୀୟ ଏକ ଚାରି ଦିବସୀୟ ଦକ୍ଷତା ବିକାଶ ତାଲିମ୍ ତଥା କର୍ମଶାଳା ଉଦଘାଟିତ ହୋଇଯାଇଛି। ଏହି ଅବସରରେ ପୂର୍ବତନ ସୂଚନା ଆୟୁକ୍ତ ଦିଲ୍ଲୀପ୍ କୁମାର ବିଷୋୟୀ ମୁଖ୍ୟ ପ୍ରଶିକ୍ଷକ ଭାବେ ଯୋଗ ଦେଇ ରାଜ୍ୟ…
ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ
ଭୁବନେଶ୍ଵର : ରାଜ୍ୟର ସମଗ୍ର ଆଉଟସୋର୍ସିଙ୍ଗ କର୍ମଚାରୀଙ୍କୁ ଓଡିଶାର ନାଗରିକ ଭାବେ ବିଚାର କରୁନାହାନ୍ତି ଓ ଆର୍ଥିକ ମାନସିକ ଚାପ ପକେଇ ସେମାନକ ସଂସାରକୁ ରସାତଳକୁ ନେଇଯାଉଛନ୍ତି ବୋଲି ଓଡିଶା ସରକାରୀ ଆଉଟସୋର୍ସିଙ୍ଗ କର୍ମଚାରୀ ମହାସଂଘ ପକ୍ଷରୁ ଅଭିଯୋଗ କରାଯାଇଛି।
ସରକାରଙ୍କ ଏଭଳି ଜନ…
SCB ମେଡିକାଲ ଅଗ୍ନିକାଣ୍ଡ : ରାଷ୍ଟ୍ରପତିଙ୍କ ଶୋକ, ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏଁ ସହାୟତା ଘୋଷଣା କଲେ…
ଭୁବନେଶ୍ୱର : କଟକ ବଡ଼ ମେଡିକାଲ ଅଗ୍ନିକାଣ୍ଡ। ଏସସିବି ମେଡିକାଲରେ ଅଗ୍ନିକାଣ୍ଡ ନେଇ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶୋକ। PMNRFରୁ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ। ଏହା ସହ ଆହତଙ୍କୁ ୫୦…
ବିଜେଡି ବିରୋଧରେ ପ୍ରବଳ ବର୍ଷିଲେ ସନା ମହାକୁଡ଼
ଭୁବନେଶ୍ୱର : ଆଜି ରାଜ୍ୟର ୪ ରାଜ୍ୟସଭା ଆସନ ପାଇଁ ମତଦାନ ଚାଲିଛି । ଏହି କ୍ରମରେ ଜଣଙ୍କ ପରେ ବିଧାୟକ ବିଧାନସଭାର ମତଦାନ କେନ୍ଦ୍ରକୁ ଆସି ଭୋଟ ଦେଉଚନ୍ତି । ବିଜେଡିରୁ ନିଲମ୍ବିତ ଚମ୍ପୁଆ ବିଧାୟକ ମଧ୍ୟ ଭୋଟ ଦେଇଛନ୍ତି । ଭୋଟ୍ ଦେବା ପରେ ବିଜେଡି ବିରୋଧରେ ପ୍ରବଳ ବର୍ଷିଛନ୍ତି।…
OWMର ତୃତୀୟ ବାର୍ଷିକ ସମାରୋହ ବୃତ୍ତିଗତ ଦାୟିତ୍ୱ ଏବଂ ବ୍ୟକ୍ତିଗତ ଖୁସିକୁ ଆଲୋକିତ କରେ
ଭୁବନେଶ୍ୱର: ଓଡ଼ିଶାର ଗଣମାଧ୍ୟମ ଏବଂ ତତସମ୍ପର୍କିତ କ୍ଷେତ୍ରରେ କାର୍ଯ୍ୟରତ ମହିଳା ପେଶାଜୀବୀମାନଙ୍କର ମଞ୍ଚ ଓଡ଼ିଶା ଓମେନ୍ ଇନ୍ ମିଡିଆ (OWM) ର ୩ୟ ପ୍ରତିଷ୍ଠା ଦିବସ ରବିବାର ପାଳିତ ହୋଇଯାଇଛି। ଏହି ଅବସରରେ ସାମିଲ ହୋଇଥିବା ବିଭିନ୍ନ କ୍ଷେତ୍ରର ବିଶିଷ୍ଟ ଅତିଥିମାନେ ସୁଖୀ ଜୀବନ ଲାଭ…
କଟକ ହସପିଟାରେ ଘଟିଯାଇଥିବା ଅଗ୍ନିକାଣ୍ଡ ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ।
ଭୁବନେଶ୍ବର : କଟକ ହସପିଟାରେ ଘଟିଯାଇଥିବା ଅଗ୍ନିକାଣ୍ଡ ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ। ସେ କହିଛନ୍ତି ଯେ, କଟକ ଏସସିବି ମେଡିକାଲରେ ଅଗ୍ନିକାଣ୍ଡ ଘଟି ଏକାଧିକ ଲୋକଙ୍କ ମୃତ୍ୟୁ ହେବା ଅତ୍ୟନ୍ତ ଦୁଃଖଦାୟକ। ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଅମର ଆତ୍ମାର…