Browsing Category

ମହାନଗର

ପ୍ରଥମ ରାଜ୍ୟସଭା ଭୋଟ୍ ଦେଲେ ମୁକେଶ ମହାଲିଙ୍ଗ

ଭୁବନେଶ୍ବର: ରାଜ୍ୟସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ବିଧାନସଭାର ୫୪ ନଂ ପ୍ରକୋଷ୍ଠରେ ଭୋଟିଂ ଚାଲିଥିବାବେଳେ ଏହା ଅପରାହ୍ନ ୪ଟା ଯାଏଁ ଚାଲିବ। ଜଣଙ୍କ ପରେ ଜଣେ ବିଧାୟକ ଭୋଟ ଦେବା ପାଇଁ ପହଞ୍ଚୁଥିବା ଦେଖିବାକୁ ମିଳିଛି । ରାଜ୍ୟସଭା ନିର୍ବାଚନ ରଣାଙ୍ଗନରେ ଅବତୀର୍ଣ୍ଣ ହୋଇଥିବା ୫…

ଆଜି ରାଜ୍ୟସଭା ନିର୍ବାଚନ : ୪ ଆସନ ପାଇଁ ମତଦାନ

ଭୁବନେଶ୍ବର : ଆଜି ଓଡ଼ିଶା ବିଧାନସଭାରେ ରାଜ୍ୟସଭା ନିର୍ବାଚନ ରଣାଙ୍ଗନରେ ଅବତୀର୍ଣ୍ଣ ହୋଇଥିବା ୫ ପ୍ରାର୍ଥୀ ୪ଟି ଆସନରେ ନିଜ ଭାଗ୍ୟ ପରୀକ୍ଷା କରିବେ। ସକାଳ ୯ରୁ ଅପରାହ୍ଣ ୪ଟା ପର୍ଯ୍ୟନ୍ତ ବିଧାନସଭାର ୫୪ନଂ ପ୍ରକୋଷ୍ଠରେ ୧୪୭ ବିଧାୟକ ନିଜ ମତାଧିକାର ସାବ୍ୟସ୍ତ କରିବେ। ମତଦାନ ଶେଷ ହେବା…

ପଦ୍ମଶ୍ରୀ ପ୍ରଫେସର ହର୍‍ମାନ କୁଲ୍‍କେଙ୍କ ସ୍ମୃତିସଭା

ଭୁବନେଶ୍ୱର : ପ୍ରାକ ଔପନିବେଶିକ ଭାବେ ଦକ୍ଷିଣ ଏବଂ ଦକ୍ଷିଣ-ପୂର୍ବ ଏସୀୟ ଇତିହାସ, ପ୍ରାରମ୍ଭିକ ରାଜ୍ୟ ଗଠନ ଏବଂ ଇତିହାସ ଲିଖନ, ଓଡ଼ିଶା ଉପରେ ଗୁରୁତ୍ୱ ସହିତ ଭାରତର ଆଞ୍ଚଳିକ ସଂସ୍କୃତି; ଦକ୍ଷିଣପୂର୍ବ ଏସିଆ ଏବଂ ଭାରତ ମହାସାଗର ଉପରେ ଅଧ୍ୟୟନ ଜାରି ରଖିବାରେ ପଦ୍ମଶ୍ରୀ ପ୍ରଫେସର…

୨୨ ତମ ପିଏମ୍ କିଷାନ ଉତ୍ସବ ଦିବସରେ କୃଷକ ସମ୍ମାନନିଧି ପ୍ରଦାନ : ମୁଖ୍ୟମନ୍ତ୍ରୀ ଉପସ୍ଥିତ କୃଷକ ମାନଙ୍କୁ ଉଦ୍‌ବୋଧନ

ଭୁବନେଶ୍ୱର : ଚାଷୀ ହେଉଛନ୍ତି ଆମ ସମାଜର ମେରୁଦଣ୍ଡ ଏବଂ ଆମ ଅର୍ଥନୀତିର ପ୍ରକୃତ ସାରଥି। “ଜୟ କିଷାନ” ର ନାରାକୁ ସାର୍ଥକ କରିବା ପାଇଁ କେନ୍ଦ୍ର ସରକାର ଓ ଆମ ସରକାର ସଦାସର୍ବଦା ଚେଷ୍ଟିତ। ଚାଷୀମାନଙ୍କର ଉନ୍ନତି ବିନା ଦେଶ କିମ୍ବା ରାଜ୍ୟର ବିକାଶ ଅସମ୍ଭବ ବୋଲି ଆଜି ମୁଖ୍ୟମନ୍ତ୍ରୀ ମୋହନ…

ଓଡ଼ିଶା ଆସିଲା କତାରରେ ମୃତ୍ୟୁବରଣ କରିଥିବା ଓଡ଼ିଆ ଶ୍ରମିକଙ୍କ ମୃତ ଶରୀର

ଭୁବନେଶ୍ଵର : ଭାରତ ସରକାରଙ୍କ ବୈଦେଶିକ ମନ୍ତ୍ରାଳୟ ଏବଂ ଓଡ଼ିଶା ସରକାରଙ୍କ ମିଳିତ ସହଯୋଗରେ କତାର ଦେଶରେ ମୃତ୍ୟୁ ବରଣ କରିଥିବା ଓଡ଼ିଆ ଶ୍ରମିକ କୁନା ଖୁଣ୍ଟିଆଙ୍କ ମୃତ ଶରୀରକୁ ଓଡ଼ିଶାକୁ ଫେରାଇ ଅଣାଯାଇଛି। ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ବ୍ଲକର ବାସିନ୍ଦା କୁନା ଖୁଣ୍ଟିଆ ଗତ ୪ ମାସ ତଳେ…

ଆଇଏଏସ୍ ଅଧିକାରୀସ୍ତରରେ ଅଦଳବଦଳ

ଭୁବନେଶ୍ବର : ରାଜ୍ୟ ସରକାର ଗୁରୁବାର ଆଇଏଏସ୍ ଅଧିକାରୀସ୍ତରରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗର ନିର୍ଦେଶନାମା ଅନୁଯାୟୀ, ଅତିରିକ୍ତ ସ୍ବତନ୍ତ୍ର ରିଲିଫ୍ ଆୟୁକ୍ତ ମନୀଷ କୁମାର ଅଗ୍ରୱାଲଙ୍କୁ ଓଡ଼ିଶା ସମବାୟ ସମିତି ସମୂହର ନିବନ୍ଧକ ଭାବେ ନିଯୁକ୍ତ କରାଯାଇଛି।…

ସିଆଇଆଇ ଶିଳ୍ପ କାର୍ନିଭାଲ ୨୦୨୫ : ଓଡ଼ିଶାରେ ଆସିବ ୩୦ ଲକ୍ଷ କୋଟିର ନିବେଶ

ଭୁବନେଶ୍ୱର :  ରାଜ୍ୟରେ ଶିଳ୍ପ ବିକାଶକୁ ତ୍ୱରାନ୍ୱିତ କରିବା ଏବଂ ସମାବେଶୀ ଆର୍ଥିକ ଅଭିବୃଦ୍ଧି ହାସଲ କରିବା ଦିଗରେ ସରକାର ଏବଂ ଶିଳ୍ପସଂସ୍ଥା ମଧ୍ୟରେ ଦୃଢ଼ ସହଭାଗୀତା ରହିବା ନିତାନ୍ତ ଆବଶ୍ୟକ। ଆଜି ଭୁବନେଶ୍ୱରଠାରେ ସିଆଇଆଇ (CII) ଓଡ଼ିଶା ପକ୍ଷରୁ ଆୟୋଜିତ ବାର୍ଷିକ ବୈଠକରେ ଯୋଗଦେଇ…

ବିଧାନସଭାରେ ଉଠିଲା ଏଲପିଜି ଅଭାବ ପ୍ରସଙ୍ଗ। ଗୃହ ମୁଲତବି ଘୋଷଣା କଲେ ବାଚସ୍ପତି।

ବି.ବି.ନିୟୁଜ : ସାଧାରଣ ଖାଉଟୀଙ୍କ ରୋଷେଇ ଘରେ ମଧ୍ୟପ୍ରାଚ୍ୟ ଯୁଦ୍ଧର ସିଧା ଅଭାବ। ଏଲପିଜି ସିଲିଣ୍ଡରର ଅଭାବ ପାଇଁ ସୃଷ୍ଟି ହେଲାଣି ଅଚଳାବସ୍ଥା। ଯୁଦ୍ଧ ପ୍ରଭାବରୁ ଗ୍ୟାସ ଯୋଗାଣ ଗୁରୁତର ବ୍ୟାହତ ହେବାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ଦେଖା ଦେଇଛି ଗ୍ୟାସର ଘୋର ଅଭାବ। ଏହାକୁ ନେଇ ବଢୁଛି ଜନ…

ହୁଇପ ଜାରୀ କଲା ବିଜେଡି, ଭୁବନେଶ୍ବର ନ ଛାଡିବାକୁ ନିର୍ଦ୍ଦେଶ

ଭୁବନେଶ୍ବର : ପାଖେଇଲାଣି ରାଜ୍ୟସଭା ନିର୍ବାଚନ। ବର୍ତ୍ତମାନ ସବୁ ରାଜନୈତିକ ଦଳ ମଧ୍ୟରେ ତତ୍ପରତା ପ୍ରକାଶ ପାଇଛି। ଆଜି ବିଜେଡି ତାଙ୍କ ଦଳିୟ ବିଧାୟକ ଉପରେ ହୁଇପ ଜାରୀ କରିଛି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ବିରୋଧୀ ଦଳର ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଏହି ହୁଇପ ଜାରୀ…