Sign in
Sign in
Recover your password.
A password will be e-mailed to you.
Browsing Category
ମହାନଗର
ଓଡିଶା ସରକାରଙ୍କ ମହିଳା ଓ ଶ଼ିଶୁବିକାଶ ବିଭାଗ ପକ୍ଷରୁ ବଜେଟ୍ ଉପସ୍ଥାପ଼ିତ
ଭୁବନେଶ୍ଵର : ଓଡିଶା ସରକାରଙ୍କ ମହିଳା ଓ ଶ଼ିଶୁବିକାଶ ବିଭାଗ ପକ୍ଷରୁ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ୧୬,୧୫୨.୯୨ କୋଟି ଟଙ୍କାର ବଜେଟ୍ ଉପସ୍ଥାପ଼ିତ ଗତ ବର୍ଷର ସଂଶୋଧିତ ଆକଳନ ୧୫,୭୨୫.୮୬ କୋଟି ଟଙ୍କା ତୁଳନାକର ଚଳିତ ବର୍ଷ ଏହ଼ି ବୟୟବରାଦ ବୃଦ୍ଧି କରାଯାଇ ୧୬,୧୫୨.୯୨ କୋଟି ଟଙ୍କା…
କଂଗ୍ରେସକୁ ବାହୁଡ଼ିଲେ ନିମାପଡାର ବରିଷ୍ଠ ନେତା ସତ୍ୟବ୍ରତ ପାତ୍ର
ଭୁବନେଶ୍ୱର: କଂଗ୍ରେସ ଭବନ ଠାରେ ଅନୁଷ୍ଠିତ ଏକ ମହାମିଶ୍ରଣ ସମାବେଶରେ ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ଭକ୍ତ ଚରଣ ଦାସ ଓ କଂଗ୍ରେସ ପ୍ରଭାରୀ ଶ୍ରୀ ଅଜୟ କୁମାର ଲଲ୍ଲୁ ନିମାପଡାର ବିଶିଷ୍ଟ ନେତା ଶ୍ରୀ ସତ୍ୟବ୍ରତ ପାତ୍ରଙ୍କୁ ଉତ୍ତରୀୟ ଓ ପୁଷ୍ପଗୁଚ୍ଛ ପ୍ରଦାନ କରି ସ୍ୱାଗତ କରିଥିଲେ ଓ…
ନବନିଯୁକ୍ତ ସହକାରୀ ଶ୍ରମ ଅଧିକାରୀଙ୍କ ତାଲିମ୍ କାର୍ଯ୍ୟକ୍ରମ ଉଦ୍ଘାଟିତ
ଭୁବନେଶ୍ଵର : ଗୋପବନ୍ଧୁ ପ୍ରଶାସନ ଏକାଡେମୀ ପରିସରରେ ରାଜ୍ୟ ଶ୍ରମ ଓ କର୍ମଚାରୀ ରାଜ୍ୟ ବିମା ବିଭାଗ ଅଧୀନରେ ନବନିଯୁକ୍ତ ହୋଇଥିବା ସହକାରୀ ଶ୍ରମ ଅଧିକାରୀମାନଙ୍କ (ଓସିଏସ୍ ୨୦୨୩ ବ୍ୟାଚ୍) ପାଇଁ ଏକ ତିନି ମାସିଆ ସ୍ୱତନ୍ତ୍ର ତାଲିମ୍ କାର୍ଯ୍ୟକ୍ରମ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।…
ମାର୍କ ବଢ଼ାଇବାକୁ ଚାହିଁଲେ ମିଳିବ ସୁଯୋଗ +୨ ପିଲା ଦେଇପାରିବେ ଇମ୍ପ୍ରୁଭମେଣ୍ଟ ପରୀକ୍ଷା
ଭୁବନେଶ୍ବର : ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସ୍ଇ) ଦ୍ବାରା ପରିଚାଳିତ ଯୁକ୍ତ ଦୁଇ ପରୀକ୍ଷାର୍ଥୀଙ୍କୁ ମିଳିବ ମାର୍କ ବୃଦ୍ଧି ସୁଯୋଗ। ପରୀକ୍ଷା ଫଳ ପ୍ରକାଶ ପାଇବା ପରେ ପରୀକ୍ଷାର୍ଥୀଙ୍କୁ ମାର୍କ ବଢ଼ାଇବାକୁ ଆଉଥରେ ସୁଯୋଗ ଦିଆଯିବ। ଯଦି କୌଣସି ପରୀକ୍ଷାର୍ଥୀଙ୍କର ଗୋଟିଏ ବିଷୟରେ…
ବରିଷ୍ଠ ସାମ୍ବାଦିକ ଆଶୁତୋଷ ମିଶ୍ରଙ୍କ ପରଲୋକ
ଭୁବନେଶ୍ଵର : ବରିଷ୍ଠ ସାମ୍ବାଦିକଙ୍କ ପରଲୋକ। ହୃଦଘାତରେ ବରିଷ୍ଠ ସାମ୍ବାଦିକ ଆଶୁତୋଷ ମିଶ୍ରଙ୍କର ପରଲୋକ ଘଟିଛି। ଆଶୁତୋଷ ମିଶ୍ରଙ୍କ ଦେହାନ୍ତରେ ବହୁ ବିଶିଷ୍ଟ ବ୍ୟକ୍ତି ବିଶେଷ ଶୋକବ୍ୟକ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରକାଶ କରି କହିଛନ୍ତି ତାଙ୍କର ବିୟୋଗ ଓଡ଼ିଶାର…
ଦ୍ବିତୀୟ ପର୍ଯ୍ୟାୟ ବିଧାନସଭା ଅଧିବେଶନ
ଭୁବନେଶ୍ବର : ବିଧାନସଭା ବଜେଟ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ଆଜିଠାରୁ ଆରମ୍ଭ ହୋଇଛି । ଗୃହରେ ସ୍ଵାଭାବିକ ଭାବେ ପ୍ରଶ୍ନକାଳ ଜାରି ରହିଛି। ବିଭାଗୀୟ ମନ୍ତ୍ର ବିଧାନସଭା ବଜେଟ୍ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ପ୍ରଶ୍ନକାଳ ଆରମ୍ଭ ହୋଇଛି। ବିଭାଗୀୟ ମନ୍ତ୍ରୀ ବିଧାୟକଙ୍କ ପ୍ରଶ୍ନର ଉତ୍ତର…
ପୁଣ୍ୟଉତ୍କଳ ମହିଳା ମହାସଂଘ ଦ୍ଵାରା ଆୟୋଜିତ ଅର୍ନ୍ତଜାତୀୟ ମହିଳା ଦିବସ ପାଳିତ।
ଭୁବନେଶ୍ୱର : ତା ୦୮/୦୩/୨୦୨୬ ରିଖ ରବିବାର "ଲୋହିଆ ଏକାଡେମୀ", ୟୁନିଟ-୯, ଭୁବନେଶ୍ୱର ଠାରେ 'ପୁଣ୍ୟଉତ୍କଳ' ମହିଳା ମହାସଂଘ ଦ୍ଵାରା ଅନ୍ତର୍ଜାତୀୟ ମହିଳା ଦିବସ-୨୦୨୬, ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ କାଯ୍ୟକ୍ରମରେ ଉଦ୍ଘାଟିକା ଭାବେ ଯୋଗ ଦେଇଥିଲେ ପ୍ରଫେସର ଡ଼. ପଦ୍ମଜା…
‘ମହିଳା ସଶକ୍ତିକରଣର ସୁନାମି ଆସିଛି, ଓଡ଼ିଶା ପ୍ରଗତିପଥେ ଅଗ୍ରସର ହେଉଛି’: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
ଭୁବନେଶ୍ୱର : ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ରଖିଥିବା ବିଶିଷ୍ଟ ମହିଳାମାନଙ୍କୁ ସମ୍ମାନିତ କରିବା ପାଇଁ ଭୁବନେଶ୍ୱରସ୍ଥିତ ମେ’ଫେୟାର କନଭେନସନଠାରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ମାନ୍ୟବର ଉପ-ମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଏବଂ…
ଆସନ୍ତାକାଲି ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା ।
ଭୁବନେଶ୍ଵର : ଆସନ୍ତାକାଲି ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା । ଏ ନେଇ ଆଜି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । କୋଟିଏ ୨ ଲକ୍ଷରୁ ଊର୍ଦ୍ଧ୍ବ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିବ। ୫ ହଜାର କୋଟିରୁ ଊର୍ଦ୍ଧ୍ବ ଟଙ୍କା ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ…
UPSC ପରୀକ୍ଷାରେ ସଫଳତା ପାଇଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷା (UPSC) ରେ ଅଲ୍ ଇଣ୍ଡିଆ ର୍ୟାଙ୍କ ୧୦୦ ହାସଲ କରିଥିବା କେନ୍ଦୁଝର ଜିଲ୍ଲା ହାଟଡିହି ବ୍ଲକର ମେଧାବୀ ଛାତ୍ର ସାତ୍ତ୍ୱିକ ସତ୍ୟକାମ ଦେବତା ନିଜ ପିତାମାତାଙ୍କ ସହ ଆଜି ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ସାକ୍ଷାତ…