Browsing Category

ମହାନଗର

କାଳବୈଶାଖୀ ବର୍ଷା ପବନ ଯୋଗୁ ରାଜଧାନୀରେ ବ୍ୟାପକ କ୍ଷୟକ୍ଷତି : ହୋଡିଂ ପଡି ଦୁଇଜଣ ଯୁବକଙ୍କ ମୃତ୍ୟୁ

ଭୁବନେଶ୍ୱର : ମଙ୍ଗଳବାର ଅପରାହ୍ନରେ କାଳବୈଶାଖୀ ବର୍ଷା ପବନ ଯୋଗୁ ରାଜଧାନୀରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ପ୍ରବଳ ପବନ ବୋହିବା ଯୋଗୁ ଖଣ୍ଡଗିରି ଥାନା ଆଇଗିଣିଆ ଛକ ଦୁର୍ଗା ମଣ୍ଡପ ନିକଟରେ ଏକ ବିଜ୍ଞାପନ ହୋଡିଂ ପଡି ଦୁଇଜଣ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ମହିଳାଙ୍କ ସମେତ ୨ଜଣ ଗୁରୁତର…

ପାରା ଅଲିମ୍ପିକସ କ୍ରୀଡାବିତ୍ ବାହାରିନ ଠାରେ ଷଷ୍ଠ ଥର ପାଇଁ ସ୍ବର୍ଣ୍ଣ ପଦକ

ଭୁବନେଶ୍ଵର: ପ୍ରଖ୍ୟାତ ପାରା ଅଲିମ୍ପିକସ କ୍ରୀଡାବିତ୍ ବାହାରିନ ଠାରେ ଷଷ୍ଠ ଥର ପାଇଁ ସ୍ବର୍ଣ୍ଣ ପଦକ ହାସଲ କରି ଐତିହାସିକ ସଫଳତା ଅର୍ଜନ କରିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ବିଧାନ ସଭା ପ୍ରକୋଷ୍ଠରେ ଶ୍ରୀ ଭଗତଙ୍କୁ ସମ୍ବର୍ଦ୍ଧିତ କରୁଛନ୍ତି। ରାଜସ୍ୱ ମନ୍ତ୍ରୀ ସୁରେଶ…

ଖଣି ଅଧିକାରୀଙ୍କ ଘରୁ ୪କୋଟିରୁ ଅଧିକ ଟଙ୍କା

ଭୁବନେଶ୍ୱର : କଟକ ସର୍କଲର ଖଣି ଉପନିର୍ଦ୍ଦେଶକ ଦେବବ୍ରତ ମହାନ୍ତିଙ୍କ ଘରେ ଭିଜିଲାନ୍ସ ଚଢାଉ ବେଳେ ଜବତ ହୋଇଛି ୪କୋଟିରୁ ଅଧିକ ଟଙ୍କା । ଭୁବନେଶ୍ୱର ସ୍ଥିତ ଫ୍ଲାଟରୁ ୪କୋଟିରୁ ଅଧିକ ଟଙ୍କା ଜବତ ହୋଇଥିବା ବେଳେ ଏହା ଭିଜିଲାନ୍ସ ଇତିହାସରେ ସର୍ବାଧିକ ନଗଦ ବୋଲି କୁହାଯାଉଛି । ଗତକାଲି ରାତିରେ…

ଚାଷୀ ସୁରକ୍ଷା ସମାବେଶରେ ନବୀନଙ୍କ ଶାଣିତ ସ୍ୱର

ଭୁବନେଶ୍ୱର :  ଚାଷୀଙ୍କ ପାଇଁ ଆଜି ରାଜରାସ୍ତାକୁ ଓହ୍ଲାଇଛି ବିଜେଡି । ଭୁବନେଶ୍ୱରର ଲୋୟର ପିଏମଜିରେ ବଡ ଚାଷୀ ସମାବେଶ କରି ରାଜ୍ୟ ସରକାରଙ୍କୁ ସିଧାସଳଖ ଟାର୍ଗେଟ କରିଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ । ନବୀନ କହିଛନ୍ତି ଏ ସରକାର ସ୍ଲୋଗାନ ଦେଉଛି ଜୟ କିଷାନ କିନ୍ତୁ କାମରେ ଭାଗୋ…

ଭୁବନେଶ୍ବର ସୁପରମାର୍ଟ ରେ ଭୀଷଣ ଅଗ୍ନିକାଣ୍ଡ

ଭୁବନେଶ୍ବର : ରାଜଧାନୀର ଏକ ମାର୍କେଟ କଂପ୍ଲେକ୍ସରେ ପ୍ରବଳ ଅଗ୍ନିକାଣ୍ଡ। ନିଆଁ ଏତେ ଜୋରରେ ଲାଗିଛି ଯେ, ତାହାକୁ ଆୟତ୍ତ କରିବା କଷ୍ଟକର ହୋଇପଡିଛି। ଭୁବନେଶ୍ବରର ଧଉଳି ଲିଙ୍ଗିପୁର ନିକଟରେ ଥିବା ସୁପରମାର୍ଟରେ ଏହି ଅଗ୍ନିକାଣ୍ଡ ଘଟିଛି। ସକାଳୁ ସକାଳୁ ନିଆଁ ଲିଭାଇବା ପାଇଁ ଦମକଳ…

ଗୃହ ମୁଲତବୀ, ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି

ଭୁବନେଶ୍ଵର : ଆଜି ବିଧାନସଭା ବଜେଟ୍ ଅଧିବେଶନର ଷଷ୍ଠ ଦିନ। ଆଜି ପ୍ରଶ୍ନତ୍ତୋର କାଳ ଆରମ୍ଭ ରୁ ବିରୋଧୀମାନେ ହୋହାଲ୍ଲା ଏବଂ ନାରାବାଜି କରିଥିଲେ। ବିଜେଡି ସଦସ୍ୟମାନେ ଗୃହରେ ଚାଷୀ ପ୍ରସଙ୍ଗ ଉଠାଇଥିବାବେଳେ କଂଗ୍ରେସ ଏପଷ୍ଟିନ୍ ଫାଇଲ୍ ଘଟଣା ଉଠାଇଥିଲା। ମାତ୍ର ୬ ମିନିଟ୍ ପ୍ରଶ୍ନୋତ୍ତର…

ବିଜୁଳି,ଘଡ଼ଘଡ଼ି ସହି ସହିତ ବର୍ଷା ହେବା ସମ୍ଭାବନା

ଭୁବନେଶ୍ୱର : ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ ସକ୍ରିୟ ରହିଛି। ସୃଷ୍ଟ ଲଘୁଚାପ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି। ଆସନ୍ତା ୪୮ଘଣ୍ଟା ମଧ୍ୟରେ ଗତିପଥ ବଦଳାଇ ଉତ୍ତର-ପୂର୍ବ ଦିଗରେ ଗତି କରିବ ଏବଂ ଦକ୍ଷିଣ-ପଶ୍ଚିମ ଶ୍ଚିମ ବଙ୍ଗୋପ ସାଗରରେ ପହଞ୍ଚିବ। ଏହାର…

IRS ଅଫିସରଙ୍କ ନାଁରେ ସଙ୍ଗୀନ ଅଭିଯୋଗ

ଭୁବନେଶ୍ୱର : ଆଇଆରଏସ୍ ଅଫିସରଙ୍କ ବିରୋଧରେ ବଳାତ୍କାର ଅଭିଯୋଗ । ସତ୍‌ସଙ୍ଗ ବିହାର ସରକାରୀ କ୍ବାର୍ଟର୍ସରେ ବଳାତ୍କାର ହୋଇଥିବା ଅଭିଯୋଗ ହୋଇଛି । ଏହାସହ ବଳାତ୍କାର ସମୟରେ ଭିଡିଓ ରେକର୍ଡିଂ କରି ଭାଇରାଲ କରିବାକୁ ଧମକ ଦେଇଥିବା ନେଇ ଜଣାପଡିଛି । ଅଭିଯୋଗ ପରେ ସହୀଦନଗର ପୋଲିସ ତଦନ୍ତ ଆରମ୍ଭ…

ରାଜ୍ୟରେ ହ୍ରାସ ପାଉଛି ଶିଶୁ ଜନ୍ମ ହାର

ଭୁବନେଶ୍ୱର : ରାଜ୍ୟରେ ଶିଶୁ ଜନ୍ମ ହାର ହ୍ରାସ ପାଉଛି । ୨୦୦୦ ମସିହାରେ ରାଜ୍ୟରେ ଶିଶୁ ଜନ୍ମହାର ୨୪.୧% ଥିବାବେଳେ ୨୦୨୩ ମସିହାରେ ଏହା ୧୬% ରହିଛି । ୨୦୨୫ ମସିହାରେ ପ୍ରକାଶିତ ହୋଇଥିବା ସର୍ଭେରୁ ଏହା ଜଣାପଡିଛି । ଶିଶୁ ଜନ୍ମ ହାର ସଂକ୍ରାନ୍ତରେ ବିଜେପି ବିଧାୟକ ଟଙ୍କଧର ତ୍ରିପାଠୀ…

କବି -ପ୍ରଭାତ କୁମାର ଆଚାର୍ଯ୍ୟଙ୍କ “ସକାଳର ଅର୍ଘ୍ୟ” ପୁରସ୍କୃତ

ଭୁବନେଶ୍ୱର (୨୧/୨): ରିପୋର୍ଟ-ସନାତନ ମହାକୁଡ଼। ସ୍ଥାନୀୟ ଗୀତ ଗୋବିନ୍ଦ ଭବନରେ ଓଡ଼ିଶା ସାହିତ୍ୟ ଏକାଡେମୀ ଓ ଉତ୍କଳ ଭାରତୀ ବିଦୁଷ ସଭା ମିଳିତ ଆନୁକୂଲ୍ୟରେ ବିଶ୍ଵ ମାତୃଭାଷା ଦିବସ ପାଳନ ତଥା ଆଲୋଚନାଚକ୍ର, ଏବଂ ସମ୍ବର୍ଦ୍ଧନା ସଭାରେ ବାଣୀଶ୍ରୀ ପ୍ରଭାତ କୁମାର ଆଚାର୍ଯ୍ୟଙ୍କ "ସକାଳର…