Sign in
Sign in
Recover your password.
A password will be e-mailed to you.
Browsing Category
ମହାନଗର
କିସ୍ ହଷ୍ଟେଲ୍ରୁ ମିଳିଲା ଜଣେ ଛାତ୍ରଙ୍କ ମୃତଦେହ
ଭୁବନେଶ୍ୱର : ଇନ୍ଫୋସିଟି ଥାନା ଅନ୍ତର୍ଗତ କିସ୍(କଳିଙ୍ଗ ଇନ୍ଷ୍ଟଚ୍ୟୁଟ୍ ଅଫ୍ ସୋସିିଆଲ ସାଇନ୍ସ)ରେ ଜଣେ ଛାତ୍ରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଛାତ୍ର ହେଲେ ଚନ୍ଦନ ସବର। ତାଙ୍କ ଘର ନୂଆପଡ଼ାରେ ହୋଇଥିବାବେଳେ ସେ କିସ୍ରେ ଯୁକ୍ତ ୨ କଳାରେ ପାଠ ପଢୁଥିଲେ। ଖବରପାଇ ପୋଲିସ ମୃତଦେହ…
ହୋଟେଲରୁ ମିଳିଲା ଯୁବକଙ୍କ ମୃତଦେହ
ଭୁବନେଶ୍ୱର : ଏୟାରଫିଲ୍ଡ ଥାନା ପୋଖରୀପୁଟରେ ଥିବା ଏକ ଓୟୋ ହୋଟେଲରୁ ଯୁବକଙ୍କ ମୃତଦେହ ଠାବ କରିଛି ପୁଲିସ । ମୃତ ଯୁବକ ହେଲେ ପୁରୁଣା ଭୁବନେଶ୍ୱର ଅଞ୍ଚଳର ବୁବୁନା ପ୍ରଧାନ । ୬ମାସ ହେଲା ଲିଭ୍ ଇନ୍ ରେ ଯବୁକ ଯୁବତୀ ଜଣଙ୍କ ରହୁଥିଲେ । ଗତକାଲି ବିଳମ୍ବିତ ରାତିରେ ପ୍ରେମିକାଙ୍କ ଆଗରେ…
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମିଜମାର ସୁରକ୍ଷା ଉପରେ ଉଚ୍ଚସ୍ତରୀୟ ବୈଠକ
ଭୁବନେଶ୍ଵର :ମହାପ୍ରଭୁ ଶ୍ରୀଜଗନ୍ନାଥ ଆମ ଓଡ଼ିଆ ଜାତିର ଜମିଦାର। ସୁତରାଂ ତାଙ୍କର ସମସ୍ତ ଜମିଜମାର ସୁରକ୍ଷା ଆମ ସଭିଙ୍କର ନୈତିକ ଦାୟିତ୍ବ ବୋଲି କହିଛନ୍ତି ରାଜସ୍ୱ ସଚିବ ଡ଼ ଅରବିନ୍ଦ ପାଢୀ। ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଜମିଜମା ସମ୍ବନ୍ଧୀୟ ସୁରକ୍ଷା ନିଶ୍ଚିତ କରିବା ଉଦ୍ଦେଶ୍ୟରେ ଲୋକସେବା…
ସଂଗ୍ରାମୀ ଗୌରାଙ୍ଗ ଚରଣ ଓ ସଂଗ୍ରାମୀ ଶଶୀଭୂଷଣଙ୍କ ଶ୍ରଦ୍ଧାଞ୍ଜଳି ସଭା
ଭୁବନେଶ୍ୱର: ଓଡ଼ିଶା ସ୍ୱାଧୀନତା ସଂଗ୍ରାମର ମହାନ ସଂଗ୍ରାମୀ, ଚାଷୀ ମୂଲିଆଙ୍କ ବନ୍ଧୁ ବିପ୍ଳବୀ ସ୍ୱାଧୀନତା ସଂଗ୍ରାମୀ ଗୌରଙ୍ଗ ଚରଣ ଦାସଙ୍କ ୫୪ ତମ ଓ ସଂଗ୍ରାମୀ ଗୌରଙ୍ଗ ଚରଣଙ୍କ ସୁପୁତ୍ର ସଂଗ୍ରାମୀ ଶଶୀଭୂଷଣ ଦାସଙ୍କ ୧୫ ତମ ଶ୍ରଦ୍ଧାଞ୍ଜଳି ସଭା ଆଜି ସନ୍ଧ୍ୟାରେ ମହାତ୍ମା ଗାନ୍ଧୀ ଅହିଂସା…
ବିଧାନସଭାରେ ଉପସ୍ଥାପିତ ହେଲା ଅର୍ଥନୈତିକ ସର୍ଭେ ରିପୋର୍ଟ ।
ଭୁବନେଶ୍ୱର : ବଜେଟ ପୂର୍ବରୁ ବିଧାନସଭାରେ ଉପସ୍ଥାପିତ ହେଲା ଅର୍ଥନୈତିକ ସର୍ଭେ ରିପୋର୍ଟ । ଜାତୀୟ ସ୍ତରଠୁ ବୃଦ୍ଧି ପାଇଛି ରାଜ୍ୟର ମୁଣ୍ଡ ପିଛା ଆୟ । ୨୦୨୫-୨୬ ରେ ରାଜ୍ୟର ମୁଣ୍ଡପିଛା ଆୟରେ ୯.୨% ଅଭିବୃଦ୍ଧି ହୋଇଛି । ଜାତୀୟ ଅଭିବୃଦ୍ଧି ହାର ୬.୯ ଥିବାବେଳେ ଓଡ଼ିଶାରେ ଅଭିବୃଦ୍ଧି ହାର…
ରବୀନ୍ଦ୍ର ମଣ୍ଡପ ଠାରେ ବିଶିଷ୍ଟ ସଙ୍ଗୀତଜ୍ଞ ପଦ୍ମଶ୍ରୀ ପ୍ରଫୁଲ୍ଲ କରଙ୍କ ପ୍ରତିମୂର୍ତ୍ତି ଲୋକାର୍ପିତ
ଭୁବନେଶ୍ବର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଆଜି ରବୀନ୍ଦ୍ର ମଣ୍ଡପ ଠାରେ ବିଶିଷ୍ଟ ସଙ୍ଗୀତଜ୍ଞ ପଦ୍ମଶ୍ରୀ ପ୍ରଫୁଲ୍ଲ କରଙ୍କ ପ୍ରତିମୂର୍ତ୍ତି ଲୋକାର୍ପିତ ହୋଇଛି।
ଆଜି ପଦ୍ମଶ୍ରୀ ପ୍ରଫୁଲ୍ଲ କରଙ୍କ ଜନ୍ମ ଜୟନ୍ତୀ ଅବସରରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି…
ଗ୍ଲୋବାଲ୍ କ୍ଲିନ୍ଟେକ୍ ଏକ୍ସପୋ ୨୦୨୬, ଭାରତର ସର୍ବବୃହତ କ୍ଲିନ୍ଟେକ୍ ଏକ୍ସପୋ ଓଡ଼ିଶାରେ ଆରମ୍ଭ ହେଉଛି
ଭୁବନେଶ୍ୱର, ପ୍ରଥମ ଗ୍ଲୋବାଲ୍ କ୍ଲିନ୍ଟେକ୍ ଏକ୍ସପୋ-ଓଡ଼ିଶା ୨୦୨୬ ଆସନ୍ତା ୨୦ ଓ ୨୧ ଫେବୃଆରୀରେ ପ୍ରଦର୍ଶନୀ ପଡିଆ ଠାରେ ହେବ l ସେହିପରିପ୍ରେକ୍ଷୀରେ ପ୍ରାଚୀ ହୋଟେଲ ଠାରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା l ଦେବୀ ପ୍ରସାଦ ଦାଶ, ନିର୍ଦ୍ଦେଶକ, ନେଟ ଜିରୋ ଆସୋସିଏସନ,…
ଆସନ୍ତାକାଲି ବିଧାନସଭା, ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବସିଲା ସର୍ବଦଳୀୟ ବୈଠକ
ଭୁବନେଶ୍ବର : ଆସନ୍ତାକାଲିଠାରୁ ଆରମ୍ଭ ହେବ ବିଧାନସଭାର ବଜେଟ ଅଧିବେଶନ। ଏହି ଅଧିବେଶନ ଏପ୍ରିଲ ଆଠ ତାରିଖ ପର୍ଯ୍ୟନ୍ତ ଚାଲିବ। ତେବେ ଏହି ଅଧିବେଶନ ଆରମ୍ଭ ପୂର୍ବରୁ ଆଜି ବାଚସ୍ପତି ସୁରମା ପାଢୀ ଏକ ସର୍ବଦଳୀୟ ବୈଠକ ଡାକିଛନ୍ତି। ଏଥିରେ ବିଧାୟକମାନେ କିପରି ଶାନ୍ତି ଶୃଙ୍ଖଳା ଗୃହରେ ବଜାଇ…
ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରି ରାଜ୍ୟବାସୀଙ୍କ ମଙ୍ଗଳ କାମନା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ମହାଶିବରାତ୍ରୀ ହେଉଛି ଅନ୍ଧକାର ଉପରେ ଆଲୋକ ଏବଂ ଶକ୍ତିର ବିଜୟ । ଆଜି ଦିନରେ ସମସ୍ତ ଶ୍ରଦ୍ଧାଳୁଙ୍କ ଗୋଟିଏ ମାତ୍ର ଉଦ୍ଦେଶ୍ୟ ଶିବ ଶକ୍ତିଙ୍କ ସାନିଧ୍ୟ ଓ ଆଶୀର୍ବାଦ ପାଇବା । ତେଣୁ ଆଜିର ଦିନରେ ଭକ୍ତି ଭାବ ସହ ମହାଦେବଙ୍କ ଆଶୀର୍ବାଦ ଲାଭ କରିବା ପାଇଁ ତାଙ୍କ ପାଖରେ ନିଜକୁ…
ମହାଶିବରାତ୍ରୀ: ନିର୍ଦ୍ଧାରିତ ସମୟ ପୂର୍ବରୁ ଉଠିଲା ପ୍ରଭୃ ଲିଙ୍ଗରାଜଙ୍କ ମହାଦୀପ
ଭୁବନେଶ୍ୱର : ନିର୍ଦ୍ଧାରିତ ସମୟ ପୂର୍ବରୁ ଆଜି ପ୍ରଭୃ ଲିଙ୍ଗରାଜଙ୍କ ମହାଦୀପ ଉଠିଛି। ଏହି ମହାଦୀପ ରାତି 10 ଟା ବେଳେ ଉଠିବ ବୋଲି ନିର୍ଦ୍ଧାରିତ ହୋଇଥିଲା। ହେଲେ ତାହା ପ୍ରାୟ ଘଣ୍ଟେ ପୂର୍ବରୁ ମହାଦୀପ ଉଠିଥିଲା। ସମର୍ଥା ସେବକମାନେ ଏହି ମହାଦୀପକୁ ଧରି ମନ୍ଦିର ଚୂଡାରେ ସ୍ଥାପନ କରିଥିଲେ।…