Sign in
Sign in
Recover your password.
A password will be e-mailed to you.
Browsing Category
ମହାନଗର
ସରକାରୀ ଦନ୍ତ ଚିକିତ୍ସକଙ୍କ ପାଇଁ ବଡ଼ ଘୋଷଣା: ପ୍ରତିମାସ ₹୨୦,୦୦୦ ପ୍ରୋତ୍ସାହନ
ଭୁବନେଶ୍ୱର: ଓଡ଼ିଶାର ସରକାରୀ ଦନ୍ତ ଚିକିତ୍ସା ସେବାକୁ ଆହୁରି ସୁଦୃଢ଼ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଓଡ଼ିଶା ମେଡିକାଲ ସର୍ଭିସେସ୍ (ଡେଣ୍ଟାଲ) କ୍ୟାଡରରେ କାର୍ଯ୍ୟରତ ପୋଷ୍ଟ-ଗ୍ରାଜୁଏଟ୍ ଦନ୍ତ ଚିକିତ୍ସକଙ୍କୁ ପ୍ରତିମାସ ₹୨୦,୦୦୦ ପ୍ରୋତ୍ସାହନ ଦେବାକୁ…
ଓଡ଼ିଶାରେ ବୃହତ୍ ଶିଳ୍ପ ନିବେଶ ଓ ଭିତ୍ତିଭୂମି ପ୍ରକଳ୍ପର ଅଗ୍ରଗତି ସମୀକ୍ଷା
ଭୁବନେଶ୍ଵର: ଓଡ଼ିଶାରେ ବୃହତ୍ ଶିଳ୍ପ ନିବେଶ ଓ ଭିତ୍ତିଭୂମି ପ୍ରକଳ୍ପର ଅଗ୍ରଗତି ନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ନାଲକୋ ଓ ଆଦାନୀ ଗ୍ରୁପ୍ର ପ୍ରସ୍ତାବିତ ପ୍ରକଳ୍ପଗୁଡ଼ିକର ଅଗ୍ରଗତି, ଭବିଷ୍ୟତ ନିବେଶ ଯୋଜନା ଓ…
GATI KRUSHNA GREEN APARTMENT RESIDENTS OBSERVE WORLD ORGAN DONATION DAY
Bhubaneswar, (28/8): World Organ Donation Day (13 August), an Organ Donation Awareness Programme was organised for the residents and families of Gati Krushna Green Apartment, Bhubaneswar, on 28 August 2026. More than 100 participants,…
ଓଡ଼ିଶା ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଦ୍ୱାରା ୬ଟି ଏମଓୟୁ ସ୍ୱାକ୍ଷରିତ
ଭୁବନେଶ୍ଵର: ରାଜ୍ୟର ଚାଷୀମାନଙ୍କୁ ସଶକ୍ତ କରିବା ଏବଂ ସେମାନଙ୍କ ଆୟ ବୃଦ୍ଧି କରିବା ଲକ୍ଷ୍ୟରେ ଓଡ଼ିଶା ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ୬ଟି ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର ସ୍ୱାକ୍ଷର କରିଛନ୍ତି। ଡିଜିଟାଲ୍ କୃଷି, ଉନ୍ନତ ବିହନ, ଜଳବାୟୁ ସହନଶୀଳତା ଏବଂ ପୋଷଣ କ୍ଷେତ୍ରରେ…
ପରିବହନ ବିଭାଗର ନିଆରା ସଡ଼କ ସୁରକ୍ଷା ଅଭିଯାନ: ସମ୍ମାନିତ ହେଲେ ନିୟମ ମାନୁଥିବା ଗାଡ଼ି ଚାଳକ
ଭୁବନେଶ୍ୱର: ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ରାକ୍ଷୀର ଭାବନା ‘ସୁରକ୍ଷା ପ୍ରତିଶ୍ରୁତି’କୁ ସଡ଼କ ସୁରକ୍ଷା ସହ ଯୋଡ଼ି ପରିବହନ ବିଭାଗ ପକ୍ଷରୁ ଆଜି ଏକ ନିଆରା ସଡ଼କ ସୁରକ୍ଷା ସଚେତନତା ଅଭିଯାନ ଆୟୋଜିତ ହୋଇଛି।
ରାକ୍ଷୀ କେବଳ ଭାଇ-ଭଉଣୀଙ୍କ ମଧ୍ୟରେ ସ୍ନେହର ପ୍ରତୀକ ନୁହେଁ, ଏହା…
ଆଜି ୧.୦୩ କୋଟି ହିତାଧିକାରୀଙ୍କୁ ସୁଭଦ୍ରା କିସ୍ତି
ଭୁବନେଶ୍ୱର: ପୂର୍ବ ଘୋଷଣା ଅନୁଯାୟୀ ରାଜ୍ୟ ସରକାର ଆସନ୍ତାକାଲି ସୁଭଦ୍ରା ହିତାଧିକାରୀଙ୍କୁ ୫ମ କିସ୍ତି ଟଙ୍କା ପ୍ରଦାନ କରାଯିବ। ଏହି କିସ୍ତିରେ ୧,୦୩,୨୬,୧୬୨ଜଣ ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ୫ହଜାର ଟଙ୍କା ଲେଖାଏଁ ପଠାଯିବ। ଏ ବାବଦରେ ହିତାଧିକାରୀଙ୍କୁ ରାଜ୍ୟ ସରକାର ୫,୧୬୦ କୋଟିରୁ…
ବାତିଲ ହୋଇଯିବ ୨୦ ଲକ୍ଷ ଗାଡିର RC
ଭୁବନେଶ୍ୱର :ରାସ୍ତାରେ ଗାଡ଼ି ଚାଲୁଥିବ କିନ୍ତୁ RC ବାତିଲ ହୋଇଯିବ। ଆପଣ ଜାଣିନଥିବେ ଆପଣଙ୍କ ଗାଡ଼ିର ଅନୁମତି ହିଁ ନଥିବ। ଥରେ ଗାଡ଼ିର ନମ୍ବର ଯାଞ୍ଚ କରନ୍ତୁ, RC ବୈଧ ଅଛି ତ? ରାଜ୍ୟର ୨୦ ଲକ୍ଷରୁ ଅଧିକ ଗାଡ଼ିର ରେଜିଷ୍ଟ୍ରେସନ୍ ସାର୍ଟିଫିକେଟ୍ ବା RCକୁ ବାତିଲ ଅର୍ଥାତ ‘ପରମାନେଣ୍ଟ…
ଉତ୍ତରାଞ୍ଚଳ ପୁଲିସ ରେଞ୍ଜ ଦାୟିତ୍ୱ ନେଲେ ଡିଆଇଜି ଚରଣ ସିଂହ ମୀନା
ଭୁବନେଶ୍ୱର: ୨୦୦୯ ବ୍ୟାଚର ଆଇପିଏସ ଅଧିକାରୀ ଚରଣ ସିଂହ ମୀନା ସମ୍ବଲପୁର ସ୍ଥିତ ଉତ୍ତରାଞ୍ଚଳ ପୁଲିସ ରେଞ୍ଜ ଡିଆଇଜି ରୂପେ ଗୁରୁବାର ଦାୟିତ୍ୱ ଗ୍ରହଣ କରିଛନ୍ତି । ଆଜି ପୁର୍ବାହ୍ନରେ ପ୍ରଥମେ ଶ୍ରୀ ମୀନା ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମାଁ ସମଲେଶ୍ୱରୀଙ୍କ ଦର୍ଶନ କରି ଆର୍ଶିବାଦ ନେବା ପରେ…
ପୂର୍ବତନ ବିଧାୟକ ସତ୍ୟ ଭୂଷଣ ସାହୁଙ୍କ ବିୟୋଗରେ ବାଚସ୍ପତିଙ୍କ ଗଭୀର ଶୋକବ୍ୟକ୍ତ
ଭୁବନେଶ୍ଵର: ପଦ୍ମପୁରର ପୂର୍ବତନ ବିଧାୟକ ସତ୍ୟ ଭୂଷଣ ସାହୁଙ୍କ ବିୟୋଗରେ ବାଚସ୍ପତି ସୁରମା ପାଢ଼ୀ ଗଭୀର ଶୋକବ୍ୟକ୍ତ କରିଛନ୍ତି। ଏକ ଶୋକ ବାର୍ତ୍ତାରେ ବାଚସ୍ପତି ଜଣାଇଛନ୍ତି ଯେ, ସ୍ବର୍ଗତ ସାହୁ ତିନି ଥର ବିଧାୟକ ଭାବେ ନିର୍ବାଚିତ ହେବା ତାଙ୍କ ଲୋକପ୍ରିୟତାର ପ୍ରମାଣ ଅଟେ। ପଦ୍ମପୁର ଅଂଚଳର…
ସକ୍ଷମ ଦ୍ୱାରା ଦିବ୍ୟାଙ୍ଗ ସଶକ୍ତିକରଣ ଶିବିର ଆୟୋଜନ
ଭୁବନେଶ୍ୱର, ୨୭ା୦୮: ସକ୍ଷମ ଓଡ଼ିଶା ପୂର୍ବ ପକ୍ଷରୁ ନୟାଗଡ଼ ଜିଲ୍ଲାର ଖଣ୍ଡପଡ଼ାଠାରେ ଏକ ବୃହତ୍ ଦିବ୍ୟାଙ୍ଗ ସଶକ୍ତିକରଣ ଶିବିର ଆୟୋଜିତ ହୋଇଛି। ଏହି ଶିବିରରେ ପ୍ରାୟ ୫୦୦ ଜଣ ଅଂଶଗ୍ରହଣ କରିଥିବାବେଳେ ୧୮୨ ଜଣ ଦିବ୍ୟାଙ୍ଗଜନଙ୍କୁ ବିଭିନ୍ନ ପ୍ରକାରର ସହାୟକ ଉପକରଣ ବଣ୍ଟନ କରାଯାଇଛି।…