Sign in
Sign in
Recover your password.
A password will be e-mailed to you.
Browsing Category
ମହାନଗର
ଘଟଗାଁ ସଡକ ଦୁର୍ଘଟଣା ; ଅନୁକମ୍ପା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର : ଘଟଗାଁ ଥାନା ୨୦ ନମ୍ବର ଜାତୀୟ ରାଜପଥର ବାଲିଯୋଡି ନିକଟ ଦୁର୍ଘଟଣାରେ ୮ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ସହ ୧୨ ଆହତ ହୋଇଥିବା ମର୍ମନ୍ତୁଦ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଗଭୀର ଶୋକ ପ୍ରକାଶ କରିଛନ୍ତି। ୧ ଡିସେମ୍ବର ୨୦୨୩ ଘଟଗାଁ ନିକଟରେ ସଡକ ଦୁର୍ଘଟଣାରେ…
ଉତ୍ତରାଖଣ୍ଡ ଟନେଲରୁ ଉଦ୍ଧାର ୪ ଓଡ଼ିଆ ଶ୍ରମିକଙ୍କୁ ୨ ଲକ୍ଷ ଟଙ୍କାର ସହାୟତା ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵର: ଉତ୍ତରାଖଣ୍ଡ ଟନେଲରୁ ଉଦ୍ଧାର ହୋଇଥିବା ଓଡ଼ିଆ ଶ୍ରମିକ ମାନେ ଆଜି ଭୁବନେଶ୍ୱରରେ ପହଞ୍ଚି ନବୀନ ନିବାସ ଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ଏହି ଅବସରରେ ସେମାନଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ ସେମାନଙ୍କ ସ୍ବାସ୍ଥ୍ୟ ଅବସ୍ଥା ବିଷୟରେ ପଚାରି ବୁଝିଥିଲେ।…
ମିଶ୍ରଣ ପର୍ବ: ବିଜେପିରେ ଯୋଗଦେଲେ ବିଜେଡି କାର୍ଯ୍ୟକର୍ତ୍ତା
ଭୁବନେଶ୍ୱର: ଗୁରୁବାର ରାଜ୍ୟ କାର୍ଯ୍ୟାଳୟଠାରେ ବିଜେପିର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ବିଜେଡିର ବହୁ କାର୍ଯ୍ୟକର୍ତ୍ତା ବିଜେପିରେ ଯୋଗଦେଇଛନ୍ତି। ବରିଷ୍ଠ ସଂଗଠକ ଡା. ସୁଶିଲ କୁମାର ଶର୍ମା, ପ୍ରମୋଦ କୁମାର ଦେବତ, ସୁରେନ୍ଦ୍ର ସାହୁ,…
ରସୁଲଗଡରେ ସଡକ ଦୁର୍ଘଟଣା ; ଜଣେ ମୃତ
ଭୁବନେଶ୍ୱର : ଆଜି ରସୁଲଗଡ ଛକ ନିକଟରେ ସକାଳେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଜଣେ ସ୍କୁଟି ଆରୋହୀଙ୍କୁ ଏକ ଟ୍ରକ ଧକ୍କା ଦେବାରୁ ତାଙ୍କର ଘଟଣା ସ୍ଥଳରେ ମୃତ୍ୟୁ ଘଟିଛି। ଦୁର୍ଘଟଣା ପରେ ଟ୍ରକ ସହ ଚାଳକ ଘଟଣା ସ୍ଥଳରୁୁ ଫେରାର ହୋଇ ଯାଇଛି। ସ୍କୁଟି ଆରୋହୀଙ୍କ ମୁଣ୍ଡ ଉପରେ ଟ୍ରକଟି ଚଢି…
ଓଡ଼ିଶା, ଛତିଶଗଡ଼ ରାଜ୍ୟପାଳଙ୍କ ଦ୍ବାରା ‘ଓଡ଼ିଶା ଗବେଷଣା କେନ୍ଦ୍ର’ ଉଦ୍ଘାଟିତ
ଭୁବନେଶ୍ୱର : ସମ୍ବିଧାନ ଦିବସ ଅବସରରେ ରବିବାର ଆଇଏମ୍ଏମ୍ଟି ପରିସରରେ ଓଡ଼ିଶାର ରାଜ୍ୟପାଳ ରଘୁବର ଦାସ, ଛତିଶଗଡ଼ର ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନଙ୍କ ଦ୍ବାରା ‘ଓଡ଼ିଶା ଗବେଷଣା କେନ୍ଦ୍ର’ର ଶୁଭ ଉଦ୍ଘାଟନ ହୋଇଯାଇଛି। ଶ୍ରୀ ହରିଚନ୍ଦନ କହିଥିଲେ ସବୁ ସଂସ୍କୃତିକୁ ନେଇ ଭାରତୀୟ ସଂସ୍କୃତି…
୮୧ ବର୍ଷରେ ଉତ୍କଳ ବିଶ୍ବବିଦ୍ୟାଳୟ: ବିଦେଶୀ ବିଦ୍ୟାର୍ଥୀଙ୍କୁ ଆକର୍ଷିତ କରିବ ‘ଆନ୍ତର୍ଜାତିକ କକ୍ଷ’
ଭୁବନେଶ୍ବର: ଉତ୍କଳ ବିଶ୍ବବିଦ୍ୟାଳୟ। ଓଡ଼ିଶାର ଶିକ୍ଷା ବ୍ୟବସ୍ଥାର କାୟାକଳ୍ପରେ ଅଭୂତପୂର୍ବ ପରିବର୍ତ୍ତନ ଆଣିଛି। ୮ ଦଶନ୍ଧି ତଳର ଶିକ୍ଷା ଓ ସଂସ୍କୃତିର କ୍ଷୁଦ୍ରସ୍ୱପ୍ନଟି ଆଜି ଓଡ଼ିଶାର ଶିକ୍ଷାୟତନର ବୃହତ୍ ଜ୍ଞାନଭଣ୍ଡାରରେ ପରିଣତ ହୋଇଛି। କଳା, ବିଜ୍ଞାନ, ଆଇନ ଓ ଶିକ୍ଷା ବିଭାଗକୁ ନେଇ…
କାର୍ତ୍ତିକ ପୂର୍ଣ୍ଣିମାରେ ଧବଳେଶ୍ବରଙ୍କୁ ଅର୍ପଣ: କପିଳେଶ୍ବରରେ ମହକିଲା ମାଟିହାଣ୍ଡି ତରଣ
ଭୁବନେଶ୍ୱର: କାର୍ତ୍ତିକ ପୂର୍ଣ୍ଣିମାରେ ପ୍ରଭୁ ଶ୍ରୀଧବଳେଶ୍ୱରଙ୍କୁ ମାଟିହାଣ୍ଡି ତରଣ ଅର୍ପଣ କରିବା କପିଳେଶ୍ବରର ଏକ ପ୍ରାଚୀନ ପରମ୍ପରା। ଚତୁର୍ଦଶୀ ତିଥିରୁ ରନ୍ଧନ ହୋଇଥିବା ଏହି ପ୍ରସାଦ ପୂର୍ଣ୍ଣିମା ତିଥିର ଭୋର୍ ସମୟରେ ପ୍ରଭୁ କପିଳେଶ୍ବରଙ୍କ ମନ୍ଦିର ବେଢ଼ାରେ ପ୍ରଭୁ ଧବଳେଶ୍ବରଙ୍କୁ…
ମହାପ୍ରଭୁଙ୍କ ଦର୍ଶନ କଲେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା
ଭୁବନେଶ୍ବର: ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ପୁରୀରେ ପହଞ୍ଚିଛନ୍ତି। ସେ ଆଜି ସପରିବାର ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି। ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମାଙ୍କ ପୁରୀ ଗସ୍ତ ଅବସରରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା। ଶ୍ରୀ ବିଶ୍ବ ଶର୍ମା ସିଂହଦ୍ଵାରରେ…
ରାଷ୍ଟ୍ର ନିର୍ମାଣରେ ଶିକ୍ଷାର ଭୂମିକା ଶୀର୍ଷରେ: ରାଜ୍ୟପାଳ
ଭୁବନେଶ୍ୱର : ରାଷ୍ଟ୍ର ନିର୍ମାଣରେ ଶିକ୍ଷାର ଗୁରୁତ୍ୱ ସବୁଠୁ ଉପରେ ବୋଲି ରାଜ୍ୟପାଳ ରଘୁବର ଦାସ କହିଛନ୍ତି। ଆଜି କିସ୍ ବିଶ୍ୱବିଦ୍ୟାଳୟର ତୃତୀୟ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟପାଳ ଶ୍ରୀ ଦାସ ଛାତ୍ରଛାତ୍ରୀଙ୍କ ଉଦ୍ଦେଶ୍ୟରେ ଉଦ୍ବୋଧନ ଦେଇ କହିଲେ, କୌଣସି କାମ…
ଆଜି ଆସୁଛନ୍ତି ରାଷ୍ଟ୍ରପତି: ପାରାଦୀପ ବୋଇତ ବନ୍ଦାଣ ଉତ୍ସବରେ ଯୋଗଦେବେ
ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରବିବାର ଓଡ଼ିଶା ଗସ୍ତରେ ଆସୁଛନ୍ତି। ରବିବାର(୨୬ ତାରିଖ) ସନ୍ଧ୍ୟା ୬ଟାରେ ବାୟୁସେନାର ସ୍ବତନ୍ତ୍ର ବିମାନରେ ଭୁବନେଶ୍ବର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିବେ ଶ୍ରୀମତୀ ମୁର୍ମୁ। ଏହା ପରେ କଡ଼ା ସୁରକ୍ଷା ବଳୟରେ ରାଜଭବନ ଯିବେ। ସେଠାରେ…