Sign in
Sign in
Recover your password.
A password will be e-mailed to you.
Browsing Category
ମହାନଗର
ସାଧାରଣତନ୍ତ୍ର ଦିବସ ପାଳନ ସମ୍ପର୍କରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ.
ଭୁବନେଶ୍ୱର: ଆସନ୍ତା ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ-୨୦୨୬ ପାଳନ ପରିପ୍ରେକ୍ଷୀରେ ଆଜି ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ସୂଚନା ଓ ଲୋକସମ୍ପର୍କ ବିଭାଗ ସମ୍ମିଳନୀ କକ୍ଷରେ ଆୟୋଜିତ ଏହି ବୈଠକରେ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ…
ଗୁରୁ କେଳୁଚରଣ ମହାପାତ୍ରଙ୍କ ଜନ୍ମ ଶତବାର୍ଷିକୀ, ଯୋଗଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଆଜି ପଦ୍ମ ବିଭୂଷଣ ଗୁରୁ ସ୍ବର୍ଗତ କେଳୁଚରଣ ମହାପାତ୍ରଙ୍କ ଜନ୍ମ ଶତବାର୍ଷିକୀ ସ୍ଥାନୀୟ ଗୁରୁ କେଳୁଚରଣ ମହାପାତ୍ର ଓଡିଶୀ ଗବେଷଣା କେନ୍ଦ୍ର ଠାରେ ପାଳନ କରାଯାଇଛି ।
ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ…
ନୂତନ ଭାବେ ବିକଶିତ ପରିବେଶ ଉଦ୍ୟାନ
ଭୁବନେଶ୍ୱର: ଭାରତର ପୂର୍ବତନ ଉପରାଷ୍ଟ୍ରପତି ଏମ. ଭେଙ୍କେୟା ନାଇଡୁ ବୁଧବାର ଦିନ ଲୋକଭବନ ଭୁବନେଶ୍ୱର ପରିସରରେ ନୂତନ ଭାବେ ବିକଶିତ ପରିବେଶ ଉଦ୍ୟାନ ‘ଅଟଳ ବନ’ର ଉଦଘାଟନ କରିଛନ୍ତି। ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଦୂରଦୃଷ୍ଟିପୂର୍ଣ୍ଣ ନେତୃତ୍ୱ ଏବଂ…
ଉତ୍କଳ ସଂସ୍କୃତି ବିଶ୍ବବିଦ୍ୟାଳୟର ୨୭ତମ ପ୍ରତିଷ୍ଠା ଦିବସ ।
ଭୁବନେଶ୍ଵର: ଉତ୍କଳ ସଂସ୍କୃତି ବିଶ୍ବବିଦ୍ୟାଳୟର ୨୭ତମ ପ୍ରତିଷ୍ଠା ଦିବସ ଅବସରରେ ଆୟୋଜିତ କାର୍ଯ୍ୟକ୍ରମର ଉଦଯାପନୀ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ରାଜ୍ୟପାଳ ଡକ୍ଟର ହରି ବାବୁ କମ୍ଭମପାଟି ଯୋଗ ଦେଇ ଏହି ଶିକ୍ଷାନୁଷ୍ଠାନ କେବଳ ଶିକ୍ଷାର ମନ୍ଦିର ନୁହେଁ ଏହା ଓଡ଼ିଶାର…
ମଧ୍ଯରାତ୍ର କବିତା ଆସର ଅନୁଷ୍ଠିତ ।
ଭୁବନେଶ୍ୱର (୪/୧) : ୨୦୨୫ ମସିହାକୁ ବିଦାୟ ଦେଇ ୨୦୨୬କୁ ସ୍ୱାଗତ କରିବା ପାଇଁ ଡିସେମ୍ବର ମାସ ୩୧ ତାରିଖ ରାତି ୧୧.୩୦ରୁ ୧୨.୩୦ ମିନିଟ୍ ପର୍ଯ୍ୟନ୍ତ ଟାଇମ ପାସ୍ ପକ୍ଷରୁ ସରୋଜ ବଳଙ୍କ ତତ୍ତ୍ବାବଧାନରେ ଏକ ଅନଲାଇନ୍ " ମଧ୍ଯ ରାତ୍ର କବିତା ଆସର"ର ଆୟୋଜନ କରାଯାଇଥିଲା। ଦେଶର ବିଭିନ୍ନ ସ୍ଥାନରୁ…
ଆମ-ବସ୍ ଚାଳକ ମାନଙ୍କୁ ନିୟମିତ ତାଲିମ ଦେବାକୁ ନିର୍ଦ୍ଦେଶ
ଭୁବନେଶ୍ବର : ରାଜଧାନୀରେ ଦିନକୁ ଦିନ ବୃଦ୍ଧି ପାଉଥିବା ଆମ-ବସ୍ ଦୁର୍ଘଟଣାକୁ ଦୃଷ୍ଟିରେ ରଖି ବଡ଼ ପଦକ୍ଷେପ ନେଇଛନ୍ତି ମୁଖ୍ୟମନ୍ତ୍ରୀ । ଚାଳକଙ୍କୁ ନିୟମିତ ତାଲିମ ନେବା ପାଇଁ ଦେଲେ ନିର୍ଦ୍ଦେଶ ଦେଇଛନ୍ତି ।
ରାଜଧାନୀରେ ବଢୁଥିବା ଆମ-ବସ୍ ଦୁର୍ଘଟଣା ଅଟକାଇବାକୁ ବଡ଼ ପଦକ୍ଷେପ ନେଇଛନ୍ତି…
ଭିଜିଲାନ୍ସ କବ୍ଜାରେ ସିଆରଆରଆଇ ଥାନା ଅଧିକାରୀ ବିଜୟ କୁମାର ବାରିକ:
ଭୁବନେଶ୍ୱର : ଜଣେ ଲାଇସେନ୍ସପ୍ରାପ୍ତ ମଦ ବ୍ୟବସାୟୀଙ୍କଠାରୁ ଲାଞ୍ଚ ନେଉଥିଲେ, ଧରାପଡ଼ିଲେ ଥାନା ବାବୁ ବିଜୟ କୁମାର ବାରିକ। ପୁଣି ଘରୁ ମିଳିଲା ନଗଦ ୫ ଲକ୍ଷ ଟଙ୍କା। ଏହାପରେ କଟକ ସିଆରଆରଆଇ ଥାନା ଆଇଆଇସି ବିଜୟ କୁମାର ବାରିକଙ୍କୁ ଗିରଫ କରିଛି ଭିଜିଲାନ୍ସ ।
ଅର୍ଥାତ୍ ଜାନୁଆରି ୪…
ରାଜରାସ୍ତାରେ ଗର୍ଜିଲେ ଅଙ୍ଗନବାଡ଼ି ଦିଦି :
ଭୁବନେଶ୍ବର : ରାଜଧାନୀ ରାଜରାସ୍ତାରେ ଅଙ୍ଗନବାଡ଼ି ଦିଦି । ଭୁବନେଶ୍ବର ଲୋୟର ପିଏମଜିରେ ଏକାଠି ହୋଇଛନ୍ତି ହଜାର ହଜାର ଅଙ୍ଗନବାଡି କର୍ମୀ । ୧୧ ଦଫା ଦାବି ନେଇ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି । ଭାରତୀୟ ମଜଦୂର ସଂଘ ସହ ବନ୍ଧିତ ଅଲ୍ ଓଡ଼ିଶା ଅଙ୍ଗନୱାଡି ଲେଡ଼ିଜ ୱର୍କର୍ସ ସଂଘ ତରଫରୁ…
ସୁରୁଖୁରୁରେ ହେବ ମହାପ୍ରଭୁଙ୍କ ଅଶୋକାଷ୍ଟମୀ ରଥଯାତ୍ରା, ଖରାକୁ ଦୃଷ୍ଟିରେ ରହିବ ବ୍ୟବସ୍ଥା: ଜିଲ୍ଲାପାଳ
ଭୁବନେଶ୍ବର: ଲିଙ୍ଗରାଜ ମହାପ୍ରଭୁଙ୍କ ଅଶୋକାଷ୍ଟମୀ ରାଥଯାତ୍ରାର ସୂପରିଚାଳନା ନିମନ୍ତେ ଶନିବାର ସମନ୍ୱୟ ବୈଠକ ହୋଇଯାଇଛି। ଖୋର୍ଦ୍ଧା ଜିଲ୍ଲାପାଳ ଏହି ବୈଠକରେ ଅଧ୍ୟକ୍ଷତା କରିଥିଲେ। ଜିଲ୍ଲାପାଳ କହିଛନ୍ତି, ଖରାକୁ ଦୃଷ୍ଟିରେ ରଖି ସମସ୍ତ ସୁବିଧା ହୋଇଛି ଏବଂ ସୁରୁଖୁରୁରେ ରଥଯାତ୍ରା ହେବ…
ବିଜେଡି ଛାଡିଲେ ଆଉ ଜଣେ ପୂର୍ବତନ ବିଧାୟକ
ଭୁବନେଶ୍ୱର: ବିଜେଡି ଛାଡିଛନ୍ତି ଖଲ୍ଲିକୋଟର ପୂର୍ବତନ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ । ଦଳରେ ତାଙ୍କୁ ଅଣଦେଖା କରାଯାଇଥିବା ଅଭିଯୋଗ କରି ନିଜର ଇସ୍ତଫା ପତ୍ର ସଭାପତି ନବୀନ ପଟ୍ଟନାୟକଙ୍କୁ ପଠାଇଛନ୍ତି ପୂର୍ଣ୍ଣଚନ୍ଦ୍ର । ୨୦୦୯ ଓ ୨୦୧୪ରେ ବିଜେଡିରୁ ନିର୍ବାଚନ ଲଢି ଦୁଇ ଥର ବିଧାୟକ ହୋଇଥିଲେ…