Browsing Category

ମହାନଗର

ବିଶ୍ୱ ଦକ୍ଷତା କେନ୍ଦ୍ରରୁ ‘ଓଡ଼ିଆ ବ୍ରାଇଡାଲ ମେକ୍‌ଅପ୍’ ତାଲିମ ନେଇ ବାହାରିଲେ ୩୦ ଜଣ ଏସ୍ଏଚ୍‌ଜି ମହିଳା

ଭୁୁବନେଶ୍ୱର: ବର୍ତ୍ତମାନ ବ୍ୟୁଟି, ମେକ୍ଅପ୍ ଓ ଫେସିଆଲ ଆଦି ସେବା କ୍ଷେତ୍ରରେ ଚାହିଦା ବଢୁଛି। ତେଣୁ ଏ ଦିଗରେ ଏସ୍ଏଚ୍‌ଜି ମା’ମାନଙ୍କୁ ତାଲିମ ଦେଇ ସେମାନଙ୍କ ପାଇଁ ରୋଜଗାରର ନୂଆ ବାଟ ସୃଷ୍ଟି କରାଯାଉଛି। ମିସନ ଶକ୍ତି ବିଭାଗର ସହଭାଗିତାରେ ଭୁବନେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ରଠାରେ…

ଭୁବନେଶ୍ୱରରେ ଦୁଇଦିନିଆ ‘ନୂଆ ଓଡ଼ିଶା ବିଶ୍ୱ ଅଭିବୃଦ୍ଧି ଓ ନିଯୁକ୍ତି ସମ୍ମିଳନୀ’

ଭୁବନେଶ୍ୱର: ବିଭିନ୍ନ କ୍ଷେତ୍ରରେ ଲଗାତାର ଅଭିବୃଦ୍ଧି ସହ ଓଡ଼ିଶାରେ ଆଜି ରୂପାନ୍ତରଣର ଏକ ନୂଆ ଚିତ୍ର ସ୍ପଷ୍ଟ ହୋଇପାରିଛି। ରାଜ୍ୟରେ ଆଧୁନିକ ଶିଳ୍ପ ପ୍ରତିଷ୍ଠା ପାଇଁ ନିବେଶକଙ୍କୁ ଆକୃଷ୍ଟ କରିବା ସହ ଦକ୍ଷତା ବିକାଶ କ୍ଷେତ୍ରରେ ଓଡ଼ିଶା ସାରା ଦେଶରେ ଏକ ଆଗଧାଡ଼ିର ରାଜ୍ୟ ଭାବେ ପରିଚୟ ହାସଲ…

ଡ଼ଃ ପ୍ରତାପ ପାଣି ଆଗାମୀ ନିର୍ବାଚନରେ ପ୍ରତିଦ୍ବନ୍ଦିତା କରିବାର ସମ୍ଭାବନା ଉଜ୍ଜ୍ବଳ

ଭୁବନେଶ୍ୱର: ତା ୨୦.୦୨ ରିଖ ଆନ୍ତର୍ଜାତୀକ ଖ୍ୟାତିସଂମ୍ପନ୍ନ ସ୍ନାୟୁରୋଗ ବିଶେଷଜ୍ଞ ଡ଼ଃ ପ୍ରତାପ ପାଣି ଆଗାମୀ ନିର୍ବାଚନରେ ପ୍ରତିଦ୍ବନ୍ଦିତା କରିବାର ସମ୍ଭାବନା ଉଜ୍ଜ୍ବଳ ବୋଲି ଏଠାକାର ରାଜନୈତିକ ପର୍ଯ୍ୟବେକ୍ଷକ ମାନେ ମତପ୍ରକାଶ କରୁଛନ୍ତି। ଡ଼ଃ ପାଣି ଶାସକ ବିଜୁ ଜନତା ଦଳର ଟିକେଟ ରେ…

ବିଏମ୍‌ସିର ୧୦୨୭ କୋଟି ରେକର୍ଡ ବଜେଟ୍‌: ଲିଗାଲ୍‌ ଫି’କୁ ନେଇ ଅସନ୍ତୋଷ

ଭୂବନେଶ୍ୱର: ଆସନ୍ତା ଆର୍ଥିକ ବର୍ଷ(୨୦୨୪-୨୫) ପାଇଁ ବିଏମ୍‌ସି ବଜେଟ୍‌ ପ୍ରସ୍ତୁତ କରିଛି। ଆଜି ଏକ ସ୍ୱତନ୍ତ୍ର ବୈଠକରେ ଏହାର ତର୍ଜମା ହେବା ସହ ସର୍ବ ସମ୍ମତିକ୍ରମେ ସ୍ବୀକୃତି ଲାଭ କରିଥିବା ବିଏମ୍‌ସି କହିଛି। କିନ୍ତୁ ୬୭ କର୍ପୋରେଟରଙ୍କ ମଧ୍ୟରୁ ଆଜି ୩୪ ଜଣ ଉପସ୍ଥିତ ଥିଲେ। ଅର୍ଥାତ୍‌…

୫ଟି ଅଧ୍ୟକ୍ଷଙ୍କ ଅନ୍ଧାରୁଆ ବାୟୋଟେକ୍‌ ପାର୍କସ୍ଥିତ ସାପିଜେନ୍‌ ବାୟୋଲଜିକ୍ସ ପରିଦର୍ଶନ

ଭୁବନେଶ୍ୱର: ଆଜି ୫ଟି ତଥା ଆମ ଓଡ଼ିଶା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି କାର୍ତ୍ତିକ ପାଣ୍ଡିଆନ୍‌ ଭୁବନେଶ୍ୱର ଅନ୍ଧାରୁଆ ବାୟୋଟେକ୍‌ ପାର୍କସ୍ଥିତ ସାପିଜେନ୍‌ ବାୟୋଲଜିକ୍ସ ଟିକା ଉତ୍ପାଦନ ପ୍ଲାଣ୍ଟ ପରିଦର୍ଶନ କରିଛନ୍ତି। ଦୈନିକ ୨.୪ କୋଟି ବିଭିନ୍ନ ପ୍ରକାରର ଟିକା ଉତ୍ପାଦନକ୍ଷମତା  ଥିବା ଏହି…

ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡା, ଭଦ୍ରକ, ଯାଜପୁର ଓ ନୟାଗଡ ଜିଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କଲେ…

ଭୁବନେଶ୍ୱର:  ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡା, ଭଦ୍ରକ, ଯାଜପୁର ଓ ନୟାଗଡ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଗାଁ ଲୋକମାନେ ଲକ୍ଷ୍ମୀ ବସ୍‌ ଜରିଆରେ…

ଅଂଶୁମାନ ମହାନ୍ତି କଂଗ୍ରେସ ଛାଡ଼ି ବିଜେଡିରେ ମିଶିଲେ

ଭୁବନେଶ୍ବର: କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗରରେ ରାଜନୈତିକ ହଲଚଲ୍ ଦେଖିବାକୁ ମିଳିଛି। ରାଜନଗର ନିର୍ବାଚନ ମଣ୍ଡଳୀରେ ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତି ଆଜି ଶଙ୍ଖ ଭବନରେ ଆୟୋଜିତ ମିଶ୍ରଣ ପର୍ବରେ ସାମିଲ ହୋଇ ବିଜେଡିରେ ଯୋଗଦେଇଛନ୍ତି। ଅଂଶୁମାନଙ୍କ ସହିତ ଶତାଧିକ କର୍ମୀ କଂଗ୍ରେସ…

ଉତ୍କଳ ବିଶ୍ୱବିଦ୍ୟାଳୟରେ ଆନ୍ତଃବିଶ୍ୱବିଦ୍ୟାଳୟ ପ୍ରତିଯୋଗିତା ଆରମ୍ଭ

ଭୁବନେଶ୍ୱର: ଓଡ଼ିଶା ରାଜ୍ୟ ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗ ଏବଂ ଓଡ଼ିଶା ଉଚ୍ଚ ଶିକ୍ଷା ପରିଷଦର ପ୍ରୋତ୍ସାହନ ଓ ଆର୍ଥିକ ଅନୁଦାନରେ ଉତ୍କଳ ବିଶ୍ୱବିଦ୍ୟାଳୟରେ ଓଡ଼ିଶା  ରାଜ୍ୟସ୍ତରୀୟ ଆନ୍ତଃବିଶ୍ୱବିଦ୍ୟାଳୟ ପ୍ରତିଯୋଗିତା ୨୦୨୩-୨୪ ଉଦଘାଟିତ ହୋଇଯାଇଛି । ଆଜି ପୂର୍ବାହ୍ନରେ ବାଣୀବିହାର ପରିସରରେ…

ରାଜ୍ୟସଭା ପ୍ରାର୍ଥୀ ଘୋଷଣା କଲା ବିଜେଡି,

ଭୁବନେଶ୍ୱର: ଶେଷରେ କଳ୍ପନାଜଳ୍ପନାର ଅନ୍ତ ଘଟାଇ ଆଜି ବିଜେଡି ପକ୍ଷରୁ ରାଜ୍ୟସଭା ପ୍ରାର୍ଥୀ ଘୋଷଣା କରାଯାଇଛି | ବିଜେଡି ସଭାପତି ବାରବାଟୀ-କଟକର ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ଓ ଯୁବ ନେତା ଶୁଭାଶିଷ ଖୁଣ୍ଟିଆଙ୍କୁ ରାଜ୍ୟସଭା ପ୍ରାର୍ଥୀ ଭାବେ ଘୋଷଣା କରିଛନ୍ତି | ବିଜେଡି ପକ୍ଷରୁ…

ଶ୍ରୀଶ୍ରୀଠାକୁର ଅନୁକୂଳଚନ୍ଦ୍ରଙ୍କ ୧୩୬ତମ ଜନ୍ମ ମହୋତ୍ସବ: ଠାକୁରଙ୍କୁ ନେଇ ଆନନ୍ଦ କରିବା ଉତ୍ସବର ଆଭିମୁଖ୍ୟ

ଚନ୍ଦ୍ରଶେଖରପୁର: ପରମ ପ୍ରେମମୟ ଶ୍ରୀଶ୍ରୀଠାକୁର ଅନୁକୂଳଚନ୍ଦ୍ରଙ୍କର ୧୩୬ତମ ଜନ୍ମ ମହୋତ୍ସବ ଓ ସ୍ଥାନୀୟ ସତ୍‌ସଙ୍ଗ ବିହାରର ୨୯ତମ ଶ୍ରୀବିଗ୍ରହ ପ୍ରତିଷ୍ଠା ମହୋତ୍ସବ ଆଜି ମଞ୍ଚେଶ୍ବର ରେଳବାଇ ଖେଳ ପଡ଼ିଆରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ ସତ୍‌ସଙ୍ଗର ଆଧ୍ୟାତ୍ମିକ…