Browsing Category

ମହାନଗର

ବିଶିଷ୍ଟ ସାହିତ୍ୟିକ ସାତକଡି ହୋତାଙ୍କ ପରଲୋକ

ଭୁବନେଶ୍ବର: ବରିଷ୍ଠ ସାହିତ୍ୟିକ ସାତକଡି ହୋତାଙ୍କ ପରଲୋକ ଘଟିଛି। ଭୁବନେଶ୍ବରରେ ତାଙ୍କର ଦେହାନ୍ତ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୫ ବର୍ଷ ବୟସ ହୋଇଥିଲା। ଓଡିଶା ସାହିତ୍ୟ ଏକାଡେମୀର ପୂର୍ବତନ ସଭାପତି ଥିଲେ ସାତକଡି ହୋତା। ୧୯୨୯ ମସିହାରେ ମୟୁରଭଞ୍ଜର ଜଗନ୍ନାଥଖୁଣ୍ଟାରେ ସେ ଜନ୍ମଗ୍ରହଣ…

ତିନି ଦିନ ଧରି ଚାଲିଥିବା ଓଡିଆ ଭାଷା ମହାକୁମ୍ଭ ସମାପ୍ତ, ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମିଳନୀ ଉଦ୍‌ଯାପିତ

ସମ୍ମିଳନୀର ପ୍ରସ୍ତାବ ଉପରେ ନିଆଯାଇଛି ନୀତିଗତ ନିଷ୍ପତ୍ତି, ବିଧାନସଭାରେ ଘୋଷଣା କରିବେ ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କଭୁବନେଶ୍ବର: ଉଦ୍‌ଯାପିତ ହୋଇଛି ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମିଳନୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ଯେ ଏହି ସମ୍ମିଳନୀ…

ବିଶ୍ୱ କର୍କଟ ଦିବସରେ ଦୌଡ଼ିଲା ଭୁବନେଶ୍ୱର

ସାରା ବିଶ୍ୱକୁ ବିପଦ ସାଜିଛି କର୍କଟ ରୋଗ। ଦୈନିକ ହଜାର ହଜାର ଲୋକ ଏହି ମାରାତ୍ମକ ରୋଗର ଶିକାର ହୋଇ ପ୍ରାଣ ହରାଉଛନ୍ତି। ତେବେ ସାମାନ୍ୟ ସଚେତନ ହେଲେ ଏ ରୋକକୁ ମୁକିବିଲା କରିହେବ। ସେଇ ଜନ ସଚେତନତା ଉଦ୍ଦେଶ୍ୟରେ ଓଟିଭି ନେଇଥିଲା ସ୍ୱତନ୍ତ୍ର ପଦକ୍ଷେପ। ଆଜି ବିଶ୍ୱ କର୍କଟ ଦିବସ ଅବସରରେ…

ଓଡ଼ିଶା ସରକାର ଓ JNU ମଧ୍ୟରେ ବୁଝାମଣା ପତ୍ର ସ୍ୱାକ୍ଷରିତ

ଲୋକସେବା ଭବନଠାରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ରାଜ୍ୟ ସରକାରଙ୍କ ତରଫରୁ ଉଚ୍ଚଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଅରବିନ୍ଦ ଅଗ୍ରଓ୍ୱାଲ ଓ ଜେଏନ୍‌ୟୁର କୁଳପତି ଶାନ୍ତିଶ୍ରୀ ଧୁଲିପୁଡି ପଣ୍ଡିତ ଏହି ବୁଝାମଣା ପତ୍ରରେ ସ୍ୱାକ୍ଷର କରିଥିଲେ। ନୂଆଦିଲ୍ଲୀ ଜବାହାରଲାଲ ନେହରୁ…

ବିଧାନସଭାରେ ଭାଷା ଆଇନ ପୁସ୍ତକ ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ଉନ୍ମୋଚିତ

ଭୁବନେଶ୍ବର: ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ଅବସର ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ‘ବିଧାନ ସଭାରେ ଭାଷା ଆଇନ’ ଶୀର୍ଷକ ପୁସ୍ତକ ଉନ୍ମୋଚନ କରିଛନ୍ତି। ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ଅବସରରେ ‘ବିଧାନସଭାରେ ଭାଷା ଆଇନ’ ପୁସ୍ତକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉନ୍ମୋଚନ କରିଛନ୍ତି।…

ଶ୍ରୀକ୍ଷେତ୍ର ସହ ସୋନପୁରକୁ ଯୋଡ଼ିଲା ରେଳ

ଭୁ‌ବନେଶ୍ବର: ଦେଶ ସ୍ବାଧୀନତା ପ୍ରାପ୍ତିକୁ ୭୬ ବର୍ଷ ଅତିକ୍ରମ କରିଛି। ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ, ସୂଚନା ଓ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ଭାରତ ଅଗ୍ରଣୀ ଲାଭ କରିଛି। କିନ୍ତୁ କ୍ଷୋଭର ବିଷୟ ଯେ,‌ ଭାରତ ସରକାର ‘ଆମ ସଂକଳ୍ପ ବିକଶିତ ଭାରତ’ ଲକ୍ଷ୍ୟ ନେଇ କାମ କରୁଥିବା ବେଳେ ଦେଶରେ…

ରାଜ୍ୟ ମିଲେଟ୍‌ ମିଶନର ସଫଳତା ସମ୍ପର୍କରେ ଜାଣିଲେ ଆସାମ କୃଷି ଅଧିକାରୀ

ଡେସ୍କ: ଓଡ଼ିଶା ମିଲେଟ୍ସ ମିଶନର ସଫଳତା ସମ୍ପର୍କରେ ଅବଗତ ହେବା ପାଇଁ ଆସାମ ମିଲେଟ୍‌ ମିଶନର ୧୫ ଜଣିଆ ପ୍ରତିନିଧ୍ ଦଳ ଜାନୁଆରୀ ୨୯ରୁ ୩୧ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଗସ୍ତରେ ଆସିଥିଲେ। ଆସାମ ସରକାରଙ୍କ ଆସାମ କୃଷି ବ୍ୟବସାୟ ଏବଂ ଗ୍ରାମୀଣ ପରିବର୍ତ୍ତନ ପ୍ରକଳ୍ପର କୃଷି ପରାମର୍ଶଦାତା ଡକ୍ଟର…

୧୬ଟି ଉପଜିଲ୍ଲା ସ୍ତରୀୟ ଡାକ୍ତରଖାନାରେ ଡାଏଲେସିସ୍‌ କେନ୍ଦ୍ର ଲୋକାର୍ପିତ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ୧୬ଟି ଉପଜିଲ୍ଲା ସ୍ତରୀୟ ଡାକ୍ତରଖାନାରେ ଡାଏଲେସିସ୍‌  କେନ୍ଦ୍ର ଲୋକାର୍ପଣ କରିଛନ୍ତି। ସାରା ରାଜ୍ୟରେ ୫ଟି ଉପକ୍ରମରେ ଉପଜିଲ୍ଲା ସ୍ତରରେ ୩୨ଟି ଡାଏଲେସିସ୍‌  କେନ୍ଦ୍ର ଖୋଲାଯିବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ପ୍ରସ୍ତୁତି ସମୀକ୍ଷା କଲେ ୫ଟି ଅଧ୍ୟକ୍ଷ

ଭୁବନେଶ୍ୱର: ୫ଟି ଓ ନବୀନ ଓଡିଶା ଅଧ୍ୟକ୍ଷ ଭି କାର୍ତ୍ତିକ ପାଣ୍ଡିଆନ ଗୁରୁବାର ସନ୍ଧ୍ୟାରେ ଜନତା ମୈଦାନ ଓ ଅକ୍ଷର ଭୂମି ପରିଦର୍ଶନ କରି ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ପାଇଁ ଚାଲିଥିବା ପ୍ରସ୍ତୁତି କାର୍ଯ୍ୟର ସମୀକ୍ଷା କରିଛନ୍ତି। ସୂଚନାଯୋଗ୍ୟ ଯେ ପ୍ରଥମ ବିଶ୍ୱ ଓଡିଆ ଭାଷା ସମ୍ମିଳନୀରେ…

ଫେବ୍ରୁଆରି ୩ରୁ ଏକାମ୍ର ଉତ୍ସବ: ଭାଷା, ସଂସ୍କୃତି ସମ୍ମିଳନୀ ସହ ଉତ୍ସବର ମଜା ନେବେ ରାଜଧାନୀବାସୀ

ଭୁବନେଶ୍ୱର: ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)ଙ୍କ  ପକ୍ଷରୁ ଫେବ୍ରୁଆରି ୩ରୁ ୯ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଯାଉଛି ଏକାମ୍ର ଉତ୍ସବ। ଓଡ଼ିଶା ପରି ଏକ ଭାଷାଭିତ୍ତିକ ରାଜ୍ୟକୁ ବିଶ୍ଵ ଦରବାରରେ ପହଞ୍ଚାଇବା ଲକ୍ଷ୍ୟରେ ରାଜ୍ୟ ସରକାର ପ୍ରଥମଥର ପାଇଁ ଶୁଭାରମ୍ଭ କରିବାକୁ ଯାଉଛନ୍ତି…