Sign in
Sign in
Recover your password.
A password will be e-mailed to you.
Browsing Category
ମହାନଗର
୧୪ ରୁ ୧୭ ଯାଏଁ ରାଜ୍ୟରେ ବଡ଼ ବର୍ଷା
ଭୁବନେଶ୍ୱର : ରାଜ୍ୟରେ ପୁଣି ବଡ଼ ବର୍ଷା ସମ୍ଭାବନା । ଆସନ୍ତା ୧୪ ରୁ ୧୭ ତାରିଖ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ପ୍ରଭାବିତ ହେବ ଉତ୍ତର ଉପକୂଳ ଓଡ଼ିଶାର ଅଧିକାଂଶ ଜିଲ୍ଲା । ୧୩ ତାରିଖରେ ଗାଙ୍ଗେୟ ଉପତ୍ୟାକା ଏବଂ ଉତ୍ତର ଓଡ଼ିଶା ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା…
ପୁଣି ବିଧାନସଭାରେ ଉଠିଲା ନବ ଦାସଙ୍କ ହତ୍ୟାକାଣ୍ଡ ପ୍ରସଙ୍ଗ: ପୂର୍ବାହ୍ନ ସାଢ଼େ ୧୧ଟା ଯାଏ ଗୃହ ମୁଲତବୀ
ଭୁବନେଶ୍ବର: ଆଜି ପୁଣି ବିଧାନସଭାରେ ଉଠିଲା ନବ ଦାସଙ୍କ ହତ୍ୟାକାଣ୍ଡ ପ୍ରସଙ୍ଗ। ପ୍ରଶ୍ନକାଳରେ ବିରୋଧୀ ବିଜେପି ଓ କଂଗ୍ରେସ ସଦସ୍ୟମାନେ ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟାକାଣ୍ଡ ପ୍ରସଙ୍ଗ ନେଇ ଆଲୋଚନା କରିବାକୁ ଦାବି କରିଥିଲେ, ହେଲେ ସେଥିଲାଗି ବାଚସ୍ପତି ଅନୁମତି ଦେଇ ନ ଥିଲେ।…
ଆଜି ମୁମ୍ବଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର(ଆଜି) ମୁମ୍ବଇ ଗସ୍ତରେ ଯିବେ। ଦୁଇଟି କାର୍ଯ୍ୟକ୍ରମରେ ଯୋଗଦେବାକୁ ମୁଖ୍ୟମନ୍ତ୍ରୀ ମୁମ୍ବଇ ଯାଉଛନ୍ତି । ଓଡ଼ିଶା ନିବେଶକ ସମ୍ମିଳନୀ ଓ ସ୍ପୋର୍ଟସ ଷ୍ଟାର୍ ଏସେସ୍ ପୁରସ୍କାର ସମାରୋହରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଯୋଗଦେବେ ବୋଲି…
କପି କର, ପାସ କର!
କପି କର, ପାସ କର। ଏହି ଢାଞ୍ଚାରେ ଚାଲିଛି କି ବିଜେଡି। କେନ୍ଦ୍ର ବଜେଟ ପରେ ସବୁଠି ଚର୍ଚ୍ଚା ଓ ଆଲୋଚନା କରୁଛନ୍ତି ବିଜେପି ନେତା। ଖୋଦ କେନ୍ଦ୍ର ଅର୍ଥମନ୍ତ୍ରୀ ଓଡ଼ିଶା ଆସି ବଜେଟ ଉପରେ ଆଲୋଚନା କରିଥିଲେ। ଏବେ ସମାନ ବାଟ ଆପଣାଇଛି ବିଜେଡି।
ପୁରୁବାଈ କନ୍ୟାଶ୍ରମର ଅନ୍ତେବାସିନୀ ଅସୁସ୍ଥ ଘଟଣା: ପ୍ରତିକ୍ରିୟା ରଖିଲେ ଜନସ୍ୱାସ୍ଥ୍ୟ ନିର୍ଦେଶକ
ଭୁବନେଶ୍ବର: ବାଲେଶ୍ୱର ଜିଲ୍ଲା ସୋର ପୂରୁବାଈ କନ୍ୟାଶ୍ରମ ଘଟଣା ଉପରେ ପ୍ରତିକ୍ରିୟା ରଖିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦେଶକ ନିରଞ୍ଜନ ମିଶ୍ର। ସେ କହିଛନ୍ତି, ରିପୋର୍ଟକୁ ନେଇ ଦ୍ୱନ୍ଦ୍ୱରେ ସ୍ୱାସ୍ଥ୍ୟ ବିଭାଗ। ଲକ୍ଷଣ ଥିବା ରୋଗୀଙ୍କ ଟେଷ୍ଟ ରିପୋର୍ଟ ନେଗେଟିଭ, ଲକ୍ଷଣ ନଥିବା ରୋଗୀଙ୍କ ଟେଷ୍ଟ…
ଦୁଇ ଦିନ ପରେ ସ୍ୱାଭାବିକ ହେଲା ପ୍ରଶ୍ନକାଳ: ଗୃହରେ ଜଳ ସମ୍ପଦ ବିଭାଗ ଉପରେ ଆଲୋଚନା ଜାରି
ଭୁବନେଶ୍ବର: ବିଧାନସଭା ବଜେଟ ଅଧିବେଶନର ତୃତୀୟ ଦିନରେ ସ୍ବାଭାବିକ ଚାଲିଛି ଗୃହ କାର୍ଯ୍ୟ। ଚାଲିଛି ପ୍ରଶ୍ନକାଳ। ପାନୀୟ ଜଳ ଯୋଗାଣ, ଜଳ ସେଚନ ଓ ଜଳ ସଂରକ୍ଷଣ ନେଇ ଗୃହରେ ସରଗରମ ଆଲୋଚନା ଜାରି ରହିଛି।
ପଦ୍ମନାଭ ବେହେରାଙ୍କ ଏକ ପ୍ରଶ୍ନରେ ଜଳ ସମ୍ପଦ ମନ୍ତ୍ରୀ ଟୁକୁନି ସାହୁ କହିଛନ୍ତି,…
ବିଧାନସଭାରେ ବାଚସ୍ପତି ପକ୍ଷପାତିତା କରୁଥିବା ଅଭିଯୋଗ: କକ୍ଷତ୍ୟାଗ କଲେ ପ୍ରଦୀପ ପାଣିଗ୍ରାହୀ
ଭୁବନେଶ୍ବର: ବାଚସ୍ପତି ପକ୍ଷପାତିତା କରୁଥିବା ଅଭିଯୋଗ କରି ଗୋପାଳପୁର ବିଧାୟକ ଡକ୍ଟର ପ୍ରଦୀପ ପାଣିଗ୍ରାହୀ କକ୍ଷତ୍ୟାଗ କରିଛନ୍ତି। ଗୃହରେ କହିବା ପାଇଁ ସୁଯୋଗ ଦିଆଯାଉନି ବୋଲି ପ୍ରଦୀପ କହିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ନିର୍ଦେଶରେ,…
ଝାରସୁଗୁଡ଼ାର ଗୋଁଣ୍ଡୱାନା ଛକକୁ ‘ବୀର କରୁଣାକର ସିଂହ ନାଏକ ଛକ’ ନାମରେ ନାମିତ କରିବାକୁ ଅନୁରୋଧ କଲେ ଧର୍ମେନ୍ଦ୍ର…
ନୂଆଦିଲ୍ଲୀ/ଭୁବନେଶ୍ୱର: ଝାରସୁଗୁଡ଼ା ଜିଲ୍ଲା ଗୋଁଣ୍ଡୱାନା ଛକକୁ ‘ବୀର କରୁଣାକର ସିଂହ ନାଏକ ଛକ’ ଭାବେ ନାମିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପତ୍ର ଲେଖି ଅନୁରୋଧ କରିଛନ୍ତି କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ଶ୍ରୀ ପ୍ରଧାନ ପତ୍ରରେ…
କଂଗ୍ରେସ ବିଧାୟକ ଦଳର ନେତା ନରସିଂହ ମିଶ୍ର ପ୍ରତିକ୍ରିୟା ଦେଇଛନ୍ତି।
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଗୃହରେ ନବ ଦାସ ହତ୍ୟା ମାମଲା ସଂକ୍ରାନ୍ତୀୟ ବିବୃତି ଉପସ୍ଥାପନ କରିଛନ୍ତି । ନିଜ ବିବୃତିରେ ମୁଖ୍ୟମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡ ପରେ ରାଜ୍ୟ ସରକାର ଏହାର ତଦନ୍ତ କ୍ଷେତ୍ରରେ ଏଯାବତ୍ ଗ୍ରହଣ କରିଥିବା ସମସ୍ତ ପଦକ୍ଷେପ ସଂପର୍କରେ ଗୃହକୁ…
ମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ବିଧାନସଭା ଗୃହରେ ବିବୃତି ରଖିଲେ ମୁଖ୍ୟମନ୍ତ୍ରୀ, କହିଲେ ..
ଭୁବନେଶ୍ୱର:ମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ଆଜି ବିଧାନସଭା ଗୃହରେ ବିବୃତି ରଖିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ବିବୃତି ପରେ ଗୃହକୁ ୪ଟା ପର୍ଯ୍ୟନ୍ତ ମୁଲତବୀ କରାଯାଇଛି । ଏହା ସହିତ ବାଚସ୍ପତି ସର୍ବ ଦଳୀୟ ବୈଠକ ଡାକିଛନ୍ତି ।
ବିବୃତିରେ ମୁଖ୍ୟମନ୍ତ୍ରୀ ୧୧…