Sign in
Sign in
Recover your password.
A password will be e-mailed to you.
Browsing Category
ମହାନଗର
ଉତ୍କଳ ବିଶ୍ୱବିଦ୍ୟାଳୟରେ ଅନୁଷ୍ଠିତ ହେଲା ଛାତ୍ରୀଙ୍କ ପାଇଁ ୬ ଦିନିଆ ଆତ୍ମରକ୍ଷା ପ୍ରଶିକ୍ଷଣ
ଭୁବନେଶ୍ୱର, ୨୬ ଅଗଷ୍ଟ (କୃଷ୍ଣ କୁମାର ମହାନ୍ତି): ଉତ୍କଳ ବିଶ୍ୱବିଦ୍ୟାଳୟର ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ ପକ୍ଷରୁ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକୋତ୍ତର ଛାତ୍ରୀମାନଙ୍କ ପାଇଁ ଅଗଷ୍ଟ ୧୮ରୁ ୨୫ ତାରିଖ ପର୍ଯ୍ୟନ୍ତ ୬ ଦିନିଆ ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଆୟୋଜିତ ହୋଇଯାଇଛି।…
କଲେଜରେ ଏଣିକି ବାୟୋମେଟ୍ରିକ୍ ଉପସ୍ଥାନ
ଭୁବନେଶ୍ୱର: ରାଜ୍ୟର ଉଚ୍ଚଶିକ୍ଷାନୁଷ୍ଠାନଗୁଡ଼ିକରେ ଛାତ୍ରଛାତ୍ରୀଙ୍କ ଉପସ୍ଥାନ ବ୍ୟବସ୍ଥାରେ ଆସିବ ବଡ଼ ପରିବର୍ତ୍ତନ। ଏଣିକି ଡିଜିଟାଲ୍ ମାଧ୍ୟମରେ ରେକର୍ଡ ଓ ଯାଞ୍ଚ ହେବ ଉପସ୍ଥାନ। ଏଥିପାଇଁ HIMS ମାଧ୍ୟମରେ ବାୟୋମେଟ୍ରିକ୍ ଉପସ୍ଥାନ ବ୍ୟବସ୍ଥା ଲାଗୁ କରାଯିବ। ପ୍ରଥମ ପର୍ଯ୍ୟାୟରେ ରାଜ୍ୟର…
କୃତ୍ରିମ ବୁଦ୍ଧିମତା ଓ ମାନବିକୀ ବିଜ୍ଞାନ ମଧ୍ୟରେ ସେତୁ ସ୍ଥାପନ ପାଇଁ ସୋଆରେ କମର୍ଶାଳା
ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ ଏଜୁକେସନ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର) ପକ୍ଷରୁ ଆୟୋଜିତ ଦୁଇଦିନିଆ ଆନ୍ତଃବିଷୟକ କମର୍ଶାଳାରେ କୃତ୍ରିମ ବୁଦ୍ଧିମତା (ଏଆଇ), ମାନବିକୀ ବିଜ୍ଞାନ ଏବଂ ସାମାଜିକ ବିଜ୍ଞାନର ଉଦୀୟମାନ…
ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ ସେପ୍ଟେମ୍ବର ୨ରୁ ପ୍ରଥମ ପର୍ଯ୍ୟାୟ ଯାତ୍ରା ଆରମ୍ଭ
ଭୁବନେଶ୍ୱର: ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାର ଜିଲ୍ଲାସ୍ତରୀୟ ପ୍ରସ୍ତୁତି ବୈଠକ ଖୋର୍ଦ୍ଧା ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ଚନ୍ଦ୍ର ବେଉରାଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ସର୍କିଟ ହାଉସ୍ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଚଳିତ ଆର୍ôଥକ ବର୍ଷର ପ୍ରଥମ ପର୍ଯ୍ୟାୟରେ ଖୋର୍ଦ୍ଧା,…
ଆଇଏଏସ୍ ସ୍ତରରେ ଅଦଳବଦଳ
ଭୁବନେଶ୍ୱର : ଓଡ଼ିଶା ସରକାର ମଙ୍ଗଳବାର ଆଇଏଏସ ସ୍ତରରେ ଏକ ଅଦଳବଦଳ କରିଛନ୍ତି । ବାଣିଜ୍ୟ ଓ ପରିବହନ ବିଭାଗର ଅତିରିକ୍ତ ସଚିବ ଥିବା ସଂଜୟ ବିଶ୍ୱାଳଙ୍କୁ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦିଆଯାଇଛି । ମାଧ୍ୟମିକ ଶିକ୍ଷା ପରିଷଦର ନିର୍ଦ୍ଦେଶକ ଭାବେ କାର୍ଯ୍ୟ…
ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି, ସାମିଲ ହେଲେ ୧୦ଜଣ ମନ୍ତ୍ରୀ,୯୫ ପ୍ରତିଶତ ସମାଧାନ
ଭୁବନେଶ୍ୱର : ଆମ ଶାସନ ବ୍ୟବସ୍ଥାର ମୂଳନୀତି ହେଉଛି- ସହାନୁଭୂତି, ସମବେଦନା ଓ ସହୃଦୟତା। ଲୋକଙ୍କ ସମସ୍ୟା ଶୁଣି, ତା’ର ସମାଧାନ କରିବା ଆମ ସରକାରଙ୍କ ସର୍ବୋଚ୍ଚ ପ୍ରାଥମିକତା ବୋଲି ଆଜି ୨୦ତମ ରାଜ୍ୟସ୍ତରୀୟ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ…
ଜାତୀୟ ମହାକାଶ ଦିବସ, ଓଡିଶାରେ ଉପଗ୍ରହ ଉତ୍କ୍ଷେପଣ କେନ୍ଦ୍ର ପ୍ରତିଷ୍ଠା ପ୍ରସ୍ତାବ ଅଛି ବୋଲି କହିଲେ ମନ୍ତ୍ରୀ
ଭୁବନେଶ୍ୱର: ରାଜ୍ୟରେ ବୈଜ୍ଞାନିକ ଗବେଷଣା ଓ ଏ ସଂକ୍ରାନ୍ତୀୟ ବିଭିନ୍ନ ପ୍ରକଳ୍ପ ଉପରେ ରାଜ୍ୟ ସରକାର ଯଥେଷ୍ଟ ଧ୍ୟାନ ଦେବା ସହ ଯୁବ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ବିଜ୍ଞାନଭିତ୍ତିକ ଅନିସନ୍ଧିଚ୍ଛୁ ଜାଗ୍ରତ କରିବା ଉପରେ କାର୍ଯ୍ୟ କରୁଛନ୍ତି । ରାଜ୍ୟରୁ ଉତ୍ପାଦିତ ବିଭିନ୍ନ ସାମଗ୍ରୀ ଦେଶର…
ଦକ୍ଷିଣ ଓଡ଼ିଶା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ତୁରନ୍ତ ସ୍ୱତନ୍ତ୍ର ପ୍ୟାକେଜ୍ ଓ ବୈଠକ ଦାବି କଲେ ବ୍ରହ୍ମପୁର ସାଂସଦ
ଭୁବନେଶ୍ୱର: ଗଞ୍ଜାମ ତଥା ସମଗ୍ର ଦକ୍ଷିଣ ଓଡ଼ିଶାର ବିକାଶମୂଳକ ଆକାଂକ୍ଷା, ଉଚ୍ଚଶିକ୍ଷା କ୍ଷେତ୍ରରେ ଅବହେଳା ଏବଂ ପ୍ରଶାସନିକ ସ୍ତରରେ ନିଆଯାଉଥିବା ନିଷ୍ପତ୍ତିକୁ ନେଇ ଜନସାଧାରଣଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଏହି ପରିପ୍ରେକ୍ଷୀରେ ବ୍ରହ୍ମପୁର ଲୋକସଭା ସାଂସଦ ଡ. ପ୍ରଦୀପ…
ଜୟଶ୍ରୀ ଦାସଙ୍କ “ହେ ବୁଦ୍ଧ! ତୁମକୁ ପ୍ରଣାମ “ଉନ୍ମୋଚିତ ସହ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ
Jayashree Das's "O Buddha! Obeisance to You" was unveiled and the valedictory program was held
୪ର୍ଥ ଦିନରେ ପହଞ୍ଚିଲା ମନଓ୍ବର ଅଲ୍ଲୀଙ୍କ ଅନଶନ
ଭୁବନେଶ୍ବର, ୨୩!୮: ନିତ୍ୟାନନ୍ଦ ଗଣ୍ଡଙ୍କ ଇସ୍ତଫା ଦାବୀ କରି ନବନିର୍ମାଣ ଯୁବଛାତ୍ର ସଂଗଠନର ରାଜ୍ୟ ସଂଯୋଜକ ଏମ.ଡ଼ି ମନଓ୍ବର ଅଲ୍ଲୀ ଚଳାଇଥିବା ଅନଶନ ଆଜି ୪ର୍ଥ ଦିନରେ ପହଞ୍ଚିଛି। ଅନଶନକୁ ସମର୍ଥନ ଜଣାଇ ଓଡ଼ିଶାର ବହୁ ସାମାଜିକ ଓ ରାଜନୈତିକ କର୍ମୀ ଆନ୍ଦୋଳନରେ ସାମିଲ ହେଉଥିବା ବେଳେ ଆଜି…