Sign in
Sign in
Recover your password.
A password will be e-mailed to you.
Browsing Category
ମହାନଗର
କଂଗ୍ରେସକୁ ପ୍ରତ୍ୟାବର୍ତ୍ତନ କଲେ ଗମାଙ୍ଗ ପରିବାର
ଭୁବନେଶ୍ବର: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ଗିରିଧର ଗମାଙ୍ଗ, ପୂର୍ବତନ କୋରାପୁଟ ସାଂସଦ ହେମା ଗମାଙ୍ଗ ଏବଂ ପୂର୍ବତନ ବରଗଡ଼ ସାଂସଦ ସଞ୍ଜୟ ଭୋଇ ଆଜି ଏଆଇସିସି ଓଡ଼ିଶା ପ୍ରଭାରୀ ଡ. ଅଜୟ କୁମାରଙ୍କ ଉପସ୍ଥିତିରେ କଂଗ୍ରେସ ଦଳକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଗମାଙ୍ଗ ପରିବାର ଜାନୁଆରି ୧୭…
ହାଇଟେକ୍ ଟ୍ରାଜେଡି: ଡିଏନ୍ଏ ରିପୋର୍ଟରୁ ସ୍ପଷ୍ଟ ହେଲା; ତୃତୀୟ ବ୍ୟକ୍ତି ଦିଲୀପ ସାମନ୍ତରାୟ
ଭୁବନେଶ୍ବର: ବହୁ ଚର୍ଚ୍ଚିତ ହାଇଟେକ୍ ମେଡିକାଲ କଲେଜ୍ ଏବଂ ହସ୍ପିଟାଲରେ ଗତବର୍ଷ ଡିସେମ୍ବର ୨୯ ତାରିଖ ଦିନ ଘଟିଥିବା ବିସ୍ଫୋରଣରେ ମୃତ ତୃତୀୟ ବ୍ୟକ୍ତିଙ୍କର ଡିଏନ୍ଏ ରିପୋର୍ଟ ଆଜି ଆସିଛି। ଏହି ରିପୋର୍ଟ ଆସିଲା ପରେ ମୃତହେଦ ଦିଲୀପ ନା ଜ୍ୟୋତି ତାହା ମଧ୍ୟ ସ୍ପଷ୍ଟ ହୋଇଯାଇଛି।…
ସାଗର ପରିକ୍ରମା’ କାର୍ଯ୍ୟକ୍ରମରେ ଯୋଗ ଦେଲେ କେନ୍ଦ୍ର ମତ୍ସ୍ୟ, ପଶୁ ଏବଂ ଗୋପାଳନ ମନ୍ତ୍ରୀ
ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାର୍ଗଦର୍ଶନରେ ମତ୍ସଜୀବୀ ସମ୍ପ୍ରଦାୟର କଲ୍ୟାଣ ପାଇଁ ଚାଲିଛି ‘ସାଗର ପରିକ୍ରମା’ । ଏହି ଯୋଜନା ସମସ୍ତ ମତ୍ସ୍ୟଜୀବୀଙ୍କ ଆର୍ଥିକ ଉନ୍ନତି ପାଇଁ ଏକ ମାଧ୍ୟମ ପାଲଟିବ। ପ୍ରଧାନମନ୍ତ୍ରୀ ମତ୍ସ୍ୟଜୀବୀ ସମ୍ପ୍ରଦାୟର କଲ୍ୟାଣ ତଥା ଉପକୂଳ ବିକାଶ…
ସମ୍ମାନାସ୍ପଦ ବିଳାଶୁଣୀ ସମ୍ମାନ-୨୦୨୩
ଲୋକ ସେବକ ମଣ୍ଡଳ ର ଓଡିଶା ଶାଖା ଅଧ୍ୟକ୍ଷ ଏବଂ ସମାଜ ର ମୁଦ୍ରାକାର ଓ ପ୍ରକାଶକ ନିରଞ୍ଜନ ରଥ ଙ୍କୁ ଶୋଭନୀୟ ଆନ୍ଦୋଳନ ର ନିର୍ଦ୍ଦେଶିକା ଡ଼ଃ ଅରୁନ୍ଧତୀ ଦେବୀ ଏବଂ ୱାର୍ଲଡ ଓଡିଶା ସୋସାଇଟି ର ସାଂସ୍କୃତିକ ସାଧାରଣ ସମ୍ପାଦକ କାବେରୀ ବେହେରା ସମ୍ମାନାସ୍ପଦ ବିଳାଶୁଣୀ ସମ୍ମାନ-୨୦୨୩ ପ୍ରଦାନ…
ବିଶ୍ବ ଦେଖିବ ଶିଳ୍ପୀଗ୍ରାମ ରଘୁରାଜପୁର
ଭୁବନେଶ୍ବର : ଦିଲ୍ଲୀରେ ଝଲସିବ ଓଡ଼ିଶାର ପ୍ରଜ୍ଞାପନ ମେଢ଼। ଚଳିତ ସାଧାରଣତନ୍ତ୍ର ଦିବସରେ ବିଶ୍ବବାସୀ ଦେଖିବେ ପୁରୀ ଜିଲା ରଘୁରାଜପୁର ଶିଳ୍ପୀଗ୍ରାମ ମଡେଲ। ଗୁରୁବାର ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶିତ ଚୂଡ଼ାନ୍ତ ତାଲିକାରେ ଓଡ଼ିଶାର ମଡେଲ ମନୋନୀତ ହୋଇଥିବା ସମ୍ପର୍କରେ ମୁଖ୍ୟ…
ଚକ ଜମିର ବିକ୍ରୟ, ହସ୍ତାନ୍ତର, ବଣ୍ଟନ ପ୍ରକ୍ରିୟା ସ୍ଵଚ୍ଛ ଓ ପ୍ରତିବନ୍ଧକ ମୁକ୍ତ ହେବ।
ଭୁବନେଶ୍ୱର: ଚକ ଜମିର ବିକ୍ରୟ, ହସ୍ତାନ୍ତର, ବଣ୍ଟନ ପ୍ରକ୍ରିୟା ସ୍ଵଚ୍ଛ ଓ ପ୍ରତିବନ୍ଧକମୁକ୍ତ ହେବ। ଏହା ଦ୍ବାରା ଲକ୍ଷାଧିକ ଲୋକ ଉପକୃତ ହେବେ। ରାଜ୍ୟ ସରକାର ଏହିଭଳି ବ୍ୟବସ୍ଥା କରିବାକୁ ଯାଉଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ୫–‘ଟି’ ଓ ନବୀନ ଓଡ଼ିଶାର ଅଧ୍ୟକ୍ଷ ଭିକେ…
ରାଜଧାନୀରେ ଧରାପଡିଲେ ତିନ୍ ପାହାଡ ଗ୍ୟାଙ୍ଗ୍; ମୋ ବସ୍ ଓ ଭୁବନେଶ୍ୱରର ବିଭିନ୍ନ ଅଞ୍ଚଳରୁ କରୁଥିଲେ ଲୁଟ୍
ଭୁବନେଶ୍ୱର : କମିଶନରେଟ ପୁଲିସକୁ ବଡ ସଫଳତା ମିଳିଛି। ପୁଲିସ ହାତରେ ଧରାପଡିଛନ୍ତି ତିନ୍ ପାହାଡ ଗ୍ୟାଙ୍ଗ। ୮ ଜଣ ଡକାୟତଙ୍କୁ ପୁଲିସ ଗିରଫ କରିଛି ବୋଲି ବୁଧବାର ସାମ୍ବାଦିକ ସମ୍ମିଳନୀରେ ଡିସିପି ପ୍ରତୀକ ସିଂହ ସୂଚନା ଦେଇଛନ୍ତି। ଗିରଫ ଡକାୟତ ସମସ୍ତେ ଝାଡଖଣ୍ଡ ଅଞ୍ଚଳର। ଏମାନେ ମୋ…
ନ୍ୟାୟ ଯାତ୍ରା ପାଇଁ ଓଡ଼ିଶାର ୧୦ ଜିଲ୍ଲା ଦେଇ ଛତିଶଗଡ଼ ଯିବେ ରାହୁଲ ଗାନ୍ଧୀ: ଶରତ ପଟ୍ଟନାୟକ
ଭୁବନେଶ୍ବର: ରାହୁଲ ଗାନ୍ଧୀଙ୍କ ନ୍ୟାୟ ଯାତ୍ରା ପାଇଁ ପ୍ରଦେଶ କଂଗ୍ରେସର ପ୍ରସ୍ତାବିତ ଜିଲ୍ଲା ସଂପର୍କରେ ପିସିସି ସଭାପତି ଶରତ ପଟ୍ଟନାୟକ ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାହୁଲ ଗାନ୍ଧୀ ଝାରଖଣ୍ଡ ପଟୁ ଓଡ଼ିଶା ଭିତରକୁ ପ୍ରବେଶ କରିବେ ଓ ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, କଟକ, ଭୁବନେଶ୍ୱର,…
ନିଶ୍ଚିନ୍ତକୋଇଲି ଦୁର୍ଘଟଣା: ମୃତକଙ୍କ ପରିବାର ପାଇଁ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ନିଶ୍ଚିନ୍ତକୋଇଲି ବ୍ଲକ ଅନ୍ତର୍ଗତ କଟରପଡ଼ା ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଶୋକସନ୍ତପ୍ତ ପରିବାର ପ୍ରତି ସମବେଦନା ଜଣାଇବା ସହ ମୁଖ୍ୟମନ୍ତ୍ରୀ ଅନୁକମ୍ପାମୂଳକ ସହାୟତା ରାଶି…
ଫେବୃଆରୀ ଦ୍ବିତୀୟ ସପ୍ତାହରେ ଅଧିବେଶନ- ନିର୍ବାଚନ ପାଇଁ ଆସିବ କାମଚଳା ବଜେଟ
ଭୁବନେଶ୍ବର : ୨୦୨୪ ନିର୍ବାଚନର ବର୍ଷ। ଏହାକୁ ଦୃଷ୍ଟିରେ ରଖି ୨୦୨୪-୨୫ ଆର୍ଥିକବର୍ଷ ଲାଗି ଚଳିତଥର ବିଧାନସଭାରେ ୪ମାସ ପାଇଁ କାମଚଳା ବଜେଟ ତଥା ‘ଭୋଟ ଅନ୍ ଆକାଉଣ୍ଟ’ ଆସିବ। ପରବର୍ତ୍ତୀ ପର୍ଯ୍ୟାୟରେ ଗୃହରେ ସମ୍ପୂର୍ଣ୍ଣ ବଜେଟ୍ ଉପସ୍ଥାପନ ହେବ। ଆଗକୁ ସାଧାରଣ ନିର୍ବାଚନ ଥିବାରୁ ଆସନ୍ତା…