Sign in
Sign in
Recover your password.
A password will be e-mailed to you.
Browsing Category
ମହାନଗର
୨୯ରୁ ଉପକୂଳ ଓ ଦକ୍ଷିଣରେ ବଢ଼ିବ ବର୍ଷା
ଭୁବନେଶ୍ବର: ରାଜ୍ୟରେ ଏବେ କାଁ ଭାଁ ବର୍ଷା ହେଉଥିବାବେଳେ ଆସନ୍ତା ୨୯ ତାରିଖରୁ ଉପକୂଳ ଓ ଦକ୍ଷିଣରେ ବର୍ଷା ପରିମାଣ ବଢ଼ିବ। ବିଶେଷ କରି ୨ ତାରିଖରୁ ଅଧିକ ବର୍ଷା ହେବ। ଅନ୍ୟପକ୍ଷରେ ରାଜ୍ୟର କେତୋଟି ସ୍ଥାନରେ ଆସନ୍ତା ଦୁଇଦିନ ଯାଏଁ ବିଜୁଳି ଘଡ଼ଘଡ଼ି ସହ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ହେବ।…
ବିଶ୍ବ ଦକ୍ଷତା କେନ୍ଦ୍ରର ୨୪ ଜଣ ଛାତ୍ରଛାତ୍ରୀଙ୍କୁ ଟାଟା ଷ୍ଟିଲରେ ନିଯୁକ୍ତି
ଭୁବନେଶ୍ୱର: ବିଶ୍ବ ଦକ୍ଷତା କେନ୍ଦ୍ରର ୨୪ ଜଣ ଛାତ୍ରଛାତ୍ରୀଙ୍କୁ ଟାଟା ଷ୍ଟିଲରେ ନିଯୁକ୍ତି । ଭୁବନେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ରରେ ବିଭିନ୍ନ ଅତ୍ୟାଧୁନିକ ବିଷୟରେ ତାଲିମ ପାଠ୍ୟକ୍ରମ ଶେଷ କରିଥିବା ଛାତ୍ରଛାତ୍ରୀମାନଙ୍କୁ ବିଭିନ୍ନ ଜାତୀୟ ତଥା ଅନ୍ତର୍ଜାତୀୟ କମ୍ପାନିରେ ନିଯୁକ୍ତି…
୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୮ ଜିଲ୍ଲାରେ ଝଡ଼ବର୍ଷା ସମ୍ଭାବନା: ୟେଲୋଓ୍ଵାର୍ଣ୍ଣିଂ ଜାରି
ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁର ଅପସାରଣ ପ୍ରକ୍ରିୟା ଦେଶରୁ ୮ ଦିନ ବିଳମ୍ବରେ ଆରମ୍ଭ ହୋଇଛି। ସ୍ୱାଭାବିକ ତାରିଖ ୧୭ ସେପ୍ଟେମ୍ବର ବଦଳରେ ଗତକାଲି (ସୋମବାର) ଠାରୁ ଦକ୍ଷିଣ ରାଜସ୍ଥାନରୁ ମୌସୁମୀ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି କାରଣରୁ ଓଡ଼ିଶାରୁ ମଧ୍ୟ…
ସଚିବଙ୍କ ଜିଲ୍ଲା ଗସ୍ତରେ କୋଟି କୋଟି ଟଙ୍କା ଖର୍ଚ୍ଚ ହୋଇଛି : ମୋହନ ମାଝୀ
ଭୁବନେଶ୍ବର: ଗୃହ ବାହାରେ ବିରୋଧୀଦଳ ମୂଖ୍ୟ ସଚେତକ ମୋହନ ଚରଣ ମାଝୀ ସୋମବାର କହିଛନ୍ତି ସଚିବଙ୍କ ଜିଲ୍ଲା ଗସ୍ତରେ କୋଟି କୋଟି ଟଙ୍କା ଖର୍ଚ୍ଚ ହୋଇଛି। ଏ ସଂକ୍ରାନ୍ତରେ ବିଜେପି ସଦସ୍ୟମାନେ ପ୍ରଶ୍ନ ପଚାରିଥିବା ବେଳେ ରିଜେକ୍ଟ କରାଯାଇଛି। ମୁଲତବି ପ୍ରସ୍ତାବ ବି ଗ୍ରହଣ କରାଯାଇନାହିଁ କି…
ମାହାଙ୍ଗା ଡବଲ ମର୍ଡର ମାମଲା ନେଇ ପ୍ରତାପ ଜେନାଙ୍କ ପ୍ରତିକ୍ରିୟା- ରାଜନୈତିକ ଉଦେଶ୍ୟ ରଖି ବିଜେପି ମୋ ବିରୁଦ୍ଧରେ…
ଭୁବନେଶ୍ବର: ବହୁଚର୍ଚ୍ଚିତ କଟକ ଜିଲ୍ଲା ମାହାଙ୍ଗା ଡବଲ ମର୍ଡର ମାମଲାରେ ସାଲେପୁର ଜେଏମଏଫସି କୋର୍ଟଙ୍କ ନିର୍ଦ୍ଦେଶ ଆସିଲା ପରେ ବିଧାୟକ ପ୍ରତାପ ଜେନା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ବିରୋଧୀ ମୋ ବିରୁଦ୍ଧରେ ଷଡଯନ୍ତ୍ର କରୁଛନ୍ତି। ଯେଉଁମାନେ ମୋ ବିରୁଦ୍ଧରେ କରୁଛନ୍ତି…
ମୌସୁମୀ ଅଧିବେଶନର ଦ୍ବିତୀୟ ଦିନ: ବିରୋଧୀଙ୍କ ହଙ୍ଗାମା, ସାଢେ ୧୧ଟା ଯାଏ ଗୃହ ମୁଲତବୀ
ଭୁବନେଶ୍ବର: ଆଜି ମୌସୁମୀ ଅଧିବେଶନର ଦ୍ବିତୀୟ ଦିନ। ପ୍ରଶ୍ନକାଳ ଆରମ୍ଭରୁ ବିଧାନସଭାରେ ବିରୋଧୀଙ୍କ ହଟ୍ଟଗୋଳ। ବିଜେପି ଆଣିଥିବା ଦୁୂଇଟି ମୁଲତବୀ ପ୍ରଶ୍ନକୁ ବାଚସ୍ପତି ଜାଣିଶୁଣି ପ୍ରତ୍ୟାଖ୍ୟାନ କରିବା ପ୍ରତିବାଦରେ ବିଜେପି ବିଧାୟକମାନେ ପୋଡିୟମ୍ ପାଖକୁ ଆସି ହଟ୍ଟଗୋଳ କରିଥିଲେ। ଏଣେ…
ପୁରୀ-ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନର ପତାକା ଦେଖାଇ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭୁବନେଶ୍ୱର ରେଳ ଷ୍ଟେସନଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ନୂଆଦିଲ୍ଲୀରୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଓଡ଼ିଶାବାସୀଙ୍କ ପାଇଁ ପୁରୀ-ରାଉରକେଲା ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନର ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଏହି…
ଜଣଙ୍କୁ ମିଳିଲା ଜାମିନ୍, ମୁକୁଳିଲେ ଅନ୍ୟ ଜଣେ
ଭୁବନେଶ୍ୱର : ଠକେଇ ଅଭିଯୋଗରେ ଜାମିନ ପାଇଥିବା ଜଣେ ଅଭିଯୁକ୍ତଙ୍କ ବଦଳରେ ଜଣେ ଦୁଷ୍କର୍ମ ଅଭିଯୁକ୍ତଙ୍କୁ ଛାଡ଼ିଦେଲେ ଜେଲ୍ କର୍ତ୍ତୃପକ୍ଷ। ପୁଣି ଆଉ କେଉଁଠି ନୁହେଁ, ଖୋଦ୍ ରାଜଧାନୀର ଝାରପଡ଼ା ସ୍ପେଶାଲ ଜେଲରେ ଘଟିଛି ଏଭଳି ସାଂଘାତିକ ତ୍ରୁଟି। ଘଟଣା ସାମ୍ନାକୁ ଆସିବା ପରେ ଜେଲର ସୁରକ୍ଷା…
ଲୋକପ୍ରିୟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର
ଭୁବନେଶ୍ୱର: ଅନେକ ଓଡ଼ିଆ ଭଜନ ଗାଇଥିବା ଲୋକପ୍ରିୟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ଅଛି | ବର୍ତ୍ତମାନ ଏକ ଘରୋଇ ହସ୍ପିଟାଲର ଭେଣ୍ଟିଲେଟରରେ ତାଙ୍କର ଚିକିତ୍ସା ଚାଲିଥିବାବେଳେ ଦୀର୍ଘ ୭ ଦିନ ହେବ ଘରୋଇ ହସପିଟାଲରେ ଚିକିତ୍ସା ଚାଲିଛି | ଏବେ ସ୍ବାସ୍ଥ୍ୟାବସ୍ଥା…
ରାଜଧାନୀରେ ଗର୍ଜିଲେ ଅଙ୍ଗନବାଡି କର୍ମୀ
ଭୁବନେଶ୍ବର: ୧୦ ଦଫା ଦାବି ନେଇ ଶହଶହ ଅଙ୍ଗନବାଡି କର୍ମୀ ରାଜଧାନୀର ଲୋୟର୍ ପିଏମଜିରେ ଆନ୍ଦୋଳନ କରୁଛନ୍ତି। ଅଙ୍ଗନବାଡି କର୍ମୀଙ୍କୁ ସରକାରୀ କର୍ମଚାରୀ ମାନ୍ୟତା ସହିତ ମାସିକ ଦରମା ୧୮ହଜାର ଟଙ୍କା ଦେବାକୁ ଦାବି କରାଯାଇଛି । ଅଙ୍ଗନବାଡି ସହାୟିକାଙ୍କୁ ୯ହଜାର ଟଙ୍କା ଦରମା ଦେବାକୁ ଦାବି…