Browsing Category

ମହାନଗର

ଜଣଙ୍କୁ ମିଳିଲା ଜାମିନ୍, ମୁକୁଳିଲେ ଅନ୍ୟ ଜଣେ

ଭୁବନେଶ୍ୱର : ଠକେଇ ଅଭିଯୋଗରେ ଜାମିନ ପାଇଥିବା ଜଣେ ଅଭିଯୁକ୍ତଙ୍କ ବଦଳରେ ଜଣେ ଦୁଷ୍କର୍ମ ଅଭିଯୁକ୍ତଙ୍କୁ ଛାଡ଼ିଦେଲେ ଜେଲ୍ କର୍ତ୍ତୃପକ୍ଷ। ପୁଣି ଆଉ କେଉଁଠି ନୁହେଁ, ଖୋଦ୍ ରାଜଧାନୀର ଝାରପଡ଼ା ସ୍ପେଶାଲ ଜେଲରେ ଘଟିଛି ଏଭଳି ସାଂଘାତିକ ତ୍ରୁଟି। ଘଟଣା ସାମ୍ନାକୁ ଆସିବା ପରେ ଜେଲର ସୁରକ୍ଷା…

ଲୋକପ୍ରିୟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର

ଭୁବନେଶ୍ୱର: ଅନେକ ଓଡ଼ିଆ ଭଜନ ଗାଇଥିବା ଲୋକପ୍ରିୟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ଅଛି | ବର୍ତ୍ତମାନ ଏକ ଘରୋଇ ହସ୍ପିଟାଲର ଭେଣ୍ଟିଲେଟରରେ ତାଙ୍କର ଚିକିତ୍ସା ଚାଲିଥିବାବେଳେ ଦୀର୍ଘ ୭ ଦିନ ହେବ ଘରୋଇ ହସପିଟାଲରେ ଚିକିତ୍ସା ଚାଲିଛି | ଏବେ ସ୍ବାସ୍ଥ୍ୟାବସ୍ଥା…

ରାଜଧାନୀରେ ଗର୍ଜିଲେ ଅଙ୍ଗନବାଡି କର୍ମୀ

ଭୁବନେଶ୍ବର: ୧୦ ଦଫା ଦାବି ନେଇ ଶହଶହ ଅଙ୍ଗନବାଡି କର୍ମୀ ରାଜଧାନୀର ଲୋୟର୍ ପିଏମଜିରେ  ଆନ୍ଦୋଳନ କରୁଛନ୍ତି। ଅଙ୍ଗନବାଡି କର୍ମୀଙ୍କୁ ସରକାରୀ କର୍ମଚାରୀ ମାନ୍ୟତା ସହିତ ମାସିକ ଦରମା ୧୮ହଜାର ଟଙ୍କା ଦେବାକୁ ଦାବି କରାଯାଇଛି । ଅଙ୍ଗନବାଡି ସହାୟିକାଙ୍କୁ ୯ହଜାର ଟଙ୍କା ଦରମା ଦେବାକୁ ଦାବି…

ଡେଙ୍ଗୁ ମୁକାବିଲା: ରେଡ୍‌ ଜୋନ୍‌ରେ ପଟିଆ, ଚନ୍ଦ୍ରଶେଖରପୁର ,ଶୈଳଶ୍ରୀବିହାର, ସାଲିଆସାହି ହଟ୍‌ସ୍ପଟ୍‌

ଚନ୍ଦ୍ରଶେଖରପୁର: ମାସେ କି ବର୍ଷେ ନୁ‌ହେଁ। ଲଗାତାର ୩ ବର୍ଷ ହେଲା ଡେଙ୍ଗୁର ହଟ୍‌ସ୍ପଟ୍‌ ପାଲଟିଛି ଶୈଳଶ୍ରୀ ବିହାର ଓ ନୀଳାଦ୍ରିବିହାର। ଅବ୍ୟବହୃତ ଘର, ପାର୍କ, ଆବର୍ଜନା ପାଣି କୁଣ୍ଡ ଆଦି ସାମଗ୍ରୀ ଡେଙ୍ଗୁ ସୃଷ୍ଟିକାରୀ ମଶାଙ୍କ ବାସସ୍ଥଳୀ ହୋଇଥିଲେ ମଧ୍ୟ ତାହାର ମୂଳତ୍ପାଟନ କରିବାରେ…

ଚାନ୍ଦା ମାଗି ବନ୍ଧା ହେଲେ ୨ ଯୁବକ, ୨୫ଶହ ଟଙ୍କା ଓ ୨ଟି ମନି ରିସିପ୍ଟ ଜବତ

ଭୁବନେଶ୍ବର: ବଳପୂର୍ବକ ଚାନ୍ଦା ଆଦାୟ ଅଭିଯୋଗରେ ୨ଜଣ ଯୁବକ ଗିରଫ ହୋଇଛନ୍ତି। ଖଣ୍ଡଗିରି ଥାନ ପୁଲିସ ପକ୍ଷରୁ ୨ ଅଭିଯୁକ୍ତ ଯୁବକଙ୍କୁ ଗିରଫ କରାଯାଇଥିବା ସୂଚନା ମିଳିଛି। ଏମ୍ସ ହସ୍ପିଟାଲ ଅଞ୍ଚଳ ନିକଟ ଅଞ୍ଚଳରୁ ଖଣ୍ଡଗିରି ପୁଲିସ ଗିରଫ କରିଛି। ସେମାନଙ୍କ ନିକଟରୁ ୨୫ଶହ ଟଙ୍କା ଓ ୨ଟି ମନି…

ଗୋଲ୍ଡେନ୍ ବାବାଙ୍କର ୧ କୋଟି ୫୩ ଲକ୍ଷ ଟଙ୍କାର ସମ୍ପତ୍ତି ଆଟାଚ୍ କଲା ଇଡି

ଭୁବନେଶ୍ବର: ଜ୍ୟୋତିରଞ୍ଜନ ବେଉରା ଓରଫ ଗୋଲ୍ଡେନ୍ ବାବାଙ୍କର ୧ କୋଟି ୫୩ ଲକ୍ଷ ଟଙ୍କାର ସମ୍ପତ୍ତି ଆଟାଚ କରିଛି ଇଡି। ଏଥିରେ ତାଙ୍କର ଘର, ଦାମୀ ଗାଡ଼ି ଓ ଫ୍ରିଜ ଆକାଉଣ୍ଟର ଟଙ୍କା ରହିଛି। ଜ୍ୟୋତିରଞ୍ଜନ ବେଉରା ୧୧୦ କୋଟି ଟଙ୍କାର ଠକେଇ ଅଭିଯୋଗରେ ଗିରଫ ହୋଇଥିଲେ। ଚେକ ବାଉନ୍ସ ହେବାରୁ…

୨୮ରେ ଆଇଜଲ୍‌ ଚିଡ଼ିଆଖାନା ଯିବେ ନନ୍ଦନକାନନ ଟିମ୍‌: ଆସିବେ ହୁଲୁକ ଗିବନ, ଭାଲୁ ଓ ମାଙ୍କଡ଼

ବାରଙ୍ଗ,୨୬/୦୮: ନନ୍ଦନକାନନ ପ୍ରାଣୀ  ଉଦ୍ୟାନକୁ ଆସିବେ ନୂଆ ଅତିଥି । ଜନ୍ତୁ ଅଦଳବଦଳ  ପ୍ରକ୍ରିୟାରେ ଏଠାକୁ ଆଉ ଦୁଇଟି ହୁଲକ ଗିବନ୍‌  ଆସୁଛନ୍ତି । ଏଥିସହ ହିମାଳୟ ଭାଲୁ ଓ ଘୁଷୁରୀ ଲାଞ୍ଜି  ମାଙ୍କଡ଼ ମଧ୍ୟ ଆସିବେ । ଏଥିପାଇଁ ପ୍ରାଣୀ ଉଦ୍ୟାନ  ପକ୍ଷରୁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ…

୪୧୬ଟି ନୂଆ ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ବର: ଭୁବନେଶ୍ବର ମହାନଗର ନିଗମ (ବି.ଏମ୍.ସି)କୁ ଆହୁରି ସୁଦୃଢ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ବର ମହାନଗର ନିଗମ ପାଇଁ ୪୧୬ଟି ଅତିରିକ୍ତ ପଦବୀ ମଞ୍ଜୁର କରିଛନ୍ତି । ଏହାଦ୍ବାରା ନିଗମ ଅଧିକ ଦକ୍ଷ ଓ କ୍ରିୟାଶୀଳ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ…

ନବୀନ ନିବାସ ଆଗରେ ଆତ୍ମହତ୍ୟା ଉଦ୍ୟମ

ଭୁବନେଶ୍ୱର: ନ୍ୟାୟ ପାଇବା ପାଇଁ ଲଢେଇ କରୁଥିବା ଏକ ପରିବାର ଆଜି ସକାଳେ ନବୀନ ନିବାସ ଆଗରେ ଆତ୍ମହତ୍ୟା କରିବାକୁ ଉଦ୍ୟମ କରିଛନ୍ତି। ପୁଅର ହତ୍ୟାକାରୀକୁ ପୁଲିସ ଗିରଫ କରିନଥିବାରୁ ନ୍ୟାୟ ପାଇବା ପାଇଁ ନବୀନ ନିବାସ ଆଗରେ ପରିବାରର ୬ ସଦସ୍ୟ ଆତ୍ମାହୁତି ଉଦ୍ୟମ କରିଛନ୍ତି । ୨୦୨୨…

ଆଜି ଉଦ୍‌ଘା‌ଟନ ହେବ ୨୧ଟି ଆମ ବସଷ୍ଟାଣ୍ଡ

ଭୁବନେଶ୍ବର: ରାଜ୍ୟ ସରକାର ଗ୍ରାମାଞ୍ଚଳରେ ପରିବହନ ସେବାକୁ ସୁଦୃଢ଼ କରିବାକୁ ଯୋଜନା କରିଥିବାବେଳେ ଏଥିପାଇଁ ସବୁ ବ୍ଲକରେ ଅତ୍ୟାଧୁନିକ ବସଷ୍ଟାଣ୍ଡ ନିର୍ମାଣ କରାଯାଉଛି। ଏହି କ୍ରମରେ ବୁଧବାର ରାଜ୍ୟର ୧୩ଟି ଜିଲ୍ଲାର ୨୧ଟି ବ୍ଲକରେ ‘ଆମ ବସଷ୍ଟାଣ୍ଡ’କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…