Browsing Category

ମହାନଗର

ଓଡ଼ିଶାର ୯ ଜିଲ୍ଲାକୁ ସତର୍କତା, ୭୦ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା

ଭୁବନେଶ୍ବର: ଆଜିଠୁ ରାଜ୍ୟରେ ବଢିବ ବର୍ଷାର ପରିମାଣ । ବର୍ତ୍ତମାନ ଓଡ଼ିଶା ଉପରେ କୌଣସି ପାଣିପାଗ ନିୟାମକ ବା ସିଷ୍ଟମର ପ୍ରଭାବ ନାହିଁ । ସେପଟେ ମୌସୁମୀ ନିମ୍ନ ଚାପରେଖା ବି ସ୍ବାଭାବିକ ଅବସ୍ଥାନରୁ ଉତ୍ତରକୁ ଢଳିକି ରହିଛି । ଏହାଦ୍ବାରା ରାଜ୍ୟ ମଧ୍ୟକୁ ପ୍ରଚୁର ମାତ୍ରାରେ ଜଳୀୟବାଷ୍ପ…

୨୦ ହଜାର ଶିକ୍ଷକଙ୍କୁ ଯୋଜନାଭିତ୍ତିକ ନିଯୁକ୍ତି

ଭୁବନେଶ୍ବର: ସମଗ୍ର ଶିକ୍ଷା ନିୟମାବଳୀ ଅନୁଯାୟୀ ୨୦ ହଜାର ଶିକ୍ଷକଙ୍କୁ ଯୋଜନାଭିତ୍ତିକ ନିଯୁକ୍ତି ଦିଆଯିବ। ଏନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ସଚିବ ଅଶ୍ୱଥି ଏସ୍।ସେ କହିଛନ୍ତି, ସମଗ୍ର ଶିକ୍ଷା ନିୟମାବଳୀ ଅନୁଯାୟୀ ୨୦ ହଜାର ଶିକ୍ଷକଙ୍କୁ ଯୋଜନାଭିତ୍ତିକ ନିଯୁକ୍ତି ଦିଆଯିବ। ୨୦ ହଜାର ପଦବୀ…

ନାବାଳିକାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା

ଭୁବନେଶ୍ବର: ରାଜଧାନୀ ଛାତି ଉପରେ ଘଟିଛି ତୁମୁଳ କାଣ୍ଡ। ଜଣେ ନାବାଳିକାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ପୁଲିସ୍‌ ୨ ଯୁବକଙ୍କୁ ଅଟକ ରଖିଥିବା ବେଳେ ଥାନା ଘେରିଛନ୍ତି ଉତ୍ତ୍ୟକ୍ତ ଲୋକେ। ଗତକାଲି ରାତିରେ ଶହ ଶହ ସଂଖ୍ୟାରେ ଶିଖରଚଣ୍ଡୀ ବାସିନ୍ଦା ଇନଫୋସିଟି ଥାନାକୁ ଘେରାଉ କରିଥିବା ବେଳେ…

ଖଣ୍ଡଗିରି ବାରିରେ ବୃଦ୍ଧାଙ୍କୁ ହତ୍ୟା ଘଟଣା

ଭୁବନେଶ୍ବର: ଖଣ୍ଡଗିରି ବାରି ଅଞ୍ଚଳ ବସ୍ତି ଭିତରେ ପଶି ବୃଦ୍ଧା ମଦା ପଲେଇଙ୍କୁ ନିର୍ମମ ଭାବେ ହତ୍ୟା ଘଟଣାର ୬ ଦିନ ପରେ ମଧ୍ୟ ପୁଲିସ ହତ୍ୟାକାରୀଙ୍କ ପାଖରେ ପହଞ୍ଚି ପାରିନାହିଁ। ହତ୍ୟାକାରୀଙ୍କୁ ଧରିବା ତ ଦୂରର କଥା, ହତ୍ୟା ପଛର ନିର୍ଦ୍ଦିଷ୍ଟ କାରଣ ବି ପଦାକୁ ଆସି ପାରିନାହିଁ। ହେଲେ…

ଏସ୍‌ଆଇଙ୍କ ମୁଣ୍ଡରେ ହାତୁଡ଼ି ପାହାର: ଜେଲ୍‌ ଗଲେ ୪

ଧଉଳି: ଧଉଳି ଥାନା ଅଧୀନ ଲିଙ୍ଗିପୁର ବିଦ୍ୟୁତ ସବଷ୍ଟେସନ ନିକଟରେ ଏକ ପରିତ୍ୟକ୍ତ କୋଠାଘରେ ଅପରାଧ ଘଟାଇବା ପାଇଁ ଆଡ୍ଡା ଜମାଇଥିବା ଏକ ଗ୍ୟାଙ୍ଗକୁ ଧରିବାକୁ ଯାଇ ଧଉଳି ଥାନା ପୁଲିସ ଆକ୍ରମଣର ଶିକାର ହୋଇଛି। ଅପରାଧୀଙ୍କ ଆକ୍ରମଣରେ ଏସଆଇ ସନ୍ତୋଷ ବଳ (୨୮) ଓ ହାବିଲଦାର ରାଜକିଶୋର ବାଗ…

ମଇଁଷି ଗୁହାଳରୁ ଦୁଇ ଯୁବକଙ୍କ ମୃତଦେହ ଉଦ୍ଧାର

ବାଲିପାଟଣା: ମଇଁଷି ଗୁହାଳରେ ପଡ଼ି ରହିଛି ଦୁଇ ଯୁବକଙ୍କ ମୃତଦେହ । ଭୁବନେଶ୍ବର ଉପକଣ୍ଠ ବାଲିଅନ୍ତା ଥାନା କାଜ ନିକଟରେ ଘଟିଛି ଅଭାବନୀୟ ଘଟଣା । ମୃତକ ହେଲେ ସୁଶାନ୍ତ ଦାଶ ଓ ଜଗବନ୍ଧୁ ବେହେରା । ଉଭୟ ମଇଁଷି ଫାର୍ମ କର୍ମଚାରୀ ବୋଲି ସୂଚନା ମିଳିଛି । ତେବେ କେମିତି ଉଭୟଙ୍କର ମୃତ୍ୟୁ ହେଲା…

ବିମାନବନ୍ଦରରୁ ତ୍ରିଶୁଳିଆ ମଧ୍ୟରେ ରହିବ ୧୮ଟି ରେଳ ଷ୍ଟେସନ୍‌

ଭୁବନେଶ୍ବର: ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପକୁ ନେଇ ଏହାର ବିସ୍ତୃତ ପ୍ରକଳ୍ପ ରିପୋର୍ଟ(ଡିପିଆର) ଚୂଡ଼ାନ୍ତ ହୋଇଥିବା ନେଇ ବୁଧବାର ଜଣାପଡ଼ିଛି। ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର ଠାରୁ ତ୍ରିଶୁଳିଆ ପର୍ଯ୍ୟନ୍ତ ପ୍ରାୟ ୨୬କିଲୋମିଟର ମଧ୍ୟରେ ୧୮ଟି ଷ୍ଟେସନ ରହିବ ବୋଲି ଡିପିଆରରୁ…

ଆଣ୍ଟିକ ମ୍ୟାଜିକ ମିରର ବିକ୍ରି ନାଁରେ ବଡ଼ଧରଣର ଠକେଇ: ୩ ଠକ ଗିରଫ

ଭୁବନେଶ୍ବର: ଆଣ୍ଟିକ ମ୍ୟାଜିକ ମିରର ବିକ୍ରି ନାଁରେ ବଡ଼ଧରଣର ଠକେଇ ହୋଇଛି। ଇଷ୍ଟ ଇଣ୍ଡିଆ କମ୍ପାନୀ ମିରର୍ କହି ଲୋକଙ୍କୁ ଠକମାନେ ଚୁନା ଲଗାଇଛନ୍ତି। ମ୍ୟାଜିକ ମିରର୍ ଆଗରେ କପଡା ପିନ୍ଧି ଠିଆ ହେଲେ ମଧ୍ୟ ମିରର୍ ରେ ଉଲଗ୍ନ ଦେଖାଯିବ। ମିରର୍‌ର ଆଉ ଟିକେ ନିକଟତର ହେଲେ ଶରୀର ଭିତର ମାଂସ…

ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ; ସବୁଠୁ ଆଗରେ ଚାଷୀଙ୍କ ସ୍ୱାର୍ଥ

ଭୁବନେଶ୍ୱର : ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ପାଳିତ ହୋଇଯାଇଛି ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମିଳିତ ପରେଡର ଅଭିବାଦନ ଗ୍ରହଣ କରିବା ସହ ପତାକା ଉତ୍ତୋଳନ କରି ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏହାସହ ବୀର ସ୍ୱାଧୀନତା…

୨୪ ଘଣ୍ଟା ମଧ୍ୟରେ ୧୬ ଜିଲ୍ଲାରେ କାଳବୈଶାଖୀ

ଭୁବନେଶ୍ୱର: ଓଡ଼ିଶା ଉପକୂଳ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବେ ସକ୍ରିୟ ରହିଛି। ଅନ୍ୟପକ୍ଷରେ ମୌସୁମୀ ନିମ୍ନ ଚାପ-ରେଖା ଆଜି (ସୋମବାର) ତାର ସାଧାରଣ ଅବସ୍ଥାନ ଠାରୁ ଉତ୍ତରରେ ଅବସ୍ଥାନ କରୁଥିବାରୁ ରାଜ୍ୟରେ ମୌସୁମୀ ପ୍ରବାହ ଦୁର୍ବଳ ରହିଛି, ଏବଂ ଏହା ଆଜି ଉତ୍ତରପ୍ରଦେଶର…