Sign in
Sign in
Recover your password.
A password will be e-mailed to you.
Browsing Category
ମହାନଗର
ଓଡ଼ିଶାରେ ଗଡ଼ିବ ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ
ଭୁବନେଶ୍ୱର: ଖୁବ୍ ଶୀଘ୍ର ଓଡ଼ିଶାକୁ ମିଳିବ ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ। ଏହା ରାଉରକେଲାରୁ ଭୁବନେଶ୍ୱର ଯାଏଁ ଯାତ୍ରା କରିବ। ଏଥିଲାଗି ରୋଡଚାର୍ଟ ପ୍ରସ୍ତୁତ ହୋଇସାରିଛି। ଏନେଇ ଆଜି ଭୁବନେଶ୍ୱରରେ ଆଜି ରାଜଧାନୀ ଏକ୍ସପ୍ରେସରେ ତେଜସ୍ କୋଚର ଶୁଭାରମ୍ଭ କରିବା ଅବସରରେ ଏହି ଘୋଷଣା…
୧୧ ଜିଲ୍ଲାରେ ପ୍ରବଳ ବର୍ଷିବ
ଭୁବନେଶ୍ବର: ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘଡଘଡି ବିଜୁଳି ସହ ବର୍ଷା ସମ୍ଭାବନା । ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ତ୍ତମାନ ରାଜ୍ୟରେ ମୌସୁମୀ ଦୁର୍ବଳ ହୋଇଥିବା ବେଳେ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ଓଡ଼ିଶା ମଧ୍ୟକୁ ପ୍ରବେଶ କରୁଛି ।…
ଭୁବନେଶ୍ୱରରେ ୮ଟି ଡ୍ୟାନ୍ସ ବାରରେ ଚଢ଼ାଉ
ଭୁବନେଶ୍ୱର : ରାଜଧାନୀରେ ଶନିବାର ୮ଟି ଡ୍ୟାନ୍ସ ବାର ଉପରେ ଅବକାରୀ ବିଭାଗ ଚଢ଼ାଉ କରିଛି । ଡ୍ୟାନ୍ସ ବାରଗୁଡ଼ିକ ସମସ୍ତ ନିୟମ ମାନୁଛନ୍ତି କି ନାହିଁ, ତାହା ଯାଞ୍ଚ କରିବା ପାଇଁ ଏହି ଚଢ଼ାଉ କରାଯାଇଥିଲା ବୋଲି ଭୁବନେଶ୍ୱର ଅବକାରୀ ଇନ୍ସପେକ୍ଟର ବିକାଶ ନାୟକ କହିଛନ୍ତି । ସେ କହିଛନ୍ତି, ଚଢ଼ାଉ…
ସ୍ବାଧୀନତା ଦିବସ ପାଇଁ ଜୋରଦାର ପ୍ରସ୍ତୁତି
ଭୁବନେଶ୍ବର: ସ୍ୱାଧୀନତା ଦିବସ ପାଇଁ ସରିଲା ପରେଡ୍ ରିହର୍ସାଲ । ଭୁବନେଶ୍ବର ପ୍ରଦର୍ଶନୀ ପଡିଆରେ ସରିଲା ଫୁଲ୍ ଡ୍ରେସ ରିହର୍ସାଲ । ପରେଡ୍ ରିହର୍ସାଲରେ ପୋଲିସ ଡିଜି ସୁନୀଲ ବଂଶଲ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ପୋଲିସ କମିଶନର ଓ ଡେପୁଟି ପୋଲିସ କମିଶନର ପ୍ରମୁଖ ସାମିଲ ହୋଇଥିଲେ ।…
ଉତ୍କୃଷ୍ଟ ତଦନ୍ତ ପାଇଁ ଗୃହମନ୍ତ୍ରୀ ପଦକ
ଭୁବନେଶ୍ବର: ବିଭିନ୍ନ ମାମଲାର ଉତ୍କୃଷ୍ଟ ତଦନ୍ତ ପାଇଁ ଚଳିତ ବର୍ଷ ୪ ଜଣ ଓଡ଼ିଆ ପୁଲିସ ଅଧିକାରୀଙ୍କୁ ପଦକ ମିଳିବ। ଏନେଇ ଶନିବାର କେନ୍ଦ୍ର ଗୃହମନ୍ତ୍ରୀ ପଦକ ଘୋଷଣା ହୋଇଛି। ଦେଶର ବିଭିନ୍ନ ରାଜ୍ୟରୁ ଚଳିତ ବର୍ଷ ଏହି ପଦକ ଲାଗି ୧୪୦ ଜଣ ପୁଲିସ ଅଧିକାରୀ ମନୋନୀତ ହୋଇଛନ୍ତି। ଏଥିରେ ୨୨ ଜଣ…
ରାଜରାସ୍ତାରେ ଭାଷା ନିୟମକୁ ଫୁ…ଟ୍ରାଫିକ୍ ପୋଷ୍ଟ ଫଳକରେ ଇଂରାଜୀ
ଚନ୍ଦ୍ରଶେଖରପୁର: ଓଡ଼ିଶାର ସମସ୍ତ ଦୋକାନ ଓ ବ୍ୟବସାୟିକ ପ୍ରତିଷ୍ଠାନରେ ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାକୁ ବାଧ୍ୟତାମୂଳକ କରାଯାଇଛି। ଓଡ଼ିଶା ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ବୈଠକ କରି ଆଇନର କଡ଼ାକଡ଼ି ଅନୁପାଳନ ନିମନ୍ତେ ଶ୍ରମ ଆୟୁକ୍ତ,…
ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ବପୂର୍ଣ୍ଣ ବୈଠକ ଶେଷ : ୧୯ଟି ପ୍ରସ୍ତାବକୁ ମୋହର
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍ ବୈଠକ ଶେଷ ହୋଇଛି। ଏଥିରେ ୧୯ ପ୍ରସ୍ତାବ ଉପରେ ଲାଗିଛି କ୍ୟାବିନେଟ ମୋହର। ଏଥିମଧ୍ୟରେ ନୂତନ ଉନ୍ନତ ଅଭିଳାଷ ବା ନୂଆ ଓଡ଼ିଶା ଯୋଜନାକୁ ମଞ୍ଜୁରି ମିଳିଛି। ଆସନ୍ତା ୩ ବର୍ଷ ମଧ୍ୟରେ ୧ ଲକ୍ଷ…
ଏମ୍ବିବିଏସ୍ ଓ ବିଡିଏସ୍ ନାମଲେଖା
ଭୁବନେଶ୍ବର: ୨୦୨୩-୨୪ ଶିକ୍ଷାବର୍ଷରେ ଓଡ଼ିଶାର ୧୬ଟି ମେଡିକାଲ କଲେଜର ୧୯୦୦ ଏମ୍ବିବିଏସ୍ ଓ ୧୬୩ ବିଡିଏସ୍ ସିଟ୍କୁ ମିଶାଇ ମୋଟ ୨୦୬୩ ସିଟ୍ରେ ନାମଲେଖା ଅନୁଷ୍ଠିତ ହେଉଛି। ସେଥିମଧ୍ୟରୁ ରାଜ୍ୟ କୋଟାରେ ଥିବା ୧୮୨୦ ସିଟ୍ ଲାଗି ଓଜେଇଇ କାଉନସେଲିଂ କରୁଛି। ଯେଉଁଥିରେ ୧୬୬୬…
ମହାତ୍ମାଗାନ୍ଧୀମାର୍ଗରେ ଜାତୀୟ ପତାକା ଉଡ଼ାଇବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଆଉ ୪ ଦିନ ପରେ ସମଗ୍ର ଦେଶ ସମେତ ଓଡ଼ିଶାର ଗାଁରୁ ସହର ଯାଏଁ ୭୭ତମ ସ୍ୱାଧୀନତା ଦିବସ ପାଳନ କରାଯିବ। ଏହି ଜାତୀୟ ଉତ୍ସବ ପାଇଁ ସରକାରୀ ଓ ବେସରକାରୀ ସ୍ତରରେ ପ୍ରସ୍ତୁତି ଜାରି ରହିଛି। ରାଜ୍ୟସ୍ତରୀୟ ଓ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଇଁ ରାଜ୍ୟ ସରକାର ପ୍ରସ୍ତୁତ କରିଛନ୍ତି।…
ଘରୋଇ ଓଡ଼ିଆ ମାଧ୍ୟମ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା ପାଠ୍ୟପୁସ୍ତକ
ଭୁବନେଶ୍ୱର: ରାଜ୍ୟର ଘରୋଇ ତଥା ଅଣ ଅନୁଦାନପ୍ରାପ୍ତ ଓଡ଼ିଆ ମାଧ୍ୟମ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ସରକାରୀ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ପରି ମାଗଣା ପାଠ୍ୟପୁସ୍ତକ ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ୫-ଟି ଉପକ୍ରମରେ ଏହି ଯୋଜନା ହାତକୁ ନିଆଯାଇଛି।…