Browsing Category

ମହାନଗର

କାର୍ତ୍ତିକ ପୂର୍ଣ୍ଣିମାରେ ଧବଳେଶ୍ବରଙ୍କୁ ଅର୍ପଣ: କପିଳେଶ୍ବରରେ ମହକିଲା ମାଟିହାଣ୍ଡି ତରଣ

ଭୁବନେଶ୍ୱର: କାର୍ତ୍ତିକ ପୂର୍ଣ୍ଣିମାରେ ପ୍ରଭୁ ଶ୍ରୀଧବଳେଶ୍ୱରଙ୍କୁ ମାଟିହାଣ୍ଡି ତରଣ ଅର୍ପଣ କରିବା କପିଳେଶ୍ବରର ଏକ ପ୍ରାଚୀନ ପରମ୍ପରା। ଚତୁର୍ଦଶୀ ତିଥିରୁ ରନ୍ଧନ ହୋଇଥିବା ଏହି ପ୍ରସାଦ ପୂର୍ଣ୍ଣିମା ତିଥିର ଭୋର୍‌ ସମୟରେ ପ୍ରଭୁ କପିଳେଶ୍ବରଙ୍କ ମନ୍ଦିର ବେଢ଼ାରେ ପ୍ରଭୁ ଧବଳେଶ୍ବରଙ୍କୁ…

ମହାପ୍ରଭୁଙ୍କ ଦର୍ଶନ କଲେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା

ଭୁବନେଶ୍ବର: ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ପୁରୀରେ ପହଞ୍ଚିଛନ୍ତି। ସେ ଆଜି ସପରିବାର ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି। ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମାଙ୍କ ପୁରୀ ଗସ୍ତ ଅବସରରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା। ଶ୍ରୀ ବିଶ୍ବ ଶର୍ମା ସିଂହଦ୍ଵାରରେ…

ରାଷ୍ଟ୍ର ନିର୍ମାଣରେ ଶିକ୍ଷାର ଭୂମିକା ଶୀର୍ଷରେ: ରାଜ୍ୟପାଳ

ଭୁବନେଶ୍ୱର : ରାଷ୍ଟ୍ର ନିର୍ମାଣରେ ଶିକ୍ଷାର ଗୁରୁତ୍ୱ ସବୁଠୁ ଉପରେ ବୋଲି ରାଜ୍ୟପାଳ ରଘୁବର ଦାସ କହିଛନ୍ତି। ଆଜି କିସ୍‍ ବିଶ୍ୱବିଦ୍ୟାଳୟର ତୃତୀୟ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟପାଳ ଶ୍ରୀ ଦାସ ଛାତ୍ରଛାତ୍ରୀଙ୍କ ଉଦ୍ଦେଶ୍ୟରେ ଉଦ୍‍ବୋଧନ ଦେଇ କହିଲେ, କୌଣସି କାମ…

ଆଜି ଆସୁଛନ୍ତି ରାଷ୍ଟ୍ରପତି: ପାରାଦୀପ ବୋଇତ ବନ୍ଦାଣ ଉତ୍ସବରେ ଯୋଗଦେବେ

ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରବିବାର ଓଡ଼ିଶା ଗସ୍ତରେ ଆସୁଛନ୍ତି। ରବିବାର(୨୬ ତାରିଖ) ସନ୍ଧ୍ୟା ୬ଟାରେ ବାୟୁସେନାର ସ୍ବତନ୍ତ୍ର ବିମାନରେ ଭୁବନେଶ୍ବର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିବେ ଶ୍ରୀମତୀ ମୁର୍ମୁ। ଏହା ପରେ କଡ଼ା ସୁରକ୍ଷା ବଳୟରେ ରାଜଭବନ ଯିବେ। ସେଠାରେ…

ପୁଣି ଅଶାନ୍ତ ବ‌ିଜେବି କ୍ୟାମ୍ପସ: ଛାତ୍ରୀଙ୍କ ଓଢ଼ଣି ଟାଣି ଦୁଷ୍କର୍ମ ଧମକ

ଭୁବନେଶ୍ବର: ସ୍କର୍ପିଓ ଧରି କ୍ୟାମ୍ପସରେ ପଶିଲେ। କେହି କିଛି ବୁଝିବା ପୂର୍ବରୁ ଜଣେ ଛାତ୍ରୀଙ୍କ ଓଢ଼ଣି ଟାଣାଓଟରା କଲେ। ଆଉ ଦୁଷ୍କର୍ମ ପାଇଁ ଧମକ ଦେଇ ଚାଲିଗଲେ। ଆଜି ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବିଜେବି ସ୍ବୟଂଶାସିତ ମହାବିଦ୍ୟାଳୟ କ୍ୟାମ୍ପସ୍‌ରେ। ଏହାକୁ ନେଇ କ୍ୟାମ୍ପସରେ…

ରାଜଧାନୀରେ ଚାଞ୍ଚଲ୍ୟ: ଦମ୍ପତିଙ୍କୁ ବାଥରୁମରେ ବନ୍ଦ କରି ଲୁଟିନେଲେ ସୁନା ଗହଣା

ଭୁବନେଶ୍ବର: ରାଜଧାନୀରେ ପୁଣି ଡକାୟତଙ୍କ ଆତଙ୍କ। ଦିନ ଦ୍ୱିପ୍ରହରରେ ନନ୍ଦନକାନନ ମାରୁତି ରେସିଡେନ୍ସି ଅଞ୍ଚଳରୁ ସଶସ୍ତ୍ର ଡକାୟତି। ଦମ୍ପତିଙ୍କୁ ବାଥରୁମରେ ବନ୍ଦ କରି ଲୁଟିନେଲେ ସୁନା ଗହଣା । ଅଭିଯୋଗ ପରେ ଘଟଣାସ୍ଥଳରେ ସାଇଣ୍ଟିଫିକ୍ ଟିମର ଛାନଭିନ୍। ସୂଚନା ମୁତାବକ ଲୋକେ ଘରେ ଥିବା…

ବରିଷ୍ଠ ପ୍ରଶାସକ କୂଳମଣି ବିଶ୍ଵାଳ ସମ୍ମାନିତ

ଭୁବନେଶ୍ୱର, ତା ୨୪.୧୧ ବରିଷ୍ଠ ପ୍ରଶାସକ କୂଳମଣି ବିଶ୍ବାଳଙ୍କୁ ଛତିଶଗଡ଼ର ରାଜ୍ୟପାଳ ବିଶ୍ଵଭୂଷଣ ହରିଚନ୍ଦନ ସମ୍ମାନିତ କରିଛନ୍ତି। ବିଶ୍ଵ ମାନବାଧିକାର ସୁରକ୍ଷା ସଂଗଠନ ଆନୁକୁଲ୍ୟରେ ଏଠାରେ ଆୟୋଜିତ ଏକ ଆନ୍ତର୍ଜାତିକ କର୍ମଶାଳା ଅବସରରେ ୟୁରୋପୀୟ ଡିଜିଟାଲ ବିଶ୍ଵବିଦ୍ୟାଳୟ ତରଫରୁ ଶ୍ରୀ…

ବିଜୁ ପଟ୍ଟନାୟକ ଜାତୀୟ ଇସ୍ପାତ ପ୍ରତିଷ୍ଠାନର ଉତ୍ପାଦନ ପଦ୍ଧତି ସଂପର୍କିତ କର୍ମଶାଳା

ଭୁ‌ବନେଶ୍ବର: ବିଜୁ ପଟ୍ଟନାୟକ ଜାତୀୟ ଇସ୍ପାତ ପ୍ରତିଷ୍ଠାନ ଆନୁକୁଲ୍ୟରେ ଇସ୍ପାତ ଉତ୍ପାଦନ ପଦ୍ଧତି ସଂପର୍କିତ ଦ୍ୱିତୀୟ କର୍ମଶାଳା ରାଜ୍ୟ ବୈଷୟିକ ଶିକ୍ଷା ଓ ଧନ୍ଦାମୂଳକ ତାଲିମ ପରିଷଦର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଯାଇଅଛି। ଏହି କର୍ମଶାଳାରେ ଭାରତ ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟର…

ସାଲକୀ ନଦୀରେ ସତୀଘାଟ ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ୩୨୪ କୋଟି ମଞ୍ଜୁର

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୌଦ୍ଧ ଜିଲ୍ଲା ପାଇଁ ଗୋଟିଏ ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। ଏହି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୩୨୪ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ପ୍ରକଳ୍ପଟି ହେଉଛି–  ସାଲକୀ ନଦୀରେ ସତୀଘାଟ ନଦୀଗର୍ଭ ଜଳାଶୟ ପ୍ରକଳ୍ପ। ସୂଚନାଯୋଗ୍ୟ…

ବିଧାନସଭାରେ ଓଡ଼ିଶା ଭୂସଂସ୍କାର ଦ୍ଵିତୀୟ ସଂଶୋଧନ ବିଲ୍ ପାରିତ

ଭୁବନେଶ୍ବର: ବିଧାନସଭାର ଶୀତକାଳୀନ ଅଧିବେଶନର ତୃତୀୟ ଦିନରେ ଗୁରୁବାର ଓଡ଼ିଶା ଭୂସଂସ୍କାର ଦ୍ଵିତୀୟ ସଂଶୋଧନ ବିଲ୍ ୨୦୨୩ ପାରିତ ହୋଇଛି। ଏହି ବିଲ୍ ଆସିବା ଫଳରେ ଏଣିକି ସିକିମ ସତ୍ତା ଥିବା ଉପଚାଷୀ ଏବଂ ଉପରୟତମାନେ ଜମିର ମାଲିକାନା ପାଇପାରିବେ। ୧୯୭୭ ପର୍ଯ୍ୟନ୍ତ କେବଳ ଚାଷ ଜମି ମାଲିକାନା…