Sign in
Sign in
Recover your password.
A password will be e-mailed to you.
Browsing Category
ମହାନଗର
ଜେଲ୍ କର୍ମଚାରୀଙ୍କ ପୋଷାକ ଭତ୍ତା ୨ ଗୁଣ ବୃଦ୍ଧି ; ବର୍ଷକୁ ଖର୍ଚ୍ଚ ହେବ ଅତିରିକ୍ତ ୯୬.୨୨ ଲକ୍ଷ
ଭୁବନେଶ୍ୱର : ରାଜ୍ୟ ସରକାର ଜେଲ୍ ସଂଗଠନର ଅଧିକାରୀ ଓ କର୍ମଚାରୀମାନଙ୍କର ପୋଷାକ ଭତ୍ତା ବୃଦ୍ଧି କରିଛନ୍ତି। ଏ ସମ୍ପର୍କିତ ଏକ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନୁମୋଦନ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ଅନୁଯାୟୀ, ଜେଲ୍ କର୍ମଚାରୀ ଓ ଅଧିକାରୀମାନଙ୍କ ବାର୍ଷିକ ପୋଷାକ…
ଚିର ନିଦ୍ରାରେ ପ୍ରଖ୍ୟାତ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ
ଭୁବନେଶ୍ବର : ଓଡିଆ ସଂଗୀତ ଜଗତର ପ୍ରଖ୍ୟାତ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କର ଆଜି ପରଲୋକ ହୋଇଯାଇଛି। ବୟସାଧିକ ବ୍ୟାଧି ଯୋଗୁଁ ତାଙ୍କର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୮ ବର୍ଷ ବୟସ ହୋଇଥିଲା। ସେ ପୂର୍ବରୁ ବହୁଥର ଅସୁସ୍ଥ ହୋଇ ଚିକିତ୍ସିତ ହେଉଥିଲେ। ଓଡିଆ ଚଳଚିତ୍ର ତଥା ସଂଗୀତ…
ଉତ୍କଳ ବିଶ୍ୱବିଦ୍ୟାଳୟ ପୁରାତନ ଛାତ୍ରସଂଘର ଷଷ୍ଠ ବାର୍ଷିକ ଉତ୍ସବ ଆରମ୍ଭ: ସବୁଜ ବାର୍ତ୍ତା ସହ କ୍ୟାମ୍ପସ ପରିକ୍ରମା
ଭୁବନେଶ୍ୱର, ୨୧ ଅଗଷ୍ଟ ୨୦୨୬(କୃଷ୍ଣ କୁମାର ମହାନ୍ତି): ଉତ୍କଳ ବିଶ୍ୱବିଦ୍ୟାଳୟ ପୁରାତନ ଛାତ୍ରସଂଘର ଷଷ୍ଠ ବାର୍ଷିକ ଉତ୍ସବ ଆଜି ମହାସମାରୋହରେ ଆରମ୍ଭ ହୋଇଯାଇଛି।
ପ୍ରଥମ ପର୍ଯ୍ୟାୟରେ ବିଶ୍ୱବିଦ୍ୟାଳୟର ମୁଖ୍ୟ ଫାଟକ ନିକଟରେ ଥିବା ମା’ ସରସ୍ୱତୀଙ୍କ ପ୍ରତିମାରେ ପୁଷ୍ପମାଲ୍ୟ ଅର୍ପଣ…
ମାଷ୍ଟର କ୍ୟାଣ୍ଟିନସ୍ଥିତ ବେଆଇନ୍ ଅଟୋ ଷ୍ଟାଣ୍ଡରେ ଚାଲିଲା ବୁଲଡୋଜର୍
ଭୁବନେଶ୍ୱର: ଡ୍ରାଇଭରଙ୍କ ଲଙ୍କାକାଣ୍ଡ ପରେ ଆକ୍ସନ ମୋଡ୍ ରେ ପୋଲିସ୍। ସାବାଡ୍ ହେବେ ହିଂସାକାଣ୍ଡ ଭିଆଇଥିବା ଅନଲାଇନ୍ ଅଟୋଚାଳକ। ଗତକାଲିର ଅଭାବନୀୟ ଘଟଣା ପରେ ଆଜି ମାଷ୍ଟରକ୍ୟାଣ୍ଟିନ ସ୍ଥିତ ଅନଲାଇନ୍ ଅଟୋ ଷ୍ଟାଣ୍ଡରେ ବୁଲିଛି ବୁଲ୍ ଡୋଜର୍। ଏଣ୍ଟ୍ରି ପଏଣ୍ଟକୁ ଖୋଳି ଦେଇଛି ପୋଲିସ୍ ,…
ଲୋୟର ପିଏମ୍ଜି ହଙ୍ଗାମା: ଗିରଫ ସଂଖ୍ୟା ୧୧୩, ୭ଟି ମାମଲା ରୁଜୁ
ଭୁବନେଶ୍ୱର: ଭୁବନେଶ୍ୱର ଲୋୟର ପିଏମ୍ଜିରେ ହଙ୍ଗାମା ଘଟଣାକୁ ନେଇ ପୁଲିସର କାର୍ଯ୍ୟାନୁଷ୍ଠାନ ଜୋରଦାର ହୋଇଛି। ଏହି ଘଟଣାରେ ଗିରଫଦାରୀ ସଂଖ୍ୟା ୧୧୩କୁ ବୃଦ୍ଧି ପାଇଛି। ଗିରଫ ହୋଇଥିବା ସମସ୍ତ ୧୧୩ ଜଣ ବିକ୍ଷୋଭକାରୀଙ୍କୁ ପୁଲିସ କୋର୍ଟ ଚାଲାଣ କରିଥିବା ସୂଚନା ମିଳିଛି।
ଏହି ଘଟଣାକୁ ନେଇ…
ବୈତରଣୀ ବନ୍ୟା ପାଇଁ ପାୱାର ପ୍ରୋଜେକ୍ଟସକୁ କାରଣ ଦର୍ଶାଅ ନୋଟିସ।
ଭୁବନେଶ୍ୱର:ବୈତରଣୀରେ ବାରମ୍ବାର ବନ୍ୟା ଆସିବା ଘଟଣା ନେଇ ବୈତରଣୀ ପାଓ୍ୱାର ପ୍ରୋଜେକ୍ଟସକୁ କାରଣ ଦର୍ଶାଅ ନୋଟିସ ଜାରି। ବୈତରଣୀ ନଦୀର ତଳମୁଣ୍ଡରେ ଅନିୟନ୍ତ୍ରିତ ବନ୍ୟା ପରିସ୍ଥିତି ସୃଷ୍ଟି କରିବା ଅଭିଯୋଗରେ ବୈତରଣୀ ପାୱାର ପ୍ରୋଜେକ୍ଟସ ପ୍ରାଇଭେଟ ଲିମିଟେଡ BPPLକୁ କାରଣ ଦର୍ଶାଅ ନୋଟିସ…
ଜୟପୁରରେ ୨ୟ ବ୍ରିକ୍ସ ପର୍ଯ୍ୟଟନ କାର୍ଯ୍ୟଗୋଷ୍ଠୀ ବୈଠକ
ନୂଆଦିଲ୍ଲୀ: ଭାରତ ସରକାରଙ୍କ ପର୍ଯ୍ୟଟନ ମନ୍ତ୍ରଣାଳୟ ରାଜସ୍ଥାନର ଜୟପୁରରେ ଭାରତର ବ୍ରିକ୍ସ ଅଧ୍ୟକ୍ଷତାରେ ଦ୍ୱିତୀୟ ବ୍ରିକ୍ସ ୨୦୨୬ ପର୍ଯ୍ୟଟନ କାର୍ଯ୍ୟଗୋଷ୍ଠୀ (ଟିଡବଲ୍ୟୁଜି) ବୈଠକ ଆୟୋଜନ କରିଥିଲା। ଏହି ବୈଠକ ଭାରତ ସରକାରଙ୍କ ପର୍ଯ୍ୟଟନ ମନ୍ତ୍ରଣାଳୟର ସଚିବ ଭୁବନେଶ କୁମାରଙ୍କ…
ଓଡ଼ିଶା ଲଳିତ କଳା ଏକାଡେମୀ ପକ୍ଷରୁ ‘ଫଟୋଗ୍ରାଫି କର୍ମଶାଳା’ ଉଦ୍ଘାଟିତ
ଭୁବନେଶ୍ଵର: ବିଶ୍ୱ ଫଟୋଗ୍ରାଫି ଦିବସ ଅବସରରେ ଓଡ଼ିଶା ଲଳିତ କଳା ଏକାଡେମୀ ପକ୍ଷରୁ ‘ଫଟୋଗ୍ରାଫି କର୍ମଶାଳା’ ଉଦ୍ଘାଟିତ ହୋଇଯାଇଛି। ଅଗଷ୍ଟ ୧୯ ତାରିଖରୁ ୨୧ ତାରିଖ ପର୍ଯ୍ୟନ୍ତ କଳିଙ୍ଗ ଆର୍ଟ ଗ୍ୟାଲେରୀ ଠାରେ ‘ଫଟୋଗ୍ରାଫି କର୍ମଶାଳା’ ଅନୁଷ୍ଠିତ ହେଉଛି। ଆଜିର ଉଦ୍ଘାଟନୀ ସମାରୋହରେ ଓଡ଼ିଶା…
ଟାଟା ଇଲେକ୍ଟ୍ରୋନିକ୍ସ ସେମିକଣ୍ଡକ୍ଟର ଫ୍ୟାବ୍ ପରିଦର୍ଶନ କଲେ ଆଇଟି ମନ୍ତ୍ରୀ
ଭୁବନେଶ୍ୱର: ଓଡ଼ିଶାରେ ଆଧୁନିକ ପ୍ରଯୁକ୍ତି ଓ ଶିଳ୍ପ ଭିତ୍ତିଭୂମିକୁ ଆହୁରି ସୁଦୃଢ଼ କରିବା ସହ ସେମିକଣ୍ଡକ୍ଟର ଶିଳ୍ପ ପାଇଁ ଏକ ଦୃଢ଼ ପରିବେଶ ଗଠନ ଲକ୍ଷ୍ୟରେ ଇଲେକ୍ଟ୍ରୋନିକ୍ସ ଓ ଆଇଟି ମନ୍ତ୍ରୀ ଡ଼ ମୁକେଶ ମହାଲିଙ୍ଗ ଗୁଜରାଟର ଧୋଲେରା ଶିଳ୍ପ ପରିଦର୍ଶନ କରିଛନ୍ତି। ଏହି ଅବସରରେ ଧୋଲେରାରେ…
ରାଜ୍ୟରେ ଧୀରେ ଧୀରେ ସୁଧୁରୁଛି ବନ୍ୟାସ୍ଥିତି
ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ ସୁଧାରୁଛି ବନ୍ୟାସ୍ଥିତି। ବିଭିନ୍ନ ନଦୀର ଜଳସ୍ତର କମିବାରେ ଲାଗିଛି। ବିଶେଷକରି ସୁବର୍ଣ୍ଣରେଖା ନଦୀରେ ମଧ୍ୟ ଜଳସ୍ତର ଧୀରେ ଧୀରେ ଖସୁଥିବା ସୂଚନା ଦେଇଛନ୍ତି ଏସ୍ଆର୍ସି।
ତେବେ ବନ୍ୟା ଯୋଗୁଁ ରାଜ୍ୟର ୬ଟି ଜିଲ୍ଲାର ୩୪ଟି ବ୍ଲକ ପ୍ରଭାବିତ ହୋଇଛି। ମୋଟ…