Browsing Category

ମହାନଗର

ବିଜେପିରେ ଯୋଗ ଦେଲେ ତେଜେଶ୍ୱର , ଗତକାଲି ବିଜେଡିରୁ ଇସ୍ତଫା ଦେଇଥିଲେ ।

ବିଜେଡ଼ି ନେତା ତଥା ଖଦୀ ବୋର୍ଡର ପୂର୍ବତନ ସଭାପତି ତେଜେଶ୍ୱର ପରିଡା ଆଜି ରାଜ୍ୟ ବିଜେପି କାର୍ଯ୍ୟାଳୟରେ ବିଦ୍ଧିବଦ୍ଧ ଭାବେ ଦଳରେ ସାମିଲ ହୋଇଛନ୍ତି । ତାଙ୍କ ଯୋଗଦାନ ସମୟରେ ଆସାମ ପ୍ରଭାରୀ ବୈଜୟନ୍ତ ପଣ୍ଡା, ସମୀର ମହାନ୍ତି ଓ ଅନ୍ୟାନ୍ୟ ନେତୃବୃନ୍ଦ ଉପସ୍ଥିତ ଥିଲେ। ଗତକାଲି ସେ…

ପ୍ରଯୋଜକ ଅକ୍ଷୟ ପରିଜାଙ୍କ ବିରୁଦ୍ଧରେ କାଷ୍ଟିଂ କାଉଚ ଅଭିଯୋଗ

ଭୁବନେଶ୍ବର: ଓଲିଉଡର ଜଣାଶୁଣା ପ୍ରଯୋଜକ ଅକ୍ଷୟ ପରିଜାଙ୍କ ବିରୁଦ୍ଧରେ କାଷ୍ଟିଂ କାଉଚ ଅଭିଯୋଗ ଆଣିଛନ୍ତି ଜଣେ ଯୁବତୀ। ପୀଡ଼ିତାଙ୍କର ଏକ ଭିଡିଓ ଭାଇରାଲ ହୋଇଛି। ଅକ୍ଷୟ ପରିଜାଙ୍କ ବିରୁଦ୍ଧରେ ଅଭିଯୋଗ ଆଣି କହିଛନ୍ତି ଯେ, ସିନେମା ଓ ବ୍ୟବସାୟରେ କାମ କରିବାର ସୁଯୋଗ ଦେବାକୁ କହି ଅକ୍ଷୟ…

ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର

ଭୁବନେଶ୍ବର: ବିଜେପିର ସଂଯୁକ୍ତ ମୋର୍ଚ୍ଚା ସମ୍ମିଳନୀରେ ଉଦବୋଧନ ଦେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ଲୋକେ ବିଜେପିର ରାଜନୈତିକ ଦିଗ କଣ ହେବ ବୋଲି ସନ୍ଦେହରେ ଥିଲେ, ଦୁନ୍ଦୁଭି କେବେଠାରୁ ବାଜିବ ? ଗତକାଲି ରାଷ୍ଟ୍ରୀୟ ଅଧ୍ୟକ୍ଷ…

ପ୍ରଦୀପ ମାଝୀଙ୍କୁ ସ୍ୱତନ୍ତ୍ର ବିକାଶ ପରିଷଦର ଉପଦେଷ୍ଟା ନିଯୁକ୍ତ , ୮ ଜିଲ୍ଲାରେ ନୂଆ ଅଧ୍ୟକ୍ଷ ।

ଭୁବନେଶ୍ୱର: ସ୍ୱତନ୍ତ୍ର ବିକାଶ ପରିଷଦ(ଏସଡିସି)ର ପୁନର୍ଗଠନ କରିଛନ୍ତି ରାଜ୍ୟ ସରକାର । ସୁନ୍ଦରଗଡ଼କୁ ଛାଡ଼ି ୮ଟି ଜିଲ୍ଲାରେ ପରିଷଦର ନୂଆ ଅଧ୍ୟକ୍ଷ ଏବଂ ୯ ଟି ଯାକ ଜିଲ୍ଲାରେ ପରିଷଦର ନୂଆ ଉପାଧ୍ୟକ୍ଷଙ୍କୁ ନିଯୁକ୍ତି ଦିଆଯାଇଛି । ସେମାନେ ଦୁଇବର୍ଷ ପାଇଁ କାର୍ଯ୍ୟ କରିବେ । ତେବେ…

ବିଜେଡି ଛାଡିଲେ ତେଜେଶ୍ୱର ପରିଡ଼ା , ବିଜେପିରେ ଯୋଗ ଦେବେ !

ଯୁବ ବିଜେଡି ନେତା ତଥା ଓଡ଼ିଶା ଖଦି ଓ ଗ୍ରମୋଦ୍ୟୋଗ ବୋର୍ଡ଼ର ପୂର୍ବତନ ସଭାପତି ଶ୍ରୀତେଜେଶ୍ଵର ପରିଡ଼ାଙ୍କ ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି । ସେ ନିଜର ଇସ୍ତଫା ପତ୍ର ଇମେଲ ଯୋଗେ ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇ ଥିବାର କହିଛନ୍ତି । ପୂର୍ବରୁ ଶ୍ରୀ ପରିଡା ଖଦି…

ଫିଲ୍ମ ନିର୍ମାତା ଅକ୍ଷୟ ପରିଜାଙ୍କ ନାଁରେ ସାଙ୍ଘାତିକ ଅଭିଯୋଗ ଆଣିଲେ ଯୁବତୀ, କହିଲେ-ପ୍ରଲୋଭନ ଦେଖାଇ କରୁଥିଲେ ଯୌନ…

ଭୁବନେଶ୍ଵର: କାଷ୍ଟିଂ କାଉଚରେ ଫସିଲେ ବିଶିଷ୍ଟ ସିନେ ପ୍ରଯୋଜକ ଅକ୍ଷୟ ପରିଜା। ତାଙ୍କ ନାଁରେ ହୋଇଛି ସାଙ୍ଘାତିକ ଅଭିଯୋଗ। ଫିଲ୍ମରେ କାମ ଦେବା ନାଁରେ ଦେଢ ବର୍ଷ ଧରି ଯୌନ ଶୋଷଣ କରୁଥିବାର ସଙ୍ଗୀନ ଅଭିଯୋଗ ଆଣିଛନ୍ତି ଖୋଦ୍ ଯୁବତୀ। ଯୁବତୀ ଜଣକ ଭୁବନେଶ୍ଵର ଅଞ୍ଚଳର। ଏମିତି ଅଭିଯୋଗ ପରେ…

ଓଡ଼ିଶାରେ ବି ଡବଲ ଇଂଜିନ ସରକାର ଚାଲିବା ଦରକାର | ଆଜି ନଡ୍ଡା କହିଛନ୍ତି

ଭୁବନେଶ୍ୱର: ୨୦୨୪ ସାଧାରଣ ନିର୍ବାଚନରେ ବିଜେପି ଯେପରି ଓଡ଼ିଶା ‌ଦଖଲ କରିବ ସେନେଇ ଦଳର ରାଷ୍ଟ୍ରୀୟ ସଭାପତି ଶ୍ରୀ ନଡ୍ଡା ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଥିବାବେଳେ ଆଜି ବୁଥ୍ ସ୍ତରୀୟ ପ୍ରତିନିଧିଙ୍କୁ ସମ୍ବୋଧନ କରିଛନ୍ତି | ଶକ୍ତି କେନ୍ଦ୍ର କାର୍ଯ୍ୟକର୍ତା ସମାବେଶରେ ପ୍ରାୟ ୨୫ହଜାର ବୁଥ୍‌…

ପହିଲାରେ ଘୂର୍ଣ୍ଣିବଳୟ, ବଢ଼ିବ ବର୍ଷା : କେଉଁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା,

ରାଜ୍ୟରେ ପୁଣି ବର୍ଷା ସମ୍ଭାବନା । ଅକ୍ଟୋବର ୧ରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ । ଉତ୍ତର ଉପକୂଳରେ ବର୍ଷାର ପରିମାଣ ବଢିବ । ୨ତାରିଖରେ ସମ୍ପୂର୍ଣ୍ଣ ଉପକୂଳ ଓଡିଶାରେ ପ୍ରଭାବ ପଡିବ । ୩ତାରିଖରେ ରାଜ୍ୟରେ ବର୍ଷାର ବିସ୍ତୃତି ବଢିବ । କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା…

ଓଆରଏଚ୍‌ଡିସି ଦୁର୍ନୀତି ମାମଲା :IAS ବିନୋଦ କୁମାର ଓ ବିଧାୟକ ମୋକିମଙ୍କୁ ୩ ବର୍ଷ ଜେଲଦଣ୍ଡ

ଭୁବନେଶ୍ବର : ଓଡ଼ିଶା ରୁରାଲ ହାଉସିଂ ଡେଭଲପମେଣ୍ଟ କର୍ପୋରେସନ (ଓଆରଏଚ୍‌ଡିସି) ଦୁର୍ନୀତି ମାମଲାରେ ଗୁରୁବାର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ଗୁରୁତ୍ବପୂର୍ଣ୍ଣ ଶୁଣାଣି କରିଛନ୍ତି। ଭୁବନେଶ୍ବରସ୍ଥିତ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟର ଜଜ ସତ୍ୟନାରାୟଣ ଷଡ଼ଙ୍ଗୀ ଏହି ମାମଲାର ବିଚାର କରି…

ସରକାରଙ୍କ ଜନକଲ୍ୟାଣ ବାର୍ତ୍ତା ଲୋକଙ୍କ ପାଖରେ ପହଞ୍ଚାଅ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆମ ଦଳ ଲୋକଙ୍କ ସାଥୀରେ ଅଛି, ଲୋକଙ୍କ ପାଇଁ କାମ କରୁଛି। ତେଣୁ ଆମ ସରକାରର ବିଭିନ୍ନ ଜନକଲ୍ୟାଣ କାର୍ଯ୍ୟକ୍ରମର ବାର୍ତ୍ତା କିପରି ଲୋକଙ୍କ ପାଖରେ ପହଞ୍ଚିପାରିବ, ତାହା ଉପରେ ଧ୍ୟାନ ଦିଅ। ବାଙ୍ଗାଲୋରରୁ ଏମିତି ବାର୍ତ୍ତା ଦେଇ ବିଜୁ ଜନତା ଦଳର ସଭାପତି ତଥା ମାନ୍ୟବର…