Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଉଦ୍ୟମୀ ଓଡ଼ିଶା ଏମ୍ ଏସ୍ ଏମ୍ ଇ କାର୍ଯ୍ୟକ୍ରମ ଅନୁଷ୍ଠିତ ।
ଗଜପତି ( ମନୋଜ କୁମାର ପାଢୀ) – : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଆତ୍ମ ନିଯୁକ୍ତି ପ୍ରଶିକ୍ଷଣ କେନ୍ଦ୍ର ଠାରେ ଜିଲ୍ଲା ଶିଳ୍ପ କେନ୍ଦ୍ର ଗଜପତି ପକ୍ଷରୁ ଉଦ୍ୟମୀ ଓଡିଶା ଏମ୍ ଏସ ଏମ୍ ଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଉଦ୍ୟାନ କୃଷି ଉପ…
ଡ୍ୟାମରେ ବୁଡ଼ି ଚାଲିଗଲା ମହିଳାଙ୍କ ଜୀବନ, ବେସାହାରା ଛୁଆଙ୍କୁ ସରକାରୀ ସହାୟତା ଦାବି
ମୋହନା,୩୦।୬(ମନୋଜ ପାଢ଼ୀ): ଡ୍ୟାମରେ ଗାଧୋଇବା ବେଳେ ପାଣିରେ ବୁଡ଼ି ମହିଳାଙ୍କ ମୃତ୍ୟୁ ହୋଇଛି । ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଅନ୍ତର୍ଗତ ସାନଖଣି ଗାଁରେ ।
ସୂଚନା ଅନୁସାରେ, ସୋମବାର ପୂର୍ବାହ୍ନ ସମୟରେ ଗାଁର ବାସନ୍ତୀ ମଳିକ ନିକଟରେ ଥିବା ଡ୍ୟାମକୁ ଗାଧୋଇବା…
ବିକଶିତ ଗ୍ରାମ-ବିକଶିତ ଭାରତ’ ପାଇଁ ପ୍ରସ୍ତୁତ ହେଲା ସହଭାଗୀ ରୋଡମ୍ୟାପ୍
ନୂଆଦିଲ୍ଲୀ: ନୂଆଦିଲ୍ଲୀର ପୁସା କ୍ୟାମ୍ପସରେ ଅନୁଷ୍ଠିତ ‘ଗ୍ରାମୋଦୟ ସେ ରାଷ୍ଟ୍ରୋଦୟ’ ଶୀର୍ଷକ ଦୁଇ ଦିନିଆ ରାଷ୍ଟ୍ରୀୟ ଗ୍ରାମୀଣ ବିକାଶ ସମ୍ମିଳନୀର ଦ୍ୱିତୀୟ ଦିନରେ, ଗ୍ରାମୀଣ ବିକାଶ ଏବଂ କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରୀ, ଶିବରାଜ ସିଂହ ଚୌହାନ ୨୯ଟି ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର…
ପେଟ୍ରୋଲ, ଡିଜେଲ କଟକଣା ପ୍ରତ୍ୟାହୃତ
ନୂଆଦିଲ୍ଲୀ: କେନ୍ଦ୍ର ସରକାର ରାଷ୍ଟ୍ରାୟତ୍ତ କ୍ଷେତ୍ରର ତୈଳ ବିପଣନ କମ୍ପାନୀଗୁଡ଼ିକର ଖୁଚୁରା ଦୋକାନ ମାଧ୍ୟମରେ ମୋଟର ସ୍ପିରିଟ୍ (ଏମଏସ) ଏବଂ ହାଇ ସ୍ପିଡ୍ ଡିଜେଲ(ଏଚଏସଡି)ର ବିକ୍ରୟ ଏବଂ ବଣ୍ଟନକୁ ନିୟନ୍ତ୍ରଣ କରୁଥିବା ଅସ୍ଥାୟୀ ନିୟାମକ ପଦକ୍ଷେପଗୁଡ଼ିକୁ ପ୍ରତ୍ୟାହାର କରିଛନ୍ତି। ଜୁଲାଇ…
ଏନ୍ସିଟିଇ ନିୟମ ମାନୁନି ଉଚ୍ଚଶିକ୍ଷା ବିଭାଗ; ବାହାର ଛାତ୍ରଛାତ୍ରୀଙ୍କୁ ଓଡ଼ିଶାରେ ଆଇଟିଇପି ପଢ଼ିବା ମନା
ଭୁବନେଶ୍ବର : ବାହାର ରାଜ୍ୟର ଛାତ୍ରଛାତ୍ରୀଙ୍କୁ ଓଡ଼ିଶାରେ ୪ ବର୍ଷିଆ ଇଣ୍ଟିଗ୍ରେଟେଡ୍ ଟିଚର୍ ଏଜୁକେସନ ପ୍ରୋଗ୍ରାମ (ଆଇଟିଇପି)ରେ ପଢ଼ିବା ମନା। ଅନ୍ୟ ରାଜ୍ୟର ଛାତ୍ରଛାତ୍ରୀ ଓଡ଼ିଶାର କୌଣସି ସରକାରୀ ବିଶ୍ବବିଦ୍ୟାଳୟ କିମ୍ବା ମହାବିଦ୍ୟାଳୟରେ ଆଇଟିଇପି ପାଠ୍ୟକ୍ରମ ଅଧୀନରେ ବିଏଡ୍…
ଆକ୍ରମଣ ବନ୍ଦ ପାଇଁ ଆମେରିକା, ଇରାନ ରାଜି
ଇରାନ/ୱାଶିଂଟନ: ମଧ୍ୟପ୍ରାଚ୍ୟରେ ପରିସ୍ଥିତି ଉତ୍ତେଜନାମୂଳକ ଥିବା ବେଳେ ଇତିମଧ୍ୟରେ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ପରସ୍ପର ଉପରେ ଆକ୍ରମଣ ବନ୍ଦ କରିବାକୁ ରାଜି ହୋଇଛନ୍ତି। ଉଭୟ ପକ୍ଷଙ୍କ ମଧ୍ୟରେ ସହମତି ପରେ ମଧ୍ୟପ୍ରାଚ୍ୟରେ ଶାନ୍ତି ଫେରିବ ବୋଲି ଆଶା…
ବ୍ୟାଗରୁ ନବଜାତ ଶିଶୁପୁତ୍ରର ମୃତଦେହ ଉଦ୍ଧାର
ଢେଙ୍କାନାଳ : ଢେଙ୍କାନାଳ, ରାସ୍ତା କଡ଼ରୁ ନବଜାତ ଶିଶୁପୁତ୍ରର ମୃତ ଦେହ ଠାବ। ଢେଙ୍କାନାଳ ସହର ରାମେଶ୍ୱରପୁର ଓଭରବ୍ରିଜ୍ ନିକଟରୁ ଏକ ଜରି ବ୍ୟାଗ୍ ଭିତରୁ ମିଳିଛି ମୃତ ଦେହ । କେହି ଜାଣିଶୁଣି ନବଜାତ ଶିଶୁପୁତ୍ରକୁ ଫିଙ୍ଗି ପଳାଇଥିବା ଅନୁମାନ କରାଯାଉଛି। ଆଜି ଏଭଳି ସ୍ଥିତି ସ୍ଥାନୀୟ…
ଆସୁଛି ବଡ଼ ଲଘୁଚାପ, ଜୁଲାଇ ପ୍ରଥମ ସପ୍ତାହରୁ ପ୍ରବଳ ବର୍ଷିବ !
ଭୁବନେଶ୍ବର : ବଙ୍ଗୋପସାଗରରେ ସୃଷ୍ଟି ହେବ ଚଳିତ ସିଜିନ୍ ର ପ୍ରଥମ ବଡ଼ ଲଘୁଚାପ । ଜୁଲାଇ ୨ ରୁ ବଢ଼ିବ ବର୍ଷାର ପ୍ରକୋପ । ମୌସୁମୀ ପ୍ରବାହକୁ ଆହୁରି ସକ୍ରିୟ କରିବା ପାଇଁ ପ୍ରକୃତି ନିଜର ପ୍ରସ୍ତୁତି ଆରମ୍ଭ କରିଦେଇଛି । ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆସନ୍ତା ଜୁଲାଇ ୨ ରୁ ୩…
ଗଜପତିଙ୍କୁ ଭେଟି ରଥ ଖଳା ବୁଲିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ପୁରୀ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଦିନ ପୁରୀ ଗସ୍ତ କରି ମହାପ୍ରଭୁଙ୍କୁ ସ୍ନାନବେଦୀରେ ଦର୍ଶନ କରିଛନ୍ତି। ଏହାବ୍ୟତୀତ ସ୍ନାନ ପୂର୍ଣ୍ଣିମାର ପବିତ୍ର ଅବସରରେ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ ମଧ୍ୟ କରିଛନ୍ତି।
ସ୍ନାନ ମଣ୍ଡପରେ ପ୍ରଭୁ ଜଗନ୍ନାଥ,…
ଚାଷୀଙ୍କୁ ସଠିକ ସମୟରେ ସାର ଉପଲବ୍ଧ କରାଇବାକୁ ରାଜ୍ୟ ସରକାରଙ୍କ ବଡ ପଦକ୍ଷେପ
ଭୁବନେଶ୍ଵର: ଏଣିକି ଚାଷୀମାନଙ୍କୁ ସଠିକ୍ ସମୟରେ ମିଳିବ ସାର । ସମବାୟ ସମିତିଗୁଡ଼ିକ ଦ୍ୱାରା ସାର ବଣ୍ଟନକୁ ପ୍ରୋତ୍ସାହିତ କରିବା ପାଇଁ ସରକାର ନେଲେ ବଡ ପଦକ୍ଷେପ । ୪୨ କୋଟି ଟଙ୍କାର ସୁଦ୍ଧ ରିହାତି ଯୋଜନା ମଞ୍ଜୁର କଲେ ରାଜ୍ୟ ସରକାର । କଳାବଜାରୀ ରୋକିବାକୁ ସମବାୟ ବିଭାଗ ଦ୍ଵାରା ଏକ ନୂତନ…