Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ସରକାରୀ ଜମିରେ ଗଞ୍ଜେଇ ଚାଷ ହେଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ; ୬ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ରାଜସ୍ୱ ସଚିବ
ଭୁବନେଶ୍ୱର: ଓଡ଼ିଶାରେ ସରକାରୀ ଜମିରେ ଅବୈଧ ଗଞ୍ଜେଇ ଚାଷକୁ ସମ୍ପୂର୍ଣ୍ଣ ରୋକିବା ପାଇଁ କ୍ଷେତ୍ରସ୍ତରରେ ନିରନ୍ତର ଓ ସମନ୍ୱିତ ନିରୀକ୍ଷଣ ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରାଯିବ। ଏ ସଂକ୍ରାନ୍ତରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ବୌଦ୍ଧ ଓ ଗଜପତି ଜିଲ୍ଲାର କ୍ଷେତ୍ରସ୍ତରୀୟ…
କୋହଳ ହେଲା ଅନୁକମ୍ପାମୂଳକ ନିଯୁକ୍ତି ନିୟମ
ଭୁବନେଶ୍ବର: କାର୍ଯ୍ୟରତ ସମୟରେ ସରକାରୀ କର୍ମଚାରୀଙ୍କ ମୃତ୍ୟୁ ହେଲେ ସେମାନଙ୍କ ପରିବାର ସଦସ୍ୟଙ୍କୁ ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ଉଦ୍ଦିଷ୍ଟ ନିୟମକୁ ସରଳ ତଥା କର୍ମଚାରୀ ଅନୁକୂଳ କରାଯାଇଛି। ଏଥିପାଇଁ ବୁଧବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…
ଗଲ୍ଫ ଓଡ଼ିଆ ଆସୋସିଏସନର ନବମ ବାର୍ଷିକ ଉତ୍ସବ ପାଳନ
ଭୁବନେଶ୍ୱର ତା ୧୩ .୦୮ ରିଖ ; ଗଲ୍ଫ ଓଡ଼ିଆ ଆସୋସିଏସନ (ଗଓଆ) ର ନବମ ବାର୍ଷିକ ଉତ୍ସବ ଭୁବନେଶ୍ୱରଠାରେ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ମଧ୍ୟପ୍ରାଚ୍ୟସ୍ଥିତ ସାଉଦି ଆରବ, କାତାର, ଓମାନ, କୁଏତ, ବାହାରିନ, ୟୁଏଇ ଏବଂ ଆବୁଧାବିରେ ବସବାସ କରୁଥିବା ଶତାଧିକ ଓଡ଼ିଆ ସେମାନଙ୍କର…
ଫୁଲୁଛି ବୁଢ଼ାବଳଙ୍ଗ, ବଢ଼ୁଛି ବିପଦ: ଜଳବନ୍ଦୀ ଅନେକ ପରିବାର
ମୟୁରଭଞ୍ଜ : ଲଗାଣ ବର୍ଷାରେ ବେତନଟୀ ଅଞ୍ଚଳରେ ବନ୍ୟା ପରିସ୍ଥିତି ଗମ୍ଭୀର ହୋଇଛି। ଲଗାତାର ବର୍ଷା ଯୋଗୁଁ ବୁଢ଼ାବଳଙ୍ଗ ନଦୀର ଜଳସ୍ତର ବଢ଼ିବା ସହ ବିପଦସଂକେତ ଉପରେ ପ୍ରବାହିତ ହେଉଛି। ଗତ ୨୪ ଘଣ୍ଟାରେ ଅଞ୍ଚଳରେ ୧୭୦ ମିମି ବର୍ଷା ରେକର୍ଡ ହୋଇଥିବାରୁ ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା ଆହୁରି…
ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି
ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର (ଅଗଷ୍ଟ ୧୩, ୨୦୨୬) ନୂଆଦିଲ୍ଲୀରେ ୨୦୨୪ ଏବଂ ୨୦୨୫ ବର୍ଷ ପାଇଁ ବିଶିଷ୍ଟ କଳାକାରମାନଙ୍କୁ ସଙ୍ଗୀତ ନାଟକ ଏକାଡେମୀ ଫେଲୋସିପ୍ ଏବଂ ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର ପ୍ରଦାନ କରିଛନ୍ତି।
ସେହିପରି ଓଡ଼ିଶୀ ନୃତ୍ୟ ଗୁରୁ ବିଚିତ୍ରା ନନ୍ଦ…
ଭୁବନେଶ୍ୱରର ଦୁଇ ପ୍ରମୁଖ କରିଡରରେ ପାଇଲଟ୍ ଭିତ୍ତିରେ ‘ବସ୍ ପ୍ରାଥମିକତା ଲେନ୍’ ପାଇଁ ଯୋଜନା ଆରମ୍ଭ
ଭୁବନେଶ୍ୱର: ସହରାଞ୍ଚଳ ଯାତାୟାତ ବ୍ୟବସ୍ଥାକୁ ଅଧିକ ସୁଦୃଢ଼, ଦକ୍ଷ ଓ ଯାତ୍ରୀ ଅନୁକୂଳ କରିବା ସହ ଜନପରିବହନ ବ୍ୟବସ୍ଥାରେ ଉନ୍ନତି ଆଣିବା ଦିଗରେ ଓଡ଼ିଶା ସରକାରଙ୍କ ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ ଅଧୀନସ୍ଥ କ୍ରୁଟ୍ ପକ୍ଷରୁ ଭୁବନେଶ୍ୱରର ଦୁଇଟି ପ୍ରମୁଖ କରିଡରରେ ପାଇଲଟ୍ ଭିତ୍ତିରେ…
ମାଥିଲି ଆଇ.ଟି.ଆଇ.ରେ ଇଭି ଟେକ୍ନୋଲୋଜି ଉତ୍କର୍ଷ କେନ୍ଦ୍ରର ଭିତ୍ତିପ୍ରସ୍ତର ରଖିଲେ ଶିଳ୍ପ ମନ୍ତ୍ରୀ
ମାଲକାନଗିରି: ମାଲକାନଗିରି ମାଥିଲି ସରକାରୀ ଆଇ.ଟି.ଆଇ.ରେ ୪.୮ କୋଟି ଟଙ୍କା ବ୍ୟୟବରାଦରେ ନିର୍ମିତ ହେବାକୁ ଥିବା ‘ଇଲେକ୍ଟ୍ରିକ୍ ଭେହିକିଲ୍ ଟେକ୍ନୋଲୋଜି’ର ଉତ୍କର୍ଷ କେନ୍ଦ୍ରର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ଚନ୍ଦ୍ର…
ପୁଲିସ ସେବା ପୁରସ୍କାର ୨୦୨୬ ଘୋଷଣା: ଓଡ଼ିଶାର ୧୭ ପୁଲିସ କର୍ମଚାରୀ ପାଇବେ ସମ୍ମାନ
ଭୁବନେଶ୍ୱର: ଘୋଷଣା ହୋଇଛି ପୁଲିସ ସେବା ପୁରସ୍କାର-୨୦୨୬। ଚଳିତ ବର୍ଷ ଓଡ଼ିଶାର ୧୭ ଜଣ ପୁଲିସ ଅଧିକାରୀ ଓ କର୍ମଚାରୀଙ୍କୁ ସେମାନଙ୍କର ଉଲ୍ଲେଖନୀୟ ସେବା, ସାହସିକତା ଓ କର୍ତ୍ତବ୍ୟନିଷ୍ଠା ପାଇଁ ପୁରସ୍କୃତ କରାଯିବ। ଏହି ତାଲିକାରେ ୫ ଜଣଙ୍କୁ ସାହସିକତା ପଦକ, ୨ ଜଣଙ୍କୁ ରାଷ୍ଟ୍ରପତି ପଦକ ଏବଂ…
ସହରାଞ୍ଚଳରେ ନୂଆ ଜାତୀୟ ରାଜପଥ ନୀତି: ୪ ଲେନ୍ର ବାଇପାସ୍ ଓ ରିଙ୍ଗ୍ରୋଡ୍କୁ ଗୁରୁତ୍ୱ
ଭୁବନେଶ୍ୱର: ସହରାଞ୍ଚଳରେ ଟ୍ରାଫିକ୍ ଭିଡ଼ ଓ ଦୁର୍ଘଟଣା କମାଇବା ପାଇଁ ନୂଆ ଜାତୀୟ ରାଜପଥ ନୀତିରେ ୪ ଲେନ୍ ବିଶିଷ୍ଟ ବାଇପାସ୍ ଓ ରିଙ୍ଗ୍ରୋଡ୍ ନିର୍ମାଣକୁ ଗୁରୁତ୍ୱ ଦିଆଯାଇଛି। ସହର ଓ ଉପକଣ୍ଠରେ ନିର୍ମାଣ ହେବାକୁ ଥିବା ନୂଆ ବାଇପାସ୍ ଓ ରିଙ୍ଗ୍ରୋଡ୍ ସର୍ବନିମ୍ନ ୪ ଲେନ୍ର ହେବ ଏବଂ…
ଚନ୍ଦ୍ରଗିରି ସଉରା ଲ୍ୟାମ୍ପ ସଭାପତିଙ୍କ ପରଲୋକ ।
ମୋହନା, 13/08/2026 : ଗଜପତି ଜିଲ୍ଲା ଚନ୍ଦ୍ରଗିରିସ୍ଥିତ ସଉରା ଲ୍ୟାମ୍ପର ସଭାପତି ତଥା ଅଞ୍ଚଳର ଜଣେ ବରିଷ୍ଠ ସମାଜସେବୀ ଲମ୍ବୋଦର ବିଷୋୟୀରତ୍ନଙ୍କର ବୁଧବାର ରାତି ପ୍ରାୟ ୧୧ଟା ୩୦ ମିନିଟ୍ରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ 68 ବର୍ଷ ବୟସ ହୋଇଥିଲା।
ବୁଧବାର ହଠାତ୍ ତାଙ୍କର…