Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
୨୦୨୩-୨୪ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା
ଭୁବନେଶ୍ଵର: ଓଡ଼ିଶା ସିନେ ଜଗତର ବହୁପ୍ରତୀକ୍ଷିତ ୩୬ତମ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଗୁରୁବାର ଘୋଷଣା କଲେ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ଚଳିତ ବର୍ଷ ଏକକାଳୀନ ଦୁଇ ବର୍ଷ ଅର୍ଥାତ ୨୦୨୩ ଏବଂ ୨୦୨୪ ମସିହା ପାଇଁ ପୁରସ୍କାର ପ୍ରଦାନ କରାଯିବ।ଚଳଚ୍ଚିତ୍ର ଜଗତରେ ଉଲ୍ଲେଖନୀୟ ଅବଦାନ…
ପାସପୋର୍ଟକୁ ନେଇ ଆସିଲା ବଡ ଖବର
ନୂଆଦିଲ୍ଲୀ :ବିଦେଶ ଯାତ୍ରା ପାଇଁ ପାସପୋର୍ଟ ଏକ ଦସ୍ତାବିଜ୍, ନାଗରିକତ୍ୱର ପ୍ରମାଣ ନୁହେଁ । ପାସପୋର୍ଟକୁ ନେଇ ଏଭଳି ସ୍ପଷ୍ଟୀକରଣ ରଖିଛି ବୈଦେଶିକ ମନ୍ତ୍ରଣାଳୟ। ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି, ଭାରତୀୟ ପାସପୋର୍ଟ ମୁଖ୍ୟତଃ ବିଦେଶ ଯାତ୍ରା ପାଇଁ ଏକ ବୈଧ…
ବିଡିଓଙ୍କ ବିଏଲ୍ ଓ ବି ଏଲ୍ ଏ ବୈଠକ ପରିଦର୍ଶନ
ନୟାଗଡ଼ (୨୫/୬) : ସାରା ରାଜ୍ୟରେ ସ୍ୱତନ୍ତ୍ର ସଘନ ସଂଶୋଧନ ୨୦୨୬ କାର୍ଯ୍ୟ ଚାଲିଥିବା ବେଳେ ଓଡ଼ଗାଁ ବ୍ଳକର ଏହି କାର୍ଯ୍ୟକୁ ବିଡିଓ ପ୍ରିତୀବାଳା ରଣା ତଥା ଅତିରିକ୍ତ ନିର୍ବାଚନ ଅଧିକାରୀ ଓ ତହସିଲଦାର ତଥା ଅତିରିକ୍ତ ନିର୍ବାଚନ ଅଧିକାରୀ ଡ.ମାନସରଞ୍ଜନ ଭୋଇଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ…
ରାୟଗଡ଼ା ଜିଲ୍ଲାର ତଳ ଗୁମ୍ମା ନିକଟ ଜାତୀୟ ରାଜପଥ- ୩୨୬ରେ ଆଜି ଘଟିଛି ଏକ ଚାଞ୍ଚଲ୍ୟକର ଘଟଣା।
ରାୟଗଡ଼ା (ଭି ଗୌରୀଶଙ୍କର ରାଓ) : ରାୟଗଡ଼ା ଜିଲ୍ଲାର ତଳ ଗୁମ୍ମା ନିକଟ ଜାତୀୟ ରାଜପଥ- ୩୨୬ରେ ଆଜି ସକାଳେ ଘଟିଛି ଏକ ଚାଞ୍ଚଲ୍ୟକର ଘଟଣା। ପ୍ରଥମେ ଜଣେ ଫେରିବାଲାଙ୍କୁ କିଛି ଦୁର୍ବୃତ୍ତ ଆକ୍ରମଣ କରି ତାଙ୍କଠାରୁ ଟଙ୍କା ଓ ମୋବାଇଲ ଫୋନ ଲୁଟି ନେଇଥିବା ବେଳେ, ପରେ ଫେରାର ସମୟରେ ଏକ ଭୟଙ୍କର…
ଆର୍ନ୍ତଜାତୀୟ ନିଶା ଅପବ୍ୟବହାର ଓ ଅବୈଧ କାରବାର ବିରୋଧ ଦିବସ-୨୦୨୬ ଅବସରରେ ସଚେତନତା ପଦ ଯାତ୍ରା ସହ ଏକ ଦିବସୀୟ…
ଗଜପତି,ତା.୨୫.୦୬.୨୦୨୬ : ଗଜପତି ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଆନୁକୂଲ୍ୟରେ, ଆଜି ସ୍ଥାନୀୟ ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନ ଠାରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ନିଶା ଅପବ୍ୟବହାର ଓ ଅବୈଧ କାରବାର ନିରୋଧ ଦିବସ ୨୦୨୬ ପାଳିତ…
ଛାତ୍ରୀଛାତ୍ରୀମାନଙ୍କୁ ମିଳିବ ମାଗଣା ନୂଆ ସ୍କୁଲ୍ ବ୍ୟାଗ୍
ଭୁବନେଶ୍ୱର : ଛାତ୍ରୀଛାତ୍ରୀମାନଙ୍କୁ ମିଳିବ ମାଗଣା ନୂଆ ସ୍କୁଲ୍ ବ୍ୟାଗ୍। ଶିଶୁ ବାଟିକାରୁ ତୃତୀୟ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ମିଳିବ ବ୍ୟାଗ୍। ଶୀଘ୍ର ବଣ୍ଟନ ପାଇଁ ଡିଇଓ ଏବଂ ଡିପିସିଙ୍କୁ ଓସେପାର ଚିଠି। ବ୍ଲକସ୍ତରରୁ ଓସିକ୍ ଯୋଗାଇ ଦେବ ନୂଆ ସ୍କୁଲ୍ ବ୍ୟାଗ୍।
ବାଲେଶ୍ୱରରେ ବ୍ୟବସାୟୀଙ୍କୁ ଗୁଳି କରି ହତ୍ୟା
ବାଲେଶ୍ୱର : ବାଲେଶ୍ୱରରେ ଗୁରୁବାର ଏକ ବଡ ଘଟଣା ଘଟିଛି। ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ଅଡର ବଜାରରେ ବ୍ୟବସାୟୀଙ୍କୁ ଗୁଳି କରି ହତ୍ୟା ହୋଇଛି। ପ୍ରାୟ ୮ ରାଉଣ୍ଡ ଗୁଳି ଫୁଟାଇ ୨ ଦୁର୍ବୃତ୍ତ ଫେରାର ହୋଇଯାଇଛନ୍ତି। ଗୁଳି ଫୁଟିଥିବା ଦୃଶ୍ୟ ସିସିଟିଭିରେ କଏଦ ହୋଇଛି। ଏଥିରେ ବ୍ୟବସାୟୀଙ୍କୁ…
ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ, କୋଚିଂ ସେଣ୍ଟର ଏବଂ ଦକ୍ଷତା ବିକାଶ କେନ୍ଦ୍ରଗୁଡ଼ିକରେ ଅଗ୍ନି ନିରାପତ୍ତା ପ୍ରସ୍ତୁତିର…
ଭୁବନେଶ୍ୱର: ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ (ଓ.ଏସ୍.ଡି.ଏମ୍.ଏ) ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ, କୋଚିଂ ସେଣ୍ଟର ଏବଂ ଦକ୍ଷତା ବିକାଶ କେନ୍ଦ୍ରଗୁଡ଼ିକରେ ଅଗ୍ନି ନିରାପତ୍ତା ପ୍ରସ୍ତୁତିର କଡ଼ା ସମୀକ୍ଷା ଏବଂ ଅଡିଟ୍…
SPଙ୍କ ଅଫିସ୍ ଆଗରେ ଧାରଣା ଦେଇଛନ୍ତି ତିଖିରି ସରପଞ୍ଚ ଚାମେଲି ଓଝା
କେନ୍ଦ୍ରାପଡ଼ା: SPଙ୍କ ଅଫିସ୍ ଆଗରେ ଧାରଣା ଦେଇଛନ୍ତି ତିଖିରି ସରପଞ୍ଚ ଚାମେଲି ଓଝା । ନ୍ୟାୟ ଦାବିରେ ରାସ୍ତାକୁ ଓହ୍ଲାଇଛନ୍ତି ମହାକାଳପଡ଼ା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝା । ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବା ସହ ମହାକାଳପଡ଼ା ଥାନା ଆଇଆଇସି ଏବଂ ମହାକାଳପଡ଼ା ବିଡିଓଙ୍କ…
ମହାକାଳପଡ଼ା ବ୍ଲକର ରାମନଗର ଅଞ୍ଚଳରେ ହତ୍ୟାକାଣ୍ଡ । ବିଜେପି ବୁଥ୍ ସଭାପତି ତପନଙ୍କୁ ହତ୍ୟା
କେନ୍ଦ୍ରାପଡା : ମହାକାଳପଡ଼ା ବ୍ଲକର ରାମନଗର ଅଞ୍ଚଳରେ ହତ୍ୟାକାଣ୍ଡ । ବିଜେପି ବୁଥ୍ ସଭାପତି ତପନ ଦାସଙ୍କୁ ହତ୍ୟା କରାଯାଇଛି । ପ୍ରାଥମିକ ସୂଚନାନୁସାରେ, ଦୁର୍ବୃତ୍ତମାନେ ତପନ ଦାସଙ୍କ ମୁଣ୍ଡକୁ କାଠ ଫାଳିଆରେ ବାରମ୍ବାର ଆକ୍ରମଣ କରି ହତ୍ୟା କରିଥିଲେ । ହତ୍ୟା ପରେ ପ୍ରମାଣ ନଷ୍ଟ କରିବା…