Browsing Category

ଓଡିଶା

CISCE ଆଞ୍ଚଳିକ ଯୋଗ ପ୍ରତିଯୋଗିତାରେ ହେରିଟେଜ୍ ସ୍କୁଲ୍‌ର ଛାତ୍ରମାନଙ୍କ ଚମତ୍କାର ପ୍ରଦର୍ଶନ;

କୋଲକାତା (୯/୮): ହାଓଡ଼ା ଜିଲ୍ଲାର ଲିଲୁଆସ୍ଥିତ MCKV ଠାରେ ୮ ଅଗଷ୍ଟ ୨୦୨୬ରେ ଅନୁଷ୍ଠିତ *CISCE ଆଞ୍ଚଳିକ ଯୋଗ ପ୍ରତିଯୋଗିତା (ବାଳକ)*ରେ ହେରିଟେଜ୍ ସ୍କୁଲ୍, କୋଲକାତାର ଛାତ୍ରମାନେ ଚମତ୍କାର ପ୍ରଦର୍ଶନ କରି ବିଦ୍ୟାଳୟ ପାଇଁ ଗୌରବ ଆଣିଛନ୍ତି। ବିଦ୍ୟାଳୟର ଚାରିଜଣ ପ୍ରତିଭାଶାଳୀ ଛାତ୍ର…

ସୂର୍ଯ୍ୟକ୍ଷେତ୍ର ଫାଉଣ୍ଡେସନ ଦ୍ୱାରା ଦିଲ୍ଲୀରେ ଜଳବାୟୁ ସମ୍ମିଳନୀ ଆୟୋଜନ

ନୂଆଦିଲ୍ଲୀ, ତା. ୯. ୮ ; ଦେଶର ଅଗ୍ରଣୀ ସାମାଜିକ ଓ ଦାତବ୍ୟ ଅନୁଷ୍ଠାନ ‘ସୂର୍ଯ୍ୟକ୍ଷେତ୍ର ଫାଉଣ୍ଡେସନ ଅଫ୍ ଏଜୁକେସନାଲ୍ ଆଣ୍ଡ୍ ଚ୍ୟାରିଟେବଲ୍ ଟ୍ରଷ୍ଟ’ ପକ୍ଷରୁ ନୂଆଦିଲ୍ଲୀଠାରେ ‘ଜଳବାୟୁ ପରିବର୍ତ୍ତନ : ଆହ୍ୱାନ ଓ ଅବସର’ ଶୀର୍ଷକ ଏକ ଜାତୀୟ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏହି ସମ୍ମିଳନୀରେ…

ବିଦେଶୀ ମୁଦ୍ରା ଭଣ୍ଡାର ୧୦.୫ ବିଲିଅନ ଡଲାର ବଢ଼ିଲା

ନୂଆଦିଲ୍ଲୀ : ଜୁଲାଇ ୩୧ରେ ଶେଷରେ ଭାରତର ବିଦେଶୀ ମୁଦ୍ରା ଭଣ୍ତାରରେ ୧୦.୫ ବିଲିଅନ ଡଲାରର ବୃଦ୍ଧି ହୋଇଛି। ଏଥିଯୋଗୁଁ ଦେଶର ବିଦେଶୀ ମୁଦ୍ରା ଭଣ୍ଡାର ୬୯୨.୮୭ ବିଲିଅନ ଡଲାର ସ୍ତରରେ ପହଞ୍ଚିଛି। ଗତ ଦୁଇ ମାସରୁ ଅଧିକ ସମୟ ମଧ୍ୟରେ ବିଦେଶୀ ମୁଦ୍ରା ଭଣ୍ଡାର ସର୍ବୋଚ୍ଚ ସ୍ତରକୁ ଯାଇଛି।…

୩-୪ ଘଣ୍ଟା ମଧ୍ୟରେ ପାଇବେ ଗ୍ୟାସ ସିଲିଣ୍ଡର: ନୂତନ ସେବା ଆରମ୍ଭ କଲା ଇଣ୍ଡିଆନ ଅଏଲ

ନୂଆଦିଲ୍ଲୀ: ଯଦି ଆପଣ ଆପଣଙ୍କ ରୋଷେଇ ଘରେ LPG ବ୍ୟବହାର କରୁଛନ୍ତି ଏବଂ ବୁକିଂ ପରେ ସିଲିଣ୍ଡର ପାଇଁ ଦୀର୍ଘ ସମୟ ଅପେକ୍ଷା କରୁଛନ୍ତି, ତେବେ ଏହି ଖବର ଉପଯୋଗୀ। LPG ଗ୍ରାହକଙ୍କ ସୁବିଧାକୁ ଦୃଷ୍ଟିରେ ରଖି, IndianOil “Indane Extralite Now” ନାମକ ଏକ ନୂତନ ସେବା ଆରମ୍ଭ କରିଛି। ଏହି…

‘ଘରେ ଘରେ ତ୍ରିରଙ୍ଗା’: ଯୁବଶକ୍ତିକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ, ‘ବାହ୍ୟଶକ୍ତିରୁ ଦୂରେଇ ରୁହ’

ଭୁବନେଶ୍ୱର: ଦେଶପ୍ରେମର ଭାବନାକୁ ଆହୁରି ଦୃଢ଼ କରିବା ଲକ୍ଷ୍ୟରେ ରାଜ୍ୟରେ ଆରମ୍ଭ ହୋଇଛି ‘ଘରେ ଘରେ ତ୍ରିରଙ୍ଗା’ ଅଭିଯାନ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନରେ ‘ହର୍ ଘର୍ ତ୍ରିରଙ୍ଗା’ ଅଭିଯାନ ଏବେ ଜନଆନ୍ଦୋଳନର ରୂପ ନେଇଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।…

ନିବେଶର ନୂଆ ଦିଗନ୍ତ: ଦିଲ୍ଲୀରୁ ଓଡ଼ିଶାକୁ ୬୬,୩୯୨ କୋଟିର ପୁଞ୍ଜିନିବେଶ ପ୍ରସ୍ତାବ, ୫୪ ହଜାରରୁ ଅଧିକ ନିଯୁକ୍ତି ଆଶା

ଭୁବନେଶ୍ୱର: ଶିଳ୍ପ ଓ ନିବେଶ କ୍ଷେତ୍ରରେ ଓଡ଼ିଶା ପାଇଁ ଆସିଛି ବଡ଼ ସଫଳତା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ନୂଆଦିଲ୍ଲୀରେ ଆୟୋଜିତ ଦୁଇଦିନିଆ ନିବେଶ ଅଭିଯାନ ଶନିବାର ଶେଷ ହୋଇଛି। ଏହି ଅଭିଯାନରେ ଶିଳ୍ପ ଜଗତରୁ ମିଳିଛି ବିପୁଳ ସକାରାତ୍ମକ ପ୍ରତିକ୍ରିୟା। ଦୁଇ ଦିନରେ ମୋଟ…

ଭୁବନେଶ୍ବରରେ ତ୍ରିରଙ୍ଗା ପଦଯାତ୍ରା, ସାମିଲ ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପବିତ୍ର ଅଗଷ୍ଟ କ୍ରାନ୍ତି ଦିବସ ଅବସରରେ ଭୁବନେଶ୍ୱରଠାରେ ‘ଘରେ ଘରେ ତ୍ରିରଙ୍ଗା’ ଅଭିଯାନର ଐତିହାସିକ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ। ଏହି ଅବସରରେ ଅଗଷ୍ଟ ୯ ରୁ ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ପ୍ରତ୍ୟେକ ଗ୍ରାମ, ପଞ୍ଚାୟତ, ସହର, ଘର,…

ଜଣେ ଶିକ୍ଷକ ଥିବା ସ୍କୁଲରେ ତୁରନ୍ତ ଅତିରିକ୍ତ ଶିକ୍ଷକ ନିଯୁକ୍ତି ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର: ଜଣେ ଶିକ୍ଷକ ଥିବା ସରକାରୀ ପ୍ରାଥମିକ ବିଦ୍ୟାଳୟଗୁଡ଼ିକରେ ଅତିରିକ୍ତ ଶିକ୍ଷକଙ୍କୁ ତୁରନ୍ତ ନିଯୁକ୍ତି ଦେବା ପାଇଁ ଓଡ଼ିଶା ସରକାର ସମସ୍ତ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସ୍କୁଲ ଏବଂ ଗଣଶିକ୍ଷା ବିଭାଗ ଦ୍ୱାରା ଜାରି କରାଯାଇଥିବା ନିର୍ଦ୍ଦେଶନାମା ଅନୁଯାୟୀ…

ନିୟତି ମାନସିକ ଅନଗ୍ରସର ବିଦ୍ୟାଳୟରେ ବନମହୋତ୍ସଵ ।

ଗଜପତି,୮.୮ (ମନୋଜ ପାଢ଼ୀ): ସ୍ଥାନୀୟ ନିୟତି ମାନସିକ ଅନଗ୍ରସର ବିଦ୍ୟାଳୟ ପ୍ରାଙ୍ଗଣରେ ପ୍ରଗତି ମହିଳା ସଂଗଠନ ଓ ବିନୋଦିନୀ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଯୁବ ରେଡ଼କ୍ରସ ଓ ଜାତୀୟ ସେବା ଯୋଜନାର ମିଳିତ ଆନୁକୂଲ୍ୟରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଉକ୍ତ…