Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ମାନବ ଚାଲାଣର ମୁକାବିଲା, ମହିଳା ଓ ଶିଶୁ ସୁରକ୍ଷା ଏବଂ ଶୋଷଣ ପ୍ରତିରୋଧ କ୍ଷେତ୍ରକୁ ସୁଦୃଢ଼ ପାଇଁ ଆହ୍ଵାନ
ବ୍ରହ୍ମପୁର: ISRD ଓ ସଖୀ ୱାନ ଷ୍ଟପ ସେଣ୍ଟର, ଗଞ୍ଜାମ ତରଫରୁ ବିଶ୍ଵ ମାନବ ଚାଲାଣ ପ୍ରତିରୋଧ ଦିବସ ଅବସରରେ ବ୍ରହ୍ମପୁର ରେଳ ଷ୍ଟେସନରେ କାର୍ଯ୍ୟରତ ଶତାଧିକ କର୍ମଚାରୀ, ଭେଣ୍ଡର, କୁଲି, ସଫେଇ କର୍ମଚାରୀ, ହକେର ସ୍ଟାଫ, ଅଟୋ ଚାଳକଙ୍କ ସହ ରେଳ ସୁରକ୍ଷା ବଳ ଓ ସରକାରୀ ରେଳ ପୁଲିସଙ୍କ ସହଯୋଗରେ…
କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ଓ ଛତିଶଗଡ ମୁଖ୍ୟମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଆଲୋଚନା
ନୂଆଦିଲ୍ଲୀ: ଆଜି ନୂଆଦିଲ୍ଲୀଠାରେ କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ସି. ଆର. ପାଟିଲଙ୍କ ଅଧ୍ୟକ୍ଷତାରେ ମହାନଦୀ ଜଳ ବିବାଦ ସମ୍ପର୍କରେ ଏକ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇଛନ୍ତି। ଏଥିରେ ଛତିଶଗଡ ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେବ ସାଏ, ଉଭୟ ରାଜ୍ୟର ମୁଖ୍ୟ ଶାସନ ସଚିବ, କେନ୍ଦ୍ର…
ବନ୍ୟାଞ୍ଚଳ ବୁଲି ବନ୍ୟା ପରିସ୍ଥିତି ଅନୁଧ୍ୟାନ କଲେ ବିଧାୟକ!
ପଟ୍ଟାମୁଣ୍ଡାଇ ୩୦/୭ : କେନ୍ଦ୍ରାପଡା ନିର୍ବାଚନ ମଣ୍ଡଳୀ ତଥା ପଟ୍ଟାମୁଣ୍ଡାଇ ବ୍ଲକ ଅର୍ନ୍ତଗତ ଧୋୟାଞ୍ଚଳ ୭ଗୋଟି ପଞ୍ଚାୟତ ବୁଲି ବନ୍ୟା ପରିସ୍ଥିତି ଅନୁଧ୍ୟାନକରିଛନ୍ତି କେନ୍ଦ୍ରାପଡା ବିଧାୟକ ଗଣେଶ୍ଵର ବେହେରା।ଆଜି ଅପରାହ୍ନରେ ବିଧାୟକ ଶ୍ରୀ ବେହେରା ଦାଣ୍ଡିସାହୀ ଠାରେ ପହଞ୍ଚି ପେଣ୍ଠପାଳ,…
ଦୀପାବଳି ସୁଦ୍ଧା ମହାନଦୀ ଜଳ ବିବାଦର ସମାଧାନ ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର:ଦୀର୍ଘ ଦିନ ଧରି ଚାଲିଆସୁଥିବା ମହାନଦୀ ଜଳ ବିବାଦର ସମାଧାନ ଦୀପାବଳି ସୁଦ୍ଧା କରିବାକୁ ପଦକ୍ଷେପ ନିଆଯାଉଛି ବୋଲି ମୁଖ୍ୟମନ୍ତ୍ରୀ ଗୁରୁବାର ସୂଚନା ଦେଇଛନ୍ତି। ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ସହ ହୋଇଥିବା ଉଚ୍ଚସ୍ତରୀୟ ବୈଠକରେ ଏହି ପ୍ରସଙ୍ଗରେ ସକାରାତ୍ମକ ସହମତି ହୋଇଥିବା ସେ…
ସୋମେଶ କୁମାର ଉପାଧ୍ୟାୟ ଭଦ୍ରକର ନୂଆ ଜିଲ୍ଲାପାଳ
ଭୁବନେଶ୍ୱର: ଭଦ୍ରକ ଜିଲ୍ଲାର ନୂତନ ଜିଲ୍ଲାପାଳ ଭାବେ ସୋମେଶ କୁମାର ଉପାଧ୍ୟାୟଙ୍କୁ ନିଯୁକ୍ତ କରାଯାଇଛି। ରାଜ୍ୟ ସରକାର ଏହି ନିଯୁକ୍ତି ସମ୍ପର୍କିତ ଆଦେଶ ଜାରି କରିଛନ୍ତି।ବର୍ତ୍ତମାନର ଭଦ୍ରକ ଜିଲ୍ଲାପାଳ ଦିଲୀପ ରାଉତରାୟଙ୍କ କାର୍ଯ୍ୟକାଳ ଆସନ୍ତା ଜୁଲାଇ ୩୧ରେ ଶେଷ ହେବାକୁ ଥିବାରୁ ତାଙ୍କ…
ଆକାଶମାର୍ଗରୁ ବନ୍ୟା ପରିସ୍ଥିତିର ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ
ଭୁବନେଶ୍ୱର: ରାଜ୍ୟର ବନ୍ୟା ପରିସ୍ଥିତିର ସ୍ଥିତିଗତ ଆକଳନ ପାଇଁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଗୁରୁବାର ହେଲିକପ୍ଟର ଯୋଗେ ବନ୍ୟା ପ୍ରଭାବିତ ବିଭିନ୍ନ ଅଞ୍ଚଳର ଆକାଶମାର୍ଗରୁ ସମୀକ୍ଷା କରିଛନ୍ତି। ସେ ଯାଜପୁର, ଭଦ୍ରକ, ବାଲେଶ୍ୱର ଓ କେନ୍ଦୁଝର ଜିଲ୍ଲାର ବନ୍ୟା ପ୍ରଭାବିତ ଅଞ୍ଚଳ…
The Heritage School Shines at CISCE Regional Yoga Championship, Wins Multiple Gold Medals
Kolkata(30/7): The Heritage School has once again demonstrated its excellence in Yogasana, with its students delivering an outstanding performance at the CISCE Regional Yoga Competition (Girls) held on 28 July 2026 at Agrasain Balika…
ସାଇ ବାବା ମନ୍ଦିରର ୧୪ ତମ ପ୍ରତିଷ୍ଠା ଦିବସ ସହ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ ।
ଗଜପତି (ମନୋଜ ପାଢ଼ୀ) – : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ରେକେଣା ସାହିରେ ଥିବା ସାଇବାବା ମନ୍ଦିରରେ ଗୁରୁ ପୂର୍ଣ୍ଣିମା ଉତ୍ସବ ଓ ସାଇ ବାବା ମନ୍ଦିରର ୧୪ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । ସକାଳୁ ଭକ୍ତଙ୍କ ଦ୍ବାରା ସାଇ ବାବାଙ୍କ ଅଭିଷେକ କରାଯାଇଥିଲା । ସାଇ…
ରଥଯାତ୍ରା ପାଳନ ଉପଲକ୍ଷେ ସାଂସ୍କୃତିକ କାର୍ଯ୍ୟକ୍ରମ ଉଦଯାପିତ ।
ଗଜପତି (ମନୋଜ ପାଢ଼ୀ) –: ଗଜପତି ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସଂସ୍କୃତି ପରିଷଦର ମିଳିତ ଆନୁକୂଲ୍ୟରେ ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣ ଦେବସ୍ନାନ ମଣ୍ଡପ ଠାରେ ଗଜପତି ଜିଲ୍ଲା ର କଳାକାର ମାନଙ୍କ ଦ୍ବାରା ପାଞ୍ଚ ଦିନ ଧରି ଅନୁଷ୍ଠିତ ହୋଇଥିବା…
ଗୁରୁପୂର୍ଣ୍ଣିମା ରେ ପ୍ରଭୂ ଶ୍ରୀ ଜଗନ୍ନାଥଙ୍କ ରାଜରାଜେଶ୍ୱର ବେଶ ।
ଗଜପତି (ମନୋଜ ପାଢ଼ୀ) - : ଆଷାଢ ପୂର୍ଣ୍ଣିମା ବା ଗୁରୁପୂର୍ଣ୍ଣିମା ରେ ପ୍ରଭୂ ଶ୍ରୀ ଜଗନ୍ନାଥଙ୍କ ରାଜରାଜେଶ୍ୱର ବେଶ ବା ଲକ୍ଷ୍ମୀ ନାରାୟଣ ବେଶ ! ମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବା ପାଇଁ ଭକ୍ତଙ୍କ ସମାଗମ ! ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜଗନ୍ନାଥ ମନ୍ଦିରରେ…