Browsing Category

ଓଡିଶା

ସନ୍ଧ୍ୟା ସୁଦ୍ଧା ସାଳନ୍ଦୀ, ଜଳକା ଓ ବୈତରଣୀରେ ବନ୍ୟା ଆଶଙ୍କା

ଭୁବନେଶ୍ୱର : ସାରା ରାଜ୍ୟରେ ଲାଗି ରହିଛି ତୁହାକୁ ତୁହା ବର୍ଷା। ଚାରିଆଡେ ଖାଲି ପାଣି ଆଉ ପାଣି। ସନ୍ଧ୍ୟା ସୁଦ୍ଧା ସାଳନ୍ଦୀ, ଜଳକା ଓ ବୈତରଣୀରେ ବନ୍ୟା ଆଶଙ୍କା କରାଯାଇଛି। ଏନେଇ ସୂଚନା ଦେଇଛନ୍ତି ଜଳ ସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ। ମହାନଦୀ ଅବାହିକାରେ ବନ୍ୟା ଆଶଙ୍କା…

ଲଗାଣ ବର୍ଷା ଯୋଗୁଁ ଜଳସ୍ତର ବୃଦ୍ଧି ପାଉଥିବା ପ୍ରଭାବିତ ଜିଲ୍ଲାର ସ୍ୱାସ୍ଥ୍ୟ ପରିସ୍ଥିତି ସମୀକ୍ଷା କଲେ ସ୍ୱାସ୍ଥ୍ୟ…

ଭୁବନେଶ୍ୱର: ରାଜ୍ୟରେ ଅତ୍ୟଧିକ ବର୍ଷା ପ୍ରଭାବିତ ଜିଲ୍ଲା ଗୁଡିକରେ ଜଳସ୍ତର ବୃଦ୍ଧି ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗରେ ପ୍ରସ୍ତୁତି ସମୀକ୍ଷା କରାଯାଇଛି | ବିଭାଗର କମିଶନର-ତଥା-ଶାସନ ସଚିବ ଅସ୍ବତୀ ଏସ. ଆଜି ପ୍ରଭାବିତ ଜିଲ୍ଲାଗୁଡ଼ିକର ପ୍ରସ୍ତୁତି…

ଏସିଏଫ୍‌ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ବିଦ୍ୟାଭାରତୀ ଓକିଲଙ୍କ ରହିତାଦେଶ ଦସ୍ତାବିଜ ଦାଖଲ ।

ଗଜପତି (ମନୋଜ ପାଢ଼ୀ): ବହୁଚର୍ଚ୍ଚିତ ପାରଳାଖେମୁଣ୍ତି ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ଆଜି ତାଙ୍କ ପତ୍ନୀ ବିଦ୍ୟାଭାରତୀ ପଣ୍ତାଙ୍କ ଓକିଲ ଏଲ୍‌.କେ ଅଧିକାରୀ ପାରଳାଖେମୁଣ୍ଡି ଏସ୍‌ଡିଜେଏମ୍‌ଙ୍କ ନିକଟରେ ଏନ୍‌ବିଡବ୍ଲ୍ୟୁ ଉପରେ ହାଇକୋର୍ଟଙ୍କ ରହିତାଦେଶ ସମ୍ପର୍କିତ…

ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁମାମଲା: ଶେଷରେ ଆତ୍ମସମର୍ପଣ କଲେ ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା

ଗଜପତି (ମନୋଜ ପାଢ଼ୀ): ବହୁଚର୍ଚ୍ଚିତ ଏସିଏଫ୍ ସୋମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାର ମୁଖ୍ୟ ଅଭିଯୁକ୍ତ ତତ୍‌କାଳୀନ ଗଜପତି ଜିଲ୍ଲାର ଡିଏଫ୍‌ଓ ସଂଗ୍ରାମକେଶରୀ ବେହେରା ଆଜି(ସୋମବାର) ପାରଳାଖେମୁଣ୍ଡି ଏସ୍‌ଡିଜେଏମ୍‌ ଅଦାଲତରେ ଆତ୍ମସମର୍ପଣ କରିଛନ୍ତି। ଜାମିନ ଆବେଦନ ଖାରଜ ହୋଇଯିବାରୁ…

ବନ୍ୟା ଓ ଜଳବନ୍ଦୀ ପରିସ୍ଥିତିର ସମୀକ୍ଷା କଲେ ବିଧାୟିକା ସୁବାସିନୀ ଜେନା : ଘାଇ ମରାମତି ଓ ଚାଷୀଙ୍କୁ ସହାୟତା ପାଇଁ…

ବାଲେଶ୍ୱର, ୨୮ ଜୁଲାଇ(କୃଷ୍ଣ କୁମାର ମହାନ୍ତି): ଲଗାତାର ଦୁଇଦିନର ପ୍ରବଳ ବର୍ଷା ଯୋଗୁଁ ବସ୍ତା ନିର୍ବାଚନମଣ୍ଡଳୀର ବହୁ ଅଞ୍ଚଳ ବନ୍ୟା ଓ ଜଳବନ୍ଦୀ ପରିସ୍ଥିତିର ସମ୍ମୁଖୀନ ହୋଇଛି। ଚାଷଜମିରୁ ବର୍ଷାଜଳ ନିଷ୍କାସିତ ନ ହୋଇପାରିବାରୁ ବ୍ୟାପକ ଫସଲ କ୍ଷତି ହୋଇଥିବା ଦେଖିବାକୁ ମିଳିଛି। ପଳପଳା…

ବାଲେଶ୍ୱର ରେଳ ଷ୍ଟେସନରେ ଫ୍ରଣ୍ଟଲାଇନ୍ ରେଳ କର୍ମଚାରୀଙ୍କ ପାଇଁ ସିପିଆର୍ ଓ ପ୍ରାଥମିକ ଚିକିତ୍ସା ପ୍ରଶିକ୍ଷଣ

ବାଲେଶ୍ୱର, ଜୁଲାଇ ୨୮ (କୃଷ୍ଣ କୁମାର ମହାନ୍ତି): ରେଳବାଇ ନେଟୱର୍କରେ ଜରୁରୀକାଳୀନ ପ୍ରସ୍ତୁତିକୁ ସୁଦୃଢ଼ କରିବା ଏବଂ ସୁରକ୍ଷା ସଂସ୍କୃତିକୁ ଅଧିକ ଶକ୍ତିଶାଳୀ କରିବା ଉଦ୍ଦେଶ୍ୟରେ ଦକ୍ଷିଣ ପୂର୍ବ ରେଳବାଇର ଖଡ଼ଗପୁର ଡିଭିଜନ ଅଧୀନ ନଂ-୨୨ ସେଣ୍ଟ୍ ଜନ୍ ଆମ୍ବୁଲାନ୍ସ ବ୍ରିଗେଡ୍ ପକ୍ଷରୁ…

ସିସିଟିଭିରେ କଏଦ ହେଲା ମହିଳାଙ୍କ ଚୋରି ଭିଡିଓ, ଦୋକନକୁ ଯାଇ…

ଗଜପତି,୨୮।୭(ମନୋଜ ପାଢ଼ୀ): ମୋହନାରେ କିଛିଦିନ ହେଲା ଠାକୁରାଣୀ ମନ୍ଦିରରୁ ମା’ଙ୍କ କିରଟି ସହ ଅନ୍ୟାନ୍ୟ ଜିନିଷ ଚୋରି ହୋଇଥିଲା । ଏହାସହ ପାନୀୟ ଜଳ ଯୋଗାଣ ପମ୍ପ ହାଉସରୁ ବିଦ୍ୟୁତ ତାର ଚୋରି ହୋଇଥଲା । ଏହାରି ଭିତରେ ଆଉ ଏକ ଚୋରି ଘଟଣା ସାମ୍ନାକୁ ଆସିଛି । ମୋହନା ବଜାରରେ ଦିନ…

ଗତ ୫ ବର୍ଷରେ ଓଡ଼ିଶାର ୯୬୬୦ କଳାକାରଙ୍କୁ ୭୫.୪୩ କୋଟିର ସହାୟତା

ଭୁବନେଶ୍ଵର : କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟ ‘କଳା ସଂସ୍କୃତି ବିକାଶ ଯୋଜନା (କେଏସଭିଓ୍ବାଇ)’ ଅଧୀନରେ ଲୋକକଳା, ଲୋକସଙ୍ଗୀତ, ଲୋକନୃତ୍ୟ, ପାରମ୍ପରିକ ନାଟ୍ୟକଳା ସମେତ ବିଭିନ୍ନ କଳାର ପ୍ରୋତ୍ସାହନ ପାଇଁ ଯୋଗ୍ୟ କଳାକାର ଏବଂ ସାଂସ୍କୃତିକ ସଂଗଠନମାନଙ୍କୁ ସିଧାସଳଖ ଆର୍ଥିକ ସହାୟତା ପ୍ରଦାନ…

ONGC ର ପ୍ରଥମ ଡିପ୍ୱାଟର ଏକ୍ସପ୍ଲୋରେଟରୀ ଡ୍ରିଲିଂ ଶୁଭାରମ୍ଭ

ଭୁବନେଶ୍ୱର: ମହାନଦୀ ସମୁଦ୍ର ବେସିନ୍ ରେ ONGC ର ପ୍ରଥମ ଡିପ୍ୱାଟର ଏକ୍ସପ୍ଲୋରେଟରୀ ଡ୍ରିଲିଂ ଶୁଭାରମ୍ଭ ହୋଇଛି। ଏହାକୁ ଐତିହାସିକ ପଦକ୍ଷେପ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସାମାଜିକ ଗଣମାଧ୍ୟମରେ ସେ କହିଛନ୍ତି, ଭାରତର ଶକ୍ତି ସୁରକ୍ଷା ଓ ଆତ୍ମନିର୍ଭରଶୀଳତା ଅଭିଯାନରେ…