Browsing Category

ଓଡିଶା

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ଆନ୍ନା ହଜାରେଙ୍କ ପ୍ରତିକ୍ରିୟା: ଆନ୍ଦୋଳନକୁ ନେଇ ଦେଲେ ବଡ଼ ବିବୃତ୍ତି

ନୂଆଦିଲ୍ଲୀ: NEET ପେପର ଲିକ୍ ଏବଂ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାକୁ ନେଇ ଦେଶବ୍ୟାପୀ ଛାତ୍ର ପ୍ରତିବାଦ ପରେ ସାମାଜିକ କର୍ମୀ ଆନ୍ନା ହଜାରେ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଯେ, କୌଣସି ଆନ୍ଦୋଳନ କିମ୍ବା ସାର୍ବଜନୀନ ସମସ୍ୟାର ସମାଧାନ ହିଂସାରେ ନୁହେଁ…

ତିଗିରିଆ ଅଞ୍ଚଳରେ ଅବକାରୀ ଚଢ଼ାଉ: ୮୪୦ ଲିଟର ମଦ ଓ ୭୬୯୫ ଲିଟର ଗୁଡପୋଚ ଜବତ

କଟକ: କଟକ ଜିଲ୍ଲା ଅବକାରୀ ଅଧିକ୍ଷକ କରଣା ଶଙ୍କର ତିୱାରୀଙ୍କ ନିର୍ଦ୍ଦେଶ କ୍ରମେ ତିଗିରିଆ ଥାନା ଅନ୍ତର୍ଗତ ବିରିପୁଟ ଓ ବାଙ୍କୀ ଥାନା ଅନ୍ତର୍ଗତ ଢେଗୁଆ ଅଞ୍ଚଳରେ ଶନିବାର ଅବକାରୀ ଚଢାଉ କରାଯାଇ ବିପୁଳ ପରିମାଣର ଦେଶୀ ମଦ ଓ ଗୁଡ଼ପୋଚ ଜବତ କରାଯାଇଛି। ତେବେ ଏହି ଘଟଣାରେ କାହାରିକୁ ଗିରଫ…

ଲଘୁଚାପ ପ୍ରଭାବରେ ଭୀଷଣ ବର୍ଷା ଆଶଙ୍କା, ୬ ଜିଲ୍ଲାକୁ ରେଡ୍ ଆଲର୍ଟ

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ଭୀଷଣ ବର୍ଷା ଆଶଙ୍କା ସୃଷ୍ଟି ହୋଇଛି। ଆସନ୍ତା ଦୁଇ ଦିନ ମଧ୍ୟରେ ଏହି ଲଘୁଚାପ ଆହୁରି ଘନୀଭୂତ ହେବାର ସମ୍ଭାବନା ଥିବା ବେଳେ, ଜୁଲାଇ ୩୧ ତାରିଖ…

ପଶ୍ଚିମ ଓଡିଶାର ଶ୍ରୀକ୍ଷେତ୍ର,ଭଟଲି

ପଶ୍ଚିମ ଓଡିଶାର ଶ୍ରୀକ୍ଷେତ୍ର,ଭଟଲି ================== ପୁରୁଷୋତ୍ତମ କ୍ଷେତ୍ର ପୁରୀ ଭଳି ପଶ୍ଚିମ ଓଡିଶାର ଶ୍ରୀକ୍ଷେତ୍ର ଭାବରେ ଖ୍ୟାତି ଲାଭ କରିଛି ବରଗଡ ଜିଲ୍ଲାର ଭଟଲି ସ୍ଥିତ ଶ୍ରୀଦଧିବାମନଜୀଉ ମନ୍ଦିର l ଶ୍ରୀଦଧିବାମନଜୀଉଙ୍କ ମନ୍ଦିରରେ ଖାଲି ଭଗବାନ ପୂଜାହୁଅନ୍ତି ନାହିଁ,ଏଠାରେ…

ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦାର ରଥଯାତ୍ରା

ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦାର ରଥଯାତ୍ରା =============== ବାରିପଦା, ଭଞ୍ଜଭୂମି ମୟୁରଭଞ୍ଜର ରାଜଧାନୀ l ଏହା ଏବେକା ମୟୁରଭଞ୍ଜ ଜିଲ୍ଲାର ମୁଖ୍ୟାଳୟ l ମୟୁରଭଞ୍ଜ ଅତୀତରେ ଦେଶୀୟ ରାଜ୍ୟମାନଙ୍କ ମଧ୍ୟରେ ଥିଲା ଏକ ଅଗ୍ରଣୀ ରାଜ୍ୟ l ସର୍ବଦା ଏହା ପ୍ରଜାନୁରଞ୍ଜକ ରାଜାମାନଙ୍କ ଦ୍ୱାରା…

ରଥଯାତ୍ରା ଅଘଟଣ

ରଥଯାତ୍ରା ଅଘଟଣ ------------------------ ସାମାନ୍ୟ ବଚସାରୁ ଛୁରା ମାଡ, ଯୁବକ ଗୁରୁତର ଆର,ଉଦୟଗିରି(ମନୋଜ ପାଢ଼ୀ) ଆର,ଉଦୟଗିରି ଗ୍ରାମରେ ବାହୁଡା ଯାତ୍ରାରେ ଘଟିଥିଲା ଅଘଟଣ । ଗଜପତି ଜିଲ୍ଲା ଆର,ଉଦୟଗିରି ଗ୍ରାମର ବାହୁଡା ଯାତ୍ରାର ବିଳମ୍ବିତ ରାତିରେ ଛୁରାମାଡରେ ଯୁବକ ଗୁରୁତର…

ଧାନ ବିଲରେ ପଶିଲା କାର :୩୨୬ ନମ୍ବର ଜାତୀୟ ରାଜପଥରେ…

ମୋହନା,୨୫।୭(ମନୋଜ ପାଢ଼ୀ): ଦୁଇ ଦିନର ଛୁଟି କାଟି ରାୟଗଡ଼ା ଜିଲାର ପଦ୍ମପୁରରୁ ଏକ କାର୍‌ (ଓଡି–୦୭–ଏଏଫ୍–୭୯୯୬) ଯୋଗେ ବ୍ରହ୍ମପୁର ଫେରୁଥିବା ବେଳେ ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ପଦା ଗ୍ରାମ ନିକଟ ୩୨୬ ନମ୍ବର ଜାତୀୟ ରାଜପଥରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଡ୍ରାଇଭର ସମେତ ଦୁଇ…

ସେଞ୍ଚୁରିଅନ୍ ବିଶ୍ୱବିଦ୍ୟାଳୟ, ପାରଳାଖେମୁଣ୍ଡି ରେ ଦୁଇଦିନିଆ ଜାତୀୟ ସମ୍ମିଳନୀ କାର୍ଯ୍ୟକ୍ରମ ଉଦଘାଟିତ ।

ଗଜପତି,୨୫.୭(ମନୋଜ ପାଢ଼ୀ)-:ସେଞ୍ଚୁରିଅନ୍ ବିଶ୍ୱବିଦ୍ୟାଳୟ, ପାରଳାଖେମୁଣ୍ଡି ପରିସରରେ “ବିକଶିତ ଭାରତ–୨୦୪୭ ଲକ୍ଷ୍ୟରେ ଜଳବାୟୁ-ଅନୁକୂଳ କୃଷି ଉଦ୍ଭାବନ” ଶୀର୍ଷକ ୯ମ ଜାତୀୟ ସମ୍ମିଳନୀ (NYC-CSISA 2026)ର ଉଦଘାଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଅଲ୍ ଇଣ୍ଡିଆ ଆଗ୍ରିକଲଚରାଲ୍…

ପାରଳାଖେମୁଣ୍ଡି ରଥଯାତ୍ରା ପାଳନ ଉପଲକ୍ଷେ ଦ୍ଵିତୀୟ ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ।

ଗଜପତି, ୨୫.୭( ମନୋଜ ପାଢ଼ୀ ) ଗଜପତି ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସଂସ୍କୃତି ପରିଷଦର ମିଳିତ ଆନୁକୁଲ୍ୟରେ ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣ ଦେବସ୍ନାନ ମଣ୍ଡପ ଠାରେ ସ୍ଥାନୀୟ କଳାକାର ମାନଙ୍କ ଦ୍ବାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ…

ନିଟ୍ ପ୍ରଶ୍ନପତ୍ର ଲିକ୍ ଘଟଣା କେନ୍ଦ୍ର କରି ମାନସିକ ଚାପରେ ପଡ଼ି ଆତ୍ମହତ୍ୟା କରିଥିବା ଛାତ୍ରଛାତ୍ରୀଙ୍କ ପ୍ରତି…

ରାୟଗଡ଼ା ( ଭି ଗୌରୀଶଙ୍କର ରାଓ ) : ଅଖିଳ ଭାରତୀୟ କଂଗ୍ରେସ କମିଟିର ସଭାପତି ଶ୍ରୀଯୁକ୍ତ ମଲ୍ଲିକାର୍ଜୁନ ଖଡ଼ଗେଙ୍କ ନିର୍ଦ୍ଦେଶକ୍ରମେ ନିଟ୍ (NEET) ପରୀକ୍ଷାରେ ବାରମ୍ବାର ପ୍ରଶ୍ନପତ୍ର ଲିକ୍ ଘଟଣାକୁ ନେଇ ଦେଶବ୍ୟାପୀ ପ୍ରତିବାଦ କରାଯାଉଛି। ଏହି ଘଟଣା ଲକ୍ଷ ଲକ୍ଷ ଛାତ୍ରଛାତ୍ରୀଙ୍କ…