Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଓଡ଼ିଆ ଭାଷା, ସାହିତ୍ୟ ଓ ସୄଜନୀ ଉତ୍ସବ ଅନୁଷ୍ଠିତ
ଓଡ଼ଗାଁ,୦୪/୦୨(ନି.ପ୍ର):ଆଜି ମଣ୍ଡଳ ଶିକ୍ଷା କାର୍ଯ୍ୟାଳୟ ତରଫରୁ ଓଡ଼ଗାଁସ୍ଥିତ ସରକାରୀ ମଧ୍ୟ ଇଂରାଜୀ ବିଦ୍ୟାଳୟ ପରିସରରେ ଓଡ଼ିଆ ଭାଷା, ସାହିତ୍ୟ ଓ ସୄଜନୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।ଓଡ଼ଗାଁ ମଣ୍ଡଳର ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ନିଜ ନିଜ କ୍ଲଷ୍ଟରରୁ ମନୋନୀତ ହୋଇ ଉକ୍ତ…
ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ-୨୦୨୪ ଉଦଘାଟିତ: ସମ୍ବର୍ଦ୍ଧିତ ହେଲେ ବାଣପୁର ମଣ୍ଡଳର ସମସ୍ତ କବି ଓ ଲେଖକ
ବାଣପୁର : ଭାରତବର୍ଷର ପ୍ରଥମ ଭାଷାଭିତ୍ତିକ ରାଜ୍ୟ ଆମ ଓଡ଼ିଶା ର ଶାସ୍ତ୍ରୀୟ ମାନ୍ୟତା ଲାଭ କରିଥିବା ପ୍ରାଚୀନ ଭାଷା ମଧ୍ୟରୁ ଅନ୍ୟତମ। ଆମ ପ୍ରିୟ ମାତୃଭାଷା ଓଡ଼ିଆ ଭାଷାର “ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ-୨୦୨୪ ” ଆଜି ଓଡ଼ିଶାର ରାଜଧାନୀ ଭୁବନେଶ୍ୱରର ଅକ୍ଷର ଧାମଠାରେ ମୁଖ୍ୟମନ୍ତ୍ରୀ…
ଶ୍ରୀକ୍ଷେତ୍ର ସହ ସୋନପୁରକୁ ଯୋଡ଼ିଲା ରେଳ
ଭୁବନେଶ୍ବର: ଦେଶ ସ୍ବାଧୀନତା ପ୍ରାପ୍ତିକୁ ୭୬ ବର୍ଷ ଅତିକ୍ରମ କରିଛି। ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ, ସୂଚନା ଓ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ଭାରତ ଅଗ୍ରଣୀ ଲାଭ କରିଛି। କିନ୍ତୁ କ୍ଷୋଭର ବିଷୟ ଯେ, ଭାରତ ସରକାର ‘ଆମ ସଂକଳ୍ପ ବିକଶିତ ଭାରତ’ ଲକ୍ଷ୍ୟ ନେଇ କାମ କରୁଥିବା ବେଳେ ଦେଶରେ…
ସୁବର୍ଣ୍ଣପୁର ରେ ସାଧାରଣ ନିର୍ବାଚନକୁ ବ୍ୟବସ୍ଥିତ ତଥା ଅବାଧ, ନିରପେକ୍ଷ, ଶାନ୍ତି ଶୃଙ୍ଖଳା ର ସୁପରିଚାଳନା ପାଇଁ…
ସୁବର୍ଣ୍ଣପୁର-ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀମତୀ ଅନ୍ୟା ଦାଶ ଙ୍କ ଅଧ୍ୟକ୍ଷତାରେ ଆଜି ଆସନ୍ତା ସାଧାରଣ ନିର୍ବାଚନର ବ୍ୟବସ୍ଥିତ ତଥା ଅବାଧ, ନିରପେକ୍ଷ, ଶାନ୍ତି ଶୃଙ୍ଖଳା ର ସୁପରିଚାଳନା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଆୟୋଜିତ ଏହି ବୈଠକରେ…
ଇସ୍ତଫା ଦେଲେ ପଞ୍ଜାବ ରାଜ୍ୟପାଳ ବନୱାରୀ ଲାଲ ପୁରୋହିତ
ଡେସ୍କ: ପଞ୍ଜାବ ରାଜ୍ୟପାଳ ତଥା କେନ୍ଦ୍ରଶାସିତ ଅଞ୍ଚଳ ଚଣ୍ଡିଗଡ଼ର ପ୍ରଶାସକ ବନୱାରୀ ଲାଲ ପୁରୋହିତ ଉଭୟ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ନିକଟକୁ ତାଙ୍କ ଇସ୍ତଫା ପତ୍ର ପଠାଇଛନ୍ତି ଏବଂ ଇସ୍ତଫା ଗ୍ରହଣ କରିବାକୁ ଅନୁରୋଧ କରିଛନ୍ତି। ବ୍ୟକ୍ତିଗତ କାରଣରୁ ସେ…
ଓଡ଼ିଶାର ବିକାଶ ପାଇଁ ବାଧକ ହେବନି ଅର୍ଥ – ପ୍ରଧାନମନ୍ତ୍ରୀ
ଡେସ୍କ: ଦିନିକିଆ ଓଡିଶା ଗସ୍ତରେ ଆସି ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି, ଓଡ଼ିଶାର ବିକାଶରେ କେବେବି ଅର୍ଥ ବାଧକ ହେବ ନାହିଁ। ପ୍ରଧାନମନ୍ତ୍ରୀ ଆଜି ସମ୍ବଲପୁରରେ ୬୮ ହଜାର କୋଟି ଟଙ୍କାରୁ ଅଧିକ ମୂଲ୍ୟର ପ୍ରକଳ୍ପର ଉଦଘାଟନ କରିଛନ୍ତି। ଶ୍ରୀ ମୋଦୀ ଅନେକ ଶକ୍ତି, ସଡକ ଏବଂ ରେଳ…
ଡୁଙ୍ଗୁରିପାଲି ରେ ମୁଖ୍ୟମନ୍ତ୍ରୀ ଙ୍କ ଦ୍ଵାରା ଡାୟାଲିସିସ୍ କେନ୍ଦ୍ର ଉଦଘାଟିତ: ଜିଲ୍ଲାର ଗରିବ କିଡ଼ନୀ ରୋଗୀ ଉପକୃତ…
ସୁବର୍ଣ୍ଣପୁର- ସମଗ୍ର ରାଜ୍ୟରେ ବିଭିନ୍ନ ବର୍ଗର କିଡ଼ନୀ ରୋଗୀ ମାନଙ୍କୁ ମାଗଣାରେ ଡାୟାଲିସିସ୍ ସୁବିଧା ଯୋଗାଇ ଦେବାପାଇଁ ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଆଭାସୀ ମାଧ୍ୟମରେ 16 ଟି ବିଭିନ୍ନ ଉପ ଜିଲ୍ଲା ଚିକିତ୍ସାଳୟ ମାନଙ୍କରେ ନୂତନ ଡାୟାଲିସିସ୍ ସେଣ୍ଟର…
ସୁବର୍ଣ୍ଣପୁର ରେ ସାଧାରଣ ନିର୍ବାଚନକୁ ବ୍ୟବସ୍ଥିତ ତଥା ଅବାଧ, ନିରପେକ୍ଷ, ଶାନ୍ତି ଶୃଙ୍ଖଳା ର ସୁପରିଚାଳନା ପାଇଁ…
ସୁବର୍ଣ୍ଣପୁର-ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀମତୀ ଅନ୍ୟା ଦାଶ ଙ୍କ ଅଧ୍ୟକ୍ଷତାରେ ଆଜି ଆସନ୍ତା ସାଧାରଣ ନିର୍ବାଚନର ବ୍ୟବସ୍ଥିତ ତଥା ଅବାଧ, ନିରପେକ୍ଷ, ଶାନ୍ତି ଶୃଙ୍ଖଳା ର ସୁପରିଚାଳନା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଆୟୋଜିତ ଏହି ବୈଠକରେ…
ସୁବର୍ଣ୍ଣପୁର ଜିଲ୍ଲାରୁ ଜଗନ୍ନାଥ ଙ୍କ ସେବା ଉଦ୍ଦେଶ୍ୟ ରେ ପଠାଗଲା ଭକ୍ତଙ୍କ ଠାରୁ ସଂଗୃହିତ ଅର୍ପଣୀ ା
ସୁବର୍ଣ୍ଣପୁର-ପୁରୀ ଶ୍ରୀମନ୍ଦିରର ପବିତ୍ର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଅବସରରେ ଜିଲ୍ଲାର ପ୍ରତି ଗ୍ରାମ ରେ ଜଗତରନାଥ ଶ୍ରୀ ଜଗନ୍ନାଥ ଙ୍କ ନିମନ୍ତେ ଉତ୍କଳୀୟ ସଂସ୍କୃତି ଓ ପରମ୍ପରାର ଭକ୍ତି ଭାବ କୁନେଇ ଅର୍ପଣ ରଥ ପହଞ୍ଚିଥିଲା l ଜିଲ୍ଲାର ସମସ୍ତ ଗ୍ରାମରେ ଜନସାଧାରଣ ଭାବ ଭକ୍ତି ର ସହ ରଥ…
ବ୍ଳକ ସ୍ତରୀୟ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ-୨୦୨୪
ଆଜି ବ୍ଳକ ସମ୍ମିଳନୀ କକ୍ଷରେ ଓଡ଼ଗାଁ ବ୍ଳକ ରୁ ଆସିଥିବା ୬୪ ଜଣ କବି, କବୟିତ୍ରୀ, ଗାଳ୍ପିକ, ସାହିତ୍ୟିକ ଓ ଭାଷାବିତ୍ ମାନଙ୍କୁ ନେଇ ଏକ ସଭାକାର୍ଯ୍ୟ ଅନୁଷ୍ଠିତ ହୋଇଯାଇଛି।ଗ୍ରାମ ପଞ୍ଚାୟତ ସଂପ୍ରସାରଣ ଅଧିକାରୀ ସୁରେନ୍ଦ୍ର ନାଥ ମିଶ୍ର ଙ୍କ ସଭାପତିତ୍ୱରେ ସଭାକାର୍ଯ୍ୟ ଆରମ୍ଭ…