Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ବଞ୍ଚିଥିବା ଲୋକ ଆଧାର କାର୍ଡରେ ମୃତ l
ରା -ଉଦୟଗିରିତାରିଖ -21/07/2026(ମନୋଜ ପାଢ଼ୀ)ଆଙ୍କର : ଜଣେ ବ୍ୟକ୍ତି ଜୀବିତ ଅଛନ୍ତି, ପ୍ରତିଦିନ କୁଳିମଜୁରି କରି ପରିବାର ଚଳାଉଛନ୍ତି। କିନ୍ତୁ ସରକାରୀ ରେକର୍ଡରେ ସେ ମୃତ। ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ଘଟଣାଟି ସମ୍ପୂର୍ଣ୍ଣ ସତ୍ୟ। ଏପରି ଏକ ଅଭାବନୀୟ ଘଟଣା ଗଜପତି ଜିଲ୍ଲା…
ମୋହନା ସମାଜ କୋଠଘର ଠାରେ ନୂତନ କର୍ମକର୍ତ୍ତା ଚୟନ ଓ ସପଥପାଠ ।
ମୋହନା,୨୧.୭(ମନୋଜ ପାଢ଼ୀ)-:ମୋହନା, ଅଡବା ଗ୍ରାମ୍ୟପରିଷଦର ରବିବାର ରାତ୍ର9:00 ସମୟରେ ମୋହନାକୋଠଘରଠାରେ ଏକ ବୈଠକଟି ହୋଇଥିଲା ଏଥିରେ କ୍ରନ୍ଦର ସଭାପତି ଶ୍ରୀଯୁକ୍ତ ଦଣ୍ଡାସି ସାହୁ, ଲକ୍ଷ୍ମୀଣ ସାହୁ, ତଳପୁର ସଦ୍ଭାପତି ଶ୍ରୀକଙ୍ଗ୍ରେସ ସାହୁ, ଆଞ୍ଚଳିକର ସଭାପତି ଉପଷ୍ଠିତ ହୋଇଥିଲେ।
ମୁ…
ଗଜପତିର ଐତିହ୍ୟ ଓ ଆଦିବାସୀ ସଂସ୍କୃତି ଅବହେଳିତ ।
ଗଜପତି(ମନୋଜ ପାଢ଼ୀ): ପ୍ରାକୃତିକ ସୌନ୍ଦର୍ଯ୍ୟ, ପାହାଡ଼-ଜଙ୍ଗଲ, ଝରଣା ଓ ସମୃଦ୍ଧ ଆଦିବାସୀ ପରମ୍ପରା ପାଇଁ ପରିଚିତ ଗଜପତିଜିଲ୍ଲା ଆଜି ନିଜର ଅମୂଲ୍ୟ ଐତିହ୍ୟ ଓ ଲୋକସଂସ୍କୃତିର ସଂରକ୍ଷଣ କ୍ଷେତ୍ରରେ ଅବହେଳାର ଶିକାର ହେଉଥିବା ଅଭିଯୋଗ ଉଠୁଛି।
ଜିଲ୍ଲାରେ ଲାଞ୍ଜିଆ ସଉରା, ଶବର, ଶୁଦ୍ଧ…
ଚୁଡୁଙ୍ଗପୂର ଆୟୋଜିତ ଜନ ଅଭିଯୋଗ ଶୁଣାଣୀରେ ଲୋକଙ୍କ ଗୁହାରି ଶୁଣିଲେ ବିଧାୟକ। 105 ବର୍ଷ ବୃଦ୍ଧା ଙ୍କୁ ମାତ୍ର ଏକ ହଜାର…
ଗଜପତି (ମନୋଜ ପାଢ଼ୀ): ଗଜପତି ଜିଲ୍ଲା କାଶୀନଗର ବ୍ଲକ ହାଦଭାଙ୍ଗି ପଞ୍ଚାୟତର ବିଭିନ୍ନ ଗ୍ରାମକୁ ନେଇ ଅନୁଷ୍ଠିତ ହୋଇଯାଇଛି ଏକ ବଡ଼ ଧାରଣର ଜନ ଅଭିଯୋଗ ଶୁଣାଣୀ। କାର୍ଯ୍ୟକ୍ରମରେ ସ୍ଥାନୀୟ ବିଧାୟକ ଇଂ ରୁପେଶ ପାଣିଗ୍ରାହୀ ଯୋଗ ଦେଇ ଲୋକଙ୍କ ସମସ୍ୟା ଶୁଣିଛନ୍ତି। ପର୍ଯ୍ୟାୟ କ୍ରମେ ପ୍ରଥମେ…
ଗଞ୍ଜାମ ଗସ୍ତରେ ଆସିବେ ରାଷ୍ଟ୍ରପତି
ବ୍ରହ୍ମପୁର :ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୪ ଓ ୫ ତାରିଖ ରେ ଗଞ୍ଜାମ ଗସ୍ତରେ ଆସିବା କାର୍ଯକ୍ରମ ରହିଛି। କାର୍ଯ୍ୟକ୍ରମ ସମ୍ପର୍କରେ ସବିଶେଷ ସୂଚନା ମିଳିନଥିଲେ ମଧ୍ୟ ୪ ତାରିଖ ରେ ଗଞ୍ଜାମର ତପ୍ତପାଣି ଠାରେ ଆଦିବାସୀ ଶବର ସମାଜ ର ସମ୍ମିଳନୀରେ ରାଷ୍ଟ୍ରପତି ଯୋଗଦେବା…
ଆୟୁଷ୍ମାନ କାର୍ଡରେ ମିଳିବ କ୍ୟାନସର ଚିକିତ୍ସା
ଭୁବନେଶ୍ୱର : ଆୟୁଷ୍ମାନ କାର୍ଡରେ ମିଳିବ କର୍କଟ ରୋଗ ଚିକିତ୍ସା। ଏଣିକି ଆୟୁଷ୍ମାନ ଭାରତ କାର୍ଡରେ ମିଳିବ କ୍ୟାନସର୍ ଚିକିତ୍ସା ସୁବିଧା। ଏନେଇ ଶନିବାର ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ବଜେଟରେ ମୁଖ୍ୟମନ୍ତ୍ରୀ କ୍ୟାନସର ଆରୋଗ୍ୟ ଯୋଜନା ସାମିଲ ହୋଇଛି। ୧୨୧ଟି…
ମମତାଙ୍କ ଟିଏମସି ବ୍ୟାଙ୍କ ଆକାଉଣ୍ଟ ଫ୍ରିଜ୍, ଅଭିଷେକ ବାନାର୍ଜୀଙ୍କ କାର୍ଯ୍ୟାଳୟରେ ବୁଲିଲା ବୁଲଡୋଜର
କଲକାତା : ପଶ୍ଚିମବଙ୍ଗର ପ୍ରମୁଖ ରାଜନୈତିକ ଦଳ ତୃଣମୂଳ କଂଗ୍ରେସ (ଟିଏମସି) ବର୍ତ୍ତମାନ ଆଇନଗତ ଏବଂ ପ୍ରଶାସନିକ ସଙ୍କଟରେ ଫସି ରହିଛି। ଦଳର ଶୀର୍ଷ ନେତା ଏବଂ ସାଂସଦ ଅଭିଷେକ ବାନାର୍ଜୀଙ୍କ କାର୍ଯ୍ୟାଳୟ ଉପରେ ବୁଲଡୋଜର ଚଢାଯାଇଥିବା ସହ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା, ପ୍ରବର୍ତ୍ତନ…
‘ଇଗ୍ନୋ’ର ନାମଲେଖା ୩୧କୁ ବୃଦ୍ଧି
ଭୁବନେଶ୍ବର : ଇନ୍ଦିରା ଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ବବିଦ୍ୟାଳୟ (ଇଗ୍ନୋ)ରେ ଜୁଲାଇ- ୨୦୨୬ ଶିକ୍ଷାବର୍ଷ ପାଇଁ ନୂତନ ନାମଲେଖା ଏବଂ ପୁନଃ ପଞ୍ଜୀକରଣ ଅବଧି ବୃଦ୍ଧି କରାଯାଇଛି। ବିଭିନ୍ନ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଆଗ୍ରହୀ ବ୍ୟକ୍ତି ବିଶେଷ ଆସନ୍ତା ୩୧ ମଧ୍ୟରେ ନାମଲେଖାର ସୁଯୋଗ…
ସ୍ୱତନ୍ତ୍ର ଉନ୍ନୟନ ପରିଷଦର ନବନିଯୁକ୍ତ ଅଧ୍ୟକ୍ଷ ଓ ଉପାଧ୍ୟକ୍ଷଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା
ଭୁବନେଶ୍ୱର: ଆମ ସରକାର ଆସିବା ପରେ ସମାଜର ସବୁ ବର୍ଗର ଉନ୍ନତି ପାଇଁ ପଦକ୍ଷେପ ନେବା ସହିତ ଆଦିବାସୀମାନଙ୍କ ବିକାଶ ପାଇଁ ସ୍ୱତନ୍ତ୍ର ଭାବେ ପଦକ୍ଷେପ ନିଆଯାଇଛି। ଆମ ପାଇଁ ରାଜନୀତି କ୍ଷମତା ଭୋଗ କରିବାର ମାଧ୍ୟମ ନୁହେଁ, ବରଂ ଅନ୍ତିମ ଧାଡିରେ ଥିବା ଗରିବ ଲୋକର ସେବା କରିବାର ମାଧ୍ୟମ,…
ଟାଇମ୍ପାସ୍ ପୁସ୍ତକପର୍ବ ଅବସରରେ ଲୋକାର୍ପିତ ହେଲା ଡକ୍ଟର ବିବୁଧରଞ୍ଜନଙ୍କ ୧୨ଖଣ୍ଡ ଗ୍ରନ୍ଥାବଳୀ
ବାଲେଶ୍ଵର ,୧୮/୭(କୃଷ୍ଣ କୁମାର ମହାନ୍ତି): ଟାଇମପାସ ପ୍ରକାଶନ ପକ୍ଷରୁ ଭୁବନେଶ୍ୱର ବୁଦ୍ଧମନ୍ଦିର ସଭାଗୃହରେ ଆୟୋଜିତ ଏକ ସ୍ୱତନ୍ତ୍ର ପୁସ୍ତକପର୍ବରେ ଲୋକାର୍ପିତ ହୋଇଯାଇଛି ବିଶିଷ୍ଟ ଲେଖକ ଡକ୍ଟର ବିବୁଧରଞ୍ଜନଙ୍କ ୫୬ଟି ପୁସ୍ତକକୁ ନେଇ ୧୨ଖଣ୍ଡ ଗ୍ରନ୍ଥାବଳୀ!
ମୁଖ୍ୟ ଅତିଥି ଭାବେ ଯୋଗଦେଇ…