Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
କୋରାପୁଟରେ ପିତୃମାତୃହୀନ ଓ ଏକକ ଅଭିଭାବକ ଶିଶୁଙ୍କ ପାଇଁ ବିଶେଷ କ୍ୟାମ୍ପ
କୋରାପୁଟ(ବିପିନ କୁମାର ହିଆଲ): ପିତୃମାତୃହୀନ ଏବଂ ଏକ ଅଭିଭାବକ ଶିଶୁଙ୍କୁ ଉପଯୁକ୍ତ ଥଇଥାନ ଓ ସାମାଜିକ ସୁରକ୍ଷା ଯୋଗାଇଦେବା ନିମନ୍ତେ କୋରାପୁଟ ଜିଲ୍ଲା ପ୍ରଶାସନ ପକ୍ଷରୁ ଶୁକ୍ରବାର ଲକ୍ଷ୍ମୀପୁର ବ୍ଲକର ମିଶନଶକ୍ତି ଗୃହ ପରିସରରେ ଏକ ସ୍ୱତନ୍ତ୍ର କ୍ୟାମ୍ପ ଅନୁଷ୍ଠିତ ହୋଇଥିଲା। ଏହି…
ପ୍ରଧାନମନ୍ତ୍ରୀ ଫସଲ ବିମା ଯୋଜନାର ସଚେତନତା ରଥକୁ ଶୁଭାରମ୍ଭ କଲେ ଗଜପତି ଜିଲ୍ଲାପାଳ ।
ଗଜପତି (ମନୋଜ ପାଢ଼ୀ) –: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାର ସଚେତନତା ରଥକୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କଲେ ଗଜପତି ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ । ଏହି ସଚେତନତା ରଥ ବିଭିନ୍ନ ବ୍ଲକ ଓ…
ବୃଷଭ ଗ୍ରାମ ପଞ୍ଚାୟତରେ ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ।
ଗଜପତି,(ମନୋଜ ପାଢ଼ୀ)-:ଗଜପତି ଜିଲ୍ଲା ଆଇନ ସେବା ପ୍ରାଧିକରଣ (ଡିଏଲଏସଏ) ପକ୍ଷରୁ ଆଜି ବୃଷଭ ସ୍ଥିତ ଗ୍ରାମ-ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।
ଏହି କାର୍ଯ୍ୟକ୍ରମ ଜିଲ୍ଲା ଦୌରାଜଜ୍ ତଥା ଜିଲ୍ଲା ଆଇନସେବା ପ୍ରାଧିକରଣର ଅଧ୍ୟକ୍ଷ ଶ୍ରୀ…
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍, ପକ୍ଷରୁ ଜିରାଙ୍ଗ ପଞ୍ଚାୟତ ଠାରେ ଶିଶୁ ଚାଲାଣ ବିରୁଦ୍ଧରେ ଏବଂ ଶିଶୁ ସହାୟତା…
ଗଜପତି ,୧୮/୭(ମନୋଜ ପାଢ଼ୀ)-: ଗଜପତି ଜିଲ୍ଲା ରାୟଗଡା ବ୍ଲକ ଅନ୍ତର୍ଗତ ଜିର।ଙ୍ଗ ସ୍ଥିତ ପଞ୍ଚାୟତ କାର୍ଯ୍ୟାଳୟର ରାଜୀବ ଗାନ୍ଧୀ ସେବା କେନ୍ଦ୍ର ଠାରେ ଗଜପତି ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍ ତରଫରୁ ଶିଶୁ ଚ।ଲାଣ ବିରୁଦ୍ଧରେ ଜନସଚେତନତା କାର୍ଯକ୍ରମ କରାଇବା ଆମର ଶିଶୁ ସହାୟତା ହେଲ୍ପଲାଇନ…
ଲୋକ ଙ୍କ ଗୁହାରି ଶୁଣିବା ସହ , ନିଆରା ଢଙ୍ଗରେ ଜନ୍ମଦିନ ପାଳନ କଲେ ବିଧାୟକ।
ଗଜପତି,୧୮.୭ (ମନୋଜ ପାଢ଼ୀ):ଗଜପତି ଜିଲ୍ଲା ଗୋଷାଣୀ ବ୍ଲକ ଅନ୍ତର୍ଗତ ଆଡାଗାଁ ନିକଟ ରେ ଥିବା ହନୁମାନ ମନ୍ଦିର ପ୍ରାଙ୍ଗଣ ରେ ବିଧାୟକ ରୁପେସ ପାଣିଗ୍ରାହୀ ଙ୍କ ଜନ୍ମଦିନ ବହୁ ଧୂମଧାମ ରେ ପାଳନ କରାଯାଇଛି, ପ୍ରଥମେ ଗୋଷାଣୀ ବ୍ଲକ ଅଧକ୍ଷ ଏନ ବିରରାଜୁ ସମେତ ଶତାଧିକ ପ୍ରଶଂସକ ବିଧାୟକ ଙ୍କୁ…
ମଧ୍ୟସ୍ଥିକୁ ମାଡ଼ମାରି ଲହୁଲୁହାଣ କରିବା ଘଟଣା ଦୁଇ ବର୍ଷ ନଜର ବନ୍ଦୀ ରହିବେ ଅଭିଯୁକ୍ତଦ୍ବୟ।
ଗଜପତି,୧୮.୭ (ମନୋଜ ପାଢ଼ୀ) :ପାରଳାଖେମୁଣ୍ଡି ରେଳ ଷ୍ଟେସନ ନିକଟସ୍ଥ ବଟବୃକ୍ଷ ନିକଟରେ ଗାଡି ବନ୍ଧା ପକାଇବା ତଥା ପଇସା ଦେଣ ନେଣକୁ ନେଇ ଦୁଇ ପକ୍ଷ ମଧ୍ୟରେ ଯୁକ୍ତିତର୍କ ଚାଲୁଥିବାବେଳେ ମଧ୍ୟସ୍ଥି କରି ଏତଲାକାରି ମାଡ଼ ଖାଇବା ତଥା ଲହୁଲୁହାଣ ହେବା ଭଳି ଏକ ସମ୍ବେଦନଶୀଳ ମାମଲାର ଶୁଣାଣି କରି…
ବିଜେପିରେ ସାମିଲ ହେଲେ ବହୁ ବିଜେଡି ଓ କଂଗ୍ରେସ ନେତା
ଭୁବନେଶ୍ୱର: ଭୁବନେଶ୍ବରସ୍ଥିତ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଆଜି ବିଜେପି ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ନୂଆପଡ଼ା ଜିଲ୍ଲା ଖଡ଼ିଆଳର ଏନଏସି ଅଧ୍ୟକ୍ଷ ଉଜ୍ବଳ ଗୁପ୍ତାଙ୍କ ସମେତ ୯ ଜଣ କାଉନସିଲର, କଳାହାଣ୍ଡି ଜିଲ୍ଲା ଗୁଣପୁରର ମ୍ୟୁନିସିପଲିଟି ଅଧ୍ୟକ୍ଷ ମମତା ଗୌଡ଼ ଏବଂ ଉପାଧ୍ୟକ୍ଷ ଶିବ…
ରଥଯାତ୍ରାରେ ଓମ୍ଫେଡ୍ ର ସିଏସ୍ଆର କାର୍ଯ୍ୟକ୍ରମ: ୨୫ ହାଜର ଶ୍ରଦ୍ଧାଳୁଙ୍କୁ ବାଣ୍ଟିଲା ମ୍ୟାଙ୍ଗୋ ଜୁସ୍
ଭୁବନେଶ୍ୱର: ରଥଯାତ୍ରା ଉପଲକ୍ଷେ ଓମ୍ଫେଡ୍ ପକ୍ଷରୁ ବ୍ୟାପକ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। କର୍ପୋରେଟ୍ ସାମାଜିକ ଦାୟିତ୍ୱବୋଧ (CSR) କାର୍ଯ୍ୟକ୍ରମ ଜରିଆରେ ପୁରୀ ବଡଦାଣ୍ଡରେ ଶ୍ରଦ୍ଧାଳୁମାନଙ୍କୁ ମାଗଣାରେ ୨୫ ହଜାର ମ୍ୟାଙ୍ଗୋ ଜୁସ୍ ବଣ୍ଟନ କରାଯାଇଛି। ଲଗାଣ ବର୍ଷା ସତ୍ତ୍ୱେ…
ବିକଶିତ ଓଡ଼ିଶା ଗଠନ ପାଇଁ NEP ଅପରିହାର୍ଯ୍ୟ: ନିତ୍ୟାନନ୍ଦ ଗଣ୍ଡ
ନବରଙ୍ଗପୁର: ବିକଶିତ ଭାରତ ଓ ବିକଶିତ ଓଡ଼ିଶା ଗଠନ ପାଇଁ ଜାତୀୟ ଶିକ୍ଷା ନୀତି ଅନୁଯାୟୀ ଶିକ୍ଷା ବ୍ୟବସ୍ଥାରେ ପରିବର୍ତ୍ତନ ଅତ୍ୟନ୍ତ ଆବଶ୍ୟକ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଛନ୍ତି। ନବରଙ୍ଗପୁର ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ (ଡିଆଇଇଟି)ର…
ଇତିହାସ ରଚିଲା ଭାରତ: ଶ୍ରୀହରିକୋଟାରୁ ଉତକ୍ଷେପଣ କଳା ପ୍ରଥମ ଘରୋଇ ରକେଟ୍
ନୂଆଦିଲ୍ଲୀ: ମହାକାଶ ଯାତ୍ରା କ୍ଷେତ୍ରରେ ଭାରତ ଇତିହାସ ରଚିଛି। ହାଇଦ୍ରାବାଦସ୍ଥିତ ଘରୋଇ ମହାକାଶ କମ୍ପାନୀ ସ୍କାଏରୁଟ୍ ଏରୋସ୍ପେସର ବିକ୍ରମ-୧ ରକେଟ୍ ଏହାର ପ୍ରଥମ କକ୍ଷପଥ ମିଶନ ପାଇଁ ଉତକ୍ଷେପଣ କରିଛି। ଏହି ମିଶନ କେବଳ ସ୍କାଏରୁଟ୍ ପାଇଁ ନୁହେଁ ବରଂ ସମଗ୍ର ଦେଶ ପାଇଁ ଅତ୍ୟନ୍ତ…