Browsing Category

ଓଡିଶା

ମମତା ବାନାର୍ଜୀଙ୍କ ପାଇଁ ଝଟକା ପରେ ଝଟକା!: ମଦନ ମିତ୍ରଙ୍କ ପରେ ଏବେ ଇସ୍ତଫା ଦେଲେ କୋଏଲ ମଲିକ

ନୂଆଦିଲ୍ଲୀ: ପଶ୍ଚିମବଙ୍ଗରେ ୧୫ ବର୍ଷ କ୍ଷମତାରେ ରହିବା ପରେ ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଦଳ ତୃଣମୂଳ କଂଗ୍ରେସ (TMC) ଏକ ଗୁରୁତ୍ୱପୂର୍ଣ୍ଣ ସଙ୍କଟର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି। ଦଳ ଭିତରେ ଆଭ୍ୟନ୍ତରୀଣ ଉତ୍ତେଜନା ଏବଂ ବିଭାଜନ ମଧ୍ୟରେ ଆଉ ଜଣେ ଟିଏମସି ରାଜ୍ୟସଭା…

ଓଡ଼ିଶାର ଆଇଆଇଏସ୍ ଅଧିକାରୀଙ୍କ ପାଇଁ କର୍ମଶାଳା

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ପିଆଇବି କାର୍ଯ୍ୟାଳୟରେ ଓଡ଼ିଶାରେ କାର୍ଯ୍ୟରତ ଭାରତୀୟ ସୂଚନା ସେବା (ଆଇଆଇଏସ) ଅଧିକାରୀମାନଙ୍କ ପାଇଁ ‘ଯୋଗାଯୋଗ କ୍ଷେତ୍ରରେ ପରିବର୍ତ୍ତନଶୀଳ ଧାରା’ ଶୀର୍ଷକ ଏକ କର୍ମଶାଳା ଆୟୋଜିତ ହୋଇଯାଇଛି। ଏହି କର୍ମଶାଳାରେ ବିକାଶମୁଖୀ ଯୋଗାଯୋଗ ଧାରା, ଡିଜିଟାଲ…

ଓଡ଼ିଶାର ବିକାଶ ପାଇଁ ପ୍ରଧାନମନ୍ତ୍ରୀ ଓ ରେଳ ମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କେନ୍ଦ୍ର ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି ବୈଠକରେ ଓଡ଼ିଶାର ୭୪ କିଲୋମିଟର ପାରାଦୀପ-ହରିଦାସପୁର ରେଳ ଲାଇନର ଦୋହରୀକରଣ ପ୍ରକଳ୍ପକୁ ମଞ୍ଜୁରୀ ମିଳିଥିବାରୁ କେନ୍ଦ୍ର ଶିକ୍ଷା…

ଶିକ୍ଷକ ନିଯୁକ୍ତିରେ ବିଳମ୍ବକୁ ନେଇ ସରକାରଙ୍କୁ ଘେରିଲା ସମନ୍ୱୟ ସମିତି

ଭୁବନେଶ୍ୱର: ରାଜ୍ୟରେ ନୂତନ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟ ଗୁଡ଼ିକରେ ବହୁମାତ୍ରାରେ ଶିକ୍ଷକ ଓ ଶିକ୍ଷା କର୍ମଚାରୀ ଅବସର ନେଇଯିବା ପରେ ଏବେ ବିଦ୍ୟାଳୟଗୁଡ଼ିକ ଅଳ୍ପ ସଂଖ୍ୟକ ଶିକ୍ଷକ ଅଧ୍ୟାପକ ବା କେତେକ ସ୍ଥାନରେ ଜଣେ ଦୁଇଜଣ ଶିକ୍ଷକ ଅଧ୍ୟାପକରେ ଶିକ୍ଷାଦାନ ଚାଲୁଅଛି।…

ଆତ୍ମନିର୍ଭର ଭାରତ ପାଇଁ ଜାତୀୟ ୟୁରିଆ ନିବେଶ ନୀତି ୨୦୨୬କୁ କ୍ୟାବିନେଟ୍‌ ମଞ୍ଜୁରି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍‌ କମିଟି ଆଜି ଆତ୍ମନିର୍ଭର ଭାରତ ପାଇଁ ଜାତୀୟ ୟୁରିଆ ନିବେଶ ନୀତି-୨୦୨୬ (ଏନଆଇପିୟୁ-୨୦୨୬)କୁ ଅନୁମୋଦନ କରିଛି। ସାର ବିଭାଗର ପ୍ରସ୍ତାବ କ୍ରମେ ଏହି ନୀତିକୁ ମଞ୍ଜୁର କରାଯାଇଛି।…

କୋଟି ଓଡିଆଙ୍କ ମଉଡମଣି କାଳିଆ ସାଆନ୍ତେଙ୍କ ପହଣ୍ଡି ଆରମ୍ଭ

ପୁରୀ : ଏପଟେ ବର୍ଷା। ତଥାପି ଭକ୍ତ ଅଟକି ନାହାଁନ୍ତି। ବଡଦାଣ୍ଡରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଛି। ବଡ ଠାକୁର, ଦେବୀ ସୁଭଦ୍ରା, ଚକ୍ରରାଜ ସୁଦର୍ଶନଙ୍କ ପରେ ଆରମ୍ଭ ହୋଇଛି କାଳିଆ ସାଆନ୍ତେଙ୍କ ପହଣ୍ଡି। ଝୁଲି ଝୁଲି ଧାଡି ପହଣ୍ଡିରେ ଆସୁଛନ୍ତି କୋଟି ଓଡିଆଙ୍କ ମଉଡମଣି। ଉତ୍ସାହିତ…

ରଥଯାତ୍ରା ପାଇଁ ଉତ୍ସବ ମୁଖର ଶ୍ରୀକ୍ଷେତ୍ର ପୁରୀ : ରତ୍ନସିଂହାସନ ଛାଡି ଭକ୍ତ ଗହଣରେ ମହାପ୍ରଭୁ।

ପୁରୀ : ବଡଦାଣ୍ଡ ଆଜି ଲୋକାରଣ୍ୟ। ନବଦିନାତ୍ମକ ଯାତ୍ରାରେ ଚତୁର୍ଦ୍ଧାମୂର୍ତ୍ତି। ଅପରାହ୍ଣ ୪ଟାରେ ହେବ ବହୁ ପ୍ରତୀକ୍ଷିତ ରଥଟଣା। ଏକାଠି ହେଉଛନ୍ତି ଭକ୍ତ, ଭଗବାନ। ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ସକାଳୁ ସକାଳୁ ଚାଲିଛି ସମସ୍ତ ନୀତିକାନ୍ତି। ସକାଳ ୯ଟାରୁ ସାଢେ ୧୨ଟା ମଧ୍ୟରେ ପହଣ୍ଡି…

ସିଏମଓରୁ ଫାଇଲ୍ ଗାଏବ ଘଟଣା: ଦୁଇ ଆଇଏଏସ୍‌ ଅଧିକାରୀଙ୍କୁ କମିଶନରେଟ୍ ପୋଲିସର ସମନ୍

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ (CMO)ରୁ ଦୁଇଟି କମିଶନ ତଦନ୍ତ ସମ୍ବନ୍ଧୀୟ ଫାଇଲ୍ ନିଖୋଜ ଘଟଣାର ତଦନ୍ତକୁ ନେଇ କମିଶନରେଟ୍ ପୋଲିସ ତତ୍ପରତା ବଢ଼ାଇଛି। ଏହି ଘଟଣାରେ ବରିଷ୍ଠ ଆଇଏଏସ୍‌ ଅଧିକାରୀ ରାଜେଶ ବର୍ମା ଓ ପୂର୍ବତନ ଆଇଟି ସଚିବ ମନୋଜ ମିଶ୍ରଙ୍କୁ ପୋଲିସ ସମନ୍ ଜାରି…

ଚିକିଟି – ଖେମୁଣ୍ଡି ହଳଦିଆ ତୈଳିକ ବୈଶ୍ୟ ସମାଜ ପକ୍ଷରୁ ନୂତନ କର୍ମକର୍ତ୍ତା ଚୟନ ପ୍ରକିୟାର ଦ୍ୱିତୀୟ ପର୍ଯ୍ୟାୟ

ମୋହନା,୧୫.୭(ମନୋଜ ପାଢ଼ୀ)-- ଚିକିଟି - ଖେମୁଣ୍ଡି ହଳଦିଆ ତୈଳିକ ବୈଶ୍ୟ ସମାଜ ପକ୍ଷରୁ ନୂତନ କର୍ମକର୍ତ୍ତା ଚୟନ ପ୍ରକିୟା ର ଦ୍ବିତୀୟ ପର୍ଯ୍ୟାୟ ୧୨.୦୭.୨୦୨୬ ରବିବାର ଦିନ ଅତି ଶୃଙ୍ଖଳିତ ଭାବେ ହୋଇସାରିଛି। ବିଗତ ଦିନରେ ହୋଇଥିବା ମହାସଭା କାର୍ଯ୍ୟକ୍ରମରେ କର୍ମକର୍ତ୍ତା, ଗ୍ରାମବାସୀ ଏବଂ…

ଉନ୍ନତ ପ୍ରଣାଳୀରେ ମକା ଚାଷ ପାଇଁ ଚାଷୀଙ୍କୁ ତାଲିମ ।

ଆର. ଉଦୟଗିରି ୧୫/୭(ମନୋଜ ପାଢ଼ୀ)-: ଗଜପତି ଜିଲ୍ଲାର ଆର. ଉଦୟଗିରି ବ୍ଲକ ସ୍ଥିତ କୃଷିସୂଚନା ଓ ପରାମର୍ଶ କେନ୍ଦ୍ର ଠାରେ କୃଷି ବିଭାଗ ତରଫରୁ ମୁଖ୍ୟ ମନ୍ତ୍ରୀ ମକା ମିଶନ ସହାୟତାରେ ମଦର ଟେରେସା ଚାରିଟାଵଲେ ଟ୍ରଷ୍ଟ (ଏମଟିସିଟି ) ଦ୍ୱାରା ଅଗ୍ରଣୀ ଚାଷୀଙ୍କ ଏକ ଦିନିକିଆ ତାଲିମ ଦାତାଙ୍କ…