Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଓଡ଼ିଶାର ଶିକ୍ଷା କ୍ଷେତ୍ରରେ ରାଜ୍ୟ କ୍ୟାବିନେଟ୍ର ନିଷ୍ପତ୍ତିକୁ କେନ୍ଦ୍ର ମନ୍ତ୍ରୀଙ୍କ ସ୍ଵାଗତ
ଭୁବନେଶ୍ୱର : ଓଡ଼ିଶାର ଶିକ୍ଷା କ୍ଷେତ୍ରରେ ସଂସ୍କାର ଆଣିବା ସହ ସାମାଜିକ ନ୍ୟାୟ ପ୍ରଦାନ ଦିଗରେ ରାଜ୍ୟ କ୍ୟାବିନେଟ୍ର ଐତିହାସିକ ନିଷ୍ପତ୍ତିକୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସ୍ୱାଗତ କରିଛନ୍ତି। ମେଡ଼ିକାଲ, ଇଞ୍ଜିନିୟରିଂ, କୃଷି, ଅନ୍ୟାନ୍ୟ ଉଚ୍ଚ ଶିକ୍ଷା ତଥା…
ଆସାମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ବାଚନ ପ୍ରଚାର
ଆସାମ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଆସାମରେ ନିର୍ବାଚନ ପ୍ରଚାର କରିଛନ୍ତି। ଶ୍ରୀ ମାଝୀ ଆସାମର ସୋନାରି ଓ ମାରିଆନି ବିଧାନସଭା ନିର୍ବାଚନ ମଣ୍ଡଳୀରେ ଭାରତୀୟ ଜନତା ପାର୍ଟି ପ୍ରାର୍ଥୀମାନଙ୍କ ପାଇଁ ନିର୍ବାଚନ ପ୍ରଚାର କରିଛନ୍ତି। ଏହି ଅବସରରେ ଶ୍ରୀ ମାଝୀ ଗଣମାଧ୍ୟମକୁ କହିଛନ୍ତି,…
ବୀରମିତ୍ରପୁର ନୂଆ ଗାଁର ୧୪୩ ନମ୍ବର ଜାତୀୟ ରାଜପଥରେ ଢାବା ଭିତରେ ପଶିଗଲା କାର୍, ଦୁଇ ଯୁବକଙ୍କ ମୃତ୍ୟୁ।
ରାଉରକେଲା : ଢାବା ଭିତରେ ପଶିଗଲା କାର୍, ଦୁଇ ଯୁବକଙ୍କ ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା ଘଟିଛି ବୀରମିତ୍ରପୁର ନୂଆ ଗାଁର ୧୪୩ ନମ୍ବର ଜାତୀୟ ରାଜପଥରେ। ବୀରମିତ୍ରପୁରରୁ ରାଉରକେଲା ଆସୁଥିବା ଏକ କାର ଯମୁନାନାକି ନିକଟରେ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଛି । ଗତକାଲି ବିଳମ୍ବିତ ରାତିରେ…
ଆଜି ମହାପ୍ରଭୁଙ୍କ ପଇତା ଲାଗି ନୀତି: ୪ ଘଣ୍ଟା ଦର୍ଶନ ବନ୍ଦ
ପୁରୀ : ବୈଶାଖ କୃଷ୍ଣପକ୍ଷ ଚତୁର୍ଥୀ ତିଥି ଅବସରରେ ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଏହା ଗୁପ୍ତନୀତି ହୋଇଥିବାରୁ ନୀତି ସମୟରେ ସର୍ବସାଧାରଣଙ୍କ ପାଇଁ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିର ସ୍ବତ୍ବ ଲିପି ଅନୁଯାୟୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ…
କୋରାପୁଟ ହଳଦୀର ବେଶ ଚାହିଦା ଥିବାରୁ ଏହାକୁ ଜିଆଇ ଟ୍ୟାଗ ମାନ୍ୟତା ଦେବାକୁ ବିଭିନ୍ନ ମହଲରୁ ଦାବି ହୋଇଛି ।
କୋରାପୁଟ : କୋରାପୁଟ ଜିଲାରେ ଉତ୍ପାଦିତ ହଳଦୀରେ ଭରପୁର ଔଷଧୀୟ ଗୁଣ ରହିଥିବା ଗବେଷଣାରୁ ତଥ୍ୟ ମିଳିଛି । ଔଷଧ ପ୍ରସ୍ତୁତ କରୁଥିବା ବ୍ୟବସାୟୀଙ୍କ ପକ୍ଷରୁ କୋରାପୁଟ ହଳଦୀକୁ ଅଧିକ ଗୁରୁତ୍ୱ ଦିଆଯାଉଛି । କୋରାପୁଟ କଳାଜିରା ଧାନକୁ ଜିଆଇ ଟ୍ୟାଗ ମାନ୍ୟତା ମିଳିଛି । କୋରାପୁଟ ହଳଦୀର ବେଶ…
୫ କେଜି ସିଲିଣ୍ଡର ବିକ୍ରିକୁ ନେଇ ବଡ଼ ଖବର, ଏହିମାନେ କିଣିପାରିବେ ଗ୍ୟାସ୍
ଭୁବନେଶ୍ୱର : ୫ କେଜି ଗ୍ୟାସ୍ ବିକ୍ରିକୁ ନେଇ ସ୍ପଷ୍ଟୀକରଣ ରଖିଲା ଖାଦ୍ୟ ଯୋଗାଣ ବିଭାଗ। ପ୍ରବାସୀ ଶ୍ରମିକ ଓ ଛାତ୍ରଛାତ୍ରୀ କିଣିପାରିବେ ୫ କେଜି ସିଲିଣ୍ଡର। ତୈଳ ମାର୍କେଟିଂ କଂପାନୀ ଦ୍ବାରା ବିକ୍ରି ୫ କେଜି ଗ୍ୟାସ୍ ସେମାନେ କିଣିପାରିବେ ବୋଲି ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି।…
ସିଡବ୍ଲୁସିର ଅଧ୍ୟକ୍ଷ ହେଲେ ଦିବ୍ୟଭୂଷଣ ମହାନ୍ତି
ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ପକ୍ଷରୁ ଯାଜପୁର ଜିଲ୍ଲା ପାଇଁ ଯୁବ ସମାଜସେଵୀ ଦିବ୍ୟଭୁଷଣ ମହାନ୍ତିଙ୍କୁ ଅଧ୍ୟକ୍ଷ ଭାବେ ନିଯୁକ୍ତି ମିଳିଛି । ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦର ଜଣେ ଜଣା ଶୁଣା ଛାତ୍ରନେତା ଓ ସୁସଂଗଠକ ଭାବେ ଶ୍ରୀ ମହାନ୍ତି ଅନେକ ଜନ ସେବା ମୂଳକ କାର୍ଯ୍ୟ କରି ଆସୁଛନ୍ତି।…
ବାଲେଶ୍ୱରରେ ପାଳିତ ହେଲା ଜିଲ୍ଲାସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡିଛୁଆଁ ଉତ୍ସବ
ବାଲେଶ୍ୱର,୪/୪(କୃଷ୍ଣ କୁମାର ମହାନ୍ତି): ଆଜି ପୂର୍ବାହ୍ନ ୯.୩୦ ଘଟିକା ସମୟରେ ଶକୁନ୍ତଳା ସରକାରୀ ଉଚ୍ଚ ବିଦ୍ୟାଳୟ, ସୁନହଟ ପରିସରରେ 'ଓଡ଼ିଆ ପକ୍ଷ' ପାଳନ ଅବସରରେ ବାଲେଶ୍ୱର ଜିଲ୍ଳା ପ୍ରଶାସନ ଦ୍ବାରା ଜିଲ୍ଲା ସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡିଛୁଆଁ ଉତ୍ସବ ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ…
ଫକୀରମୋହନ କଲେଜରେ ରାଜ୍ୟସ୍ତରୀୟ ପ୍ରାଣୀବିଜ୍ଞାନ ଆଲୋଚନା ଚକ୍ର ଅନୁଷ୍ଠିତ
ବାଲେଶ୍ୱର, ୪/୪(କୃଷ୍ଣ କୁମାର ମହାନ୍ତି): ଫକୀରମୋହନ ସ୍ଵୟଂଶାସିତ ମହାବିଦ୍ୟାଳୟର ସମ୍ମିଳନୀ କକ୍ଷରେ ରାଜ୍ୟସ୍ତରୀୟ ପ୍ରାଣୀବିଜ୍ଞାନ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି। ମହାରାଜା ଶ୍ରୀ ରାମଚନ୍ଦ୍ର ଭଞ୍ଜ ଦେଓ ବିଶ୍ଵବିଦ୍ୟାଳୟର ପ୍ରାକ୍ତନ ପ୍ରାଧ୍ୟାପକ ପ୍ରଫେସର ଡକ୍ଟର ସୁଶୀଲ କୁମାର ଦତ୍ତ…
ପୂର୍ତ୍ତ ବିଭାଗ ପ୍ରକଳ୍ପର ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ
ଭୁବନେଶ୍ଵର : ଭିତ୍ତିଭୂମି ନିର୍ମାଣ କ୍ଷେତ୍ରରେ ଓଡ଼ିଶା ଅନ୍ୟ ରାଜ୍ୟ ତୁଳନାରେ ଉନ୍ନତ ସ୍ଥିତିରେ ରହିଛି। ବର୍ତ୍ତମାନ ରାଜ୍ୟରେ ଅନେକଗୁଡ଼ିଏ ବୃହତ ପ୍ରକଳ୍ପ ଚାଲୁ ରହିଥିବାବେଳେ ଆଗାମୀ ଦିନରେ ଆହୁରି ପ୍ରକଳ୍ପ କାର୍ଯ୍ୟ ଆରମ୍ଭ ହେବ। ରାଜ୍ୟର ଜନସାଧାରଣଙ୍କୁ ସର୍ବଶ୍ରେଷ୍ଠ ଓ ଗୁଣାତ୍ମକ ସୁବିଧା…