Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
Special Winter Camp of NSS Concludes Successfully at Baba Panchalingeswar Degree College, Nilagiri.
Balasore(27/3) : The Special Winter Camp of the National Service Scheme (NSS) at Baba Panchalingeswar Degree College, Santaragadia, concluded successfully on Friday, March 26, 2026.
The seven-day camp, organized under the aegis of Fakir…
ସୂଚନାର ସମୟୋଚିତ, ସ୍ୱଚ୍ଛ ଏବଂ ସୁଲଭ ପ୍ରସାରଣ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ: ପିଆଇବି ଏଡିଜି
କୋରାପୁଟ : ଚାରିଦିନିଆ ଗୁରୁତ୍ୱପୂର୍ଣ୍ଣ କୋରାପୁଟ ଗସ୍ତ ଅବସରରେ ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି) ଓ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ (ସିବିସି)ର ଅତିରିକ୍ତ ମହାନିର୍ଦ୍ଦେଶକ ଅଖିଳ କୁମାର ମିଶ୍ର ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ…
ଆଜି ବାର୍ ଆସୋସିଏସନରେ କର୍ମକର୍ତ୍ତା ନିର୍ବାଚନ : ରାଜ୍ୟର ୧୫୫ଟି ବାରରେ ଚାଲିଛି ନିର୍ବାଚନ।
କଟକ : ଆଜି ରାଜ୍ୟର ସମସ୍ତ ବାର୍ ଆସୋସିଏସନରେ କର୍ମକର୍ତ୍ତା ନିର୍ବାଚନ। ରାଜ୍ୟ ଆଇନଜୀବୀ ପରିଷଦ ସହ ଅନୁବନ୍ଧିତ ୧୫୮ଟି ବାର୍ ଆସୋସିଏସନ ମଧ୍ୟରୁ ୧୫୫ଟି ବାରରେ ନିର୍ବାଚନ ଅନୁଷ୍ଠିତ ହେଉଛି। ଭିନ୍ନଭିନ୍ନ କାରଣରୁ ସୁନ୍ଦରଗଡ଼, ଉମରକୋଟ ଏବଂ ଜଟଣୀ ଓକିଲ ସଂଘକୁ ବାଦ ଦିଆଯାଇଛି।
ଏହି…
୧୮ଚୋରି ବାଇକ ଉଦ୍ଧାର; ୨ବାଇକ ଚୋର ସହ ୧୪ଗିରଫ
ଅନୁଗୋଳ : ଅନୁଗୋଳ ସହରର ବିଭିନ୍ନ ସ୍ଥାନରୁ ବିଭିନ୍ନ ସମୟରେ ବାଇକ ଚୋରି କରୁଥିବା ୨ମୁଖ୍ୟ ଅଭିଯୁକ୍ତ ସହ ୧୪ଜଣଙ୍କୁ ଗିରଫ କରାଯାଇ ଥିବା ବେଳେ ମୋଟ ୧୮ଟି ଚୋରି ବାଇକ ଉଦ୍ଧାର କରାଯାଇଥିବା ସାମ୍ବାଦିକ ସମ୍ମିଳନୀରେ ଜିଲା ଆରକ୍ଷୀ ଅଧିକ୍ଷକ ରାହୁଲ ଜୈନ ସୂଚନା ଦେଇଛନ୍ତି।
ସହରର ଜିଲା…
ଶ୍ରୀରାମ ନବମୀ ଅବସରରେ ରଥ କାଠ ଚିରଟ ଅନୁକୂଳ ହେବ ।
ପୁରୀ : ଆଗେଇ ଚାଲିଛି ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ୨୦୨୬ର ପ୍ରସ୍ତୁତି । ଶୁକ୍ରବାର ଶ୍ରୀରାମ ନବମୀ ଅବସରରେ ରଥ କାଠ ଚିରଟ ଅନୁକୂଳ ହେବ । କଟକ ଖପୁରିଆସ୍ଥିତ କରତ କଳରେ ମହାପ୍ରଭୁଙ୍କ ରଥ ନିର୍ମାଣ ପାଇଁ କାଠ ଚିରା ଶୁଭାରମ୍ଭ ହେବ । ଏଣୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ…
ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ : ଖରାଛୁଟି ପୂର୍ବରୁ ୟୁନିଫର୍ମ ବାଣ୍ଟ
ଭୁବନେଶ୍ୱର : ଖରାଛୁଟି ପୂର୍ବରୁ ସମସ୍ତ ସରକାରୀ ସ୍କୁଲରେ ଛାତ୍ରଛାତ୍ରୀଙ୍କୁ ୟୁନିଫର୍ମ ମିଳିବ । ଆଜି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସମସ୍ତ ଜିଲ୍ଲାପାଳଙ୍କୁ ଏହି ନିର୍ଦ୍ଦେଶ ଦେଇଛି । ବିଭାଗର କମିଶନର ତଥା ସଚିବ ଏନ. ତିରୁମାଲା ନାଏକ ସବୁ ଜିଲ୍ଲାପାଳଙ୍କୁ ଚିଠି ଲେଖି ଜଣାଇଛନ୍ତି ଯେ…
ଓଡ଼ିଶା ପୌର ନିୟମାବଳୀ ୧୯୫୩ ରେ ଗୁରୁତ୍ୱପୂର୍ଣ୍ଣ ସଂଶୋଧନ କଲେ ରାଜ୍ୟ ସରକାର
ଭୁବନେଶ୍ଵର : ରାଜ୍ୟର ପୌରପାଳିକାଗୁଡ଼ିକର କାର୍ଯ୍ୟଧାରାକୁ ଅଧିକ ସରଳ ଓ ତ୍ୱରାନ୍ୱିତ କରିବା ପାଇଁ ଓଡ଼ିଶା ସରକାର ‘ଓଡ଼ିଶା ପୌର ନିୟମାବଳୀ, ୧୯୫୩’ରେ ଗୁରୁତ୍ୱପୂର୍ଣ୍ଣ ସଂଶୋଧନ କରିଛନ୍ତି। ନୂତନ ‘ଓଡ଼ିଶା ପୌର (ସଂଶୋଧନ) ନିୟମାବଳୀ, ୨୦୨୫’ ଅନୁଯାୟୀ, ପୌର ସଂସ୍ଥାର କାର୍ଯ୍ୟନିର୍ବାହୀ…
ଅଧାରେ ଅଟକିଲା ରୁକୁଣା ରଥ: ଆଜି ଅପରାହ୍ନ ୨ଟାରୁ ପୁଣି ରଥଟଣା
ଭୁବନେଶ୍ବର : ପବିତ୍ର ଅଶୋକାଷ୍ଟମୀରେ ଗୁରୁବାର ଭକ୍ତିମୟ ହୋଇଛି ଏକାମ୍ର କ୍ଷେତ୍ର। ଶିବଭକ୍ତିରେ ତଲ୍ଲୀନ ହୋଇଛନ୍ତି ଅଗଣିତ ଭକ୍ତ। ମହାପ୍ରଭୁ ଶ୍ରୀଲିଙ୍ଗରାଜ ରଥାରୂଢ଼ ହୋଇ ରାମେଶ୍ବର ମନ୍ଦିର ଅଭିମୁଖେ ଯାତ୍ରା କରିଛନ୍ତି। ରୁକୁଣା ରଥ ଟାଣିବା ପାଇଁ ରଥଦାଣ୍ଡ ଲୋକାରଣ୍ୟ ହୋଇଥିଲା। ମନ୍ଦିର…
କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କର୍ଣ୍ଣାଟକ ରାଜ୍ୟ ମୁକ୍ତ ବିଶ୍ୱବିଦ୍ୟାଳୟ ପରିସରରେ ‘ପ୍ରଜ୍ଞା ପ୍ରବାହ’ ଏବଂ…
ମହୀଶୂର : ଆମ ଶିକ୍ଷା ବ୍ୟବସ୍ଥା ଅଧିକ ସ୍ୱଦେଶୀ ଅଭିମୁଖୀ ହେବା ଆବଶ୍ୟକ। ଶିକ୍ଷାର ପ୍ରକୃତ ଉଦ୍ଦେଶ୍ୟ ହେଉଛି ଜଣେ ସାମଗ୍ରିକ ମାନବର ନିର୍ମାଣ କରିବା, ଯିଏ ନିଜର ସାଂସ୍କୃତିକ ମୂଲ୍ୟବୋଧ ସହ ଯୋଡ଼ି ହୋଇ ରହିବ ଏବଂ ରାଷ୍ଟ୍ର ପ୍ରତି ନିଜର ଉତ୍ତରଦାୟିତ୍ୱ ନିର୍ବାହ କରିବ ବୋଲି ଆଜି…
ପ୍ରଧାନମନ୍ତ୍ରୀ ଦେଶର ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ମୁଖ୍ୟମନ୍ତ୍ରୀମାନଙ୍କ ସହିତ ଆଲୋଚନା।
ନୂଆଦିଲ୍ଲୀ : ମଧ୍ୟପ୍ରାଚ୍ୟରେ ଲାଗି ରହିଥିବା ଯୁଦ୍ଧ ଓ ଭାରତ ଉପରେ ପଡୁଥିବା ଏହାର ପ୍ରଭାବ ସମ୍ପର୍କରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶର ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ମୁଖ୍ୟମନ୍ତ୍ରୀମାନଙ୍କ ସହିତ କଥାବାର୍ତ୍ତା କରିବେ। ଆଜି ସନ୍ଧ୍ୟା ୬ଟା ୩୦ ମିନିଟ୍ରେ ଭିଡିଓ…