Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଗୁଣି ସନ୍ଦେହରେ ବୃଦ୍ଧଙ୍କୁ ମରଣାନ୍ତକ ଆକ୍ରମଣ ।
ଗଜପତି,(ମନୋଜ ପାଢ଼ୀ): ଗଜପତି ଜିଲ୍ଲାରେ ଗୁଣି ସନ୍ଦେହରୁ ଏକ ଗ୍ରାମର ମଝିରେ ଜଣେ ବୃଦ୍ଧଙ୍କୁ ମରଣାନ୍ତକ ଆକ୍ରମଣ କରି ବାନ୍ଧି ରଖିଥିବା ବେଳେ ପୋଲିସ ଖବର ପାଇ ଘଟଣା ସ୍ଥଳରେ ପହଞ୍ଚି ଗୁରୁତର ବୃଦ୍ଧାଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିବା ଜଣାପଡିଛି । ଏହି ଘଟଣାରେ ପୋଲିସ 3…
କାର ଉପରେ ପଡିଲା ଗଛ, ଅଳ୍ପକେ ବର୍ତ୍ତିଲେ 7 ଜଣ ଯାତ୍ରୀ ।
ଗଜପତି (ମନୋଜ ପାଢ଼ୀ): ଗଜପତି ଜିଲ୍ଲାର ଆର. ଉଦୟଗିରି ଠାରୁ ରାୟଗଡ ଜିଲ୍ଲାକୁ ଏକ କାର ଯୋଗେ 7 ଜଣ ଯାତ୍ରୀ ଯାଉଥିବା ବେଳେ 326 ନଂ ରାଜ୍ୟ ରାଜପଥ ଟିକାମାଳ ଗ୍ରାମ ନିକଟରେ ଦୁର୍ଗମ ଜଙ୍ଗଲ ଘାଟି ରାସ୍ତାରେ ହଠାତ ଏକ ବିରାଟ ଗଛ ଚଳନ୍ତା କାର ଉପରେ ପଡି ଯାଇଥିଲା. ଏହି ଘଟଣାଟି ଆଜି ଘଟିଛି।…
ଉତ୍କଳ ବିଶ୍ୱବିଦ୍ୟାଳୟରେ ଅନୁଷ୍ଠିତ ହେଲା ଓସୱାସ୍ ପ୍ରଶିକ୍ଷଣ ଶିବିର : ଡିଜିଟାଲ୍ ଓ ଇକୋ-ଫ୍ରେଣ୍ଡଲି ପ୍ରଶାସନ ଦିଗରେ…
ଭୁବନେଶ୍ୱର, ୪/୦୭(କୃଷ୍ଣ କୁମାର ମହାନ୍ତି): ରାଜ୍ୟ ଉଚ୍ଚଶିକ୍ଷା ବିଭାଗର ନିର୍ଦ୍ଦେଶକ୍ରମେ ଉତ୍କଳ ବିଶ୍ୱବିଦ୍ୟାଳୟରେ ‘ଓଡ଼ିଶା ଷ୍ଟେଟ୍ ୱର୍କଫ୍ଲୋ ଅଟୋମେସନ ସିଷ୍ଟମ’ର ସଫଳ ରୂପାୟନ ନିମନ୍ତେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି।
ଏହି କାର୍ଯ୍ୟକ୍ରମର ମୁଖ୍ୟ…
ଇଥାନଲ ମିଶ୍ରଣକୁ ନେଇ ମିଥ୍ୟା ଅପପ୍ରଚାରକୁ ଖଣ୍ଡନ କଲେ ସରକାର
ନୂଆଦିଲ୍ଲୀ: ପେଟ୍ରୋଲରେ ଇଥାନଲକୁ ନେଇ ସାମାଜିକ ଗଣମାଧ୍ୟମରେ ନାନା ଅପପ୍ରଚାର ହେଉଥିବା ବେଳେ କେନ୍ଦ୍ର ସରକାର ଏହାକୁ ନେଇ ସ୍ପଷ୍ଟୀକରଣ ରଖିଛନ୍ତି। ଏକ ଲିଟର ପେଟ୍ରୋଲ ଉତ୍ପାଦନ ଲାଗି ୧୦ ହଜାର ଲିଟର ପାଣି ଖର୍ଚ୍ଚ ହେଉଥିବା ସମ୍ପର୍କିତ ଦାବି ସମ୍ପୂର୍ଣ୍ଣ ଅମୂଳକ ବୋଲି ସରକାର କହିଛନ୍ତି।…
ଅମରନାଥ ଯାତ୍ରା ଆରମ୍ଭ ;ତୀର୍ଥଯାତ୍ରୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ୫ ନିବେଦନ
ଜାମ୍ମୁ: ହିନ୍ଦୁ ଶ୍ରଦ୍ଧାଳୁଙ୍କର ପବିତ୍ର ଅମରନାଥ ଯାତ୍ରା ଶୁକ୍ରବାର ଠାରୁ ଆରମ୍ଭ ହୋଇଛି। ଉଭୟ ପହଲଗାଓଁ ଓ ବାଲତାଲ ରାସ୍ତାରେ ଏହି ଯାତ୍ରା ଆରମ୍ଭ ହୋଇଛି। ପ୍ରଥମ ଦିନରେ ପ୍ରାୟ ୧୦ହଜାର ତୀର୍ଥଯାତ୍ରୀ ଏହି ଯାତ୍ରାେର ସାମିଲ ହୋଇଛନ୍ତି। ପ୍ରାକୃତିକ ଭାବେ ବରଫରେ ସୃଷ୍ଟି ହେଉଥିବା…
ଥାନା କ୍ୱାର୍ଟର୍ସରୁ ମହିଳା IICଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
କଟକ: କଟକର ଚାଉଳିଆଗଞ୍ଜ ଥାନା କ୍ୱାର୍ଟର୍ସରୁ ମହିଳା ଇନ୍ସପେକ୍ଟର-ଇନ୍-ଚାର୍ଜ (IIC) ବ୍ୟୁଟି ମହାନ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ସୂଚନା ଅନୁଯାୟୀ, ଚାଉଳିଆଗଞ୍ଜ ଥାନା କ୍ୱାର୍ଟର୍ସରେ ଥିବା ତାଙ୍କ ବାସଭବନରୁ ବ୍ୟୁଟି ମହାନ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଥିଲା।ତେବେ…
ବଙ୍ଗୋପସାଗରରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ, ରାଜ୍ୟରେ ବର୍ଷା ଜାରି; ୫ ଜିଲ୍ଲାକୁ ରେଡ୍ ଆଲର୍ଟ
ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅଧିକ ଘନୀଭୂତ ହୋଇ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହାର ପ୍ରଭାବରେ ସାରା ଓଡ଼ିଶାରେ ବର୍ଷା ଜାରି ରହିଥିବାବେଳେ କେତେକ ସ୍ଥାନରେ ପ୍ରବଳରୁ ଅତି…
ଚୌଦ୍ୱାର ମଣ୍ଡଳ କାରାଗାରରେ ଏଡ଼ସ୍ ଆକ୍ରାନ୍ତ ଚିହ୍ନଟ ,୫ କଏଦୀ ଏଚଆଇଭି ପଜିଟିଭ
ଚୌଦ୍ୱାର : ଝାରପଡା ଜେଲ୍ ପରେ ଚୌଦ୍ୱାର ମଣ୍ଡଳ କାରାଗାରରେ ଏଡ଼ସ୍ ଆକ୍ରାନ୍ତ ଚିହ୍ନଟ। ୫ ଜଣ କଏଦୀ ଏଚଆଇଭି ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨ ଜଣ ସଜ୍ଜା କାଟୁଥିବା ବେଳେ ୩ ଜଣ ବିଚାରାଧୀନ କଏଦୀ ବୋଲି ଜଣାପଡିଛି । ପୂର୍ବରୁ ଝାରପଡ଼ା ଜେଲ୍ରେ ୮ ଜଣ ଏକଦୀ ଏଚ୍ଆଇଭି ଆକ୍ରାନ୍ତ…
ପଞ୍ଜାବ ନିର୍ବାଚନ ପୂର୍ବରୁ ବଢିଲା ଚର୍ଚ୍ଚା: ଅମିତ ଶାହଙ୍କୁ ଭେଟିଲେ କଂଗ୍ରେସ ନେତା ସୁଖଜିନ୍ଦର ସିଂହ ରନ୍ଧାୱା
ନୂଆଦିଲ୍ଲୀ: ବରିଷ୍ଠ କଂଗ୍ରେସ ନେତା ଏବଂ ସାଂସଦ ସୁଖଜିନ୍ଦର ସିଂହ ରନ୍ଧାୱା ଆଜି ନୂଆଦିଲ୍ଲୀରେ ଅମିତ ଶାହଙ୍କୁ ଭେଟିଛନ୍ତି। ଆଜି ରନ୍ଧାୱା ନୂଆଦିଲ୍ଲୀର କର୍ତ୍ତବ୍ୟ ଭବନରେ ପହଞ୍ଚିଥିଲେ, ଯେଉଁଠାରେ ସେ ଅମିତ ଶାହଙ୍କୁ ଭେଟିଥିଲେ। ଅମିତ ଶାହଙ୍କ ସହ ରନ୍ଧାୱାଙ୍କ ସାକ୍ଷାତ ପଞ୍ଜାବରେ…
ଜାପାନୀ ସଂସ୍ଥା ଓଡିଶାରେ କରିବେ ୩ଟି ପ୍ରକଳ୍ପ, ନିବେଶ- ୬୭,୦୦୦ କୋଟି ଟଙ୍କା, ବୁଝାମଣା ସ୍ବାକ୍ଷରିତ
ଭୁବନେଶ୍ୱର: ଓଡ଼ିଶାର ଶିଳ୍ପ ଅଭିବୃଦ୍ଧିର ପରବର୍ତ୍ତୀ ଅଧ୍ୟାୟ ଏବେ ପ୍ରଯୁକ୍ତିବିଦ୍ୟା, ନବସୃଜନ ଓ ସବୁଜ ଅର୍ଥନୀତି (ଗ୍ରୀନ୍ ଇକୋନୋମି) ଦ୍ୱାରା ପରିଚାଳିତ ହେବ ବୋଲି ଆଜି ସ୍ଥାନୀୟ ଲୋକସେବା ଭବନ କନଭେନସନ୍ ସେଣ୍ଟରରେ ଆୟୋଜିତ କାର୍ଯ୍ୟକ୍ରମରେ, ଜାପାନୀ ଶିଳ୍ପ ବ୍ୟବସାୟିକ ପ୍ରତିନିଧି…