Browsing Category

ଓଡିଶା

ବ୍ୟାଙ୍କ ଧର୍ମଘଟ ସ୍ଥଗିତ

ନୂଆଦିଲ୍ଲୀ : ବ୍ୟାଙ୍କ କର୍ମଚାରୀ ସଂଘ ପକ୍ଷରୁ ଦିଆଯାଇଥିବା ତିନି ଦିନିଆ ଧର୍ମଘଟ ଡାକରାକୁ ସ୍ଥଗିତ ରଖାଯାଇଛି। ସୋମବାର ଠାରୁ ହେବାକୁ ଥିବା ଏହି ଧର୍ମଘଟ ଡାକରା ପାଇଁ ଚିନ୍ତାରେ ଥିବା ଗ୍ରାହକଙ୍କୁ ବଡ ଆଶ୍ବସ୍ତି ମିଳିଛି। ରବିବାର ରାତିରେ ୟୁନାଇଟେଡ୍ ଫୋରମ୍ ଅଫ୍ ବ୍ୟାଙ୍କ ୟୁନିଅନ୍ସ…

ମୋଦୀଙ୍କ ମନ୍‌ କୀ ବାତ୍‌ ; ଆତଙ୍କବାଦ ପ୍ରତି ଭାରତର ଶୂନ୍ୟ ସହନଶୀଳ ନୀତି

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କର ରେଡିଓ କାର୍ଯ୍ୟକ୍ରମ ‘ମନ୍‌ କୀ ବାତ୍‌’ରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି। ୧୩୮ ତମ ମନ୍‌ କୀ ବାତ୍‌ରେ ମୋଦୀ କହିଛନ୍ତି ଆତଙ୍କବାଦ ବିରୋଧରେ ଭାରତ ଶୂନ୍ୟ ସହନଶୀଳତା ନୀତି ଆପଣାଇ ଆସୁଛି। ଆତଙ୍କବାଦୀ ଆକ୍ରମଣ ଭାରତକୁ ଦୀର୍ଘ ସମୟ…

୪ଟା ଯାଏ ଗୃହ ମୁଲତବି

ଭୁବନେଶ୍ୱର : ଆଜି ମୌସୁମୀ ଅଧିବେଶନର ପଞ୍ଚମ ଦିନ। ଅନ୍ୟ ୪ ଦିନ ଭଳି ସୋମବାର ମଧ୍ୟ ଗୃହ ବେଶ ସରଗରମ ରହିଛି। ଗୃହରେ ପ୍ରଶ୍ନକାଳ ସମୟରେ ଗୃହ ଆରମ୍ଭରୁ ବିରୋଧୀଙ୍କ ପ୍ରବଳ ହୋହଲ୍ଲା ଓ ହଟ୍ଟଗୋଳ ପାଇଁ ପ୍ରଥମେ ୧୧ଟା ୩୦ ଯାଏଁ ବାଚସ୍ପତି ସୁରମା ପାଢୀ ଗୃହକୁ ମୁଲତବି କରିଥିଲେ, ଏହାପରେ…

ନଦୀର ପ୍ରଖର ଶ୍ରୋତରେ ଭାସି ଆସୁଥିଵା ବୃଦ୍ଧା : ଉଦୀୟମାନ ଯୁଵକ ମାନଙ୍କ ଦ୍ଵରା ଉଦ୍ଧାର !

ପଟ୍ଟାମୁଣ୍ଡାଇ ୨୭/୯- କଥାରେ ଅଛି ଯାହାକୁ ରଖିବେ ଅନନ୍ତ କେକରି ପାରେ ବଳବନ୍ତ ଏହି ଉକ୍ତିଟି ପ୍ରମାଣିତ ହୋଇଛି ପଟ୍ଟାମୁଣ୍ଡାଇ ବ୍ଲକ ବାଲିପାଟଣା ଗ୍ରାମରେ I ଆଜି ବାଲିପାଟଣା ଗ୍ରାମରେ ସମସ୍ତଙ୍କୁ ଚକିତ କଲା ଭଳି ଘଟଣା ଘଟିଛି ଏହାକୁ ନେଇ ସମଗ୍ର ପଟ୍ଟାମୁଣ୍ଡାଇ ଅଂଚଳରେ ଚର୍ଚ୍ଚା ଲାଗି…

୧୬ତମ ଟାଟା ଷ୍ଟିଲ୍ ଫ୍ରେଣ୍ଡସିପ୍ କପ୍‌: ‘ମିଡିଆ-୧୧’ ଚାମ୍ପିଅନ୍, ହକି ଖେଳାଳିଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର:  “ଖେଳକୁଦ ଜୀବନର ଏକ ଅବିଚ୍ଛେଦ୍ୟ ଅଙ୍ଗ। ଏହା ମାଧ୍ୟମରେ ସମାଜରେ ଏକତା, ଭାଇଚାରା ଓ ସଦ୍‌ଭାବନା ସୃଷ୍ଟି ହୋଇଥାଏ। ଖେଳୁଆଡ଼ ମନୋଭାବ ଏବଂ ଭାଇଚାରା ହିଁ ସୁସ୍ଥ ସମାଜର ମୂଳଦୁଆ,” ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରକାଶ କରିଛନ୍ତି। ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମରେ…

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ସୋମବାର ପାଳନ ହେବ ‘ଅଣ-ବୈଠକ ଦିବସ’

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଏଣିକି ପ୍ରତ୍ୟେକ ସୋମବାରକୁ ‘ଅଣ-ବୈଠକ ଦିବସ’ (Non-Meeting Day) ଭାବେ ପାଳନ କରାଯିବ। ଏହି ସମ୍ପର୍କରେ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖି…

କୋରିଅର ଯୋଗେ ଚାଲାଣ ହେଉଥିବା ୫ କ୍ୟୁଣ୍ଟାଲ ଗଞ୍ଜେଇ ଜବତ

ଭୁବନେଶ୍ବର: କଳାହାଣ୍ଡି ଜିଲ୍ଲା ଭବାନୀପାଟଣାରେ କୋରିଅର ସେବା ମାଧ୍ୟମରେ ବିପୁଳ ପରିମାଣର ଗଞ୍ଜେଇ ଚାଲାଣ ହେଉଥିବା ବେଳେ ଅବକାରୀ ବିଭାଗ ଚଢ଼ଉ କରି ୫ କ୍ୟୁଣ୍ଟାଲ ଗଞ୍ଜେଇ ଜବତ କରିଛି। ପୁଲିସ ଓ ଅବକାରୀ ବିଭାଗ ଗଞ୍ଜେଇ ଚାଲାଣକାରୀଙ୍କୁ ଧରିବା ପାଇଁ ଯେତିକି ପ୍ରୟାସ କରୁଛନ୍ତି,…

୯ କୋଟି ସରକାରୀ ଅର୍ଥ ଆତ୍ମସାତ: ବନ୍ଧା ହେଲେ ଆଉ ୪

ଭୁବନେଶ୍ୱର: ୯ କୋଟି ୨୪ ଲକ୍ଷ ୧୦ ହଜାର ୧୯୩ ଟଙ୍କା ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ଭୁବନେଶ୍ୱରର ସୁପରିଣ୍ଟେଣ୍ଡିଂ ଇଞ୍ଜିନିୟର, ରୋଡ୍ସ ଏଣ୍ଡ ବିଲ୍ଡିଂସ୍ ଡିଭିଜନ-୧ଙ୍କ କାର୍ଯ୍ୟାଳୟର ସେକ୍ସନ ଅଫିସର ବନଲତା ମହାନ୍ତି ଓ ଜୁନିୟର ଆସିଷ୍ଟାଣ୍ଟ ବିଭୁଦତ୍ତ ନାୟକଙ୍କୁ ଶନିବାର ଭିଜିଲାନ୍ସ…

ଏସ୍‌ଆଇଆର୍‌ ଅଭିଯୋଗକୁ ନେଇ କଂଗ୍ରେସ ଉପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଭୋଟର ତାଲିକାର ସ୍ପେଶାଲ୍ ଇଣ୍ଟେନ୍ସିଭ୍ ରିଭିଜନ୍ (SIR)କୁ ନେଇ କଂଗ୍ରେସର ଅଭିଯୋଗକୁ ଦୃଢ଼ ଭାବେ ଖଣ୍ଡନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ନିଜ ସ୍ୱାର୍ଥ ଓ ଦେଶରେ ଅରାଜକତା ସୃଷ୍ଟି କରିବା ପାଇଁ କଂଗ୍ରେସ ନିର୍ବାଚନ କମିଶନଙ୍କୁ ବଦନାମ କରୁଛି ବୋଲି ସେ ଅଭିଯୋଗ…

ଆକାଶମାର୍ଗରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବନ୍ୟାଞ୍ଚଳ ପରିଦର୍ଶନ

ଭୁବନେଶ୍ବର: ଲଗାଣ ବର୍ଷା ଯୋଗୁଁ ଓଡ଼ିଶାର ବିଭିନ୍ନ ପ୍ରାନ୍ତରେ ବନ୍ୟା ପରିସ୍ଥିତି ଜଟିଳ ହେବାରେ ଲାଗିଛି। ବିଶେଷ କରି ଦକ୍ଷିଣ ଓଡ଼ିଶାର ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ପାଇବା ସହ ଗାଁ ଗଣ୍ଡା ଜଳମଗ୍ନ ହୋଇପଡ଼ିଛି। ଏହି ବିପର୍ଯ୍ୟୟର ପ୍ରତ୍ୟକ୍ଷ ସମୀକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ…