Browsing Category

ଓଡିଶା

ପୁରୀରେ ଏନ୍‌କାଉଣ୍ଟର୍‌; ହତ୍ୟା ଅଭିଯୁକ୍ତ ଆହତ

ପୁରୀ : ପୁରୀ ଜିଲ୍ଲା ଶଙ୍କରପୁର ମାତାମଠ ନିକଟ ଜଙ୍ଗଲରେ ପୋଲିସ ଏନ୍‌କାଉଣ୍ଟରରେ ହତ୍ୟା ଅଭିଯୁକ୍ତ ଚନ୍ଦନ ପଲାର ଆହତ ହୋଇଛି । ଗୁରୁତର ଚନ୍ଦନ ପଲାର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିବା ସୂଚନା। ବଳିଆପଣ୍ଡା ଅଞ୍ଚଳରେ ଥିବା ମନୋରମା ନାମକ ହୋଟେଲ୍‌ ମାଲିକ ପବିତ୍ର ନାୟକ ହତ୍ୟାକାଣ୍ଡରେ…

ଦାସପୁର ଗ୍ରାମ ରେ ଜନ ଅଭିଯୋଗ ଶୁଣାଣୀ ରେ ସମସ୍ତ ଗୁହାରି ଶୁଣିଲେ ବିଧାୟକ ।

ଗଜପତି,୨୩.୬. ଗଜପତି ଜିଲ୍ଲା ଗୋସାଣୀ ବ୍ଲକ ଅନ୍ତର୍ଗତ ରମ୍ପା ପଞ୍ଚାୟତ ର ଦାସପୁର ଗ୍ରାମ ଠାରେ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଟିତ ହୋଇଯାଇଛି , ମାନ୍ୟବର ପାରଳା ବିଧାୟକ ରୁପେସ ପାଣିଗ୍ରାହୀ ଅଭିଯୋଗ ଶୁଣାଣୀ ରେ ଯୋଗଦେଇ ସମୁଦାୟ ୨୩ ଗୋଟିଅଭିଯୋଗ ଶୁଣିଥିଲେ। ସେଥି ମଧ୍ୟରୁ ବ୍ୟକ୍ତିଗତ ସମସ୍ୟା,…

ନବରଙ୍ଗପୁର -ଜୟପୁର ରେଳପଥ ପ୍ରକଳ୍ପର ଭୂମି ଅଧିଗ୍ରହଣ ବାବଦ ତୃତୀୟ ପର୍ଯ୍ୟାୟ କ୍ଷତି ପୂରଣ ରାଶି ବିତରଣ କାର୍ଯ୍ୟକ୍ରମ

ନବରଙ୍ଗପୁର ତା ୨୩.୬.୨୦୨୬:(ଶେଖର ଖୁରା )ଆଜି ସ୍ଥାନୀୟ ପୋଲିସ ପଡ଼ିଆ ଠାରେ ନବରଙ୍ଗପୁର ଜୟପୁର ରେଳପଥ ପ୍ରକଳ୍ପ ସକାଶେ ଭୂମି ଅଧିଗ୍ରହଣ ବାବଦ ତୃତୀୟ ପର୍ଯ୍ୟାୟ କ୍ଷତି ପୂରଣ ରାଶି ବିତରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମାନ୍ୟବର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ…

ନାଫେଡର ଇ-ନିଲାମ ପୋର୍ଟାଲ NAFEX.in ର ଶୁଭାରମ୍ଭ କଲେ ଅମିତ ଶାହ

ନୂଆଦିଲ୍ଲୀ: କେନ୍ଦ୍ର ଗୃହ ତଥା ସମବାୟ ମନ୍ତ୍ରୀ ଅମିତ ଶାହ ନୂଆଦିଲ୍ଲୀରେ ଭାରତୀୟ ଜାତୀୟ କୃଷି ସମବାୟ ବିପଣନ ମହାସଂଘ ଲିମିଟେଡ (ନାଫେଡ଼) ର ଇ-ନିଲାମ ପୋର୍ଟାଲ ‘NAFEX.in’ ର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ତଥା ଗ୍ରାମୀଣ ବିକାଶ ମନ୍ତ୍ରୀ ଶିବରାଜ…

ରାଜ୍ୟଗୁଡ଼ିକ ସହ ଖରିଫ୍ ପ୍ରସ୍ତୁତି ସମୀକ୍ଷା କଲେ ଶିବରାଜ ସିଂହ ଚୌହାନ

ନୂଆଦିଲ୍ଲୀ: ଏଲ ନିନୋ ଏବଂ ଚଳିତ ବର୍ଷ ଏକ ଦୁର୍ବଳ କିମ୍ବା ଅନିଶ୍ଚିତ ମୌସୁମୀ ସମ୍ଭାବନାକୁ ଦୃଷ୍ଟିରେ ରଖି, କେନ୍ଦ୍ର ସରକାର ଖରିଫ ଋତୁ ପାଇଁ ପ୍ରସ୍ତୁତିକୁ ତୀବ୍ର କରିଛନ୍ତି। କେନ୍ଦ୍ର କୃଷି ଏବଂ କୃଷକ କଲ୍ୟାଣ ତଥା ଗ୍ରାମୀଣ ବିକାଶ ମନ୍ତ୍ରୀ ଶ୍ରୀ ଶିବରାଜ ସିଂହ ଚୌହାନ ଆଜି ସାରା ଦେଶରେ…

ଭିଜିଲାନ୍ସ ଜାଲରେ ରାୟଗଡା ଗ୍ରାମ୍ୟ ଉନ୍ନୟନ ନିର୍ବାହୀ ଅଧିକାରୀ : କଣ୍ଟ୍ରାକ୍ଟର ଙ୍କ ଠାରୁ ନେଇଥିଲେ ୨ ଲକ୍ଷ

ରାୟଗଡା,୨୩/୬(ଭି, ଗୌରି ଶଙ୍କର ରାଓ) :  ରାୟଗଡା ଗ୍ରାମ୍ୟ ଉନ୍ନୟନ ନିର୍ବାହୀ ଅଧିକାରୀ ପ୍ରସନ୍ନ ପଟନାୟକ ଭିଜିଲାନ୍ସ ଜାଲରେ ଆଜି ପଡିଥିବା ଜଣାପଡିଛି I ନିର୍ବାହୀ ଅଧିକାରୀ ଶ୍ରୀ ପଟନାୟକ ଜୈନିକ କଣ୍ଟ୍ରାକ୍ଟର ଙ୍କ ଠାରୁ ୨ ଲକ୍ଷ ଟଙ୍କା ନେଇଥିଲେ I ଏନେଇ କଣ୍ଟ୍ରାକ୍ଟର ଜଣଙ୍କ ଭିଜିଲାନ୍ସ…

ନୂଆପଡାରେ ଚାଷୀ ଆତ୍ମହତ୍ୟାକୁ ନେଇ ରାସ୍ତାରୋକ

ନୂଆପଡା : ନୂଆପଡ଼ା ଜିଲ୍ଲା କୋମନା ବ୍ଲକ ଜଡାମୁଣ୍ଡା ଗ୍ରାମର ଚାଷୀ ନେପାଳ ମାଝୀ ଗତକାଲି ରାତିରେ ବିଷ ପିଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ ତାଙ୍କର ଚଳିତ ରବି ଧାନ ଉଠାଣରେ ପ୍ରାୟ ୩୬.୯୬ କ୍ୱିଣ୍ଟାଲ ଧାନ ବିକ୍ରୟ ପାଇଁ ଟୋକନ ଆସିଥିଲା। ସେ ପ୍ରାୟ ୩୬.୫କ୍ୱିଣ୍ଟାଲ ଧାନ…

ଡିଭିଏଫ ପକ୍ଷରୁ ଚଳାଯାଇଥିବା ସର୍ଚ୍ଚ ଅପରେସନରେ ବିପୁଳ ମାଓ ସାମଗ୍ରୀ ଜବତ

କୋରାପୁଟ: କୋରାପୁଟ ଜିଲ୍ଲାର ବୈପାରିଗୁଡ଼ା ଥାନା ଅଧୀନ ବାଦଲିପାହାଡ଼ ଜଙ୍ଗଲ ଅଞ୍ଚଳରେ ଏକ ମାଓବାଦୀ ଡମ୍ପ ଠାବ କରିବାରେ କୋରାପୁଟ ପୋଲିସ ସଫଳ ହୋଇଛି। ଏଥିସହ ସେଠାରୁ ବିପୁଳ ପରିମାଣର ମାଓବାଦୀ ଅସ୍ତ୍ରଶସ୍ତ୍ର, ବିସ୍ଫୋରକ ଓ ଅନ୍ୟାନ୍ୟ ସାମଗ୍ରୀ ଜବତ କରାଯାଇଛି। ଆତ୍ମସମର୍ପଣ କରିଥିବା…

ତାମିଲନାଡୁ ଗ୍ୟାସ୍ ଲିକ୍ ଘଟଣା: ମୃତ ଓଡ଼ିଆ ଶ୍ରମିକଙ୍କ ସହାୟତା ରାଶି ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି

ଭୁବନେଶ୍ବର : ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍ ଲିକ୍ ଦୁର୍ଘଟଣାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଥିଲେ। ଏହା ସହିତ…