Browsing Category

ଓଡିଶା

ସମଲେଇ ପ୍ରକଳ୍ପର ଲୋକାର୍ପଣ: ୨୭ରେ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ୱର: ଆସନ୍ତା ୨୭ ତାରିଖରେ ସମଲେଇ ପ୍ରକଳ୍ପ ଉଦଘାଟିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପ୍ରକଳ୍ପର ଲୋକାର୍ପଣ କରିବେ।  ମା’ଙ୍କ ପୀଠକୁ ନୂଆ ରୂପରେ ଦେଖିବାକୁ ପାଇବେ ଶ୍ରଦ୍ଧାଳୁ। ସମଲେଇ ପ୍ରକଳ୍ପ ଲୋକାର୍ପଣ ଉତ୍ସବକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆସନ୍ତା ୨୭ ତାରିଖକୁ…

ବେଦାନ୍ତ ଆଲୁମିନିୟମ ଦ୍ୱାରା ଝାରସୁଗୁଡାରେ ମହିଳା, ଶିଶୁଙ୍କ କଲ୍ୟାଣ ପାଇଁ ୧୩୦ଟି ନନ୍ଦଘର ଉଦଘାଟିତ

ଝାରସୁଗୁଡ଼ା,: ବେଦାନ୍ତ ଆଲୁମିନିୟମ, ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ଏକ ସମାରୋହରେ ୧୩୦ଟି ନନ୍ଦଘରକୁ ଉଦଘାଟନ କରିଛି  । ନନ୍ଦଘର ହେଉଛି ଆଧୁନିକ ଅଙ୍ଗନବାଡିର ଏକ ନେଟୱର୍କ ଯାହା ବେଦାନ୍ତ ଦ୍ୱାରା ସମର୍ôଥତ ମହିଳା ଓ ଶିଶୁ କଲ୍ୟାଣ ଉଦ୍ଦେଶ୍ୟରେ କାର୍ଯ୍ୟ କରିଥାଏ  । ଏହି…

ଉଦ୍ୟାନ କୃଷି ବିଭାଗର କୃଷକ ଦକ୍ଷତା ତାଲିମ ଶିବିର

କଟକ: ଆଠଗଡ ଉଦ୍ୟାନ କୃଷି ବିଭାଗ ପକ୍ଷରୁ କୃଷିମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ନିର୍ଦ୍ଦେଶକ୍ରମେ ସ୍ଥାନୀୟ କୃଷକମାନଙ୍କ ଦକ୍ଷତା ବୃଦ୍ଧି ନିମନ୍ତେ ଏକ ତାଲିମ ଶିବିର ଖୁଣ୍ଟକଟାଠାରେ ବୁଧବାର ଆୟୋଜିତ ହୋଇଯାଇଛି । ଏଥିରେ ବ୍ଲକ କୃଷି ସୂଚନା ପରାମର୍ଶ କେନ୍ଦ୍ର ଅଧ୍ୟକ୍ଷ ରବିନ୍ଦ୍ରନାଥ…

ନୋଟ୍‍ ଗଣି ଥକିପଡିଲେ ଅଧିକାରୀ: ୧୦୦କୋଟିର ସମ୍ପତ୍ତି ଠାବ

ହାଇଦ୍ରାବାଦ: ତେଲେଙ୍ଗାନାରେ ଏକ ସରକାରୀ ବାବୁଙ୍କ ଘରୁ ମିଳିଛି ୧୦୦ କୋଟିର ସମ୍ପତ୍ତି । ପୁଳାପୁଳା ଟଙ୍କା ଏବଂ ସୁନା ଜବତ କରିଛି ଦୁର୍ନୀତି ନିବାରଣ ସଂସ୍ଥା । ଜଣେ ଅଧିକାରୀ ନୁହଁନ୍ତି ବରଂ କଳା ଟଙ୍କାର ‘କୁବେର’ ବୋଲି କୁହାଯାଉଛି । ତେଲେଙ୍ଗାନାରେ ଜଣେ ଅଧିକାରୀଙ୍କ ଘରୁ ଏତେ ପରିମାଣରେ…

ଭାରସାମ୍ୟ ହରାଇ ଦୋକାନ ଭିତରେ ପଶିଲା ଟ୍ରଲର, ଦୁଇ ଗୁରୁତର

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ୪୯ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ତୁରୁମୁଙ୍ଗା ବଜାରରେ ଭାରସାମ୍ୟ ହରାଇ ଏକ ଟ୍ରଲର ଜଳଖିଆ ଦୋକାନ ମଧ୍ୟକୁ ପଶିଯାଇଛି। ଫଳରେ ଦୋକାନଟି ସମ୍ପୂର୍ଣ୍ଣ ଚୁରମାର ହୋଇଯାଇଛି। ଦୁର୍ଘଟଣାରେ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ୧୦୮…

ଗୁରୁବାରୀ

ଗୁରୁବାରୀ ========== ଗୁରୁବାରୀ ଲୋ ଗୁରୁବାରୀ l କୁଆଡ଼େ ଯାଉ ମା ତୀର୍ଥକରି ll ମାନିଲୁ ନାହିଁ ମା ଜାତି ଭେଦ l ଅପବିତ୍ର କଲୁ ଚାରିବେଦ ll ଘିରି ଘିରି ହୋଇ ବୁଲିଆସୁ l ଅଶୋଉଚେ ଶ୍ରୀମନ୍ଦିରେ ପଶୁ ll ଜାଣନ୍ତି ସୁଭଦ୍ରା ତୋ ଗୁମର l ଜାଣିଲେଣିି ପୁଣି ଦେଢ଼ଶୁର ll ଛାଡ଼ିବେନି…

ଆମର ସଂସ୍କୃତି ଆମର ଟେକ “ରୁମକୁଝୁମାନା”ର ବାର୍ଷିକୋତ୍ସବ ା

ସୁବର୍ଣ୍ଣପୁର- ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଓ ରୁମକୁଝୁମାନା ର ମିଳିତ ସହଯୋଗ ରେ ସୁବର୍ଣ୍ଣପୁର ଜିଲ୍ଲା ସେଲେଡି କଲ୍ୟାଣ ମଣ୍ଡପ ଠାରେ ରାଜ୍ୟ ତଥା ଜିଲ୍ଲାର ସୁନାମଧନ୍ୟ କଣ୍ଠ ଶିଳ୍ପୀ ଶାଶ୍ୱତ ତ୍ରିପାଠୀ ଙ୍କ ସଭାପତିତ୍ବ ରେ ଆମର ସଂସ୍କୃତି ଆମର ଟେକ ର ବାର୍ଷିକୋତ୍ସବ ପାଳନ…

ଜିଲ୍ଲା ମୋଟର ସାଇକେଲ ମେକାନିକ ସଂଘର ବାର୍ଷିକ ସମ୍ମିଳନୀ

 ଉମରକୋଟ (ନିପ୍ର)ତା-୨୪-୦୧-୨୪ରିଖ ବୁଧବାର ଦିନ ପୂର୍ବାହ୍ନ ୧୧ଘ: ସମୟରେ ସ୍ଥାନ -ଉମରକୋଟ କଲ୍ୟାଣ ମଣ୍ଡପ ଠାରେ ଜିଲ୍ଲା ସଂଘ ର ସାଧାରଣ ସଂପାଦକ ଶ୍ରୀ ଯୁକ୍ତ ପର୍ଶୁରାମ ନାୟକଯାଦବ ଙ୍କ ପରିଚାଳନାରେ ଜିଲ୍ଲା ମୋଟର ସାଇକେଲ ମେକାନିକ ସଂଘର ବାର୍ଷିକ ସମ୍ମିଳନୀ ର ଆୟୋଜନ କରାଯାଇଥିଲା ଏଥିରେ…

୫ଟି ସ୍କୁଲ ରୂପାନ୍ତରଣର ୪ର୍ଥ ପର୍ଯ୍ୟାୟର ଚତୁର୍ଥ ଦିନରେ ୨୮୬ଟି ସ୍କୁଲ ଲୋକାର୍ପିତ

ଭୁବନେଶ୍ବର: ୫ଟି ସ୍କୁଲ ରୂପାନ୍ତରଣ ଅଭିଯାନର ଚତୁର୍ଥ ପର୍ଯ୍ୟାୟର ଚତୁର୍ଥ ଦିନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଖୋର୍ଦ୍ଧା, ସୁବର୍ଣ୍ଣପୁର, ପୁରୀ, ନୟାଗଡ଼, ବୌଦ୍ଧ ଓ ନବରଙ୍ଗପୁର  ଆଦି ୬ଟି ଜିଲ୍ଲାର ୨୮୬ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି। ଏଥିରେ ଖୋର୍ଦ୍ଧା ଜିଲ୍ଲାର…

ଶିମିଳିପାଳରେ ହେବ କଳାବାଘ ସଫାରୀ, ଘୋଷଣା କଲେ ମୁଖ୍ୟମନ୍ତ୍ରୀ ଆମ ଓଡ଼ିଶାନିଉଜ ଆଲର୍ଟବଡ଼ ଖବର

ଭୁବନେଶ୍ବର: ଶିମିଳିପାଳ ଅଭୟାରଣ୍ୟରେ ହେବ କଳାବାଘ ସଫାରୀ। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ସାମାଜିକ ଗଣମାଧ୍ୟମ ‘ଏକ୍ସ’ ଜରିଆରେ ସୂଚନା ଦେଇଛନ୍ତି। ଖୁବ୍‌ଶୀଘ ପର୍ଯ୍ୟଟକମାନେ ସଫାରୀ ଭିତରେ ବିରଳ କଳାବାଘ ଦେଖିବାର ସୁଯୋଗ ପାଇବେ। ମୁଖ୍ୟମନ୍ତ୍ରୀ କହିଛନ୍ତି, ମୟୂରଭଞ୍ଜ…