Browsing Category

ଓଡିଶା

ରାୟଗଡା ଜିଲ୍ଲାର ବାଳିକା ସେବାଶ୍ରମରେ ଜଣ୍ଡିସ୍ ଆତଙ୍କ

ରାୟଗଡା : ରାୟଗଡା ଜିଲ୍ଲାର ବାଳିକା ସେବାଶ୍ରମରେ ଜଣ୍ଡିସ୍ ଆତଙ୍କ ଦେଖାଦେଇଛି।ପ୍ରାୟ ୨୦ରୁ ଉର୍ଧ ଛାତ୍ରୀ ଜଣ୍ଡିସ୍ ରୋଗରେ ଆକ୍ରାନ୍ତ ହୋଇଛନ୍ତି। ଏଭଳି ଘଟଣା କୋଲନରା ବ୍ଲକ ରୋବାଡି ବାଳିକା ଉଚ୍ଚ ବିଦ୍ଯାଳୟରେ ଦେଖିବାକୁ ମିଳିଛି। ଏବେ ବି ଛାତ୍ରୀ ନିବାସରେ ରହି ଆକ୍ରାନ୍ତ ମାନେ ଚିକିତ୍ସିତ…

୧୦୦ ମେଟ୍ରିକ୍ ଟନ୍ ପଣ୍ୟ ଅନ୍‌ଲୋଡିଂରେ ଦେଶର ପ୍ରଥମ ରେଳପଥ ଜୋନ୍ ହେଲା ପୂର୍ବତଟ ରେଳପଥ

ଭୁବନେଶ୍ୱର: ପୂର୍ବ ତଟ ରେଳପଥ ଚଳିତ ଆର୍ଥିକ ବର୍ଷ ୨୦୨୬-୨୭ରେ ମାଲ୍‌ବାହୀ ଟ୍ରେନ୍‌ରୁ ପଣ୍ୟ ଖଲାସ ବା ଅନ୍‌ଲୋଡିଂ କ୍ଷେତ୍ରରେ ୧୦୦ ମେଟ୍ରିକ୍ ଟନର ସୀମା ଅତିକ୍ରମ କରି ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ହାସଲ କରିଛି। ଗତ ଆର୍ଥିକ ବର୍ଷର ସମାନ ଅବଧି ତୁଳନାରେ ୧୭ ଦିନ ପୂର୍ବରୁ ଏହି ଲକ୍ଷ୍ୟ…

UPI ଶୁଳ୍କ ପ୍ରସଙ୍ଗରେ କେନ୍ଦ୍ରକୁ ସମର୍ଥନ କଲେ ଓମାର ଅବଦୁଲ୍ଲା: ଜାଣନ୍ତୁ କ’ଣ କହିଲେ?

ନୂଆଦିଲ୍ଲୀ: ୨,୦୦୦ ଟଙ୍କାରୁ ଅଧିକ UPI କାରବାର ଉପରେ ୦.୪% MDR ପ୍ରସଙ୍ଗ ଏକ ଚର୍ଚ୍ଚାର ବିଷୟ ପାଲଟିଛି। ଅନେକ ଦଳର ବିରୋଧ ମଧ୍ୟରେ ଜମ୍ମୁ ଏବଂ କାଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଏହି ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କ ସମର୍ଥନରେ ଠିଆ ହୋଇଥିବା ଦେଖାଯାଉଛନ୍ତି। ମୁଖ୍ୟମନ୍ତ୍ରୀ ଓମାର…

ଅଗ୍ରଣୀ ସିଇଓମାନଙ୍କ ସହ ସେମିକଣ୍ଡକ୍ଟର ଗୋଲଟେବୁଲ ବୈଠକରେ ଅଧ୍ୟକ୍ଷତା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସେବା ତୀର୍ଥଠାରେ ଅଗ୍ରଣୀ ସିଇଓମାନଙ୍କ ସହ ସେମିକଣ୍ଡକ୍ଟର ଗୋଲଟେବୁଲ ବୈଠକରେ ଅଧ୍ୟକ୍ଷତା କରିଛନ୍ତି। ଏହି ବୈଠକରେ ପ୍ରଧାନମନ୍ତ୍ରୀ ଭାରତର ପ୍ରଯୁକ୍ତିବିଦ୍ୟା ଭବିଷ୍ୟତକୁ ରୂପ ଦେବାରେ ସରକାର ଏବଂ ସେମିକଣ୍ଡକ୍ଟର ଶିଳ୍ପ ମଧ୍ୟରେ ଘନିଷ୍ଠ…

୧୮ ରୁ କଟକରେ ଆନ୍ତର୍ଜାତିକ ବାଣିଜ୍ୟମେଳା: ୧୦ ଦେଶ ଓ ୨୨ ରାଜ୍ୟର ବ୍ୟବସାୟୀ ହେବେ ସାମିଲ

କଟକ: କଟକର ଐତିହାସିକ ବାଲିଯାତ୍ରା ତଳ ପଡ଼ିଆରେ ସେପ୍ଟେମ୍ବର ୧୮ରୁ ୨୮ ତାରିଖ ପର୍ଯ୍ୟନ୍ତ ‘କଟକ-ଆନ୍ତର୍ଜାତିକ ବାଣିଜ୍ୟମେଳା’ ଆୟୋଜିତ ହେବାକୁ ଯାଉଛି। ୧୧ ଦିନ ଧରି ଚାଲିବାକୁ ଥିବା ଏହି ମେଳା ପ୍ରତିଦିନ ଅପରାହ୍ନ ୩ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଖୋଲା ରହିବ। ବୈଦେଶିକ ସାମଗ୍ରୀ ଗୁଡ଼ିକ…

ଗଣେଶ ବିସର୍ଜନ ବେଳେ ଅଘଟଣ, ୩ ମୃତ, ଜଣେ ନିଖୋଜ

ଜଗତସିଂହପୁର:ଜଗତସିଂହପୁର ଜିଲ୍ଲା ଏରସମା ଥାନା ପଣ୍ଡୁଆ ଗୋପାଳପୁର ନିକଟରେ ଘଟିଛି ଏହି ଦୁଃଖଦ ଘଟଣା । ଓରନାଳ ଗ୍ରାମର କିଛି ଯୁବକ ବୁଧବାର ଅପରାହ୍ଣରେ ଘର ପାଖ ବୃଦ୍ଧା ନଦୀକୁ ମୂର୍ତ୍ତି ବିସର୍ଜନ ପାଇଁ ଯାଇଥିଲେ । ବିସର୍ଜନ ସମୟରେ ଅସାବଧାନତା ହେତୁ ୪ ଜଣ ଯୁବକ ନଦୀର ପ୍ରବଳ ସ୍ରୋତରେ…

ଓଡିଆ ଭାଷା ସାହିତ୍ୟ ତଥା ସଂସ୍କୃତିର ଗବେଷଣା ପାଇଁ ସମର୍ପିତ ଥିଲେ ପଣ୍ଡିତ ବିନାୟକ ମିଶ୍ର

ନୟାଗଡ଼ (୧୬/୯) : ଆର୍ଥିକ ଅସ୍ୱଚ୍ଛଳତା ଯୋଗୁଁ ଉଚ୍ଚଶିକ୍ଷା କରିପାରିନଥିବା ଯୋଗଜନ୍ମା ପଣ୍ଡିତ ବିନାୟକ ମିଶ୍ର ନିଜ ଅଧ୍ୟବସାୟ, ନିଷ୍ଠା, ଶିକ୍ଷାପ୍ରତି ଗଭୀର ଅନୁରକ୍ତି ପାଇଁ ଡ୍ରଇଁ ଶିକ୍ଷକରୁ କଲିକତା ବିଶ୍ୱବିଦ୍ୟାଳୟରେ ଅଧ୍ୟାପକ ହୋଇପାରିଥିଲେ। ସାରା ଜୀବନ ଅଧ୍ୟୟନ ତଥା ସାହିତ୍ୟ,…

ପରମ ପ୍ରେମମୟ ଶ୍ରୀଶ୍ରୀଠାକୁର ଅନୁକୁଳଚନ୍ଦ୍ରଙ୍କର ପୂଣ୍ୟ ୧୩୯ତମ ଜନ୍ମ ଦିବସ ପାଳିତ

ବାଣପୁର: ଆଜି ଶ୍ରୀଶ୍ରୀଠାକୁର ଅନୁକୁଳଚନ୍ଦ୍ରଙ୍କର ପୂଣ୍ୟ ୧୩୯ତମ ଜନ୍ମ ଦିବସ ବାଣପୁର ସତସଙ୍ଗ ବିହାର ଠାରେ ପରମ ପ୍ରେମମୟଙ୍କର ସତସଙ୍ଗ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଭାଦ୍ରବ ସତସଙ୍ଗ ପରିକ୍ରମାର ଉଦଯାପନୀ ଦିବସରେ ବହୁ ଶ୍ରଦ୍ଧାଳୁଙ୍କର ସମାଗମ ଦେଖିବାକୁ ମିଳିଛି। ପ୍ରାୟ ଏକ ମାସ ଧରି…

ସୁପ୍ରିମକୋର୍ଟରେ ପହଞ୍ଚିଲା UPI ପେମେଣ୍ଟ ମାମଲା: ଦାୟର ହେଲା ଜନସ୍ୱାର୍ଥ ମାମଲା

ନୂଆଦିଲ୍ଲୀ: ଆଜି UPI ପେମେଣ୍ଟ ମାମଲା ସୁପ୍ରିମକୋର୍ଟରେ ପହଛି। ୨ ହଜାର ଟଙ୍କାରୁ ଅଧିକ UPI ପେମେଣ୍ଟ ଉପରେ ୦.୪ ପ୍ରତିଶତ MDR ଲାଗୁ କରାଯାଇଥିବା ବିଜ୍ଞପ୍ତିକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରାଯାଇଛି। ଅଞ୍ଜନ ଦତ୍ତା ନାମକ ଜଣେ ଆବେଦନକାରୀ କୋର୍ଟରେ ଏକ ଜନସ୍ୱାର୍ଥ ମାମଲା ଦାୟର…