Browsing Category

ଓଡିଶା

ରାଜ୍ୟରେ ୧୯୫ କୋଟିର ପୋଲିସ ଭିତ୍ତିଭୂମି ଲୋକାର୍ପିତ

ଭୁବନେଶ୍ୱର : ପୁରୀର ତାଳବଣିଆ ଠାରେ ଏକ ଅତ୍ୟାଧୁନିକ ନୂତନ ଥାନା ଗୃହ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ନବନିର୍ମିତ ପୋଲିସ ଭିତ୍ତିଭୂମିର ଆଜି ମୁଖ୍ୟମନ୍ତ୍ରୀ ମୋହନ  ଚରଣ ମାଝୀ ଉଦ୍‌ଘାଟନ କରିଛନ୍ତି। ଏହାସହିତ ଆଭାସୀ ମାଧ୍ୟମରେ ଖୋର୍ଦ୍ଧା ଜିଲ୍ଲାର ବାଲୁଗାଁସ୍ଥିତ SDPO କାର୍ଯ୍ୟାଳୟ,…

ଉତ୍ତର ପୂର୍ବ ପରିଷଦର ୭୩ତମ ପୂର୍ଣ୍ଣାଙ୍ଗ ବୈଠକର ଅଧ୍ୟକ୍ଷତା କଲେ ଅମିତ ଶାହ

ନୂଆଦିଲ୍ଲୀ : କେନ୍ଦ୍ର ଗୃହ ଏବଂ ସମବାୟ ମନ୍ତ୍ରୀ ଅମିତ ଶାହ ମେଘାଳୟର ରାଜଧାନୀ ଶିଲଂରେ ଉତ୍ତର-ପୂର୍ବାଞ୍ଚଳ ପରିଷଦ (ଏନଇସି) ର ୭୩ତମ ପୂର୍ଣ୍ଣାଙ୍ଗ ବୈଠକରେ ଅଧ୍ୟକ୍ଷତା କରିଛନ୍ତି। କେନ୍ଦ୍ର ଉତ୍ତର-ପୂର୍ବାଞ୍ଚଳ ବିକାଶ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ, ମେଘାଳୟର ରାଜ୍ୟପାଳ ସି. ଏଚ.…

ପିପିଲି ଚାନ୍ଦୁଆକୁ ବିଶ୍ୱ ବଜାର ସହ ଯୋଡ଼ିବା ଆମର ଲକ୍ଷ୍ୟ:ମୁଖ୍ୟମନ୍ତ୍ରୀ

ପିପିଲି : ପିପିଲି ଚାନ୍ଦୁଆ କେବଳ ଏକ ହସ୍ତଶିଳ୍ପ ନୁହେଁ, ଏହା ଓଡ଼ିଆ ଜାତିର ସ୍ୱାଭିମାନ ଓ ‘ଓଡ଼ିଆ ଅସ୍ମିତା’ର ପରିଚୟ। ଏହି କଳା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସେବା ଓ ରଥଯାତ୍ରା ସହ ଅଙ୍ଗାଙ୍ଗୀ ଭାବେ ଜଡ଼ିତ। ବିଗତ ସରକାରଗୁଡ଼ିକର ଅଦୂରଦର୍ଶିତା ଯୋଗୁଁ ଏହି ବିଶ୍ୱପ୍ରସିଦ୍ଧ କାରିଗରମାନେ…

କେନ୍ଦ୍ରାପଡ଼ାରେ ବାଣ ବିସ୍ଫୋରଣ, ମହିଳା ଗୁରୁତର

କେନ୍ଦ୍ରାପଡ଼ା : କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ତେରଗାଁ ପଞ୍ଚାୟତର ଓସ୍ତର ଗ୍ରାମରେ ବାଣ ବିସ୍ଫୋରଣ ଘଟି ଜଣେ ମହିଳା ଗୁରୁତର ହୋଇଛନ୍ତି । ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ସୃଷ୍ଟି ହୋଇଛି । ତେବେ ବେଆଇନ୍ ଭାବେ ଗଚ୍ଛିତ ଥିବା ବାଣ ପ୍ରବଳ ଗ୍ରୀଷ୍ମ ଉତ୍ତାପ ଯୋଗୁ ସ୍ୱତଃ…

ନୂତନ ଫୁଟ୍ ଓଭର ବ୍ରିଜ୍ ନିର୍ମାଣ କାର୍ଯ୍ୟ ପାଇଁ ବାଲେଶ୍ୱର ଷ୍ଟେସନର ପଶ୍ଚିମ ପ୍ରବେଶ ପଥ ଦୁଇ ମାସ ପାଇଁ ବନ୍ଦ ରହିବ 

ବାଲେଶ୍ୱର, ୪ ଜୁନ (କୃଷ୍ଣ କୁମାର ମହାନ୍ତି): ଯାତ୍ରୀ ସୁବିଧା, ସୁରକ୍ଷା ଏବଂ ଷ୍ଟେସନ ସଂଯୋଗ ବ୍ୟବସ୍ଥାକୁ ଆହୁରି ସୁଦୃଢ଼ କରିବା ଲକ୍ଷ୍ୟରେ ଦକ୍ଷିଣ-ପୂର୍ବ ରେଳବାଇ ପକ୍ଷରୁ ବାଲେଶ୍ୱର ରେଳ ଷ୍ଟେସନରେ ନୂତନ ଫୁଟ୍ ଓଭର ବ୍ରିଜ୍ (ଏଫ୍‌ଓବି) ନିର୍ମାଣ କାର୍ଯ୍ୟ ଜାରି ରହିଛି। ଏହି କ୍ରମରେ…

କେନ୍ଦ୍ର ସରକାରଙ୍କ ୧୨ ବର୍ଷ ସଫଳତା ପ୍ରଚାର ପାଇଁ ଆଇଏମପିସିସି ବୈଠକ

ଭୁବନେଶ୍ୱର: କେନ୍ଦ୍ର ସରକାରଙ୍କ ବିଭିନ୍ନ ଗଣମାଧ୍ୟମ ସଂସ୍ଥା ମଧ୍ୟରେ ସମନ୍ୱୟ ରକ୍ଷା କରୁଥିବା ‘ଆନ୍ତଃ ଗଣମାଧ୍ୟମ ପ୍ରଚାର ସମନ୍ୱୟ ସମିତି’ (ଆଇଏମପିସିସି) – ଓଡ଼ିଶା ମଣ୍ଡଳର ମାସିକ ବୈଠକ ଆଜି ଭୁବନେଶ୍ୱରସ୍ଥିତ ଏନଏବିଏମ – ପ୍ରସାର ଭାରତୀ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ…

ନରହନ୍ତା ଦନ୍ତାକୁ ସ୍ଥାନାନ୍ତର ପାଇଁ ଟ୍ରାଙ୍କୁଲାଇଜ୍ କଲା ବନ ବିଭାଗ

ଅନୁଗୋଳ : ହାତୀକୁ ସ୍ଥାନାନ୍ତର ପାଇଁ ବନ ବିଭାଗ ପକ୍ଷରୁ ଟ୍ରାଙ୍କୁଲାଇଜ୍ କରାଯାଇଛି।ମଣିଷ ମାରୁଥିବା ହାତୀକୁ ଆଜି ସ୍ଥାନାନ୍ତର ପାଇଁ ବନ ବିଭାଗ ପକ୍ଷରୁ ପୂର୍ବରୁ ଯୋଜନା କରା ଯାଇଥିଲା। ତେଣୁ ମଣିଷ ମରା ହାତୀକୁ ଚିହ୍ନଟ କରି ବନ ବିଭାଗ ପକ୍ଷରୁ ଅନ୍ୟତ୍ର ସ୍ଥାନାନ୍ତର କରିବା ପାଇଁ ଆଜି…

ଛାତ୍ରଛାତ୍ରୀଙ୍କୁ ପ୍ରମାଣପତ୍ର ପ୍ରଦାନରେ ବିଳମ୍ବ ହେଲେ ଅଫିସରଙ୍କ ବିରୁଦ୍ଧରେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ଵର: ରାଜ୍ୟର ଛାତ୍ରଛାତ୍ରୀ ଓ ଅଭିଭାବକମାନଙ୍କ ପାଇଁ ଖୁସିଖବର। ଏଣିକି ଶିକ୍ଷାନୁଷ୍ଠାନରେ ନାମଲେଖା ପାଇଁ ଆବଶ୍ୟକ ହେଉଥିବା ବିଭିନ୍ନ ପ୍ରମାଣପତ୍ର ତୁରନ୍ତ ଓ ନିର୍ଦ୍ଧାରିତ ସମୟ ମଧ୍ୟରେ ମିଳିବ। ଏସବୁ ପ୍ରମାଣପତ୍ର ଦେବାରେ ବିଳମ୍ବ କଲେ ସମ୍ପୃକ୍ତ ଅଫିସରଙ୍କ ବିରୁଦ୍ଧରେ ହେବ କଡ଼ା…

“ସ୍ଵାଧୀନତାର ମୂଲ୍ଯ”

"ସ୍ଵାଧୀନତାର ମୂଲ୍ଯ" ଅମରନାଥ ବାରିକ୍ ରକତର ସୁଅ ବହିଛି ଅନେକ ଗୁଳାବାରୁଦ ଛୁଟାଇ ସ୍ଵାଧୀନତା ସେନା ସହୀଦ ହୋଇଲେ ବନ୍ଦେ ମାତରମ୍ ଗାଇ। ଏଇ ସ୍ଵାଧୀନତା ପାଇଁ କାନ୍ଦିଛି ନିରୀହ ପରାଣ ବିକଳେ ପୁତ୍ର ଶବ ମାତା ପାଇ । ଭାରତ ମାତର ଅଶ୍ରୁ ନିଗାଡ଼ିଛି ବୀର ସହିଦଙ୍କୁ ଦେଖି…