Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
CBI ଜାଲରେ ବାଲେଶ୍ବରର CGST ସୁପରିଟେଣ୍ଡେଣ୍ଟ। ଓମ୍ ପ୍ରକାଶ ନାୟକ ଲାଞ୍ଚ ନେଇ ଧରାପଡ଼ିଛନ୍ତି।
ବାଲେଶ୍ବରର : ସିବିଆଇ ଜାଲରେ ପଡ଼ିଛନ୍ତି ଜଣେ କେନ୍ଦ୍ରୀୟ ଜିଏସଟି (CGST) ଅଧିକାରୀ। ଲାଞ୍ଚ ନେଉଥିବା ବେଳେ CGST ସୁପରିଟେଣ୍ଡେଣ୍ଟ ଓମ୍ ପ୍ରକାଶ ନାୟକଙ୍କୁ ମାଡ଼ି ବସିଛି CBI ଟିମ୍। ଜଣେ ବ୍ୟକ୍ତିଙ୍କ ୧୬ ଲକ୍ଷ ଟଙ୍କାର ଜିଏସଟି ରିଫଣ୍ଡ କରାଇଦେବା ବାହାନାରେ ସେ ମୋଟା ଅଙ୍କର ଲାଞ୍ଚ…
ମୟୂରଭଞ୍ଜ ଜିଲାର ଜୀବନରେଖା ବୁଢ଼ାବଳଙ୍ଗରେ ପାଣି ନାହିଁ : ଶୁଖିଲା ପଡ଼ିଛି ନଦୀ ଶଯ୍ୟା।
ମୟୂରଭଞ୍ଜ : ମୟୂରଭଞ୍ଜ ଜିଲାର ଜୀବନରେଖା ବୁଢ଼ାବଳଙ୍ଗରେ ପାଣି ନାହିଁ। ଶୁଖିଲା ପଡ଼ିଛି ନଦୀ ଶଯ୍ୟା। ଫଳରେ ନଦୀ ସଂଲଗ୍ନ ଅଞ୍ଚଳରେ ଜଳସ୍ତର ଦ୍ରୁତ ହ୍ରାସ ପାଇବା ବର୍ତ୍ତମାନ ଉଦ୍ବେଗଜନକ ସ୍ଥିତି ସୃଷ୍ଟି କରିଛି। ବୁଢ଼ାବଳଙ୍ଗ ନଦୀ ମୟୂରଭଞ୍ଜ ଜିଲାର ବୃହତ୍ତମ ଓ ରାଜ୍ୟର ଏକ ପ୍ରମୁଖ ନଦୀ।…
ଦେଶରେ ବନ୍ୟା ପରିଚାଳନା ଓ ଗ୍ରୀଷ୍ମ ପ୍ରବାହ ପ୍ରସ୍ତୁତିର ସମୀକ୍ଷା କରିବେ ଅମିତ ଶାହ
ନୂଆଦିଲ୍ଲୀ : କେନ୍ଦ୍ର ସ୍ବରାଷ୍ଟ୍ର ଏବଂ ସମବାୟ ମନ୍ତ୍ରୀ ଅମିତ ଶାହ ୧୦ ମେ’ ରବିବାରଦିନ ନୂଆଦିଲ୍ଲୀରେ ଏକ ଗୁରୁତ୍ୱପୂର୍ଣ୍ଣ ଉଚ୍ଚସ୍ତରୀୟ ବୈଠକର ଅଧ୍ୟକ୍ଷତା କରି ସମ୍ଭାବ୍ୟ ବନ୍ୟା ପରିସ୍ଥିତି ଏବଂ ଗ୍ରୀଷ୍ମ ପ୍ରବାହର ମୁକାବିଲା ପ୍ରସ୍ତୁତିର ବିସ୍ତୃତ ସମୀକ୍ଷା କରିବେ। ପ୍ରଧାନମନ୍ତ୍ରୀ…
ଲେଫ୍ଟନାଣ୍ଟ ଜେନେରାଲ ଏନଏସ ରାଜା ସୁବ୍ରମଣି ହେଲେ ନୂଆ ସିଡିଏସ୍
ନୂଆଦିଲ୍ଲୀ: ଦେଶର ପରବର୍ତ୍ତୀ ପ୍ରତିରକ୍ଷା କର୍ମଚାରୀ ମୁଖ୍ୟ(ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ୍) ଭାବରେ ଅବସରପ୍ରାପ୍ତ ଲେଫ୍ଟନାଣ୍ଟ ଜେନେରାଲ ଏନଏସ ରାଜା ସୁବ୍ରମଣିଙ୍କୁ ନିଯୁକ୍ତ କରିଛନ୍ତି ଭାରତ ସରକାର ଅବସରପ୍ରାପ୍ତ ଲେଫ୍ଟନାଣ୍ଟ ଜେନେରାଲ ଏନଏସ ରାଜା ସୁବ୍ରମଣିଙ୍କୁ । ସେ ବର୍ତ୍ତମାନର…
ଆସୁଛି ଲଘୁଚାପ, ଭିଜିବ ସାରା ଓଡ଼ିଶା। ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ଘୂର୍ଣ୍ଣିବଳୟ ସୃଷ୍ଟି…
ଭୁବନେଶ୍ଵର : ଆସୁଛି ଲଘୁଚାପ, ଭିଜିବ ସାରା ଓଡ଼ିଶା। କାରଣ ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇ କହିଛି, ସମୁଦ୍ର ପତନ ଠାରୁ ଦେଢ଼ କିମି ଉଚ୍ଚ ଯାଏଁ ଘୂର୍ଣ୍ଣିବଳୟ ବ୍ୟାପିଛି। ଏହା ଆହୁରି ଘନୀଭୂତ ହୋଇ ୧୨ କିମ୍ବା ୧୩ ତାରିଖ ବେଳକୁ…
ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ପାଇଁ ପ୍ରଥମ ସମନ୍ୱୟ କମିଟି ବୈଠକ
ଭୁବନେଶ୍ବର: ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା-୨୦୨୬ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଶୁକ୍ରବାର ପୁରୀ ଟାଉନ ହଲ୍ଠାରେ କେନ୍ଦ୍ରାଞ୍ଚଳ ରାଜସ୍ୱ ଆୟୁକ୍ତ (RDC) ସୁଧାଂଶୁ ମୋହନ ସାମଲଙ୍କ ଅଧ୍ୟକ୍ଷତାରେ ପ୍ରଥମ ସମନ୍ୱୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଗୁରୁତ୍ୱପୂର୍ଣ୍ଣ…
କଲକାତା ଦି ହେରିଟେଜ ସ୍କୁଲ ପକ୍ଷରୁ ରବୀନ୍ଦ୍ର ନାଥ ଠାକୁରଙ୍କ ଜୟନ୍ତୀ ପାଳିତ ।
କୋଲକାତା (୯/୫) : ବିଶ୍ୱକବି ରବୀନ୍ଦ୍ରନାଥ ଠାକୁରଙ୍କ ଜନ୍ମ ଜୟନ୍ତୀ ଅବସରରେ ଦ ହେରିଟେଜ୍ ସ୍କୁଲ୍, କୋଲକାତାର ଶିକ୍ଷକ ଶିକ୍ଷୟିତ୍ରୀମାନେ ଗଭୀର ଉତ୍ସାହ ଓ ସାଂସ୍କୃତିକ ମନୋଭାବ ସହିତ ଏହି ଦିବସକୁ ପାଳନ କରିଥିଲେ।
ଏହି ଅବସରରେ କବିଗୁରୁ ରବୀନ୍ଦ୍ରନାଥ ଠାକୁରଙ୍କ ଅମର ସାହିତ୍ୟ, ସଂସ୍କୃତି…
ଶୁଭେନ୍ଦୁ ଅଧିକାରୀ ପଶ୍ଚିମବଙ୍ଗର ନୂଆ ମୁଖ୍ୟମନ୍ତ୍ରୀ: କାଲି ଶପଥ ଗ୍ରହଣ
ନୂଆଦିଲ୍ଲୀ: ପଶ୍ଚିମବଙ୍ଗ ରାଜନୀତିରେ ବଡ଼ ପରିବର୍ତ୍ତନ। ବିଜେପି ବିଧାୟକ ଦଳ ନେତା ଭାବେ ନିର୍ବାଚିତ ହୋଇଛନ୍ତି ଶୁଭେନ୍ଦୁ ଅଧିକାରୀ। ସେ ରାଜ୍ୟର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିବେ। ଆସନ୍ତାକାଲି ପୂର୍ବାହ୍ନ ୧୧ଟାରେ କୋଲକାତାର ବ୍ରିଗେଡ୍ ପରେଡ୍ ଗ୍ରାଉଣ୍ଡରେ ଆୟୋଜିତ…
Rabindranath Tagore ‘s Birth Anniversary was Celebrated by The Heritage School, Kolkata.
Kolkata (9/5) : On the occasion of the birth anniversary of Rabindranath Tagore, the teachers of the Heritage School celebrated the day with great enthusiasm and cultural spirit in Kolkata on May 8.
The celebration paid tribute to the…
ଗୁଜୁରାଟ ରେ ଓଡିଶା ମୁଖ୍ୟମନ୍ତ୍ରୀ ଙ୍କୁ ସାକ୍ଷାତ କଲେ ବରୋଦା ପ୍ରବାସୀ ଓଡିଆ ସଂଗଠନ( ଉତ୍କଳିକା )ର କର୍ମକର୍ତା
ଗୁଜୁରାଟ : ଉତ୍କଳିକା ଓଡିଶା ସେବା ଟ୍ରଷ୍ଟ, ବରୋଦା ର (ସଭାପତି , ପୂର୍ବତନ ସଭାପତି । ପୂର୍ବତନ ଉପ ସଭାପତି , ଜେନେରାଲ ସଚିବ ଏବଂ ଅନ୍ୟ କିଛି ସଦସ୍ୟ) ଉପସ୍ଥିତ ଥିଲେ ଏବଂ ମାନ୍ୟବର ଓଡିଶା ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏବଂ ଶିଳ୍ପ ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ମନ୍ତ୍ରୀ,…