Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଲଙ୍ଗଳ ଧରି ହଳ କଲେ, ବିହନ ବୁଣିଲେ; ଅଖିମୁଠି ଅନୁକୂଳ କଲେ ମୁଖ୍ୟମନ୍ତ୍ରୀ
କଟକ : ଲଙ୍ଗଳ ଧରି ହଳ କଲେ, ବିହନ ବୁଣିଲେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଅଖିମୁଠି ଅନୁକୂଳ କରିଛନ୍ତି। କଟକରେ ଆୟୋଜିତ ହୋଇଥିବା ରାଜ୍ୟସ୍ତରୀୟ କୃଷକ ଦିବସ ଅବସରରେ କେନ୍ଦ୍ରୀୟ ଧାନ ଗବେଷଣା ଅନୁଷ୍ଠାନ-CRRIରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ ହୋଇଛି। ଯେଉଁଠି ମୁଖ୍ୟମନ୍ତ୍ରୀ ସାମିଲ…
ଆସନ୍ତାକାଲି ଠାରୁ ୨୩ ତାରିଖ ଯାଏଁ ସ୍କୁଲ ଛୁଟି, ନିର୍ଦ୍ଦେଶ ଦେଲେ ଜିଲ୍ଲାପାଳ
ଭୁବନେଶ୍ୱର : କାଲିଠୁ ଖୋର୍ଦ୍ଧା ଜିଲ୍ଲାରେ ସ୍କୁଲ ଛୁଟି। ଆସନ୍ତାକାଲିଠାରୁ ୨୩ ତାରିଖ ପର୍ଯ୍ୟନ୍ତ ଛୁଟି ଘୋଷଣା ହୋଇଛି। ଅସହ୍ୟ ଖରାକୁ ଦେଖି ଛୁଟି ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ। ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି ଘୋଷଣା କରାଯାଇଛି। ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ବନ୍ଦ…
୨୦୩୬ ସୁଦ୍ଧା ଓଡ଼ିଶା ହେବ ୫୦୦ ବିଲିଅନ ଡଲାର ଅର୍ଥନୀତିର ରାଜ୍ୟ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଇନ୍ଫୋଭେଲି-ll, ଖୋର୍ଦ୍ଧାଠାରେ ‘ୱେ-ଟ୍ରାକ୍ ଇଣ୍ଡିଆ ପ୍ରାଇଭେଟ୍ ଲିମିଟେଡ୍’ର ଅତ୍ୟାଧୁନିକ ମାନୁଫାକ୍ଚରିଙ୍ଗ୍ ୟୁନିଟ୍ର ଶୁଭ ଉଦ୍ଘାଟନ କରିଛନ୍ତି। ଓଡ଼ିଶା ମାଟିରୁ ଓଡ଼ିଆ ଉଦ୍ୟୋଗୀଙ୍କ ଦ୍ଵାରା ଆରମ୍ଭ ହୋଇଥିବା ଏହି ବ୍ରାଣ୍ଡ୍ ଆଜି…
ନିର୍ମାଣ ହେବ ହିଟ୍ ୱେଭ୍ ଆଶ୍ରୟସ୍ଥଳୀ
ଭୁବନେଶ୍ୱର : ହିଟ୍ ୱେଭକୁ ସାମ୍ନା କରିବାକୁ ନୂଆ ଏସ୍ଓପି ପ୍ରସ୍ତୁତ କରିଛି ରାଜସ୍ୱ ବିଭାଗ । ଅଧିକ ଖରା ହେଉଥିବା ସ୍ଥାନରେ ନିର୍ମାଣ ହେବ ହିଟ୍ୱେଭ୍ ଆଶ୍ରୟସ୍ଥଳୀ । ଏନେଇ ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ୧୧ଟାରୁ ୩ଟା ପର୍ଯ୍ୟନ୍ତ ଯାତ୍ରୀ ଓ ମାଲ୍ ପରିବହନ ଉପରେ…
ଓଡ଼ିଶାରେ ହେବ ପ୍ରଥମ ଅତ୍ୟାଧୁନିକ ଚିପ୍ ୟୁନିଟ୍ ।
ଭୁବନେଶ୍ୱର : ଓଡ଼ିଶାରେ ହେବ ପ୍ରଥମ ଅତ୍ୟାଧୁନିକ ଚିପ୍ ୟୁନିଟ୍ ।ଡଭାନ୍ସଡ୍ ଥ୍ରୀଡ଼ି ଚିପ୍ର ଭିତ୍ତିପ୍ରସ୍ତର ସ୍ଥାପନ ହେବ । ଭୁବନେଶ୍ୱରରେ ଆଡଭାନ୍ସ ଥ୍ରୀଡି ଚିପ୍ ପ୍ୟାକେଜିଂ ୟୁନିଟ୍ ହେବ । ବର୍ଷକୁ ୭୦ହଜାର ପ୍ୟାନେଲ୍ ଉତ୍ପାଦନ ହେବା ଲକ୍ଷ୍ୟ ରହିଛି । ଏଥିରେ ୧୯୯୪କୋଟି ନିବେଶ ହେବାକୁ…
ବିଜେପି ରାଜ୍ୟ ପଦାଧିକାରୀ ବୈଠକ ଆରମ୍ଭ
ଭୁବନେଶ୍ୱର : ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆଜି ଏକ ବଡ଼ ବୈଠକ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ସଭାପତି ମନମୋହନ ସାମଲ୍ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ପ୍ରଭାରୀ ବିଜୟ ପାଲ ସିଂ ତୋମାର, ସହ ପ୍ରଭାରୀ ଲତା ଉସେଣ୍ଡି, ରାଜ୍ୟ ସଙ୍ଗଠନ ମନ୍ତ୍ରୀ ମାନସ ମହାନ୍ତିଙ୍କ ସମେତ ସମସ୍ତ ସାଧାରଣ…
ମେଡିକାଲ କଲେଜ ପାଇଁ ଜମି ଚିହ୍ନଟ ନିର୍ଦ୍ଦେଶ, ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କୁ ଦିଆଗଲା ଦାୟିତ୍ୱ
ଭୁବନେଶ୍ଵର : ରାଜ୍ୟରେ ୫ ମେଡିକାଲ କଲେଜ ପାଇଁ ଜମି ଚିହ୍ନଟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଗଜପତି, ମାଲକାନଗିରି, ରାୟଗଡ଼ାରେ ନୂଆ ଆୟୁର୍ବେଦିକ ମେଡିକାଲ କଲେଜ ଏବଂ ନୟାଗଡ଼ ଓ ନୂଆପଡ଼ାରେ ଦୁଇଟି ସରକାରୀ ହୋମିଓପାଥି ମେଡିକାଲ କଲେଜ ପ୍ରତିଷ୍ଠା ହେବ। ଏନେଇ ମୁଖ୍ୟମନ୍ତ୍ରୀ ତାଙ୍କ ବଜେଟ୍…
ନର୍ଲା ବିଧାୟିକାଙ୍କ ସ୍ୱାମୀଙ୍କୁ ୬ ସପ୍ତାହ ପାଇଁ ଅନ୍ତରୀଣ ସୁରକ୍ଷା ପ୍ରଦାନ
କଟକ : ନର୍ଲା ବିଧାୟିକାଙ୍କ ସ୍ୱାମୀ ଦୁର୍ଗା ପ୍ରସାଦ ମହାନ୍ତିଙ୍କୁ ମିଳିଛି ବଡ଼ ଆଶ୍ୱସ୍ତି। ହାଇକୋର୍ଟ ଦୁର୍ଗା ପ୍ରସାଦଙ୍କୁ ୬ ସପ୍ତାହ ପାଇଁ ଅନ୍ତରୀଣ ସୁରକ୍ଷା ପ୍ରଦାନ କରିଛନ୍ତି। ନର୍ଲା ତହସିଲଦାରଙ୍କୁ ହତ୍ୟା ଧମକ ଦେଇ ବିବାଦରେ ପଡିଥିଲେ ଦୁର୍ଗା ପ୍ରସାଦ।
କଳାହାଣ୍ଡି ଜିଲ୍ଲା…
କର୍ଲାପଡା +୩ କଲେଜରେ ଭବ୍ୟବିଦାୟ ସମାରୋହ
ଭବାନୀପାଟଣା (୧୮|୪) : ଭବାନୀପାଟଣା ବ୍ଲକ ଅନ୍ତର୍ଗତ କର୍ଲାପଡା +୩ ଡିଗ୍ରୀ କଲେଜରେ ଇତିହାସ ବିଭାଗ ତରଫରୁ ଶେଷ ବର୍ଷ ୨୦୨୩-୨୬ ବ୍ୟାଚର ଛାତ୍ରଛାତ୍ରୀମାନଙ୍କ ପାଇଁ ଏକ ଭବ୍ୟ ବିଦାୟ ସମାରୋହ ଆୟୋଜନ ହୋଇଥିଲା। ଏହି କାର୍ଯ୍ୟକ୍ରମଟି ୨ୟ ଏବଂ ୩ୟ ସେମିଷ୍ଟାରର ଛାତ୍ରଛାତ୍ରୀମାନଙ୍କ ତରଫରୁ…
ବିଦ୍ଯାଳୟରେ ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ
ନୟାଗଡ଼ (୧୮/୪) : ଓଡ଼ଗାଁ ବ୍ଳକର ସରକାରୀ ପ୍ରାଥମିକ ବିଦ୍ୟାଳୟ,କଦଳୀବନ୍ଧରେ ଆଜି ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ରଞ୍ଜନ କୁମାର ଦାଶଙ୍କ ସଭାପତିତ୍ୱରେ ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।ଏଥିରେ ଓଡ଼ଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦର ନିର୍ବାହୀ ଅଧିକାରୀ ନିହାର ରଞ୍ଜନ…