Browsing Category

ଓଡିଶା

ବ୍ରିକ୍ସ ପ୍ଲାଟଫର୍ମରୁ ମହିନ୍ଦ୍ରାଙ୍କୁ ପ୍ରଶଂସା କଲେ ପୁଟିନ୍: ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ: ନୂଆଦିଲ୍ଲୀରେ ଚାଲିଥିବା ବ୍ରିକ୍ସ ସମ୍ମିଳନୀରେ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ ଭାରତୀୟ ଶିଳ୍ପର ପ୍ରଶଂସା କରିଥିଲେ, ମହିନ୍ଦ୍ରାଙ୍କୁ ବ୍ରିକ୍ସ ଦେଶଗୁଡ଼ିକର ବର୍ଦ୍ଧିତ ବ୍ୟବସାୟିକ ଶକ୍ତି ଏବଂ ସଫଳତାର ଏକ ପ୍ରମୁଖ ଉଦାହରଣ ଭାବରେ ଉଲ୍ଲେଖ କରିଥିଲେ। ପୁଟିନ୍ କେବଳ…

ନନ୍ଦନକାନନକୁ ଗୁଜରାଟ ବନ୍ତାରାରୁ ଆସିଲେ ୭ ପ୍ରଜାତିର ନୂଆ ଅତିଥି

ଭୁବନେଶ୍ୱର: ନନ୍ଦନକାନନ ପ୍ରାଣୀଉଦ୍ୟାନରେ ପହଞ୍ଚିଛନ୍ତି ନୂଆ ଅତିଥି। ଗୁଜରାଟର ବନ୍ତାରା ଚିଡ଼ିଆଖାନାରୁ ୭ଟି ଭିନ୍ନ ପ୍ରଜାତିର ବିରଳ ଜୀବଜନ୍ତୁ ଓ ପକ୍ଷୀ ନନ୍ଦନକାନନକୁ ଅଣାଯାଇଛି। ଏହି ନୂଆ ପ୍ରାଣୀଙ୍କ ମଧ୍ୟରେ ଜେବ୍ରା, କଙ୍ଗାରୁ, ୱାଇଲ୍ଡବିଷ୍ଟ, ମିରକାଟ୍, ମାକାଓ ଓ କାସାୱାରି ଭଳି ବହୁ…

ଦିଲ୍ଲୀରେ ୧୮ତମ ବ୍ରିକ୍ସ ଶିଖର ସମ୍ମିଳନୀ ଆରମ୍ଭ

ନୂଆଦିଲ୍ଲୀ: ଭାରତର ଅଧ୍ୟକ୍ଷତାରେ ନୂଆଦିଲ୍ଲୀସ୍ଥିତ ‘ଭାରତ ମଣ୍ଡପମ୍’ରେ ଆଜିଠାରୁ ଦୁଇଦିନିଆ ୧୮ତମ ବ୍ରିକ୍ସ  ଶିଖର ସମ୍ମିଳନୀ ଆରମ୍ଭ ହେବାକୁ ଯାଉଛି। ଏହି ମହାମେଳିରେ ବିଶ୍ୱର ଅନେକ ଶୀର୍ଷ ନେତା ଏକାଠି ହେଉଥିବା ବେଳେ ଏହା ବିଶ୍ୱ ଭୂ-ରାଜନୀତି ଏବଂ ଅର୍ଥନୀତି ପାଇଁ ଅତ୍ୟନ୍ତ…

ଡିଜିଟାଲ୍ ଯୁଗରେ ନୂଆ ରୂପରେ ରାଜସ୍ୱ ପର୍ଷଦ, ୱେବସାଇଟ୍ ଓ ତ୍ରୈମାସିକ ଜର୍ଣ୍ଣାଲର ଶୁଭାରମ୍ଭ

ଭୁବନେଶ୍ୱର: ରାଜସ୍ୱ ପ୍ରଶାସନକୁ ଅଧିକ ସ୍ୱଚ୍ଛ, ସୁଗମ, ସୁସଂଗଠିତ ଓ ନାଗରିକମୁଖୀ କରିବା ଦିଗରେ ଏକ ଉଲ୍ଲେଖନୀୟ ପଦକ୍ଷେପ ସ୍ୱରୁପ ଶୁକ୍ରବାର ରାଜସ୍ୱ ପର୍ଷଦ, ଓଡ଼ିଶାର ନୂତନ ୱେବସାଇଟ୍ ଏବଂ ତ୍ରୈମାସିକ ଜର୍ଣ୍ଣାଲର ଶୁଭାରମ୍ଭ କରାଯାଇଛି। ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଏହି ନୂତନ…

ଆର୍‌ଆଣ୍ଡ୍‌ବିରେ ଆର୍ଥିକ ଅନିୟମିତତା ଅଭିଯୋଗ: ସରକାରଙ୍କ କଡ଼ା ଆକ୍ସନ, ଯନ୍ତ୍ରୀ ଅପସାରିତ

ଭୁବନେଶ୍ୱର: ଭୁବନେଶ୍ୱର ଆର୍‌ଆଣ୍ଡ୍‌ବି ଡିଭିଜନ୍‌-୧ରେ ଆର୍ଥିକ ଅନିୟମିତତା ଓ ସରକାରୀ ଅର୍ଥର ଅପବ୍ୟବହାର ଅଭିଯୋଗକୁ ନେଇ ତତ୍ପର ହୋଇଛନ୍ତି ରାଜ୍ୟ ସରକାର। ଡିଭିଜନ୍‌ରେ ହୋଇଥିବା କଥିତ ଦୁର୍ନୀତି ଓ ଅନିୟମିତତାର ସମସ୍ତ ଦିଗ ତଦନ୍ତ କରିବାକୁ ନିର୍ମାଣ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି।…

ମୋଦୀ-ପୁଟିନ ବୈଠକ: ଦ୍ୱିପାକ୍ଷିକ ସମ୍ପର୍କ ସହ ଅନ୍ତର୍ଜାତୀୟ ପ୍ରସଙ୍ଗ ଉପରେ ଆଲୋଚନା

ନୂଆଦିଲ୍ଲୀ: ବ୍ରିକ୍ସ ସମ୍ମିଳନୀରେ ଯୋଗଦେବା ପାଇଁ ତିନିଦିନିଆ ଭାରତ ଗସ୍ତରେ ଥିବା ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଶୁକ୍ରବାର ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି। ଦୁଇ ନେତାଙ୍କ ମଧ୍ୟରେ ହୋଇଥିବା ଦ୍ୱିପାକ୍ଷିକ ବୈଠକରେ ଭାରତ-ରୁଷ ସମ୍ପର୍କର ବିଭିନ୍ନ ଦିଗ…

ଘରେ ଘରେ ଜଳିବ ‘ଆଶୀର୍ବାଦର ଦୀପ’;ମହିଳାଙ୍କୁ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଆହ୍ୱାନ

ଭୁବନେଶ୍ୱର: ରାଜ୍ୟର ସମସ୍ତ ମହିଳା ହିତାଧିକାରୀମାନଙ୍କୁ ଆସନ୍ତା ସେପ୍ଟେମ୍ବର ୧୭ ତାରିଖ ସନ୍ଧ୍ୟାରେ ‘ଆଶୀର୍ବାଦର ଦୀପ’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ନିଜ ନିଜ ଘରେ ଦୀପ ପ୍ରଜ୍ୱଳନ କରିବା ପାଇଁ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଆହ୍ୱାନ ଦେଇଛନ୍ତି। ସେବା, କୃତଜ୍ଞତା ଏବଂ…

ଓଏସ୍‌ଏସ୍‌ଏଫ୍‌ ଯବାନଙ୍କ ପାଇଁ ଏସ୍‌ବିଆଇ ସହ ଓଡ଼ିଶା ପୋଲିସର ଏମ୍‌ଓୟୁ ସ୍ୱାକ୍ଷର

ଭୁବନେଶ୍ୱର: ଓଡ଼ିଶା ସ୍ପେଶାଲ୍ ଷ୍ଟ୍ରାଇକିଂ ଫୋର୍ସ (ଓଏସ୍‌ଏସ୍‌ଏଫ୍‌) ଯବାନମାନଙ୍କୁ ଅତିରିକ୍ତ ସୁବିଧା ଓ ସୁରକ୍ଷା ଯୋଗାଇଦେବା ପାଇଁ ଓଡ଼ିଶା ପୋଲିସର ଅପରେସନ୍ସ ୱିଙ୍ଗ୍ ଓ ଭାରତୀୟ ଷ୍ଟେଟ୍ ବ୍ୟାଙ୍କ (ଏସ୍‌ବିଆଇ) ମଧ୍ୟରେ ଏକ ବୁଝାମଣାପତ୍ର (ଏମ୍‌ଓୟୁ) ସ୍ୱାକ୍ଷର ହୋଇଛି। ଭୁବନେଶ୍ୱରସ୍ଥିତ…

ପାର୍ବଣ ପୂର୍ବରୁ ଆକ୍ସନ ମୋଡ୍‌ରେ ପୋଲିସ: ଅପରାଧୀଙ୍କ ଉପରେ ରହିବ କଡ଼ା ନଜର

ଭୁବନେଶ୍ୱର: ଆଜି ପୂର୍ବାହ୍ନରେ କମିସନରେଟ ପୋଲିସର ସମ୍ମିଳନୀ କକ୍ଷରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ବିନୟତୋଷ ମିଶ୍ରଙ୍କ ଅଧ୍ୟକ୍ଷତାରେ ଭୁବନେଶ୍ୱର-କଟକ କମିଶନରେଟ୍ ପୋଲିସର ଆଇନ-ଶୃଙ୍ଖଳା, ଅପରାଧ ନିୟନ୍ତ୍ରଣ ଓ ପୋଲିସ ବ୍ୟବସ୍ଥା ସମ୍ପର୍କିତ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ…

ଉତ୍କଳ ବିଶ୍ୱବିଦ୍ୟାଳୟରେ ପାଳିତ ହେଲା ବିଶ୍ୱ ଆତ୍ମହତ୍ୟା ନିରାକରଣ ଦିବସ : ଆତ୍ମହତ୍ୟା ନୁହେଁ, ଜୀବନ ହେଉଛି ଆଗକୁ…

ଭୁବନେଶ୍ୱର, ୧୧/୦୯(କୃଷ୍ଣ କୁମାର ମହାନ୍ତି): ଉତ୍କଳ ବିଶ୍ୱବିଦ୍ୟାଳୟରେ ସମ୍ପ୍ରତି  ବିଶ୍ୱ ଆତ୍ମହତ୍ୟା ନିରାକରଣ ଦିବସ ପାଳିତ ହୋଇଯାଇଛି। ଚଳିତ ବର୍ଷର ବିଷୟବସ୍ତୁ ‘ଚେଞ୍ଜିଂ ଦି ନାରେଟିଭ୍ ଅନ୍ ସୁଇସାଇଡ୍’କୁ ଆଧାର କରି ବିଶ୍ୱବିଦ୍ୟାଳୟର ମହାରାଜା କୃଷ୍ଣଚନ୍ଦ୍ର ଗଜପତି ପ୍ରେକ୍ଷାଳୟରେ…