Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ବାଲେଶ୍ବର ଜିଲ୍ଲା ବିଦ୍ୟାଳୟ ପାଠାଗାର ବହିକିଣାରେ ବ୍ୟାପକ ଦୁର୍ନୀତି ସମ୍ପର୍କରେ ସାମ୍ବାଦିକ ସମ୍ମିଳନୀରେ ଅଭିଯୋଗ…
ବାଲେଶ୍ବର, ୧/୪(କୃଷ୍ଣ କୁମାର ମହାନ୍ତି): ବାଲେଶ୍ୱର ଜିଲ୍ଲାର ବିଦ୍ୟାଳୟ ଲାଇବ୍ରେରିଗୁଡିକର ବହିକିଣାରେ ବ୍ୟାପକ ଦୁର୍ନୀତି ତଥା ଅନିୟମିତତା ସମ୍ପର୍କରେ ଅଭିଯୋଗ କରାଯିବା ସହିତ ଏକ ଦାବିପତ୍ର ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯାଇଛି। ଜିଲ୍ଲାର ପ୍ରାଥମିକ ଠାରୁ ଉଚ୍ଚ…
ବସ୍ତାରେ ଏକ ସରକାରୀ ମହିଳା ପଲିଟେକନିକ୍ ପ୍ରତିଷ୍ଠା କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବି ଜଣାଇଲେ ବସ୍ତା ବିଧାୟିକା…
ବାଲେଶ୍ୱର - ୩୧/୦୩(କୃଷ୍ଣ କୁମାର ମହାନ୍ତି) : ବାଲେଶ୍ୱର ଜିଲ୍ଲାର ବସ୍ତା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଏକ ସରକାରୀ ମହିଳା ପଲିଟେକନିକ୍ ପ୍ରତିଷ୍ଠା କରିବା ପାଇଁ ବସ୍ତା ବିଧାୟିକା ସୁବାସିନୀ ଜେନା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ୍ କରି ଦାବି ଜଣାଇଛନ୍ତି।
ପ୍ରକାଶଥାଉ…
ନାଟ୍ୟକାର ଓ ଅନୁବାଦକ ଶରତ ଚନ୍ଦ୍ର ଆଚାର୍ଯ୍ୟ ସମ୍ବର୍ଦ୍ଧିତ।
ନୟାଗଡ଼ (୨/୪): ଓଡ଼ିଶା ଦିବସ ସମାରୋହ -୨୦୨୬ ଅବସରରେ ନୟାଗଡ଼ ଜିଲ୍ଲା ପ୍ରଶାସନ ତରଫରୁ ଆୟୋଜିତ ଭବ୍ୟ କାର୍ଯ୍ୟକ୍ରମରେ ବହୁ ପ୍ରତିଭାଧାରୀ ବ୍ୟକ୍ତି ବିଶେଷଙ୍କ ଗହଣରେ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ କନକ ବର୍ଦ୍ଧନ ସିଂହଦେଓଙ୍କ ଦ୍ଵାରା କବି, ଲେଖକ,ନାଟ୍ୟକାର, ଅନୁବାଦକ,…
ଆଜି ଶେଷ ହେବ ମାଟ୍ରିକ୍ ପରୀକ୍ଷା ଖାତା ଦେଖା ।
କଟକ : ଆଜି ଶେଷ ହେବ ମାଟ୍ରିକ୍ ଖାତା ଦେଖା । ଚଳିତ ବର୍ଷ ବୋର୍ଡ ପରୀକ୍ଷା ଶେଷ ହେବା ପରେ ମାର୍ଚ୍ଚ ୧୯ ରୁ ଖାତା ଦେଖା ଆରମ୍ଭ ହୋଇ ଏପ୍ରିଲ ଦୁଇ ପର୍ଯ୍ୟନ୍ତ ଚାଲିବ ବୋଲି ବୋର୍ଡ ସଭାପତି ସୂଚନା ଶ୍ରୀକାନ୍ତ ତରାଇ ସୂଚନା ଦେଇଥିଲେ । ମୂଲ୍ୟାୟନ ପାଇଁ ବୋର୍ଡ ପକ୍ଷରୁ ୧୨ ହଜାର ୨୦୦ ବରିଷ୍ଠ…
ଭୁବନେଶ୍ୱରରେ ପ୍ରଥମ ଭିସା ଆବେଦନ କେନ୍ଦ୍ର ଖୋଲିଲେ ମୁଖ୍ୟମନ୍ତ୍ରୀ ମାଝୀ
ଭୁବନେଶ୍ବର : ରାଜ୍ୟରେ ସହଜ ହେଲା ଭିସା ଆବେଦନ । ରାଜ୍ୟ ବାହାରକୁ ଯାଇ ଭିସା ଆବେଦନ କରିବାକୁ ପଡିବ ନାହିଁ । ଓଡ଼ିଶାବାସୀଙ୍କୁ ଭିସା ସେବା ପାଇଁ କୋଲକାତା, ଦିଲ୍ଲୀ କିମ୍ବା ହାଇଦ୍ରାବାଦ ଭଳି ସହରକୁ ଆଉ ଯିବାକୁ ପଡିବ ନାହିଁ। ବିଦେଶ ଯିବାକୁ ଚାହୁଁଥିବା ବ୍ୟକ୍ତି ଓ ଛାତ୍ରଛାତ୍ରୀଙ୍କୁ ଏହା…
କୁବେର ଡେପୁଟି ମ୍ୟାନେଜର ବିଦ୍ୟୁତ ରଞ୍ଜନ ଭୋଳଙ୍କ ୨୯ ପ୍ଲଟ୍ ଠାବ
ଭୁବନେଶ୍ବର : କୁବେର ଡେପୁଟି ମ୍ୟାନେଜର ବିଦ୍ୟୁତ ରଞ୍ଜନ ଭୋଳଙ୍କ ୨୯ ପ୍ଲଟ୍ ଠାବ ହୋଇଛି। ଜଟଣୀ, ବ୍ରହ୍ମପୁର ଆଦି ସ୍ଥାନରେ ବାବୁଙ୍କର ୨୯ ପ୍ଲଟ୍, ଦୁଇ ବହୁତଳ କୋଠା ସହ କଳିଙ୍ଗ ବିହାରରେ ଗୋଟିଏ ଫ୍ଲାଟ୍ ଠାବ ହୋଇଛି। ରେଡ୍ ବେଳେ ବାବୁଙ୍କ ଘରୁ ମିଳିଛି ୧ କେଜି ୧୪୦ ଗ୍ରାମ ସୁନା ଏବଂ…
ଉତ୍କଳ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି।
ନୂଆଦିଲ୍ଲୀ : ଆଜି ୯୦ତମ ଉତ୍କଳ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଏକ୍ସରେ ଏକ ପୋଷ୍ଟ କରି ପ୍ରଧାନମନ୍ତ୍ରୀ କହିଛନ୍ତି ଯେ କେନ୍ଦ୍ର ଏବଂ ରାଜ୍ୟ ସରକାର ପ୍ରଗତି ପାଇଁ ଏକାଠି କାମ କରୁଛନ୍ତି। ଉତ୍କଳ ଦିବସରେ ହାର୍ଦ୍ଦିକ ଶୁଭେଚ୍ଛା!…
ଆଠମଲ୍ଲିକର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କଲେ ଧର୍ମେନ୍ଦ୍ର ପ୍ରଧାନ
ଆଠମଲ୍ଲିକ : ୧୯୩୬ ଏପ୍ରିଲ ୧ରେ ଭାଷାଭିତ୍ତିକ ପ୍ରଥମ ରାଜ୍ୟ ଭାବେ ଓଡ଼ିଶା ପ୍ରଦେଶ ଗଠିତ ହୋଇଥିଲା। ୨୦୩୬ରେ ଆମେ ଓଡ଼ିଶା ଗଠନର ଶତବାର୍ଷିକୀ ପାଳନ କରିବା। ଏହି ସମୟ ମଧ୍ୟରେ ‘ବିକଶିତ ଭାରତ’ ଓ ‘ବିକଶିତ ଓଡ଼ିଶା’ର ସ୍ୱପ୍ନ ସେତେବେଳେ ସାକାର ହେବ, ଯେତେବେଳେ ଆମ ଓଡ଼ିଆ ପିଲାମାନେ ସୁସ୍ଥ…
ଯାଜପୁର ପୋଲିସ୍ ପକ୍ଷରୁ ସରକାରୀ ଚାଟବୋଟ୍ “ଇ-ମିତ୍ର” ଲୋକାର୍ପିତ
ଯାଜପୁର: ଜନକୈନ୍ଦ୍ରିକ ପୋଲିସ୍ ସେବାକୁ ଅଧିକ ଶକ୍ତିଶାଳୀ କରିବା ଏବଂ ଡିଜିଟାଲ୍ ନବସୃଜନକୁ ଆପଣେଇବା ଦିଗରେ ଏକ ପ୍ରଗତିଶୀଳ ପଦକ୍ଷେପ ସ୍ୱରୂପ, ଯାଜପୁର ପୋଲିସ୍ ପକ୍ଷରୁ ଆଜି ସରକାରୀ ଚାଟବୋଟ୍ “ଇ-ମିତ୍ର” ଲୋକାର୍ପିତ ହୋଇଛି। ସାର୍ବଜନୀନ ସେବା ପ୍ରଦାନ କ୍ଷେତ୍ରରେ ସହଜ ଉପଲବ୍ଧତା,…
କଟକରେ ୯୧ତମ ରାଜ୍ୟ ପୋଲିସ ପ୍ରତିଷ୍ଠା ଦିବସ ପାଳିତ
କଟକ : ଓଡ଼ିଶା ପୋଲିସର ମୂଳ ମନ୍ତ୍ର ହେଉଛି “ସେବା ଓ ସୁରକ୍ଷା”। ଏହା କେବଳ ଏକ ଶବ୍ଦ ନୁହେଁ, ଏହା ଆମର ପରିଚୟ। ଆଗାମୀ ଦିନରେ ଓଡ଼ିଶାକୁ ଏକ ସୁରକ୍ଷିତ, ଶାନ୍ତିପୂର୍ଣ୍ଣ ଓ ନିଶାମୁକ୍ତ ରାଜ୍ୟରେ ପରିଣତ କରିବା ପାଇଁ ଓଡ଼ିଶା ପୋଲିସ ସଂକଳ୍ପବଦ୍ଧ ହୋଇ କାର୍ଯ୍ୟ କରୁଛି ବୋଲି ରାଜ୍ୟ ଆରକ୍ଷୀ…