Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଅଲଡ଼ାର ପ୍ରତିଷ୍ଠା ଦିବସ ପାଳିତ ।
ଗଜପତି,୧୦.୯(ମନୋଜ ପାଢ଼ୀ) :-କାଶୀନଗର ବ୍ଲକ ଅନ୍ତର୍ଗତ ଅଲଡ଼ାସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ସମାରୋହରେ ପାଳିତ ହୋଇଯାଇଛି।ବିଦ୍ୟାଳୟ ପରିସରରେ ଆୟୋଜିତ ଏହି ଭବ୍ୟ କାର୍ଯ୍ୟକ୍ରମ ଛାତ୍ରଛାତ୍ରୀ, ଶିକ୍ଷକ-ଶିକ୍ଷୟିତ୍ରୀ, ଅଭିଭାବକ ଓ ଅତିଥିମାନଙ୍କ ଉପସ୍ଥିତିରେ ଉତ୍ସବମୁଖର…
ପୂର୍ବତନ ଏସିଏଫ୍ ସୌମ୍ୟରଂଜନଙ୍କ ମୃତ୍ୟୁ ଘଟଣାରେ ବିଦ୍ୟାଭାରତୀଙ୍କ ଜାମିନ ଆବେଦନ ଖାରଜ ।
ଗଜପତି,୧୦.୯(ମନୋଜ ପାଢ଼ୀ) :-ଗଜପତି ଜିଲ୍ଲାର ପୂର୍ବତନ ଏସିଏଫ୍ ସୌମ୍ୟରଂଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ବ୍ୟକ୍ତିଗତ ହାଜିରାରୁ ଛାଡ ପାଇଁ କରିଥିବା ଆବେଦନ ହାଇକୋର୍ଟରେ ଖାରଜ ହୋଇଯାଇଥିବା ଜଣାପଡ଼ିଛି। । ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ରଙ୍କ ରହସ୍ୟଜନକ ମୃତ୍ୟୁ…
ପୋଲିସ ଓ ସରକାରୀ ଓକିଲ ସମନ୍ୱୟ ବୈଠକରେ ସମ୍ମାନିତ ହେଲେ କ୍ୟାଡ଼ର ପିପି, ସ୍ପେଶାଲ ପିପି ଓ ଥାନାଧିକାରୀ ।
ଗଜପତି,୧୦. ୯(ମନୋଜ ପାଢ଼ୀ) :-ଗଜପତି ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନାଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ପୋଲିସ ମୁଖ୍ୟାଳୟରେ ଜିଲ୍ଲାର ସମସ୍ତ ଥାନା ଅଧିକାରୀ ଏବଂ ସରକାରୀ ଓକିଲମାନଙ୍କର ଏକ ସମନ୍ୱୟ ବୈଠକ ଅନୁଷ୍ଠିତ ହୋଇଥିଲା। ଉକ୍ତ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଅବକାରୀ ବିଭାଗ…
କେରାଣ୍ଡିରେ ସଫଳତାର ସହ ଅନୁଷ୍ଠିତ ହେଲା ମିନି କୃଷକ ମେଳା–୨୦୨୬।
ଗଜପତି,୧୦.୯(ମନୋଜ ପାଢ଼ୀ) :-ଗଜପତି ଜିଲ୍ଲା ଗୋଷାଣି ବ୍ଲକ ଅନ୍ତର୍ଗତ କେରାଣ୍ଡିସ୍ଥିତ ରାମଲିଙ୍ଗେଶ୍ୱର ଆଦର୍ଶ ପ୍ରାଥମିକ ସମବାୟ ସମିତି ପରିସରରେ ମିନି କୃଷକ ମେଳା–୨୦୨୬ ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ସେଞ୍ଚୁରିଅନ୍ ୟୁନିଭର୍ସିଟି ଅଫ୍ ଟେକ୍ନୋଲୋଜି ଆଣ୍ଡ ମ୍ୟାନେଜମେଣ୍ଟ,…
ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା’ ଅଧୀନରେ ୭୩ ଜଣ ବରିଷ୍ଠ ନାଗରିକଙ୍କ ବୃନ୍ଦାବନ ଯାତ୍ରା।
ଗଜପତି,10.9(ମନୋଜ ପାଢ଼ୀ) :- ବରିଷ୍ଠ ନାଗରିକମାନଙ୍କୁ ଦେଶର ବିଭିନ୍ନ ପବିତ୍ର ତୀର୍ଥସ୍ଥଳ ପରିଦର୍ଶନ କରିବାର ସୁଯୋଗ ପ୍ରଦାନ ଉଦ୍ଦେଶ୍ୟରେ ‘ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା’ ଅଧୀନରେ ପାରଳାଖେମୁଣ୍ଡିରୁ ୭୩ ଜଣ ବରିଷ୍ଠ ନାଗରିକ ବୃନ୍ଦାବନ ଅଭିମୁଖେ ଯାତ୍ରାରମ୍ଭ କରିଛନ୍ତି।…
କବିରାଜ ଅନନ୍ତ ତ୍ରିପାଠୀ ଶର୍ମା ଆୟୁର୍ବେଦ ମେଡିକାଲ କଲେଜରେ ସ୍ନାତକତା ଦିବସ
ଭୁବନେଶ୍ବର: ବ୍ରହ୍ମପୁରସ୍ଥିତ କବିରାଜ ଅନନ୍ତ ତ୍ରିପାଠୀ ଶର୍ମା ଆୟୁର୍ବେଦ ମେଡିକାଲ କଲେଜରେ ୨୦୨୬ ବର୍ଷର ଉତ୍ତୀର୍ଣ୍ଣ ସ୍ନାତକ ଆୟୁର୍ବେଦ ଡାକ୍ତରମାନଙ୍କୁ ନେଇ ସ୍ନାତକତା ଦିବସ ମହାସମାରୋହରେ ପାଳିତ ହୋଇଛି। ଏହି ଅବସରରେ ନବସ୍ନାତକ ଡାକ୍ତରମାନଙ୍କୁ ସମ୍ମାନିତ କରାଯିବା ସହ ଆୟୁର୍ବେଦ…
୭.୪୧ ଲକ୍ଷ ଟଙ୍କାର ସରକାରୀ ଅର୍ଥ ହଡ଼ପ ଅଭିଯୋଗ: ଆଠଗଡ଼ର ପୂର୍ବତନ ଫରେଷ୍ଟର ଗିରଫ
ଭୁବନେଶ୍ବର: ବନୀକରଣ ଯୋଜନାରେ ଅର୍ଥ ହେରଫେର କରିବା ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଆଠଗଡ଼ ବନଖଣ୍ଡର ପୂର୍ବତନ ଫରେଷ୍ଟର ଆଶିଷ ନାଏକଙ୍କୁ ସରକାରୀ ଅର୍ଥ ହଡ଼ପ କରିବା ଅଭିଯୋଗରେ ଗିରଫ କରାଯାଇଛି। ସେ ବର୍ତ୍ତମାନ କଟକ ବନଖଣ୍ଡ…
ୟୁଏଇର ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର
ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୟୁଏଇର କ୍ୟାବିନେଟ୍ ସଦସ୍ୟ ତଥା ଅର୍ଥନୀତି ଏବଂ ପର୍ଯ୍ୟଟନ ମନ୍ତ୍ରୀ ଏବଂ ଅନ୍ତର୍ଜାତୀୟ ବିନିଯୋଗ ପରିଷଦର ଅଧ୍ୟକ୍ଷ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ବୈଠକ କରିଛନ୍ତି।
ଓଡ଼ିଶା ଏବଂ ୟୁଏଇ ମଧ୍ୟରେ ଅର୍ଥନୈତିକ ଏବଂ ପୁଞ୍ଜିନିବେଶ…
‘ଭାରତର ନୂତନ ଶିଳ୍ପ ବିପ୍ଳବ’କୁ ପ୍ରଶଂସା କଲା ବିଶ୍ୱସ୍ତରୀୟ ନିବେଶ ସଂସ୍ଥା ଜେଫ୍ରିଜ୍
ନୂଆଦିଲ୍ଲୀ: ବିଶ୍ୱସ୍ତରୀୟ ନିବେଶ ବ୍ୟାଙ୍କ୍ ଜେଫ୍ରିଜ୍ ୯ ସେପ୍ଟେମ୍ବରରେ ପ୍ରକାଶ କରିଥିବା ଏହାର ରିପୋର୍ଟରେ ଛଅଟି ଉଚ୍ଚ ଅଭିବୃଦ୍ଧି କ୍ଷେତ୍ରରେ ଭାରତର ଉପଲବ୍ଧିକୁ ଉଚ୍ଚ ପ୍ରଶଂସା କରିଛି। ବୃହତ ଘରୋଇ ବଜାର, ବେସରକାରୀ କ୍ଷେତ୍ରର ଅଧିକରୁ ଅଧିକ ଅଂଶଗ୍ରହଣ ଏବଂ ଦୀର୍ଘସ୍ଥାୟୀ ନୀତିଗତ…