Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ରାଜ୍ୟସଭା ନିର୍ବାଚନ : ମନମୋହନ,ସୁଜିତ,ସଂତୃପ୍ତ ଓ ଦିଲ୍ଲୀପ ବିଜୟୀ
ଭୁବନେଶ୍ବର : ରାଜ୍ୟସଭା ନିର୍ବାଚନରେ ବାଜି ମାରିଲେ ବିଜେପିର ମନମୋହନ ସାମଲ, ସୁଜିତ କୁମାର, ବିଜେଡିର ସଂତୃପ୍ତ ମିଶ୍ର ଓ ସ୍ବାଧୀନ ପ୍ରାର୍ଥୀ ଦିଲୀପ ରାୟ । କଂଗ୍ରେସ ଓ ବିଜେଡି ମିଳିତ ପ୍ରାର୍ଥୀ ଦତ୍ତେଶ୍ବର ହୋତା ଦିଲ୍ଲୀପଙ୍କ ଠାରୁ ପରାଜିତ ହୋଇଛନ୍ତି। ପ୍ରଥମ ପସନ୍ଦ ଭୋଟରେ…
SCB ମେଡିକାଲ ଅଗ୍ନିକାଣ୍ଡ : ରାଷ୍ଟ୍ରପତିଙ୍କ ଶୋକ, ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏଁ ସହାୟତା ଘୋଷଣା କଲେ…
ଭୁବନେଶ୍ୱର : କଟକ ବଡ଼ ମେଡିକାଲ ଅଗ୍ନିକାଣ୍ଡ। ଏସସିବି ମେଡିକାଲରେ ଅଗ୍ନିକାଣ୍ଡ ନେଇ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶୋକ। PMNRFରୁ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ। ଏହା ସହ ଆହତଙ୍କୁ ୫୦…
ଉପାସନା ମହାପାତ୍ରଙ୍କ ଭୋଟ ଆଚରଣ ବିଧି ଉଲ୍ଲଂଘନ : ଅଭିଯୋଗ କଲେ ନବୀନ ପଟ୍ଟନାୟକ
ଭୁବନେଶ୍ବର : ରାଜ୍ୟସଭା ନିର୍ବାଚନ ପାଇଁ ବିଧାନସଭାର ୫୪ ପ୍ରକୋଷ୍ଠରେ ଆରମ୍ଭ ହୋଇଛି ମତଦାନ ପକ୍ରିୟା। ଏଥିରେ ଚାରିଟି ଖାଲିଥିବା ଆସନ ପାଇଁ ଭୋଟ ଗ୍ରହଣ ଜାରି ରହିଛି। ଏହି ଆସନ ପାଇଁ ପାଞ୍ଚଜଣ ପ୍ରତିଦ୍ବନ୍ଦିତା କରୁଛନ୍ତି। ତେବେ ତିନୋଟି ଆସନରେ ବିଜେପି ଓ ବିଜେଡି ପ୍ରାର୍ଥୀ ଜିତୁଥିବା…
ବିଜେଡି ବିରୋଧରେ ପ୍ରବଳ ବର୍ଷିଲେ ସନା ମହାକୁଡ଼
ଭୁବନେଶ୍ୱର : ଆଜି ରାଜ୍ୟର ୪ ରାଜ୍ୟସଭା ଆସନ ପାଇଁ ମତଦାନ ଚାଲିଛି । ଏହି କ୍ରମରେ ଜଣଙ୍କ ପରେ ବିଧାୟକ ବିଧାନସଭାର ମତଦାନ କେନ୍ଦ୍ରକୁ ଆସି ଭୋଟ ଦେଉଚନ୍ତି । ବିଜେଡିରୁ ନିଲମ୍ବିତ ଚମ୍ପୁଆ ବିଧାୟକ ମଧ୍ୟ ଭୋଟ ଦେଇଛନ୍ତି । ଭୋଟ୍ ଦେବା ପରେ ବିଜେଡି ବିରୋଧରେ ପ୍ରବଳ ବର୍ଷିଛନ୍ତି।…
OWMର ତୃତୀୟ ବାର୍ଷିକ ସମାରୋହ ବୃତ୍ତିଗତ ଦାୟିତ୍ୱ ଏବଂ ବ୍ୟକ୍ତିଗତ ଖୁସିକୁ ଆଲୋକିତ କରେ
ଭୁବନେଶ୍ୱର: ଓଡ଼ିଶାର ଗଣମାଧ୍ୟମ ଏବଂ ତତସମ୍ପର୍କିତ କ୍ଷେତ୍ରରେ କାର୍ଯ୍ୟରତ ମହିଳା ପେଶାଜୀବୀମାନଙ୍କର ମଞ୍ଚ ଓଡ଼ିଶା ଓମେନ୍ ଇନ୍ ମିଡିଆ (OWM) ର ୩ୟ ପ୍ରତିଷ୍ଠା ଦିବସ ରବିବାର ପାଳିତ ହୋଇଯାଇଛି। ଏହି ଅବସରରେ ସାମିଲ ହୋଇଥିବା ବିଭିନ୍ନ କ୍ଷେତ୍ରର ବିଶିଷ୍ଟ ଅତିଥିମାନେ ସୁଖୀ ଜୀବନ ଲାଭ…
କଟକ ହସପିଟାରେ ଘଟିଯାଇଥିବା ଅଗ୍ନିକାଣ୍ଡ ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ।
ଭୁବନେଶ୍ବର : କଟକ ହସପିଟାରେ ଘଟିଯାଇଥିବା ଅଗ୍ନିକାଣ୍ଡ ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ। ସେ କହିଛନ୍ତି ଯେ, କଟକ ଏସସିବି ମେଡିକାଲରେ ଅଗ୍ନିକାଣ୍ଡ ଘଟି ଏକାଧିକ ଲୋକଙ୍କ ମୃତ୍ୟୁ ହେବା ଅତ୍ୟନ୍ତ ଦୁଃଖଦାୟକ। ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଅମର ଆତ୍ମାର…
କଟକ ମେଡିକାଲ ଅଗ୍ନିକାଣ୍ଡ ଘଟଣା : ଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠି ରୁ ୨୫ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ…
କଟକ : ଏସ ସି ବି ମେଡିକାଲ ଟ୍ରମା କେଆର୍ ଆଇସିୟୁ ରେ ଘଟିଥିବା ଦୁଃଖଦ ଅଗ୍ନିକାଣ୍ଡ ଘଟଣା ସମ୍ପର୍କ ରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି । ଏହି ଅଗ୍ନିକାଣ୍ଡ ଘଟଣାର ବିଚାର ବିଭାଗୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ…
ପ୍ରଥମ ରାଜ୍ୟସଭା ଭୋଟ୍ ଦେଲେ ମୁକେଶ ମହାଲିଙ୍ଗ
ଭୁବନେଶ୍ବର: ରାଜ୍ୟସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ବିଧାନସଭାର ୫୪ ନଂ ପ୍ରକୋଷ୍ଠରେ ଭୋଟିଂ ଚାଲିଥିବାବେଳେ ଏହା ଅପରାହ୍ନ ୪ଟା ଯାଏଁ ଚାଲିବ। ଜଣଙ୍କ ପରେ ଜଣେ ବିଧାୟକ ଭୋଟ ଦେବା ପାଇଁ ପହଞ୍ଚୁଥିବା ଦେଖିବାକୁ ମିଳିଛି । ରାଜ୍ୟସଭା ନିର୍ବାଚନ ରଣାଙ୍ଗନରେ ଅବତୀର୍ଣ୍ଣ ହୋଇଥିବା ୫…
ଆଜି ରାଜ୍ୟସଭା ନିର୍ବାଚନ : ୪ ଆସନ ପାଇଁ ମତଦାନ
ଭୁବନେଶ୍ବର : ଆଜି ଓଡ଼ିଶା ବିଧାନସଭାରେ ରାଜ୍ୟସଭା ନିର୍ବାଚନ ରଣାଙ୍ଗନରେ ଅବତୀର୍ଣ୍ଣ ହୋଇଥିବା ୫ ପ୍ରାର୍ଥୀ ୪ଟି ଆସନରେ ନିଜ ଭାଗ୍ୟ ପରୀକ୍ଷା କରିବେ। ସକାଳ ୯ରୁ ଅପରାହ୍ଣ ୪ଟା ପର୍ଯ୍ୟନ୍ତ ବିଧାନସଭାର ୫୪ନଂ ପ୍ରକୋଷ୍ଠରେ ୧୪୭ ବିଧାୟକ ନିଜ ମତାଧିକାର ସାବ୍ୟସ୍ତ କରିବେ। ମତଦାନ ଶେଷ ହେବା…
ବିଜେପିରେ ଯୋଗଦେଲେ ପୂର୍ବତନ ବ୍ଲକ ଅଧ୍ୟକ୍ଷା ଓ ସମିତିସଭ୍ୟ
ରେଢ଼ାଖୋଲ : ରେଢ଼ାଖୋଲ ବିଧାନସଭା ମଣ୍ଡଳୀ ନାକଟିଦେଉଳ ପଂଚାୟତ ସମିତିର ପୂର୍ବତନ ପୂର୍ବତନ ବ୍ଲକ ଅଧ୍ୟକ୍ଷା ଓ ସମିତିସଭ୍ୟ ବିଜେପିରେ ଯୋଗ ଦେଇଥିବା ଜଣାପଡିଛି। ଆଜି ବୁର୍ଲା ଏମସିଏଲ ଠାରେ ବିଜେପିର ଏକ କାର୍ଯ୍ୟକ୍ରମରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗ ଦେବା ଅବସରରେ…