Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଓଡ଼ିଶା ଆସିଲା କତାରରେ ମୃତ୍ୟୁବରଣ କରିଥିବା ଓଡ଼ିଆ ଶ୍ରମିକଙ୍କ ମୃତ ଶରୀର
ଭୁବନେଶ୍ଵର : ଭାରତ ସରକାରଙ୍କ ବୈଦେଶିକ ମନ୍ତ୍ରାଳୟ ଏବଂ ଓଡ଼ିଶା ସରକାରଙ୍କ ମିଳିତ ସହଯୋଗରେ କତାର ଦେଶରେ ମୃତ୍ୟୁ ବରଣ କରିଥିବା ଓଡ଼ିଆ ଶ୍ରମିକ କୁନା ଖୁଣ୍ଟିଆଙ୍କ ମୃତ ଶରୀରକୁ ଓଡ଼ିଶାକୁ ଫେରାଇ ଅଣାଯାଇଛି। ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ବ୍ଲକର ବାସିନ୍ଦା କୁନା ଖୁଣ୍ଟିଆ ଗତ ୪ ମାସ ତଳେ…
ଭୋଟ କାହାକୁ ଦେବି ନିର୍ବାଚନ ଦିନ ସ୍ଥିର କରିବି : ବିଧାୟକ ସନାତନ ମହାକୁଡ଼
ଭୁବନେଶ୍ବର : ନିଲମ୍ବିତ ବିଜେଡି ବିଧାୟକ ସନାତନ ମହାକୁଡ଼ ରାଜ୍ୟସଭା ନିର୍ବାଚନରେ କାହାକୁ ଭୋଟ୍ ଦେବେ ସେନେଇ ସସ୍ପେନ୍ସ ଜାରି ରହିଛି। ଏପର୍ଯ୍ୟନ୍ତ ତାଙ୍କ ସହ କେହି ଯୋଗାଯୋଗ କରିନଥିବାବେଳେ ଭୋଟ୍ ସମ୍ପର୍କରେ ସେ ନିର୍ବାଚନ ଦିନ ସ୍ଥିର କରିବେ ବୋଲି କହିଛନ୍ତି। ଶ୍ରୀ ମହାକୁଡ଼…
ଓଡିଶାର ଗ୍ରାମାଞ୍ଚଳରେ ମୋବାଇଲ୍ ସଂଯୋଗକୁ କରିବା ପାଇଁ ୨୨୨୯ କୋଟିର ଆବଣ୍ଟନ
ନୂଆଦିଲ୍ଲୀ : କେନ୍ଦ୍ର ସଞ୍ଚାର ଓ ଉତ୍ତର-ପୂର୍ବ କ୍ଷେତ୍ର ବିକାଶ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ଏମ. ସିନ୍ଧିଆ ରାଜ୍ୟ ସଭାକୁ ଗ୍ରାମାଞ୍ଚଳ ଏବଂ ଦୁର୍ଗମ ଅଞ୍ଚଳରେ ମୋବାଇଲ୍ ସଂଯୋଗ ବିସ୍ତାର ପାଇଁ ଓଡିଶାର ଟେଲିକମ୍ ଅପରେଟରମାନଙ୍କୁ ପ୍ରଦାନ କରାଯାଇଥିବା ସହାୟତା ବିଷୟରେ ସୂଚନା ଦେଇଛନ୍ତି।…
ଆଇଏଏସ୍ ଅଧିକାରୀସ୍ତରରେ ଅଦଳବଦଳ
ଭୁବନେଶ୍ବର : ରାଜ୍ୟ ସରକାର ଗୁରୁବାର ଆଇଏଏସ୍ ଅଧିକାରୀସ୍ତରରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗର ନିର୍ଦେଶନାମା ଅନୁଯାୟୀ, ଅତିରିକ୍ତ ସ୍ବତନ୍ତ୍ର ରିଲିଫ୍ ଆୟୁକ୍ତ ମନୀଷ କୁମାର ଅଗ୍ରୱାଲଙ୍କୁ ଓଡ଼ିଶା ସମବାୟ ସମିତି ସମୂହର ନିବନ୍ଧକ ଭାବେ ନିଯୁକ୍ତ କରାଯାଇଛି।…
ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି
ଭୁବନେଶ୍ୱର : ବର୍ତ୍ତମାନ ରାଜ୍ୟରେ ଧୀରେ ଧୀରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବା ଆରମ୍ଭ ହେଉଛି। ଚଳିତ ବର୍ଷ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଅଧିକ ହେବ ବୋଲି ଆକଳନ ହେଉଥିବା ବେଳେ ରାଜ୍ୟ ସରକାର ଏହାର ମୁକାବିଲା ପାଇଁ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି।
ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ…
ସିଆଇଆଇ ଶିଳ୍ପ କାର୍ନିଭାଲ ୨୦୨୫ : ଓଡ଼ିଶାରେ ଆସିବ ୩୦ ଲକ୍ଷ କୋଟିର ନିବେଶ
ଭୁବନେଶ୍ୱର : ରାଜ୍ୟରେ ଶିଳ୍ପ ବିକାଶକୁ ତ୍ୱରାନ୍ୱିତ କରିବା ଏବଂ ସମାବେଶୀ ଆର୍ଥିକ ଅଭିବୃଦ୍ଧି ହାସଲ କରିବା ଦିଗରେ ସରକାର ଏବଂ ଶିଳ୍ପସଂସ୍ଥା ମଧ୍ୟରେ ଦୃଢ଼ ସହଭାଗୀତା ରହିବା ନିତାନ୍ତ ଆବଶ୍ୟକ। ଆଜି ଭୁବନେଶ୍ୱରଠାରେ ସିଆଇଆଇ (CII) ଓଡ଼ିଶା ପକ୍ଷରୁ ଆୟୋଜିତ ବାର୍ଷିକ ବୈଠକରେ ଯୋଗଦେଇ…
ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା
ଭୁବନେଶ୍ୱର : ଓଡ଼ିଶା ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଆର୍ଥିକ ଅନଗ୍ରସର ପରିବାରଗୁଡ଼ିକୁ ସାମାଜିକ ସହାୟତା ପ୍ରଦାନ କରିବା ପାଇଁ ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ (MKBY) କୁ ଅଧିକ ସୁଦୃଢ଼ କରାଯାଇଛି। ଏହି ପରିପ୍ରେକ୍ଷୀରେ ଆଜି କଟକ ଏବଂ ସୁନ୍ଦରଗଡ଼ରେ ଜିଲ୍ଲା…
Dr. S. K. Agarwal receives Rotary Excellence Award
Kolkata (11/3) : Dr. Suresh Kumar Agarwal, President of Pragyan Foundation was honoured with the Rotary Excellence Award as Yoga & Meditation Guru at a special ceremony organised by the Rotary Club of Kasba on Tuesday, 10th March, 2026…
ସମାଜସେବୀ ଭିକାରୀ ପାତାଳସିଂହଙ୍କ ସ୍ମୃତିଚାରଣ ସଭା
ନୟାଗଡ଼ (୧୧/୩): ରଣପୁର ବ୍ଲକ କାସନ୍ଦା ପଞ୍ଚାୟତର ପ୍ରାକ୍ତନ ସରପଞ୍ଚ ଭିକାରୀ ଚରଣ ପାତାଳସିଂହଙ୍କ ଏକାଦଶାହ ସ୍ମୃତି ଚାରଣ ସଭା ଶିକ୍ଷାବିତ୍ ସୁରେନ୍ଦ୍ର କୁମାର ବରାଳଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟଅତିଥି ଭାବରେ ଶିକ୍ଷାବିତ୍ କିଶୋର ଚନ୍ଦ୍ର ପରମଗୁରୁ ଯୋଗଦେଇ କହିଲେ ଯେ,…
Heritage Group of Institutions Celebrates International Women’s Day 2026 with Thought-Provoking…
Kolkata(11/3) : The Heritage Group of Institutions commemorated International Women’s Day 2026 with an engaging and insightful discussion on the theme “Rights. Justice. Action. For All Women and Girls.” The programme was held at the Swami…